ରାଜ୍ୟ

ବହୁମତ ଅଛି ତ ସରକାର ଗଢୁ ଭାଜପା: ସଞ୍ଜୟ ରାଓ୍ବତ

ମୁମ୍ବାଇ,୭।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବାର ୧୩ ଦିନ ପରେ ବି ରାଜ୍ୟରେ ନୂଆ ସରକାର ଗଠନକୁ ନେଇ ଅନିଶ୍ଚିତତା ଲାଗି ରହିଛି। ଭାଜପା ଏବଂ ଶିବସେନା ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦବୀକୁ ନେଇ ଭାଗ ଛିଣ୍ଡୁନି। ଏସବୁ ଭିତରେ…

ଗ୍ରାହକ ବେଶରେ ଏସ୍‌ଟିଏଫ୍‌ ଟିମ୍‌ର ଚଢ଼ାଉ: ହାତୀଦାନ୍ତ, କଲରାପତରିଆ ଚମଡ଼ା ଜବତ; ୩ ଗିରଫ

ଭୁବନେଶ୍ୱର,୭।୧୧(ବ୍ୟୁରୋ): କ୍ରାଇମ୍‌ବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ୍‌ ଭବାନୀପାଟଣାରୁ ଗୁରୁବାର ହାତୀଦାନ୍ତ ଓ କଲରାପତରିଆ ଚମଡ଼ା ବେପାରୀ ଗ୍ୟାଙ୍ଗର ୩ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଡୋଜି ଶବର(୩୧), ଶୁକ୍ରୁ ମାଝି(୧୯), ରବିନ୍ଦ୍ର ସିଂ(୨୦)। ସେମାନଙ୍କଠାରୁ ଗୋଟିଏ ହାତୀ ଦାନ୍ତ ଓ ଏକ…

ସୋସିଆଲ ମିଡିଆରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବିଭିନ୍ନ ବେଶର ଫଟୋ ଭାଇରାଲ

ଭୁବନେଶ୍ୱର,୭।୧୧(ବ୍ୟୁରୋ): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବିଭିନ୍ନ ବେଶର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ମହାପ୍ରଭୁଙ୍କ କାର୍ତ୍ତିକ ଓ ଦାମୋଦର ବେଶର ଫଟୋ ଭାଇରାଲ ହେଉଛି। ତେବେ ଅକ୍ଟୋବର ୧୪ ତାରିଖରେ ପ୍ରଦୀପ୍ତ ପାତ୍ର ନାମକ ଜଣେ ବ୍ୟକ୍ତିଙ୍କ ସୋସିଆଲ ମିଡିଆ ଆକାଉଣ୍ଟରୁ…

ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍‌ପିଟାଲ ପରିଦର୍ଶନ କଲେ ମୁଖ୍ୟ ଶାସନ ସଚିବ, ୫-ଟି ସଚିବ

ବଲାଙ୍ଗୀର ଅଫିସ, ୭।୧୧- ଓଡ଼ିଶା ମୁଖ୍ୟ ଶାସନ ସଚିବ ଅଜିତ କୁମାର ତ୍ରିପାଠୀ, ୫-ଟି ସଚିବ ଭି କେ ପାଣ୍ଡିଆନ, ଏନଆର୍‌ଏଚ୍‌ଏମ୍‌ ଏମ୍‌ଡି ଶାଳିନୀ ପଣ୍ଡିତ ଗୁରୁବାର ଅଚାନକ ବଲାଙ୍ଗୀର ଜିଲା ଗସ୍ତରେ ଆସି ଭୀମଭୋଇ ମେଡିକାଲ କଲେଜ ହସପିଟାଲ ପରିଦର୍ଶନ…

ଓଡ଼ିଶାରେ ବାତ୍ୟାର ପଡିବ ପ୍ରଭାବ

ଭୁବନେଶ୍ୱର,୭।୧୧(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ସମ୍ଭାବ୍ୟ ବାତ୍ୟା ‘ବୁଲ୍‌ବୁଲ’ର ପ୍ରଭାବ ଓଡ଼ିଶାରେ ପଡିବ ନାହିଁ ବୋଲି ବୁଧବାର ଏସଆରସି ପ୍ରଦୀପ ଜେନା ସୂଚନା ଦେଇଥିଲାବେଳେ ଗୁରୁବାର ସେ ଆଇଏମଡି ଆଧାରରେ ମତ ପରିବର୍ତ୍ତନ…

ପଞ୍ଚୁକ ପଡ଼ିଲେ ୬ ଦିନ ଶ୍ରୀଜିଉଙ୍କର ହୁଏ ନାଗାର୍ଜୁନ ବେଶ: ୨୫ ବର୍ଷ ପରେ ୨୦୨୦ ନଭେମ୍ବର ୨୭ରେ

କାର୍ତ୍ତିକ ମାସରେ ପଞ୍ଚୁକ ୫ ଦିନ ପରିବର୍ତ୍ତେ ୬ ଦିନ ପଡ଼ିଲେ ଶ୍ରୀଜିଉଙ୍କ ନାଗାର୍ଜୁନ ବେଶ ହୋଇଥାଏ। ଶ୍ରୀଜିଉ ବୀରବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି। ଏହି ବେଶକୁ ଦେଖିବା ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଜନସମାଗମ ହୋଇଥାଏ। ନାଗାର୍ଜୁନ ବେଶ ଦର୍ଶନ କଲେ…

ଜନ୍ମ ଜନ୍ମାନ୍ତର ପାପ କ୍ଷୟ କରେ ଭୀଷ୍ମ ପଞ୍ଚକ ବ୍ରତ…

ପବିତ୍ର କାର୍ତ୍ତିକ ମାସର ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ଶେଷ ୫ ଦିନକୁ ଭୀଷ୍ମ ପଞ୍ଚକ କୁହାଯାଇଥାଏ। ଏହି ବ୍ରତ କଲେ ଏକ ହଜାର ଏକାଦଶୀ ବ୍ରତର ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି। ମହାଭାରତରେ ଉଲ୍ଲେଖ ରହିଛି ଗଙ୍ଗାପୁତ୍ର ମିତାମହ…

ଶିକ୍ଷୟିତ୍ରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ସତ୍ୟତା ନାହିଁ, ତଦନ୍ତ ରିପୋର୍ଟ ଆସିବା ପରେ ସ୍ପଷ୍ଟ ହୋଇଛି: ମନ୍ତ୍ରୀ

ବାଲିଆପାଳ/ଭୁବନେଶ୍ୱର,୭।୧୧(ସ୍ବ.ପ୍ର./ଡି.ଏନ୍‌.ଏ./ବ୍ୟୁରୋ): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ଜାଠିଆଠାରେ ଥିବା ଏକ ବିଦ୍ୟାଳୟର ଜନୈକା ଶିକ୍ଷୟିତ୍ରୀଙ୍କୁ ପ୍ରଧାନଶିକ୍ଷକ ଯୌନ ନିର୍ଯାତନା ଦେବା ଅଭିଯୋଗ ମାମଲାରେ ସତ୍ୟତା ନାହିଁ। ତଦନ୍ତ ରିପୋର୍ଟ ଆସିବା ପରେ ଏହା ସ୍ପଷ୍ଟ ହୋଇଛି। ହେଲେ ବିଦ୍ୟାଳୟରେ ସୁସ୍ଥ…

ଚଳନ୍ତା କାର୍‌ରେ ଯୁବତୀଙ୍କୁ ବଳାତ୍କାର କରି ଫିଙ୍ଗିଦେବା ଘଟଣା: ଗିରଫ ହେଲେ ଅଭିଯୁକ୍ତ, କାର୍‌ ଜବତ

ଖୋର୍ଦ୍ଧା ଅଫିସ,୭।୧୧: ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ପିଏନ୍‌ କଲେଜ ନିକଟ ଶ୍ମଶାନ ନିକଟରେ ଜଣେ ଯୁବତୀଙ୍କୁ ଚଳନ୍ତା କାର୍‌ରେ ବଳାତ୍କାର କରିବା ପରେ ଦୁର୍ବୃତ୍ତ ଫିଙ୍ଗି ଦେଇ ଚାଲିଯାଇଥିଲେ। ଏହି ଘଟଣାରେ ଗୁରୁବାର ଅଭିଯୁକ୍ତଙ୍କ ସହ ଉକ୍ତ କାର୍‌କୁ ଜବତ…

ବରଗଡ଼ ଧନୁଯାତ୍ରା ଲାଗି କଂସ ଚୟନକୁ ନେଇ ବଢ଼ୁଛି ବିରୋଧ: କଳାକାର ସଂଘ ପରେ ଜିଲାପାଳଙ୍କୁ ଭେଟିଲା ଜିଲା ସାମ୍ବାଦିକ ସଂଘ

ବରଗଡ଼ ଅଫିସ,୭।୧୧- ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୩୧ ତାରିଖଠାରୁ ଆରମ୍ଭ ହୋଇ ୨୦୨୦ ଜାନୁଆରୀ ୧୦ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୧୧ ଦିନ ଧରି ଅନୁଷ୍ଠିତ ହେବ । ଏଥର ଧନୁଯାତ୍ରା ପାଇଁ ମୁଖ୍ୟ…

ଟ୍ରେଣ୍ଡି ଟ୍ରେଡ୍‌ ଫେୟାର

ପର୍ଯ୍ୟଟନ ଋତୁ। ଶୀତର ଆଗମନ। ଠିକ୍‌ ଏହି ସମୟରେ ଆରମ୍ଭ ହୋଇଯାଇଛି ରାଜଧାନୀରେ ଟ୍ରେଡ୍‌ ଫେୟାର। ଜମିଛି ବ୍ୟବସାୟୀଙ୍କର ଭିଡ଼। ସଭିଙ୍କ ପାଇଁ ସାଜିଛି ମୁଖ୍ୟ ଆକର୍ଷଣ। ପୋଷାକରୁ ପାରମ୍ପରିକ ଅଳଙ୍କାର ହେଉ କି ଘରକରଣାରୁ ଘରସଜ୍ଜା ଜିନିଷ, ଭଳିକି ଭଳି…

ଜେଲରେ ଦୁରବସ୍ଥା ମାନସିକ ରୋଗୀଙ୍କ ସମସ୍ୟା ବଢାଉଛି ଓଏଚ୍‌ଆର୍‌ସିଙ୍କ ନିକଟରେ ଅଭିଯୋଗ

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ଓଡିଶାର ଜେଲଗୁଡ଼ିକରେ ରହୁଥିବା କଏଦୀଙ୍କ ମଧ୍ୟରୁ ଶତକଡା ୫ ଭାଗ ମାନସିକ ରୋଗର ଶିକାର ହେଉଛନ୍ତି। ଏନ୍‌ସିଆର୍‌ବି (ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ) ରିପୋର୍ଟ-୨୦୧୭ରେ ଏହା ପ୍ରକାଶ ପାଇବା ପରେ ବିଭିନ୍ନ ମହଲରେ ଉଦ୍‌ବେଗ ପ୍ରକାଶ ପାଇଥିଲା। ଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri