ଖଣି ଅଞ୍ଚଳରେ ପାଇପ୍ଯୋଗେ ପାନୀୟ ଜଳ ଯୋଗାଣ: ରାସ୍ତା ପାର୍ଶ୍ୱ ଖୋଳା କାମକୁ ବିରୋଧ
କାଳିଆପାଣି,୧୯ା୬(ଡି.ଏନ୍.ଏ.)- କାଳିଆପାଣି ଖଣି ଅଞ୍ଚଳରେ ଜିଲା ଖଣିଜ ପାଣ୍ଠି ବିନିଯୋଗରେ ପାନୀୟ ଜଳ ଯୋଗାଣ ନିମନ୍ତେ ପାଇପ୍ ବିଛା କାମ ଚାଲିଛି। କାଙ୍କଡ଼ପାଳ ଗ୍ରାମଠାରୁ ପାନୀୟଜଳ ଯୋଗାଣ ପାଇଁ ପାଇପ୍ ବିଛା କାମ କରାଯାଉ ଥିବାବେଳେ ଠିକାଦାର ବିନାଅନୁମତିରେ ରାସ୍ତା...
ଦଳେଇଘାଇ ନଦୀବନ୍ଧ ଅନୁଧ୍ୟାନ କଲେ ମୁଖ୍ୟଯନ୍ତ୍ରୀ : ବାଲି, ଖାଲିବ୍ୟାଗ ମହଜୁଦ ରଖିବାକୁ ନିର୍ଦ୍ଦେଶ
ବିରିଡ଼ି,୨୦।୬(ଡି.ଏନ.ଏ.): ବାଲିକୁଦା-ଏରସମା ବିଧାୟକ ରଘୁନନ୍ଦନ ଦାସଙ୍କୁ ଜଳସମ୍ପଦ ବିଭାଗ ମନ୍ତ୍ରୀ ପଦ ମିଳିବା ପରେ ଜଗତସିଂହପୁର ଜିଲାରେ ଏହି ବିଭାଗର କାର୍ଯ୍ୟ ତ୍ୱରାନ୍ବିତ ହୋଇଛି। ବିଭାଗୀୟ ମୁଖ୍ୟଯନ୍ତ୍ରୀଙ୍କଠାରୁ ଆରମ୍ଭ କରି ଅଧିକ୍ଷଣ ଯନ୍ତ୍ରୀଙ୍କ ପର୍ଯ୍ୟନ୍ତ ସମସ୍ତେ ଜିଲା ପରିଦର୍ଶନରେ ଆସି...
ପୌରାଧ୍ୟକ୍ଷ ଓ ବିଧାୟକଙ୍କ ମଧ୍ୟରେ ଶୀଳତଯୁଦ୍ଧ : ଯାତ୍ରୀ ବିଶ୍ରାମାଗାର ଉଦ୍ଘାଟନ ବନ୍ଦ
ପାରାଦୀପ,୨୦ା୬(ସ୍ବ.ପ୍ର.): ଦୀର୍ଘଦିନର ନୀରବତା ପରେ ଏବେ ପୁଣି ଥରେ ପାରାଦୀପ ବିଜେଡି ରାଜନୀତି ସରଗରମ ହୋଇଛି। ପୂର୍ବରୁ ଦୀର୍ଘ ୨ ଦଶନ୍ଧୀ ଧରି ବରିଷ୍ଠ ନେତା ଦାମୋଦର ରାଉତ ଓ ବିଷ୍ଣୁ ଚରଣ ଦାସଙ୍କ ମଧ୍ୟରେ ଥିବା ବିବାଦକୁ ନେଇ...
ଶୁକ୍ରବାର ଯୁକ୍ତ୨ କଳା, ବାଣିଜ୍ୟ ପରୀକ୍ଷାଫଳ
ଭୁବନେଶ୍ୱର,୨୦।୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାଫଳ ଶୁକ୍ରବାର ଅପରାହ୍ନ ସାଢ଼େ ୩ଟାରେ ପ୍ରକାଶ ପାଇବ। ସୂଚନା ଭବନ ପରିସରରେ ଥିବା ଗୀତଗୋବିନ୍ଦ ସଦନରେ ପରୀକ୍ଷା ଫଳ ଘୋଷଣା କରାଯିବ...
ମା’ଝିଅଙ୍କଠାରୁ ୫୬ ହଜାର ୮ଶହ ଲୁଟ୍
ଗଣିଆ,୨୦।୬(ଡି.ଏନ.ଏ.): ନୟାଗଡ଼ ଜିଲା ଗଣିଆ ବଜାରରୁ ବୁଧବାର ଦିନ ଦ୍ୱିପ୍ରହରରେ ଲୁଟେରାମାନେ ୨ମହିଳାଙ୍କଠାରୁ ଟଙ୍କା ଲୁଟ୍ କରି ଫେରାର ହୋଇଯାଇଛନ୍ତି। ଲୁଟ୍ର ଶିକାର ମହିଳାଦ୍ୱୟ ହେଲେ ଗଣିଆ ବ୍ଲକ କିଶୋରପ୍ରସାଦ ପଞ୍ଚାୟତ ଗୋପାଳ ପ୍ରସାଦ ଗ୍ରାମର ଗୀତାଞ୍ଜଳି ପ୍ରଧାନ ଓ...
ଏକକାଳୀନ ନିର୍ବାଚନ ପ୍ରସ୍ତାବକୁ ବିଜେଡିର ସମର୍ଥନ
ନୂଆଦିଲ୍ଲୀ,୨୦ା୬): ଦେଶରେ ଲୋକ ସଭା ଓ ବିଧାନସଭାଗୁଡ଼ିକର ଏକକାଳୀନ ନିର୍ବାଚନ ପ୍ରସ୍ତାବକୁ ଓଡ଼ିଶାର ଶାସକ ବିଜୁ ଜନତା ଦଳ (ବିଜେଡି) ସମର୍ଥନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ବୁଧବାର ଆହୂତ ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ...
ଜୋରଦାର ହେଲା ପଲିଥିନ ଧରପଗଡ: ଗୋଦାମ ମାଲିକଙ୍କୁ ଗୋଡାଇ ଧରିଲେ
ଭଞ୍ଜନଗର,୧୯।୬(ଡି.ଏନ.ଏ.)- ପଲିଥିନ ଏବଂ ପ୍ଲାଷ୍ଟିକ୍ ବ୍ୟବହାରକୁ ରୋକିବା ପାଇଁ ଭଞ୍ଜନଗର ଏନ୍ଏସି ପକ୍ଷରୁ ବୁଧବାରଠାରୁ ଚଢାଉ ଜୋରଦାର କରାଯାଇଛି। ମଙ୍ଗଳବାର ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୨୭ କେଜି ପଲିଥିନ ଜବତ କରାଯାଇଥିବା ବେଳେ ଗୁରୁବାର ୨୫ କେଜି ପଲିଥିନ...
୧୦୩ କେଜି ଗଞ୍ଜେଇ ଜବତ, ୩ ଗିରଫ
ଫିରିଙ୍ଗିଆ,୧୯।୬- ଫିରିଙ୍ଗିଆ ପୋଲିସ ଡିଣ୍ଡିରାଗାଁ ପଞ୍ଚାୟତ ପାଖରେ ଚଢ଼ାଉ କରି ଏକ ଡାଲା ଅଟୋରୁ ୧୦୩ କେଜି ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଫିରିଙ୍ଗିଆର ଜିତେନ୍ଦ୍ର ଦିଗାଲ, ବନ୍ଧୁ ପ୍ରଧାନ...
ନିର୍ଦ୍ଦେଶ ଅବମାନନା କରି ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସସ୍ପେଣ୍ଡ
ଦାରିଙ୍ଗବାଡ଼ି,୧୯।୬(ଡି.ଏନ.ଏ.)- ଦାରିଙ୍ଗବାଡ଼ି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସମୀର କୁମାର ପ୍ରଧାନ ବିଇଓଙ୍କ ନିର୍ଦ୍ଦେଶକୁ ଅବମାନନା କରିବା ଅଭିଯୋଗରେ ବୁଧବାର ସସ୍ପେଣ୍ଡ ହୋଇଛନ୍ତି। ବିଦ୍ୟାଳୟର ଦାୟିତ୍ୱ ହସ୍ତାନ୍ତର ନ କରିବା ସହ...
ଧାନବୁଣି ଫେରୁଥିବାବେଳେ ବଜ୍ରପାତରେ ଜୀବନଗଲା
ଶେରଗଡ,୧୯।୬(ଡି.ଏନ୍.ଏ.)- ଶେରଗଡ଼ ବ୍ଲକ ପଦ୍ମପୁର ଗ୍ରାମରେ ବୁଧବାର ଅପରାହ୍ନରେ ବଜ୍ରପାତରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ତାରିଣୀ ବେହେରା (୫୦)। ତାରିଣୀ ବିଲରେ ଧାନବୁଣି ଅପରାହ୍ନ ପ୍ରାୟ ୨ଟାବେଳେ ଫେରୁଥିବାବେଳେ କାଳବୈଶାଖୀ ପ୍ରଭାବରେ ଝଡବର୍ଷା ଆରମ୍ଭ ହୋଇଯାଇଥିଲା। ବର୍ଷାରେ...
୧୦୪ ବାତ୍ୟା, ବନ୍ୟା ଆଶ୍ରୟସ୍ଥଳୀରେ ମକ୍ଡ୍ରିଲ: ଅନୁଧ୍ୟାନ କଲେ ଓସଡମା ସିଜିଏମ
ଛତ୍ରପୁର,୧୯।୬(ଡି.ଏନ୍.ଏ.)- ବିପର୍ଯ୍ୟୟ ମୁକାବିଲା ପ୍ରସ୍ତୁତି ପାଇଁ ବୁଧବାର ଗଞ୍ଜାମ ଜିଲାର ୧୦୪ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀରେ ମକ୍ଡ୍ରିଲ ଅନୁଷ୍ଠିତ ହୋଇଥିଲା। ଏହି ପରିପ୍ରେକ୍ଷୀରେ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀରେ ସଚେତନତା ସଭା, ଅଗ୍ନିଶମ ବିଭାଗ ଓ ଓଡ୍ରାଫ ଟିମ...
୪ ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି,୧୯ା୬ (ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ପୋଲିସଙ୍କ ନିକଟରେ ବୁଧବାର ୪ଜଣ ମାଓବାଦୀ ବନ୍ଧୁକ ସହ ଆତ୍ମ ସମର୍ପଣ କରିଛନ୍ତି। ସେମାନେ ହେଲେ ଧର୍ମଗଡ ଏରିଆ କମାଣ୍ଡର ସଦସ୍ୟ ଗୁଡୁ ଓରଫ ସୁରେଶ ଓରଫ ବାସୁଦେବ। ତାଙ୍କ ଘର...
Archives


