ସର୍ବଦଳୀୟ ବୈଠକରେ ଯୋଗଦେବାକୁ ଦିଲ୍ଲୀ ଗଲେ ନବୀନ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ସର୍ବଦଳୀୟ ବୈଠକରେ ଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ଏହି ବୈଠକରେ ଗୋଟିଏ ଦେଶ ଗୋଟିଏ ନିର୍ବାଚନ ସମ୍ପର୍କରେ ଆଲୋଚନା ହେବ।...
ପ୍ରକାଶ ପାଇଲା ଓଜେଇଇ ପରୀକ୍ଷାଫଳ, ଜାଣନ୍ତୁ କିଏ ହେଲେ ଟପ୍ପର…
ଭୁବନେଶ୍ୱର,୧୯।୬(ବ୍ୟୁରୋ): ପ୍ରକାଶ ପାଇଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ପରୀକ୍ଷାଫଳ। ବୁଧବାର ଏହି ପରୀକ୍ଷାଫଳ ଘୋଷଣା କରାଯାଇଛି। ଛାତ୍ରୀଛାତ୍ରମାନେ www.ojee.nic.in ରେ ସେମାନଙ୍କ ରେଜଲ୍ଟ ଜାଣିପାରିବେ। ଟପ୍ପର ତାଲିକା: -ଏମ୍ବିଏ: ପ୍ରଦୀପ କୁମାର କମ୍ପ -ଏମ୍ସିଏ: ସ୍ମିତାରାଣୀ ଚୌଧୁରୀ -ଏମ୍ଟେକ୍:...
ତାପଙ୍ଗ ଛକରେ ବୋମା ପକାଇ ସାନି ମେଶିନ ପୋଡିଦେଲେ ଦୁର୍ବୃତ୍ତ, ୨ ଅଫୁଡ଼ା ବୋମା ଜବତ
ଖୋର୍ଦ୍ଧା ଅଫିସ, ୧୯।୬: ଖୋର୍ଦ୍ଧା ଜିଲା ତାପଙ୍ଗ ଛକ ଏନ୍କେଏସ୍ କ୍ରସର ନିକଟରେ ଥିବା ଏକ ସାନି ମେଶିନକୁ ମଙ୍ଗଳବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ବୋମା ପକାଇ ପୋଡ଼ିଦେଇଥିବା ଜଣାପଡିଛି। ଘଟଣାସ୍ଥଳରେ ବୁଧବାର ସକାଳେ ମଧ୍ୟ ୨ଟି ହାତ...
ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ଦାବି: ପଦଯାତ୍ରାରେ ଭୁବନେଶ୍ୱର ବାହାରିଲେ ସେବାୟତ
ବାରିପଦା ଅଫିସ,୧୯।୬: ମୟୂରଭଞ୍ଜ ଜିଲା ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ର ବୋଲି କୁହାଯାଏ। ହେଲେ ସରକାରୀ ସ୍ତରରେ ଏହା ମାନ୍ୟତା ପାଇ ନାହିଁ। ସରକାରୀ ସ୍ତରରେ ଏହି ମାନ୍ୟତା ଦାବିନେଇ ବାରିପଦା ଜଗନ୍ନାଥ ମନ୍ଦିର ସେବାୟତ ତଥା ଠାକୁରଙ୍କ ଅଙ୍ଗ ସେବକ,...
ବିଦ୍ୟୁତ୍ ସର୍ଟ ସର୍କିଟରୁ ଲାଗିଲା ନିଆଁ: ପରିବାରର ୧ ମୃତ: ୩ ଗୁରୁତର
ଫୁଲବାଣୀ ଅଫିସ/ଫିରିଙ୍ଗିଆ: ୧୯।୬: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ କେଳାପଡ଼ା ପଞ୍ଚାୟତ ଗେରୁପଡ଼ା ଗ୍ରାମରେ ମଙ୍ଗଳବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାର ଲୋକେ ଶୋଇଥିବା ବେଳେ ରାତି ପ୍ରାୟ ୩ଟାରେ ବିଦ୍ୟୁତ୍ ସର୍ଟ ସର୍କିଟରୁ ଘରେ ନିଆଁ...
ତିନିରଥର ପଟାଗୁଜ ଖୋଦେଇ ଆରମ୍ଭ
ପୁରୀ ଅଫିସ,୧୯ା୬: ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ରଥ ନିର୍ମାଣ। ପବିତ୍ର ଦେବସ୍ନାନ ପୂର୍ଣ୍ଣମୀରେ ତିନି ରଥର ୪ ନାହାକ ଉଠିଥିଲା। ମଙ୍ଗଳବାର ତିନି ରଥରେ ପଟାଗୁଜ କାମ ଆରମ୍ଭ ହୋଇଛି। ତାଳଧ୍ୱଜ ଓ ନନ୍ଦିଘୋଷ ରଥର ୧୨ଟି ଏବଂ...
ରଥକୁ ସୁରକ୍ଷା ଦିଅନ୍ତି ପାର୍ଶ୍ୱ ଦେବଦେବୀ
ପୁରୀ ଅଫିସ,୧୯ା୬: ଆସନ୍ତା ଜୁଲାଇ ୪ତାରିଖରେ ଅଖିଳ ବ୍ରହ୍ମାଣ୍ଡନାଥ ଦାରୁବ୍ରହ୍ମ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ଜୋର୍ଦାର ପ୍ରସ୍ତୁତି ଚାଲିଛି। ରଥଖଳାରେ ତିନିରଥ ନନ୍ଦିଘୋଷ, ତାଳଧ୍ୱଜ ଓ ଦର୍ପଦଳନ ନିର୍ମାଣ କରାଯାଉଛି। ସମଗ୍ର ଭାରତବର୍ଷରେ ଠାକୁରଙ୍କ ଲାଗି ଯେତେ...
ଓଭରବ୍ରିଜ୍ ଉପରେ କଡ଼ାକଡ଼ି ହେଲା ହେଲ୍ମେଟ କଟକଣା: ଦିନକରେ ଧରାପଡ଼ିଲେ ୨ଶହରୁ ଊର୍ଦ୍ଧ୍ୱ ବାଇକ ଚାଳକ
ଭୁବନେଶ୍ୱର,୧୯ା୬(ବ୍ୟୁରୋ): ରାଜଧାନୀ ଦେଇ ଯାଇଥିବା ୧୬ ନଂ. ଜାତୀୟ ରାଜପଥ ଓଭରବ୍ରିଜ୍ ଉପରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗତ ମାସଠାରୁ ଏବେସୁଦ୍ଧା ୧୨ ଦୁର୍ଘଟଣାରେ ୯ ଜୀବନ ଯାଇଥିବାବେଳେ ବହୁ ଗୁରୁତର ଆହତ ହୋଇଛନ୍ତି। ଏସବୁ ଘଟଣାରେ ବାଇକଚାଳକମାନେ ହେଲ୍ମେଟ୍...
ଆରମ୍ଭ ହୋଇପାରୁନି ଧଉଳି ଲାଇଟ୍ ଆଣ୍ଡ୍ ସାଉଣ୍ଡ୍ ଶୋ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ବାତ୍ୟା ‘ଫନୀ’ ଯିବାର ଇତିମଧ୍ୟରେ ଦେଢ଼ମାସ ବିତିଗଲାଣି। ହେଲେ ସୁଧୁରିପାରୁନି ପର୍ଯ୍ୟଟନ ଶିଳ୍ପ ଅବସ୍ଥା। ବାତ୍ୟାରେ ବିଶେଷ ଭାବେ ପ୍ରଭାବିତ ହୋଇଥିବା ରାଜ୍ୟ ପର୍ଯ୍ୟଟନ ଶିଳ୍ପ ଏ ପର୍ଯ୍ୟନ୍ତ ଅଣ୍ଟା ସଳଖି ଛିଡ଼ାହୋଇପାରୁନି। ଓଡ଼ିଶା ପର୍ଯ୍ୟଟନର ମେରୁଦଣ୍ଡ କୁହାଯାଉଥିବା...
ଚଳିତ ବର୍ଷ ୩ ହଜାର ହେକ୍ଟର ପଞ୍ଚାୟତ: ପୋଖରୀରେ ହେବ ମାଛଚାଷ
ଭୁବନେଶ୍ୱର,୧୯ା୬(ବ୍ୟୁରୋ): ଚଳିତ ବର୍ଷ ୩ ହଜାର ହେକ୍ଟର ଗ୍ରାମ ପଞ୍ଚାୟତ ପୋଖରୀରେ ମାଛଚାଷ କରାଯିବ। ମହିଳା ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କ ଦ୍ୱାରା ପଞ୍ଚାୟତ ପୋଖରୀରେ ମାଛ ଚାଷ ପାଇଁ ଇନ୍ପୁଟ ସବ୍ସିଡି ଦିଆଯାଉଛି। ମହିଳାମାନଙ୍କ ଆଥିର୍କ ଉନ୍ନତି ସହିତ ରାଜ୍ୟର...
ସ୍ବାସ୍ଥ୍ୟ ବିଭାଗର ସମୀକ୍ଷା : ଗଠନ ହେବ ଓଡ଼ିଶା କ୍ୟାନ୍ସର କେୟାର ଫାଉଣ୍ଡେଶନ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ସମୀକ୍ଷା ବୈଠକ ମଙ୍ଗଳବାର ସଚିବାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ବିଭାଗୀୟ ମନ୍ତ୍ରୀ ନବ କିଶୋର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟ ସେବା ବିଷୟରେ ଆଲୋଚନା ହୋଇଥିଲା। ରାଜ୍ୟରେ...
ଦକ୍ଷତା ବିକାଶ ପ୍ରଶିକ୍ଷଣ ଆଳରେ ୬୨ ଲକ୍ଷ ଠକେଇ
ଭୁବନେଶ୍ୱର,୧୯ା୬(ବ୍ୟୁରୋ): ଦକ୍ଷତା ବିକାଶ ପ୍ରଶିକ୍ଷଣ ଆଳରେ ୧୫ ଏନ୍ଜିଓଠାରୁ ୬୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ। ଏହି ଘଟଣାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ମଙ୍ଗଳବାର ରୁଧିତାପ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ଆଣ୍ଡ୍ ମ୍ୟାନେଜମେଣ୍ଟ(ଆର୍ଆଇଟିଏମ)ର ପରିଚାଳନା ନିର୍ଦ୍ଦେଶକଙ୍କୁ ଗିରଫ...
Archives


