ରାଜ୍ୟ

ସିଂହଦ୍ୱାରରେ ଲାଗିଲା ଜୟ ବିଜୟ ମୂର୍ତ୍ତିି

ପୁରୀ ଅଫିସ,୧୭ା୬: ସିଂହଦ୍ୱାର ପ୍ରବେଶ ପଥରେ ଲାଗିଲା ଜୟ ବିଜୟ ମୂର୍ତ୍ତି। ବାତ୍ୟାରେ ଜୟ ବିଜୟ ମୂର୍ତ୍ତି ଭାଙ୍ଗି ଯାଇଥିଲା। ଏହା ପରେ ମୂର୍ତ୍ତି ସ୍ଥାପନ ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ସ୍ନାନଯାତ୍ରା ପୂର୍ବରୁ ଅର୍ଥାତ୍‌ ଜୁନ୍‌ ୧୬ରେ ଏସଏସଆଇ...

ରଥଖଳାରୁ : ଆଜି ଉଠିବ ୪ ନାହାକା

ପୁରୀ ଅଫିସ, ୧୭ା୬ : ଅକ୍ଷୟ ତୃତୀୟାଠାରୁ ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ରଥକାମ। ତିନି ମୁଖ୍ୟ ବିଶ୍ୱକର୍ମାଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଚାଲିଛି ରଥକାମ। ଗତକାଲି ତିନି ରଥର ତଳେ ଖଞ୍ଜାଯାଇଥିବା ଦଣ୍ଡା ନମ୍ବର କରାଯାଇ ଅଖ ଉପରେ ଉଠିଥିଲା।...

୨୪ ଘଣ୍ଟା ବନ୍ଦ ରହିବ ଏସ୍‌ସିବି ଆଉଟଡୋର

କଟକ ଅଫିସ, ୧୭ା୬ : ଇଣ୍ଡିଆନ ମେଡିକାଲ ଆସୋସିଏଶନ (ଆଇଏମ୍‌ଏ)ର ଆହ୍ବାନକ୍ରମେ ରାଜ୍ୟରେ ଚିକିତ୍ସା ସେବା ୨୪ ଘଣ୍ଟିଆ ବନ୍ଦ ରହିବ । ଏହି ପରିପ୍ରେକ୍ଷୀରେ ଏସ୍‌ସିବି ମେଡିକାଲର ଆଉଟଡୋର ସୋମବାର ସକାଳ ୬ଟାରୁ ମଙ୍ଗଳବାର ସକାଳ ୬ଟା ପର୍ଯ୍ୟନ୍ତ...

ସରିନି ଧାନକିଣା, କଟକଣା ଆରମ୍ଭ

ବରଗଡ଼ ଅଫିସ୍‌,୧୭।୬:  ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟକୁ ଆଉ ସପ୍ତାହକ ପରେ ଦେଢ଼ମାସ ବିତିବ । ଏହି ପ୍ରକ୍ରିୟାରେ ଜିଲାରେ ଖୋଲା ଯାଇଥିବା ମଣ୍ଡି ତଥା ଧାନକ୍ରୟ କେନ୍ଦ୍ର ଗୁଡ଼ିକରେ ଉଭୟ ଧାନ ସଂଗ୍ରହ ଓ ଉଠାଣ...

ସ୍ନାନମଣ୍ଡପରେ ବିଜେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୧୭ା୬: ଦେବସ୍ନାନ ପୂର୍ଣ୍ଣିମାରେ ରତ୍ନବେଦୀରୁ ଓହ୍ଲାଇ ସ୍ନାନମଣ୍ଡପରେ ବିଜେ କରିଛନ୍ତି ଚତୁର୍ଦ୍ଦାମୂର୍ତ୍ତି। ଭୋର ୫ଟାରେ ମଙ୍ଗଳାର୍ପଣ ପରେ ୫.୨୦ରେ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ପରେ ସକାଳ ୬ଟାରେ ବଳଭଦ୍ର, ୬.୨୦ରେ ଦେବୀ ସୁଭଦ୍ରା ଏବଂ ୬.୪୦ରେ...

ମୌସୁମୀ ବିଳମ୍ବ: ମରୁଡ଼ି ଆଶଙ୍କା ନେଇ ଚିନ୍ତାରେ ଚାଷୀ

ମାଲକାନଗିରି,୧୭ା୬(ଡି.ଏନ.ଏ.)-  ଜୁନ ୧୭ରେ ବିଶ୍ୱ ଅନାବୃଷ୍ଟି ଓ ମରୁଡ଼ି ପ୍ରତିରୋଧ ଦିବସ ପାଳନ ହେବାକୁ ଯାଉଛି। ଏହି ଦିବସ କୃଷକମାନଙ୍କ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଦିବସ। ବିଭିନ୍ନ କୃଷିଜନିତ ଖାଦ୍ୟଶସ୍ୟ ଉତ୍ପାଦନରେ ଜଳର ଆବଶ୍ୟକତା ଅପରିହାର୍ଯ୍ୟ। ଜଳ ବିନା କୃଷିକାର୍ଯ୍ୟ...

ଦାରୁଦିଅଁଙ୍କ ପ୍ରତ୍ୟକ୍ଷ ସ୍ନାନ: ଅପେକ୍ଷାରେ ସ୍ନାନବେଦି

ପୁରୀ ଅଫିସ, ୧୭ା୬:ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ରତ୍ନବେଦିରୁ ସ୍ନାନମଣ୍ଡପକୁ ଓହ୍ଲାଇ ଆସିବେ ବିଶ୍ୱନିୟନ୍ତା। ଲକ୍ଷ ଲକ୍ଷ ଭକ୍ତଙ୍କ ସମ୍ମୁଖରେ କରିବେ ପ୍ରତ୍ୟକ୍ଷ ସ୍ନାନ। ଏଥିପାଇଁ ଦାରୁଦିଅଁଙ୍କୁ ଅପେକ୍ଷା କରି ରହିଛି ସ୍ନାନବେଦି। ଆଉ ମହାପ୍ରଭୁଙ୍କ ହାତୀବେଶ ଦର୍ଶନ ପାଇଁ ଭକ୍ତଙ୍କ...

ଚିଲିକା ଡଙ୍ଗାବୁଡ଼ି ଘଟଣାକୁ ବର୍ଷେ ପୂରିଲା : ବିପଜ୍ଜନକ ନୌଯାତ୍ରାରେ ଲାଗିଲାନି ଲଗାମ

ଖୋର୍ଦ୍ଧା ଅଫିସ,୧୭ା୬ : ଚିଲିକା ଡଙ୍ଗାବୁଡି ଘଟଣାକୁ ଇତିମଧ୍ୟରେ ବର୍ଷେ ବିତିଯାଇଛି। ହେଲେ ବିପଜ୍ଜନକ ନୌଯାତ୍ରାରେ ଲାଗି ପାରିଲାନି ଲଗାମ। ସ୍ଥିତିରେ କିଛିଟା ସୁଧାର ଆସିଥିଲେ ହେଁ ଏବେବି ସବୁ ଅବ୍ୟବସ୍ଥାରେ ଚାଲିଛି। ଡଙ୍ଗାରେ ଲାଇଫ୍‌ ଜ୍ୟାକେଟ ଗଚ୍ଛିତ ରଖାଯାଉଥିଲେ...

ଡାକ୍ତର ଅଭାବ, ହେଉନି ଭିତ୍ତିଭୂମି ବିକାଶ

କେନ୍ଦୁଝର,୧୭।୬(ସ୍ବ.ପ୍ର.)- କେନ୍ଦୁଝର ଜିଲାର ଆଦିବାସୀବହୁଳ ବାଂଶପାଳ ବ୍ଲକ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଅବହେଳିତ ହୋଇ ରହିଛି। ସରକାର ସ୍ବାସ୍ଥ୍ୟସେବା ପାଇଁ ବିଭିନ୍ନ ଯୋଜନା କରୁଥିବାବେଳେ ଏହି ବ୍ଲକରେ ସେ ସବୁ ଫେଲ୍‌ ମାରିଛି କହିଲେ ଅତ୍ୟୁକ୍ତି ହେବନାହିଁ। ଏଣୁ ଏହି ବ୍ଲକ...

ବ୍ଲକସ୍ତରୀୟ ରଜମଉଜ ଉଦ୍‌ଯାପିତ

ଗଣିଆ,୧୭ା୬(ଡି.ଏନ.ଏ.)- ପୂର୍ବବର୍ଷ ଭଳି ରଜ ଉପଲକ୍ଷେ ଗଣିଆ ପାଟଣାସାହିର ଜଗନ୍ନାଥ ମନ୍ଦିରଠାରେ ଆୟୋଜିତ ବ୍ଲକସ୍ତରୀୟ ରଜ ମଉଜ ଉତ୍ସବ ରବିବାର ଉଦ୍‌ଯାପିତ ହୋଇଯାଇଛି। ଉତ୍ସବର ୨ୟ ଦିବସରେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଓ ଜିଲା...

ସମୁଦ୍ରରେ ବୁଡ଼ି ଛାତ୍ର ମୃତ

ଗୋପ, ୧୬।୬(ଡି.ଏନ୍‌.ଏ.)-ସାଙ୍ଗ ସାଥୀଙ୍କ ସହ ରଜ ସଂକ୍ରାନ୍ତିରେ କୋଣାର୍କ ବୁଲିବାକୁ ଆସିଥିବା ଜଣେ କଲେଜ ଛାତ୍ରଙ୍କର ରବିବାର ସମୁଦ୍ରରେ ବୁଡ଼ି ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ କଟକ ଜିଲା ନିଆଳୀ ଥାନା ଅଧୀନ ପୋଲସରା ଗ୍ରାମର କ୍ଷୀରୋଦ ଖଟୋଇଙ୍କ...

ଶ୍ରୀମନ୍ଦିର ପାଇଁ ୨୫ ପ୍ଲାଟୁନ ଫୋର୍ସ

ପୁରୀ ଅଫିସ, ୧୬ା୬: ଦବସ୍ନାନ ପୂର୍ଣ୍ଣିମା ସହ ସୋମବାର ମହାପ୍ରଭୁଙ୍କ ହାତୀବେଶ ଅନୁଷ୍ଠିତ ହେବ। ଏହାକୁ ଦେଖିବା ଲାଗି ପୁରୀରେ ଭକ୍ତଙ୍କ ପ୍ରବଳ ସମାଗମ ହେବ। ଭିଡ଼, ସୁରକ୍ଷା ବ୍ୟବସ୍ଥା ଏବଂ ଟ୍ରାଫିକ ନିୟନ୍ତ୍ରଣ ଲାଗି ପୁରୀ ସହର ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri