ରାଜ୍ୟ

ଚନ୍ଦକା-ଡମପଡ଼ା ଅଭୟାରଣ୍ୟ: ବର୍ଷସାରା ନାଇଟ୍‌, ଫୁଟ୍‌ ପାଟ୍ରୋଲିଂ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ଚନ୍ଦକା-ଡମପଡ଼ା ଅଭୟାରଣ୍ୟରେ ବନ୍ୟଜନ୍ତୁଙ୍କ ସୁରକ୍ଷା ପାଇଁ ତତ୍ପର ହୋଇଛି ବନ ବିଭାଗ। ବର୍ଷ ସାରା ଏହି ଅଭୟାରଣ୍ୟରେ ନାଇଟ୍‌ ପାଟ୍ରୋଲିଂ ଏବଂ ଫୁଟ୍‌ ପାଟ୍ରୋଲିଂ ନିୟମିତ ଭାବେ କରିବାକୁ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ନିର୍ଦ୍ଦେଶ…

ଏଥର ପ୍ରଦୂଷଣମୁକ୍ତ ଦଶହରା

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ଭୁବନେଶ୍ୱରରେ ଏଥର ଦେଖିବାକୁ ମିଳିବ ପ୍ଲାଷ୍ଟିକ୍‌ ଓ ଶବ୍ଦ ପ୍ରଦୂଷଣମୁକ୍ତ ଦଶହରା। ସହରରେ ବଢ଼ୁଥିବା ପ୍ରଦୂଷଣକୁ ଦୃଷ୍ଟିରେ ରଖି ଚଳିତବର୍ଷ ପୂଜାକୁ ଶବ୍ଦ, ବାୟୁ ଓ ପରିବେଶ ପ୍ରଦୂଷଣରୁ ମୁକ୍ତ ରଖିବାକୁ ପ୍ରଚେଷ୍ଟା କରାଯିବ। ଗତବର୍ଷ ଭଳି ଏଥର ମଧ୍ୟ…

କମଳା ପରେ ଗୌରୀ ଆଖିବୁଜିଲା

ଭୁବନେଶ୍ୱର, (ବ୍ୟୁରୋ)/ବାରଙ୍ଗ,୨୧ା୯(ଡି.ଏନ.ଏ.): ନନ୍ଦନକାନନ ପ୍ରାଣୀଉଦ୍ୟାନରେ ଘାତକ ସାଜିଛି ହର୍ପିସ୍‌ ଭୂତାଣୁ। ଏଥିରୁ ହାତୀମାନଙ୍କୁ ବଞ୍ଚାଇ ଯାଇପାରୁନାହିଁ। ଫଳରେ କ୍ରମାଗତ ହାତୀ ମୃତ୍ୟୁ ଜାରି ରହିଛି। ଗୁରୁବାର ସନ୍ଧ୍ୟାରେ ୭ବର୍ଷର ମାଈହାତୀ କମଳାର ମୃତ୍ୟୁ ଘଟିଥିବାବେଳେ ଏହାର ଦିନକ ପରେ ଆଉ ଏକ…

କାଗଜ ବଣ୍ଡଲ ଧରାଇ ୫ ଲକ୍ଷ ଠକେଇ ଘଟଣା: ଆଉ ଜଣେ ଗିରଫ

କଟକ ରୋଡ, ୨୧ା୯(ଡି.ଏନ୍‌.ଏ): କାଗଜ ବଣ୍ଡଲ ଧରାଇ ରାଜ୍ୟ ବାହାରର ଜଣେ ବ୍ୟବସାୟୀଙ୍କୁ ୫ଲକ୍ଷ ଟଙ୍କା ଠକିଥିବା ଘଟଣାରେ ସମ୍ପୃକ୍ତ ଥିବା ଆଉ ଜଣେ ଅଭିଯୁକ୍ତଙ୍କୁ କମିଶନରେଟ ପୋଲିସ ଶୁକ୍ରବାର ଗିରଫ କରିଛି। ସେ ହେଲେ ଜଗତ୍‌ସିହପୁର ଜିଲା କୁଜଙ୍ଗ ଅଞ୍ଚଳର…

କୁଆଖାଇ ନଦୀବନ୍ଧ ସଂଲଗ୍ନ ରାସ୍ତା ଜବରଦଖଲକୁ ବିରୋଧ: ହାଇକୋର୍ଟରେ ଜନସ୍ବାର୍ଥ ମାମଲ

କଟକ ଅଫିସ, ୨୧ା୯: କୁଆଖାଇ ନଦୀବନ୍ଧ ସଂଲଗ୍ନ ମଞ୍ଚେଶ୍ୱରଠାରୁ କାନପୁର ରାସ୍ତାର ଦକ୍ଷିଣ ପାର୍ଶ୍ୱକୁ ବେଆଇନ ଭାବେ ଜବରଦଖଲ କରାଯାଇଛି। ଏହାକୁ ବିରୋଧ କରି ଶୁକ୍ରବାର ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର ହୋଇଛି। ଆବେଦନକାରୀ ତଥା ଆଇନଜୀବୀ ଅନ୍ତର୍ଯାମୀ ସ୍ବାଇଁଙ୍କ ପକ୍ଷରୁ…

ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍‌: ନିୟମ ମାନୁନାହାନ୍ତି ଅନେକ ଶୋ’ରୁମ୍‌ ମାଲିକ

ଭୁବନେଶ୍ୱର, ୨୧ା୯(ବ୍ୟୁରୋ): ଆତଙ୍କବାଦ କାର୍ଯ୍ୟକଳାପକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସମଗ୍ର ଦେଶରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇବାକୁ ସବୁ ରାଜ୍ୟକୁ ପରାମର୍ଶ ଦେଇଛନ୍ତି। ଓଡ଼ିଶାରେ ଗତ ମେ ୧ରୁ ନୂତନ ଗାଡ଼ିରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇବା ନିୟମ ଲାଗୁ…

କୁନି ପ୍ରଧାନ ହତ୍ୟା ମାମଲା: ନାତି ବଳରାମଙ୍କୁ ଆଜୀବନ ଜେଲ୍‌ ଦଣ୍ଡ

ଜଗତ୍‌ସିଂହପୁର ଅଫିସ,୨୧।୯: ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ଅନ୍ତର୍ଗତ ପ୍ରସନ୍ନପୁରର କୁନି ପ୍ରଧାନ(୮୩)ଙ୍କୁ ୨୦୧୪ ମସିହାରେ ତାଙ୍କ ନାତି ବଳରାମ ସ୍ବାଇଁ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଏହି ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ମାମଲାର ବିଚାର କରି ଜଗତ୍‌ସିଂହପୁର…

ନୀହାରିକା ହତ୍ୟା ମାମଲା : ଆତ୍ମସମର୍ପଣ କଲେ ପ୍ରେମିକ କିଶୋର

ଜଗତ୍‌ସିଂହପୁର ଅଫିସ/ବିରିଡ଼ି (ଡି.ଏନ୍‌.ଏ.),୨୧ା୯: ନର୍ସ ନୀହାରିକା ପାତ୍ର ହତ୍ୟା ମାମଲା ଏବେ ଭିନ୍ନ ମୋଡ଼ ନେଇଛି। ନୀହାରିକାଙ୍କ ମୃତଦେହ ବିରିଡ଼ି ଥାନା ଅଧୀନ ବିଲୁଆଖାଇ ନଦୀପଠାରୁ ଉଦ୍ଧାର ହେବାର ୩ ଦିନ ପର୍ଯ୍ୟନ୍ତ ପୋଲିସକୁ ଧରାଛୁଅଁ। ଦେଉ ନ ଥିବା ମୁଖ୍ୟ…

ନିର୍ଦ୍ଦେଶନାମାକୁ ବେଖାତିର: ଯାଞ୍ଚହେଉନି ସ୍କୁଲ ବ୍ୟାଗ, ପରିବହନ ଗାଡ଼ି

କେନ୍ଦ୍ରାପଡା ଅଫିସ, ୨୧।୯: କେନ୍ଦ୍ର ସରକାରଙ୍କ ମାନବ ସମ୍ଭଳ ବିଭାଗ ପକ୍ଷରୁ ଛାତୀଛାତ୍ରଙ୍କ ସ୍କୁଲ ବ୍ୟାଗ ବୋଝର ନିର୍ଦ୍ଦିଷ୍ଟ ଓଜନ ପାଇଁ ୨୦୧୮ରେ ନିୟମ ହୋଇଛି। ରାଜ୍ୟ ସରକାର ୨୦୧୯ ମାର୍ଚ୍ଚ ୮ରେ ଏ ସମ୍ପର୍କରେ ଗାଇଡଲାଇନ ଜାରି କରିଥିବାବେଳେ ରାଜ୍ୟର…

ତଥ୍ୟ ପ୍ରଦାନରେ ଅବହେଳା: ୩୫ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ

ରାଜନଗର, ୨୧।୯ (ଡି.ଏନ୍‌.ଏ.): ପ୍ରତିଦିନ ସ୍କୁଲରେ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଓ ମଧ୍ୟାହ୍ନଭୋଜନ ଖାଉଥିବା ପିଲାଙ୍କ ଠିକ୍‌ ତଥ୍ୟ ମଧ୍ୟାହ୍ନଭୋଜନ ପୋର୍ଟାଲକୁ ପଠାଇବାର ନିୟମ ରହିଛି। ହେଲେ ରାଜନଗର ବ୍ଲକର ବିଭିନ୍ନ ସ୍କୁଲରେ ପ୍ରଧାନଶିକ୍ଷକମାନେ ଏହି ନିୟମ ମାନୁ ନହାନ୍ତି, ଯାହାଫଳରେ ୩୫…

କେନ୍ଦ୍ରାପଡ଼ା ଅର୍ବାନ ବ୍ୟାଙ୍କରେ ଅନିୟମିତତା: ନିର୍ଦ୍ଦେଶ ଦେଲେ ରେଜିଷ୍ଟ୍ରାର

କେନ୍ଦ୍ରାପଡା ଅଫିସ, ୨୧।୯: କେନ୍ଦ୍ରାପଡା ଅର୍ବାନ ବ୍ୟାଙ୍କର ନିଯୁକ୍ତି ଓ ମୁଖ୍ୟ କାର୍ଯ୍ୟ ନିର୍ବାହୀଙ୍କ କାର୍ଯ୍ୟରେ ଅନିୟମିତତା ଦର୍ଶାଇ ସଭ୍ୟ ସ୍ମୃତିରଞ୍ଜନ ବେହେରା ଗତ ୭ ତାରିଖରେ ଭୁବନେଶ୍ୱରସ୍ଥିତ କୋଅପରେଟିଭ ସୋସାଇଟି ରେଜିଷ୍ଟ୍ରାରଙ୍କୁ ଚିଠି ଲେଖଥିଲେ। ତେବେ ଏହାର ତଦନ୍ତ ପାଇଁ…

ୟୁଥ୍‌ ରେଡକ୍ରସ୍‌ର ଜିଲା କାର୍ଯ୍ୟକାରୀ ସମ୍ମିଳନୀ

ନୟାଗଡ଼ ଅଫିସ,୨୧ା୯: ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟ ପରିସରରେ ଶୁକ୍ରବାର ୟୁଥ୍‌ ରେଡକ୍ରସ୍‌ର ଏକ ଜିଲାସ୍ତରୀୟ କାର୍ଯ୍ୟକାରୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷା ମେଜର ମଞ୍ଜୁଶ୍ରୀ ପତିଙ୍କ ସଭାପତିତ୍ୱରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ମହମ୍ମଦ ଓମାର ମଲ୍ଲିକ, ଜିଲା ସଂଯୋଜକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri