ଶୁଦ୍ଧପୂତ ଜୀବନଚର୍ଯ୍ୟା କାର୍ତ୍ତିକ ବ୍ରତର ପ୍ରେରଣା
ଖଣ୍ଡପଡ଼ା,୯ା୧୧(ସ୍ବ.ପ୍ର.): ପବିତ୍ର କାର୍ତ୍ତିକ ବ୍ରତ ତଥା ମାସର ମାହାମତ୍ୟ ଅବର୍ଣ୍ଣନୀୟ । ହିନ୍ଦୁ ଶାସ୍ତ୍ରରେ ଏହାର ଯଥେଷ୍ଟ ପ୍ରମାଣ ରହିଛି । ବର୍ଷକର ପୁଣ୍ୟ ଏହି ଗୋଟିଏ ମାସରେ ମିଳେ ବୋଲି ବିଶ୍ୱାସ ରହିଛି । ଶୁଦ୍ଧପୂତ ଜୀବନଚର୍ଯ୍ୟା ପାଇଁ କାର୍ତ୍ତିକ…
ଡକାୟତି ଅଭିଯୋଗରେ ୪ ଗିରଫ
ଦଶପଲ୍ଲା,୮।୧୧(ଡି.ଏନ.ଏ.): ଦଶପଲ୍ଲା ସହ ନୟାଗଡ଼ ଜିଲାର ବିଭିନ୍ନ ସ୍ଥାନରୁ ଡକାୟତି ଅଭିଯୋଗରେ ସମ୍ପୃକ୍ତ ଥିବା ୩ଜଣ ଏବଂ ଚୋରି ସାମଗ୍ରୀ ରଖିବା ଅଭିଯୋଗରେ ଜଣେ ଏପରି ମୋଟ ୪ ଅଭିଯୁକ୍ତଙ୍କୁ ଦଶପଲ୍ଲା ପୋଲିସ ଶୁକ୍ରବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ…
ବିଭିନ୍ନ ଦ୍ରବ୍ୟର ନକଲି କାରବାର
ନୟାଗଡ଼ ଅଫିସ,୯।୧୧: ନୟାଗଡ଼ ସହରରେ ଦୁଇଜଣ ବ୍ୟବସାୟୀ ନକଲି ଜର୍ଦ୍ଦା ବିକ୍ରି କରୁଥିବା ଅଭିଯୋଗରେ ଟାଉନ ପୋଲିସ ଗୁରୁବାର ସେମାନଙ୍କୁ ଗିରଫ କରିଥିଲା। ସେମାନେ ହେଲେ ପୁରୁଣା ସହର ଦଣ୍ଡାସାହିର ସନ୍ତୋଷ କୁମାର ସାହୁ ଓ ଦଶପଲ୍ଲା ଥାନା ବାଘୁଆଫାସି ଗ୍ରାମର…
୧୧ ତାରିଖରୁ ପ୍ରଦାନ କରାଯିବ ଜେଇ ଟିକା
ନୟାଗଡ଼ ଅଫିସ,୯।୧୧: ଆସନ୍ତା ୧୧ ତାରିଖରେ ଜିଲାରେ ପ୍ରଥମ ଥର ପାଇଁ ୧ରୁ ୧୫ ବର୍ଷର ସମସ୍ତ ପିଲାଙ୍କୁ ଜାପାନିଜ ଏନସେଫାଲାଇଟିସ (ଜେଇ) ଟିକା ପ୍ରଦାନ କରାଯିବ। ଶୁକ୍ରବାର ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ(ସିଡିଏମଓ) ଡା. ଶ୍ୱେତ କୁମାର ମହାପାତ୍ର ଆୟୋଜିତ…
ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଲେ ନୀଳମାଧବ ଜୀଉ
ଖଣ୍ଡପଡ଼ା,୯ା୧୧(ସ୍ବ.ପ୍ର.): କାର୍ତ୍ତିକ ଏକାଦଶୀ ଶୁକ୍ରବାରଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ଶ୍ରୀ ନୀଳମାଧବ ଜୀଉଙ୍କୁ ବିଭିନ୍ନ ବେଶରେ ସଜ୍ଜିତ କରିବାର ପରମ୍ପରା ରହିଛି। ଏହି ଅବସରରେ ଆଜି ସକାଳ ଓ ସନ୍ଧ୍ୟାରେ ଠାକୁରଙ୍କୁ ଲକ୍ଷ୍ମୀନାରାୟଣ ବେଶରେ ସଜ୍ଜିତ କରାଯାଇଥିଲା। ଠାକୁରଙ୍କ ଏହି ବେଶ ଦେଖିବାକୁ…
ରାସ୍ତାପାର୍ଶ୍ୱ ବୃକ୍ଷରୋପଣରେ ଲକ୍ଷଲକ୍ଷ ଖର୍ଚ୍ଚ: ରକ୍ଷଣାବେକ୍ଷଣ ଅଭାବରୁ ମରିଯାଉଛି ଗଛ
ଲେଫ୍ରିପଡ଼ା,୯।୧୧(ଡି.ଏନ.ଏ)-ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍ଜିଏନ୍ଆରଇଜିଏ) ରେ ଚାଲିଥିବା ବୃକ୍ଷରୋପଣ କାର୍ଯ୍ୟକ୍ରମ ସୁନ୍ଦରଗଡ ଜିଲା ଉଜ୍ୱଲପୁର ରେଞ୍ଜରେ ପ୍ରହସନର ରୂପ ନେଇଛି। ଲକ୍ଷ ଲକ୍ଷ ଟଙ୍କା ବିନଯୋଗରେ ରାସ୍ତାଗୁଡ଼ିକର ଉଭୟ ପାର୍ଶ୍ୱରେ ଏହି ଯୋଜନାରେ ବନବିଭାଗ ପକ୍ଷରୁ…
ଦେବଗଡ଼ ଜିଲାସ୍ତରୀୟ ଧାନସଂଗ୍ରହ କମିଟି ବୈଠକ: ୨୯ରୁ ଧାନ କିଣା ଆରମ୍ଭ
ଦେବଗଡ, ୯।୧୧(ଡି.ଏନ.ଏ.)-ଦେବଗଡ଼ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲାସ୍ତରୀୟ ଧାନସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସୁଧାଂଶୁ ମୋହନ ସାମଲ ଏଥିରେ ଅଧ୍ୟକ୍ଷତା କରିଥିଲେ। ବୈଠକରେ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ, ଜିଲା ପରିଷଦ ଅଧ୍ୟକ୍ଷା…
ଦେବଗଡ଼ ଜିଲାସ୍ତରୀୟ ‘ସୁରଭି’: ୧୯୦ ଛାତ୍ରୀଛାତ୍ରଙ୍କ ଅଂଶଗ୍ରହଣ
ଦେବଗଡ, ୯।୧୧(ଡି.ଏନ.ଏ) -ଦେବଗଡ଼ ଇଣ୍ଡୋର ଷ୍ଟାଡିୟମଠାରେ ଶୁକ୍ରବାର ଦେବଗଡ ଜିଲା ସମଗ୍ର ଶିକ୍ଷା ପକ୍ଷରୁ ଜିଲା ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜିଲା ଶିକ୍ଷା ଅଧିକାରୀ ପ୍ରଦୋଷ ନାୟକଙ୍କ ଅଧ୍ୟକ୍ଷତାରେ ସଭା ଆୟୋଜିତ ହୋଇଥିଲା।…
ଭେରି ସିଭିଅର ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହେଲା ‘ବୁଲ୍ବୁଲ୍’
ଭୁବନେଶ୍ୱର,୮।୧୧(ବ୍ୟୁରୋ): ସାମୁଦ୍ରିକ ଝଡ଼ ବୁଲ୍ବୁଲ୍ ଏବେ ଭେରି ସିଭିଅର ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହୋଇଛି। ଏହାର ପ୍ରଭାବରେ ପୁରୀ, ଜଗତସିଂପୁର, କେନ୍ଦ୍ରାପଡା ଓ ଭଦ୍ରକରେ ପ୍ରବଳ ବର୍ଷା ସହ ଉପକୂଳ ସମୁଦ୍ର ଅଶାନ୍ତ ହୋଇପଡିଛି। ଏହା ୧୦ ତାରିଖରେ ପଶ୍ଚିମବଙ୍ଗ ଓ…
ଏୟାର ଇଣ୍ଡିଆ ବିମାନରେ ନିଅଁ।
ଭୁବନେଶ୍ୱର, ୮।୧୧(ବ୍ୟୁରୋ): ଭୁବନେଶ୍ୱରରୁ ମୁମ୍ବାଇକୁ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣା ଜଣାପଡ଼ିବାରୁ ବିମାନକୁ ରାୟପୁର ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ଫଳରେ ସମସ୍ତ ୮୯ ଜଣ ଯାତ୍ରୀ ଅଗ୍ନିକାଣ୍ଡରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁଯାୟୀ,…
ଭୁଷୁଡ଼ିଲା ଗୋବିନ୍ଦପୁର ବଜାର ନିକଟ କେନାଲ ପୋଲ
କଣ୍ଟାପଡା, ୮।୧୧(ଡି.ଏନ୍.ଏ.): କଣ୍ଟାପଡା ବ୍ଲକ ଅନ୍ତର୍ଗତ ପୁରୀ ବ୍ରାଞ୍ଚ କେନାଲର ଗୋବିନ୍ଦପୁର ବଜାର ନିକଟରେ ଥିବା ପକ୍କାପୋଲ ଉପର ଦେଇ ଶୁକ୍ରବାର ଅପରାହ୍ନରେ ଏକ ବାଲିବୋଝେଇ ହାଇୱା ପାର ହେଉଥିବା ସମୟରେ ପୋଲଟି ଭୁଷୁଡି ପଡିଛି। ସୂଚନାନୁଯାୟୀ, ଉକ୍ତ ପୋଲର ମଝିଖୁଣ୍ଟଟି…
ଧାମରାରେ ଲାଗିଲା ପଶ୍ଚିମବଙ୍ଗର ୩୭ ବୋଟ୍
ଚାନ୍ଦବାଲି,୮ା୧୧(ଡି.ଏନ.ଏ.)-ଭଦ୍ରକ ଜିଲା ଧାମରା ବନ୍ଦରଠାରୁ ଅନତି ଦୂରରେ ବଙ୍ଗୋପସାଗରରେ ଗଭୀର ସମୁଦ୍ରରେ କେତେକ ମାଛଧରା ବୋଟ୍ ଫସି ରହିବାର ଜଣାଯାଇଛି। ସେମାନଙ୍କ ମଧ୍ୟରୁ ଶୁକ୍ରବାର ଅପରାହ୍ନ ସୁଦ୍ଧା ଧାମରାରେ ମୋଟ ୩୭ଟି ବୋଟ୍ ଆସି ପହଞ୍ଚିଥିବାବେଳେ ଆହୁରି କେତେକ ବୋଟ୍ ସମୁଦ୍ରରେ…
Archives


