ରାଜ୍ୟ

ଶ୍ରୀମନ୍ଦିର ଜଗମୋହନର ଭିତର ଦୃଶ୍ୟ ଭାଇରାଲ

ପୁରୀ ଅଫିସ,୨୦ା୬: ଶ୍ରୀମନ୍ଦିର ପରିସର ମହାଲକ୍ଷ୍ମୀ ମନ୍ଦିର ଜଗମୋହନର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଜଣେ ପାଟରା ସେବାୟତ ଚତୁର୍ଦ୍ଧା ବିଗ୍ରହଙ୍କ ଲାଗି ପଇତା ତିଆରି କରୁଥିବାବେଳେ ସେଲ୍‌ଫି ଉଠାଇଥିଲେ। ପରେ ଏହାକୁ ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ।...

ଦନ୍ତା ହାତୀ ଆକ୍ରମଣରେ ଜେଜେମା ମୃତ, ନାତୁଣୀ ଗୁରୁତର

ବେତନଟୀ, ୨୦।୬(ଡି.ଏନ୍‌.ଏ): ମୟୁରଭଞ୍ଜ  ଜିଲା ବେତନଟୀ ବନାଞ୍ଚଳ ଅଧିନ ଯୁଗୋଳ ପଞ୍ଚାୟତର ହଳଦୀପଦା ଗଁାରେ ବୁଧବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ୨ ଜଣଙ୍କୁ ଆକ୍ରମଣ କରିଛି। ଏହି ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ...

ଫଳ ଗୋଦାମ, ଦୋକାନରେ ସିଏମ୍‌ସିର ଚଢାଉ: ଯାଞ୍ଚ ପାଇଁ ଲିଚୁକୋଳିର ନମୁନା ସଂଗ୍ରହ

କଟକ ଅଫିସ,୨୦ା୬: ବିହାରରେ ମସ୍ତିଷ୍କ ଜ୍ୱରରେ ଶତାଧିକ ଶିଶୁଙ୍କ ଜୀବନହାନି ଘଟିଛି। ହେଲେ ଏହା ପଛର କାରଣ ସ୍ପଷ୍ଟ ହୋଇ ନ ଥିଲେ ସୁଦ୍ଧା ଲିଚୁରେ ଥିବା ଟକ୍ସିକ୍‌ ଏଲିମେଣ୍ଟକୁ ଅନେକ ବିଶେଷଜ୍ଞ ଦାୟୀ କରୁଛନ୍ତି। ଏନ୍‌ସେଫାଲାଇଟିସ ଲିଚୁରେ ବ୍ୟାପିଥିବା...

କ୍ୟାପିଟାଲ ହସ୍ପିଟାଲ ମର୍ଗ ଫ୍ରିଜର ଅଚଳ: ମୃତଦେହ ଗନ୍ଧରେ ଫାଟିପଡୁଛି ହସ୍ପିଟାଲ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟର ପ୍ରମୁଖ ସରକାରୀ ଚିକିତ୍ସାଳୟ କ୍ୟାପିଟାଲ ହସ୍ପିଟାଲର ଶବ ସଂରକ୍ଷଣ ଗୃହ (ମର୍ଗ) ଏବେ ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ମର୍ଗରେ ଥିବା ଦୁଇଟି ଫ୍ରିଜର ଗୋଟିକ ପରେ ଗୋଟିଏ ଖରାପ ହୋଇପଡିବାରୁ ବ୍ୟବଚ୍ଛେଦ ପାଇଁ ଆସୁଥିବା ମୃତଦେହକୁ ଖୋଲାରେ...

ପୂର୍ବାଞ୍ଚଳ ବିମାନବନ୍ଦରଗୁଡ଼ିକର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ(ଏଏଆଇ) ପକ୍ଷରୁ ବୁଧବାର ପୂର୍ବ ଭାରତରେ ଥିବା ବିମାନବନ୍ଦରଗୁଡ଼ିକର ଆଞ୍ଚଳିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ବିମାନବନ୍ଦର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ କୋଲକାତା, ଭୁବନେଶ୍ୱର, ପାଟନା, ରାଞ୍ଚି, ରାୟପୁର, ବଗ୍‌ଡୋଗ୍ରା, ପୋର୍ଟବ୍ଲେୟାର୍‌...

ଶ୍ରୀମନ୍ଦିର ମରାମତି କାମ ଅନୁଧ୍ୟାନ କଲେ ଆମିକସ୍‌ କ୍ୟୁରି: ହାଇକୋର୍ଟରେ ଦାଖଲ କରିବେ ସତ୍ୟପାଠ

ପୁରୀ ଅଫିସ,୨୦ା୬: ଶ୍ରୀମନ୍ଦିର ମରାମତି କାର୍ଯ୍ୟର ତଦାରଖ ପାଇଁ ହାଇକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ୍‌କ୍ୟୁରି ଇଂ. ଏନ୍‌.କେ. ମହାନ୍ତି ବୁଧବାର ଶ୍ରୀମନ୍ଦିରକୁ ଆସି ବିଭିନ୍ନ କାମର ଅନୁଧ୍ୟାନ କରିଛନ୍ତି। ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ଶ୍ରୀମନ୍ଦିରର ମରାମତି କାମ ଏଏସ୍‌ଆଇ ଶେଷ...

ସ୍ନାନବେଦିରେ ବିଶୃଙ୍ଖଳା ଘଟଣା: ସିସିଟିଭି ଯାଞ୍ଚ କରିବ ଶ୍ରୀମନ୍ଦିର ପ୍ରଶାସନ

ପୁରୀ ଅଫିସ,୨୦ା୬: ସ୍ନାନପୂର୍ଣ୍ଣିମାରେ ମହାପ୍ରଭୁଙ୍କ ସ୍ନାନ ନୀତି ସମ୍ପନ୍ନ ହୋଇଛି। ତେବେ ଶ୍ରୀମନ୍ଦିର ପ୍ରଶାସନର କଟକଣା ସତ୍ତ୍ବେ ସ୍ନାନବେଦିରେ ବିଶୃଙ୍ଖଳା ହୋଇଛି। ସଂଖ୍ୟାଧିକ ସେବାୟତ ପ୍ରଶାସନର ନୀତିନିୟମକୁ ମାନି ଦାରୁବିଗ୍ରହଙ୍କ ସ୍ନାନନୀତିକୁ ଶୃଙ୍ଖଳିତ କରିଥିବାବେଳେ ଅଳ୍ପ କେତେଜଣ ବ୍ୟବସ୍ଥାବଳୀର ଉଲ୍ଲଂଘନ...

ଗାଁ ସମସ୍ୟା ବୁଝିବାକୁ ୫ କି.ମି. ଚାଲିଲେ ବିଡିଓ

ପାପଡାହାଣ୍ଡି,୨୦। ୬(ଡି.ଏନ.ଏ.): ଦୀର୍ଘ ଦିନ ହେଲା ଗ୍ରାମରେ ଲାଗି ରହିଛି ବିଭିନ୍ନ ସମସ୍ୟା । ପାନୀୟ ଜଳ, ବିଦ୍ୟୁତ୍‌, ଶିକ୍ଷା, ଆବାସ ଯୋଜନା ଆଦି ପହଞ୍ଚିିପାରିନି। ଗ୍ରାମର ବିକାଶରେ ବାଧକ ସାଜିଛି ରାସ୍ତା। ଜଙ୍ଗଲ ମୂଳକରେ ଭଗବାନ ଭରସାରେ ଜୀବନ...

ଅଜଣା ବ୍ୟାଧି

ଅଜଣା ବ୍ୟାଧି ଗ୍ରାସ କରିଛି ଜିଲାକୁ। ସଚେତନତା ହେଉଛି ଏହାର ଏକମାତ୍ର ମହୌଷଧି। ହେଲେ ଏହା ପହଞ୍ଚିପାରୁନି ଦୁର୍ନୀତି କବଳିତ ବ୍ୟକ୍ତିବିଶେଷଙ୍କ ପାଖରେ। ଫଳସ୍ବରୂପ ଡିଅଁ।ରୋଗ ପରି ମାଡ଼ିଚାଲିଛି ଏହି ବ୍ୟାଧି। ତାହା ଦେହସୁହା ହୋଇଯିବାରୁ ସବୁ କିଛି ଅବ୍ୟବସ୍ଥାରେ...

ଅଣସର ଘରେ ମହାପ୍ରଭୁ: କମିଲା ଶ୍ରୀମନ୍ଦିର ହୁଣ୍ଡି ଅର୍ଥ

ପୁରୀ ଅଫିସ,୨୦ା୬: ସ୍ନାନପୂର୍ଣ୍ଣିମାରେ ୧୦୮ ଗଡ଼ୁ ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ ଚାଲିଛି ଦାରୁବିଗ୍ରହଙ୍କ ଗୁପ୍ତ ସେବା। ଦଇତାପତି ସେବକମାନେ ସେବା କରୁଛନ୍ତି। ଅନ୍ୟପଟେ ଅଣସର ତାଟିରେ ପୂଜା ପାଉଛନ୍ତି ପଟିଦିଅଁ।...

ଜେଲ୍‌ ଯିବେ ନିଶାଗ୍ରସ୍ତ ଡ୍ରାଇଭର

ଭୁବନେଶ୍ୱର, ୨୦ା୬(ବ୍ୟୁରୋ): ନିଶାଦ୍ରବ୍ୟ ସେବନ କରି ଗାଡ଼ି ଚଳାଉଥିବା ଡ୍ରାଇଭରମାନଙ୍କ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ। ଧରାପଡିଲେ ଏଣିକି ଜେଲ ଯିବାକୁ ପଡିବ। କେବଳ ଜରିମାନା ଆଦାୟ କରି ନିଶାସକ୍ତ ଡ୍ରାଇଭରଙ୍କୁ ଛଡ଼ାଯିବ ନାହିଁ। ତୁରନ୍ତ ସେମାନଙ୍କୁ କୋର୍ଟ ଚାଲାଣ...

ପରାଜିତ ଯାଇ ନ ପାରନ୍ତି ରାଜ୍ୟ ସଭା

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟ ସଭାରେ ଖାଲି ହୋଇଥିବା ଓଡିଶାର ୩ ଆସନକୁ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଜୋର୍‌ ଧରିଛି। ବିଧାନସଭା ସଂଖ୍ୟା ଦୃଷ୍ଟିରୁ ଦେଖିଲେ ଏହି ୩ଟି ଯାକ ଆସନ ବିଜେଡି ହାତକୁ ଯିବା ଏକ ପ୍ରକାର ନିଶ୍ଚିତ। ମାତ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri