ମୌଳିକ ସୁବିଧା କଥା ବୁଝିଲାନି ପ୍ରଶାସନ:ହଷ୍ଟେଲ ଛାଡ଼ିଲେ ୧୫୦ରୁ ଊର୍ଦ୍ଧ୍ୱ ଆଦିବାସୀ ଛାତ୍ରୀ
ପାଲଲହଡା,୧୨।୧୧(ଡି.ଏନ.ଏ.) ଅନୁଗୋଳ ଜିଲା ପାଲଲହଡା ବ୍ଲକ ନଗିରା ପଞ୍ଚାୟତରେ ଥିବା ସିବିଡା ଶିକ୍ଷା ନିକେତନର ୧୫୦ରୁ ଊର୍ଦ୍ଧ୍ୱ ଆଦିବାସୀ ଛାତ୍ରୀ ଦୀର୍ଘଦିନରୁ ଲାଗି ରହିଥିବା ଅବ୍ୟବସ୍ଥା ପାଇଁ ସୋମବାର ହଷ୍ଟେଲ ଛାଡିଛନ୍ତି। ବାରମ୍ବାର ଦାବି ପରେ ବି ପ୍ରଶାସନ ମୌଳିକ ସୁବିଧା…
ଆଜିଠୁ ବାଲିଯାତ୍ରା
କଟକ ଅଫିସ, ୧୨ା୧୧: ମଙ୍ଗଳବାରଠାରୁ ଆରମ୍ଭ ହେଉଛି ଐତିହାସିକ କଟକ ବାଲିଯାତ୍ରା। ଏହାକୁ ନେଲ ଚଳଚଞ୍ଚଳ ହୋଇଉଠିଛି କଟକ ସହର। ପଡିଆର ଉଭୟ ପଟେ ପାଖାପାଖି ୯ଟି ଦୋଳି ପଡିଛି। ସୋମବାର ବାଲିଯାତ୍ରା ପଡିଆରେ ବିଦ୍ୟୁତ୍ ସଂଯୋଗ କରାଯାଇଥିବାବେଳେ ମୁଖ୍ୟ ଗେଟ୍…
ଉପନିର୍ଦ୍ଦେଶକ, ପ୍ରାଣୀଧନ ନିରୀକ୍ଷକ ପଦ ଖାଲି
ସୋନପୁର,୧୨।୧୧(ନି.ପ୍ର.) କୃଷି ପ୍ରଧାନ ସୁବର୍ଣ୍ଣପୁର ଜିଲାରେ ଅଧିବାସୀଙ୍କ ଦ୍ୱିତୀୟ ମୁଖ୍ୟ ଜୀବିକା ପ୍ରାଣୀ ସମ୍ପଦ ପାଳନ। ସଂଖ୍ୟାଧିକ ଲୋକ ଗାଇ, ବଳଦ, ମଇଁଷି, ମେଣ୍ଡା, ଛେଳି ଓ କୁକୁଡା ଆଦି ପାଳନ କରି ଏବଂ ସେଗୁଡିକୁ ଆବଶ୍ୟକ ସ୍ଥଳେ ବିକ୍ରି କରି…
ଶ୍ରୀ ଲିଙ୍ଗରାଜ ମନ୍ଦିର ପୂର୍ଣ୍ଣମୀ ପାଇଁ ଫୁଲ ସଜାଇଲେ ଭକ୍ତ
ପୁରୁଣା ଭୁବନେଶ୍ୱର,୧୨ା୧୧(ଡି.ଏନ୍.ଏ.): କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିରରେ ହଜାର ହଜାର ଭକ୍ତଙ୍କ ସମାଗମ ହେବ। ଏକମାସ ଧରି ବ୍ରତ ରଖିଥିବା ହବିଷ୍ୟାଳିମାନେ ଶ୍ରୀ ଲିଙ୍ଗରାଜଙ୍କ ରାଇ ଦାମୋଦର ବେଶ ଦର୍ଶନ ସହ ବ୍ରତ ସମାପନ କରିଥାନ୍ତି। ଏହି ଅବସରରେ ପ୍ରଥମଥର…
ଦୌଡ଼କୁଦ,ସଫ୍ଟବଲ ପ୍ରତିଯୋଗିତା ଉଦ୍ଯାପିତ: ଦୁଲା, ଶୁଭଶ୍ରୀ, ଅଭି ଓ ଯମୁନା ଚାମ୍ପିୟନ
ବାଲେଶ୍ୱର ଅଫିସ,୧୨।୧୧- ବାଲେଶ୍ୱର ଖ୍ରୀଷ୍ଟିଆନ୍ ହାଇସ୍କୁଲ ଖେଳ ପଡ଼ିଆରେ ସୋମବାର ଅପରାହ୍ନରେ ୬୫ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଦୌଡ଼କୁଦ (ଆଥ୍ଲେଟିକ୍ସ) ସଫ୍ଟବଲ ପ୍ରତିଯୋଗିତା ଉଦ୍ଯାପିତ ହୋଇଛି। ଷ୍ଟେଟ୍ ସ୍କୁଲ୍ସ ସ୍ପୋର୍ଟସ ଆସୋସିଏଶନ୍, ଭୁବନେଶ୍ୱର ରାଜ୍ୟ ବିଦ୍ୟାଳୟ କ୍ରୀଡ଼ା ସଂଗଠନ ଏବଂ…
ଜୋନ୍ସ୍ତରୀୟ କଳା ଉତ୍ସବ: ଭାଗ ନେଲେ ୫ ଜିଲାର ଛାତ୍ରୀଛାତ୍ର ଓ ଗାଇଡ୍ ଶିକ୍ଷକ
ବାଲେଶ୍ୱର ଅଫିସ,୧୨।୧୧- ବାଲେଶ୍ୱର ସହର ସ୍ଥିତ ମିଶନ ବାଳିକା ବିଦ୍ୟାଳୟ ପରିସରରେ ଜୋନ୍ସ୍ତରୀୟ କଳା ଉତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ଅନୁଗୋଳ ଆଦି ୫ ଜିଲାର ଛାତ୍ରୀଛାତ୍ର ଓ ଗାଇଡ୍ ଶିକ୍ଷକମାନେ ଏଥିରେ ଅଂଶଗ୍ରହଣ…
କ୍ଷତିପୂରଣ ଦାବିରେ ଚାଷୀଙ୍କ ଆନ୍ଦୋଳନ
ଖଇରା,୧୨।୧୧(ଡି.ଏନ.ଏ.)- ବୁଲ୍ବୁଲ୍ ବାତ୍ୟା ପ୍ରଭାବରେ ଧାନ ଓ ପନିପରିବା ଆଦି ଫସଲ କ୍ଷତିଗ୍ରସ୍ତ ହୋଇଥିବାରୁ ତୁରନ୍ତ କ୍ଷୟକ୍ଷତି ଆଳନ କରି ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ ଦେବା ସକାଶେ ଦାବି କରି ଶତାଧିକ ଚାଷୀ ସୋମବାର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବାଲେଶ୍ୱର ଜିଲା…
ଭାଗୀଦାରିରେ ଲୋକଙ୍କୁ ମିଳି ପାରିବ ନ୍ୟାୟୋଚିତ ସେବା
ଜଳେଶ୍ୱର,୧୨।୧୧(ଡି.ଏନ.ଏ.)-ପ୍ରଶାସନ ଓ ଲୋକ ପ୍ରତିନିଧିଙ୍କ ଭାଗୀଦାରିରେ ସମସ୍ତ ଉନ୍ନୟନ କାର୍ଯ୍ୟ ସୂଚାରୁ ରୂପେ ହୋଇପାରିବ ବୋଲି କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କହିଛନ୍ତି।…
ସଂକଟରେ କାଠ ଶିଳ୍ପ: ଚିନ୍ତାରେ ଶ୍ରମିକ ପରିବାର
ବାଲେଶ୍ୱର ଅଫିସ,୧୨।୧୧- ବାଲେଶ୍ୱର ଜିଲାର କାଠ ଶିଳ୍ପ ସହିତ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବରେ ଜଡ଼ିତ ଥିବା ବିଭିନ୍ନ ବର୍ଗର ୧୨ଶହରୁ ଊର୍ଦ୍ଧ୍ୱ ଶ୍ରମିକ ପରିବାର କାମଧନ୍ଦା ହରାଇ ସଙ୍କଟରେ ପଡ଼ିଛନ୍ତି। ରୋଜଗାର ନ ଥିବାରୁ ଆର୍ଥିକ ଦୁତ୍ଃସ୍ଥିତି ମଧ୍ୟରେ ସେମାନେ…
ଆମ୍ବୁଲାନ୍ସ ଧକ୍କାରେ ଜଣେ ମୃତ
ଠାକୁରମୁଣ୍ଡା,୧୨ା୧୧(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ମହୁଲଡ଼ିହା ଥାନା ଅନ୍ତର୍ଗତ ଠାକୁରମୁଣ୍ଡା-ଆନନ୍ଦପୁର ରାସ୍ତାର ଘୁଳୁଘୁଳିଆ ଶାଳନ୍ଦୀ ସେତୁ ନିକଟରେ ସୋମବାର ସାରେ ଏକ ଆମ୍ବୁଲାନ୍ସ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ସାତକୋଶିଆ ପଞ୍ଚାୟତ ଅନ୍ତର୍ଗତ ଘୁଳୁଘୁଳିଆ ଗ୍ରାମର ଦାଶରଥୀ…
ଅନ୍ଧାରରେ ବାସୁଦେବପୁର, ଧାମରା ଅଞ୍ଚଳ
ଭଦ୍ରକ ଅଫିସ/ପଦ୍ମପୁର, ୧୨।୧୧ (ଡି.ଏନ.ଏ.)- ବାତ୍ୟା ‘ବୁଲ୍ବୁଲ୍’ ପ୍ରଭାବରେ ଭଦ୍ରକ ଜିଲାର ଚାନ୍ଦବାଲି, ଧାମରା ଓ ବାସୁଦେବପୁର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଚାଷଜମିରେ ପାଚିଲା ଧାନ ପାଣିରେ ବୁଡ଼ିଛି। ବହୁ ଘର, ଗଛ ଓ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗି ପଡ଼ିଛି।…
ଲାବଣ୍ୟଦେଈପୁର ଓ ଶରତ ପଞ୍ଚାୟତବାସୀଙ୍କ ବିକ୍ଷୋଭ
କପ୍ତିପଦା,୧୨ା୧୧(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ ଅଧୀନ ଶରତ ଓ ଲାବଣ୍ୟଦେଈପୁର ପଞ୍ଚାୟତବାସୀ ବିଭିନ୍ନ ଦାବି ନେଇ ସୋମବାର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଲାବଣ୍ୟଦେଈପୁର ପଞ୍ଚାୟତ ଅଧୀନରେ ଥିବା ଆଦିବାସୀ ଅଧ୍ୟୁଷିତ ଧନଚତୁରୀ, ହୁଡିସାହି, କଟୁରିଆ, ଶାଣଦେଇ,…
Archives


