ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳରେ ଅଗ୍ନିଶମ, ଓଡ୍ରାଫ ଟିମ୍: ଉଦ୍ଧାର କାର୍ଯ୍ୟକୁ ପ୍ରଶଂସା କଲେ ଅଗ୍ନିଶମ ଡିଜି
ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ବାତ୍ୟା ‘ବୁଲ୍ବୁଲ୍’ ପ୍ରଭାବରେ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲାରେ ବ୍ୟାପକ କ୍ଷତି ଘଟିଛି। କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକ ଜିଲାରେ ଗଛ ଓ ବିଦ୍ୟୁତ୍ ଖୁଣ୍ଟ ଉପୁଡି ପଡ଼ିଥିବାବେଳେ ବ୍ୟାପକ ଘର ଭାଙ୍ଗିଛି। ବିଶେଷକରି ଗଛ ଓ ବିଦ୍ୟୁତ୍ ଖୁଣ୍ଟ…
୫-ଟି ପ୍ରଭାବ: ଦେଢବର୍ଷ ପରେ ନିଯୁକ୍ତି ପାଇଁ ପରୀକ୍ଷା; ୨୪ ଘଣ୍ଟାରେ ବାହାରିଲା ପରୀକ୍ଷାଫଳ
ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ପଞ୍ଚାୟତିରାଜ ବିଭାଗ ଅଧୀନରେ କାର୍ଯ୍ୟ କରୁଥିବା ଓଡ଼ିଶା ଲାଇଭ୍ଲି ହୁଡ୍ ମିଶନ (ଓଏଲ୍ଏମ୍) ପାଇଁ ଜିଲା ଓ ବ୍ଲକ୍ ସ୍ତରୀୟ ସହାୟକ ପଦବୀ ପାଇଁ ଲିଖିତ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି। ଗତ ୧୮ ମାସ ହେବ ବନ୍ଦ ଥିବା…
ଭିନ୍ନ ମୋଡ ନେଲା ରାଜା ଧରଣୀଧର ସ୍କୁଲ ଛାତ୍ର ମୃତ୍ୟୁ ଘଟଣା: ଶିକ୍ଷକଙ୍କ ନିର୍ଯାତନା ସହି ନ ପାରି ମୃତ୍ୟୁ ଅଭିଯୋଗ
ବଣାଇ,୧୦।୧୧(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ରାଜା ଧରଣୀଧର ଉଚ୍ଚବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ର ମୁରଲୀଧର ଭୂମିଜ(୧୫)ଙ୍କ ମୃତ୍ୟୁ ଘଟଣା ଭିନ୍ନ ମୋଡ଼ ନେଇଛି। ଶିକ୍ଷକ ନିର୍ଯାତନା ସହି ନ ପାରି ତାଙ୍କ ମୃତ୍ୟୁ ଘଟିଥିବା ଶୁକ୍ରବାର ସନ୍ଧ୍ୟାରେ ବଣାଇ ଥାନାରେ ପରିବାର…
ଧରିତ୍ରୀ ପ୍ରଭାବ: ନିରୀହ ଲୋକଙ୍କୁ ପୋଲିସର ମାଡ଼ ଘଟଣାରେ କ୍ଷତିପୂରଣ ଲାଗି ଏନ୍ଏଚ୍ଆର୍ସିର ନିର୍ଦ୍ଦେଶ
ପୁରୁଷୋତ୍ତମପୁର, ୧୦।୧୧ (ଡି.ଏନ.ଏ.): ଜାତୀୟ ମାନବାଧିକାର କମିଶନ ପୋଲିସ ମାଡରେ ଆହତ ୭ ଜଣଙ୍କୁ ୨୫ହଜାର ଲେଖାଏ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। କ୍ଷତିପୂରଣ ପାଇବାକୁ ଥିବା ବ୍ୟକ୍ତିହେଲେ କୁମାରୀର ଅଧିକାରୀ ବେହେରା, ପୁରୁଷୋତ୍ତମପୁର ମେନ୍ରୋଡ୍ର ଗଣପତି ସାହୁ, ମହେଶ୍ୱର ମହାନ୍ତି,…
ଗଞ୍ଜାମ ଜିଲା ଚିଠି: ପଛକୁ ଦେଖ
ଗତ ଏକ ବର୍ଷ ହେଲା ବ୍ରହ୍ମପୁର ମହାନଗର ନିଗମ(ବିଏମ୍ସି)ରେ ଅମଲାତନ୍ତ୍ର ଶାସନ ଚାଲିଛି। ୨୦୧୮ ସେପ୍ଟେମ୍ବର ୩୦ରେ ରାଜ୍ୟବ୍ୟାପୀ ସମସ୍ତ ପୌରସଂସ୍ଥାକୁ ରାଜ୍ୟ ସରକାର ଭାଙ୍ଗିଦେଇଥିଲେ ମଧ୍ୟ ଏଯାଏଁ ନିର୍ବାଚନ କରାଇନାହାନ୍ତି। ସୁତରାଂ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏବେ…
ଭବାନୀପାଟଣା ହାତୀଦାନ୍ତ ଓ ବାଘଛାଲ ଜବତ ଘଟଣା: ଆଉ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ
ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ଭବାନୀପାଟଣା ହାତୀଦାନ୍ତ ଓ ବାଘଛାଲ ଜବତ ଘଟଣାରେ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଶନିବାର ଆଉ ଜଣେ ଶିକାରୀଙ୍କୁ ଗିରଫ କରିଛି। ସେ ହେଉଛନ୍ତି ଭାସ୍କର ନାୟକ। ଏସ୍ଟିଏଫ୍ ଟିମ୍ ଶୁକ୍ରବାର କଳାହାଣ୍ଡି-ରାୟଗଡ଼ା ସୀମାରେ ଚଢ଼ାଉ କରି ଲାଞ୍ଜିଘର ଅଞ୍ଚଳରୁ ଭାସ୍କରଙ୍କୁ…
ବୁଲ୍ବୁଲ୍ ପ୍ରଭାବ: ଜଗତ୍ସିଂହପୁର ଜିଲାର ଧାନ,ପରିବା ଫସଲ ଅଧିକ କ୍ଷତିଗ୍ରସ୍ତ
ଜଗତ୍ସିଂହପୁର ଅଫିସ,୧୦ା୧୧: ବାତ୍ୟା ବୁଲ୍ବୁଲ ପ୍ରଭାବରେ ଜଗତ୍ସିଂହପୁର ଜିଲାର ତଳିଆ ଅଞ୍ଚଳ ଲୋକେ ପ୍ରଭାବିତ ହେବା ସହ ବ୍ୟାପକ ଧାନ ଓ ପନିପରିବା କ୍ଷତିଗ୍ରସ୍ତ ହୋଇଛି। ବିଶେଷକରି ଧାନ ଥୋଡ ଧରୁଥିବାରୁ ପବନ ମାଡରେ ଏହା ନଷ୍ଟ ପ୍ରାୟ ହୋଇଯାଇଛି। ଜିଲାର…
ସାତକୋଶିଆରେ ପହଞ୍ଚିଲେ ଇଣ୍ଡିଆନ ସ୍କିମର
ଗଣିଆ,୧୦ା୧୧(ଡି.ଏନ.ଏ.): ପ୍ରାକୃତିକ ପର୍ଯ୍ୟଟନସ୍ଥଳୀ ସାତକୋଶିଆ ସ୍ୟାଣ୍ଡ ରିସୋର୍ଟର ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରୁଥିବା ବିଦେଶୀ ପକ୍ଷୀ ଇଣ୍ଡିଆନ ସ୍କିମର ପ୍ରତିବର୍ଷ ଭଳି ଚଳିତବର୍ଷ ମହାନଦୀର ବଡମୂଳଠାରେ ଶୁକ୍ରବାର ଦୃଶ୍ୟ ହୋଇଛନ୍ତି। ଶୀତଋତୁ ଆସିଲେ ବିଶେଷ କରି ନଭେମ୍ବର ଆରମ୍ଭରୁ ଫେବୃୟାରୀ ପର୍ଯ୍ୟନ୍ତ ମହାନଦୀର…
ମହାପ୍ରଭୁଙ୍କ ବାଙ୍କଚୁଡ଼ା ବେଶ ଦେଖିଲେ ଭକ୍ତ
ପୁରୀ ଅଫିସ, ୯ା୧୧: କାର୍ତ୍ତିକ ଶୁକ୍ଳ ଦ୍ୱାଦଶୀ ତଥା ପଞ୍ଚୁକର ଦ୍ୱିତୀୟ ଦିବସରେ ଶନିବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ବାଙ୍କଚୁଡ଼ା ବେଶ ଅନୁଷ୍ଠିତ ହୋଇଛି । ଏହି ବେଶ ଦର୍ଶନ ଲାଗି ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ହୋଇଥିଲା। ଅବକାଶ ନୀତି ଶେଷ…
ରବି କାନ୍ତ ସ୍ବତନ୍ତ୍ର ଆବାସିକ କମିଶନର ନିଯୁକ୍ତ
ଭୁବନେଶ୍ୱର,୯।୧୧(ବ୍ୟୁରୋ): ୧୯୯୮ ବ୍ୟାଚ୍ର ଆଇପିଏସ୍ ଅଧିକାରୀ ରବି କାନ୍ତଙ୍କୁ ରାଜ୍ୟ ସରକାର ନୂଆଦିଲ୍ଲୀସ୍ଥିତ ଓଡ଼ିଶା ଭବନର ସ୍ବତନ୍ତ୍ର ଆବାସିକ କମିଶନର ଭାବେ ନିଯୁକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍ଓ) ପକ୍ଷରୁ ଶନିବାର ଏନେଇ ଗଣମାଧ୍ୟମକୁ ଅବଗତ କରାଯାଇଛି। ଗୃହ ବିଭାଗ ପକ୍ଷରୁ ଏନେଇ…
ସର୍ବଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ପାଇଲେ ପ୍ରତାପ ଜେନା
ଭୁବନେଶ୍ୱର, ୯।୧୧(ବ୍ୟୁରୋ): ପଞ୍ଚାୟତିରାଜ ଓ ପାନୀୟଜଳ, ଗୃହ ଓ ନଗର ଉନ୍ନୟନ, ଆଇନ ମନ୍ତ୍ରୀ ପ୍ରତାପ ଜେନା ଚଳିତ ବର୍ଷର ଫେମ୍ ଇଣ୍ଡିଆ ପକ୍ଷରୁ ଶନିବାର ଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ପାଇଛନ୍ତି। ନୂଆଦିଲ୍ଲୀର ବିଜ୍ଞାନଭବନ ଠାରେ ଆୟୋଜିତ ଏକ ଉତ୍ସବରେ କେନ୍ଦ୍ର…
ଗଞ୍ଜାମରେ ବଢ଼ି ଚାଲିଛି ସାଇବର ଠକେଇ: ଛାତ୍ରଙ୍କ ଆକାଉଣ୍ଟରୁ ଲକ୍ଷେ ଗାଏବ
ବ୍ରହ୍ମପୁର ଅଫିସ ,୯।୧୧ – ଗ୍ରାହକଙ୍କ ପାଖରେ ଅଛି ଏଟିଏମ କାର୍ଡ। କାର୍ଡ ନମ୍ବର କାହାରିକୁ ଦିଆଯାଇନାହିଁ କି ପିନ୍ ନମ୍ବର ମଧ୍ୟ କେହି ଜାଣି ନାହାନ୍ତି। କିନ୍ତୁ ଅପଣାଛାଏଁ ଉଠୁଛି ଟଙ୍କା। ଗ୍ରାହକଙ୍କ ଅଜାଣତରେ ଏବେ ବାରମ୍ବାର ଏଭଳି ଟଙ୍କା…
Archives


