ଚଳନ୍ତା କାର୍ରେ ଯୁବତୀଙ୍କୁ ବଳାତ୍କାର କରି ଫିଙ୍ଗିଦେଲେ ଦୁର୍ବୃତ୍ତ
ଖୋର୍ଦ୍ଧା ଅଫିସ, ୭।୧୧: ଚଳନ୍ତା କାରରେ ବଳାତ୍କାର କରି ଜଣେ ଯୁବତୀଙ୍କୁ ରାସ୍ତା କଡ଼ରେ ଫିଙ୍ଗି ଦେଇ ଚାଲିଗଲେ ଦୁର୍ବୃତ୍ତ। ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ପିଏନ୍ କଲେଜ ନିକଟ ଶ୍ମଶାନ ପାଖରୁ ଉକ୍ତ ଯୁବତୀଙ୍କୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର କରାଯାଇ…
କ୍ୟାପିଟାଲ ହସ୍ପିଟାଲରେ ହେବ ହାର୍ଟ ଅପରେଶନ୍
ଭୁବନେଶ୍ୱର, ୭।୧୧(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲରେ ହାର୍ଟ-ସର୍ଜରି ୟୁନିଟ୍ ଆରମ୍ଭ ହେବ। ଫଳରେ ଏଠାରେ ହାର୍ଟ ଅପରେଶନ୍, ଓପନ ହାର୍ଟ ସର୍ଜରି, କମ୍ପ୍ଲେକ୍ସ ଆଞ୍ଜିଓଗ୍ରାଫି, ଡିଭାଇସ୍ କ୍ଲୋଜର, ଇଲେକ୍ଟ୍ରୋ ଫିଜିଓଲୋଜିକାଲ ଷ୍ଟଡି ସମ୍ଭବ ହୋଇପାରିବ। ଏନେଇ କ୍ୟାପିଟାଲ ହସ୍ପିଟାଲ ପରିସରରେ ଆବଶ୍ୟକ ଭିତ୍ତିଭୂମିର…
ନବ ନିର୍ମାଣ କୃଷକ ସଙ୍ଗଠନର ରାଷ୍ଟ୍ରୀୟ ସମ୍ମିଳନୀ: ଚାଷୀ ସୁରକ୍ଷା ଭତ୍ତା ଦାବିରେ ଦେଶବ୍ୟାପୀ ହେବ ଆନ୍ଦୋଳନ
ଭୁବନେଶ୍ୱର, ୭।୧୧(ବ୍ୟୁରୋ): ଦେଶରେ ଜନସଂଖ୍ୟାର ୭୦ଭାଗ ହେଉଛନ୍ତି ଚାଷୀ। ତେଣୁ ଶାସନ ପ୍ରଶାସନ ଚାଷୀମନସ୍କ ହେବାକଥା। କିନ୍ତୁ ୭୦ ବର୍ଷ ପରେ ମଧ୍ୟ ସବୁ ଓଲଟା ଚାଲିଛି। ଏଣିକି ନେତା, ଅମଲାଙ୍କ ମନମାନିକୁ ଚାଷୀମାନେ ବିରୋଧ କରିବେ ବୋଲି ନବ ନିର୍ମାଣ…
ହକି ବିଶ୍ୱ କପ୍ ପାଇଁ ୬୭ କୋଟି ଖର୍ଚ୍ଚ
ଭୁବନେଶ୍ୱର, ୭।୧୧(ବ୍ୟୁରୋ): ରାଜ୍ୟ ସରକାର ଓଡ଼ିଶାରେ ପୁରୁଷ ହକି ବିଶ୍ୱ କପ୍ ଆୟୋଜନ କରି ଜାତୀୟ ଓ ଅନ୍ତର୍ଜାତୀୟ କ୍ଷେତ୍ରରୁ ପ୍ରଶଂସା ସାଉଁଟିଲେ। ୨୦୧୮ ନଭେମ୍ବର ୨୮ରୁ ଡିସେମ୍ବର ୧୬ ତାରିଖ ଯାଏ ଏହି ହକି ମହାକୁମ୍ଭର ଆୟୋଜନ କରାଯାଇଥିଲା। ତେବେ…
ବାଲ୍ୟ ବିବାହ
ବାଲ୍ୟ ବିବାହ ଏକ ଦଣ୍ଡନୀୟ ଅପରାଧ। ଏଥିପାଇଁ ଜନ ସଚେତନତା ସୃଷ୍ଟି ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଚାଲିଛି। ସରକାରୀ ନୀତି ନିୟମ ମଧ୍ୟ ପ୍ରଣୟନ ହେଉଛି। ପୋଲିସ ପ୍ରଶାସନ ବି ଏପରି ଅପରାଧ ବନ୍ଦ ପାଇଁ ତତ୍ପର। ହେଲେ ଏବେ ବି…
ପିଆଜ ବିକିବେ ସରକାର
ଭୁବନେଶ୍ୱର, ୭।୧୧(ବ୍ୟୁରୋ): କି.ଗ୍ରା. ପ୍ରତି ୧୦ରୁ ୧୫ ଟଙ୍କାରେ ମିଳୁଥିବା ପିଆଜ ଏବେ ୬୫ ଟଙ୍କା ଛୁଇଁଲାଣି। ପିଆଜ ଗତ ଦୁଇମାସ ହେବ ଗରିବ ଓ ନିମ୍ନ ଆୟବର୍ଗର ଲୋକମାନଙ୍କୁ କଲବଲ କରୁଛି। ଆସନ୍ତା ମାସକ ମଧ୍ୟରେ ଦର କମିବା ସମ୍ଭାବନା…
ଜାତୀୟ ପୁରସ୍କାର ପାଇବେ ଓଡ଼ିଶାର ୮ ହସ୍ତଶିଳ୍ପୀ
ଭୁବନେଶ୍ୱର, ୭।୧୧(ବ୍ୟୁରୋ): ଓଡ଼ିଶାର ହସ୍ତଶିଳ୍ପ ତଥା ଓଡ଼ିଆ କାରିଗରଙ୍କ କଳାକୃତି ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ବେଶ୍ ସୁନାମ ଅର୍ଜନ କରିଛି। ଇତିମଧ୍ୟରେ ଓଡ଼ିଶାର ମୋଟ ୧୮୦ ହସ୍ତଶିଳ୍ପ କାରିଗର ଜାତୀୟସ୍ତରରେ ପୁରସ୍କୃତ ହୋଇ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ସେମାନଙ୍କ…
ଏସ୍ସିବି ମେଡିକାଲରେ ୫-ଟି ସଚିବ: ସୁପର ସ୍ପେଶିଆଲିଟି ବିଲ୍ଡିଂ ନିର୍ମାଣ ନେଇ ଆଲୋଚନା
କଟକ ଅଫିସ, ୭।୧୧: ରାତି ପାହିନି, କଟକ ଏସ୍ସିବି ମେଡିକାଲରେ ରାଜ୍ୟର ୩ ଜଣ ଆଇଏଏସ୍ ଅଫିସର ପହଞ୍ଚିଥିଲେ। ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ନେତୃତ୍ୱରେ ସ୍ବାସ୍ଥ୍ୟ ସଚିବ ପ୍ରମୋଦ ମହେର୍ଦ୍ଦା, ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଶାଲିନୀ ପଣ୍ଡିତ ବୁଧବାର…
ପାଣିପାଗ ବିଭାଗର ଆକଳନ : ଓଡ଼ିଶାକୁ ବାତ୍ୟା ଭୟ ନାହିଁ
ଭୁବନେଶ୍ୱର,୭ା୧୧(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଆଣ୍ଡାମାନ ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତ (ଡିପ ଡିପ୍ରେଶନ)ରେ ପରିଣତ ହୋଇଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ବାତ୍ୟାରୂପ ନେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଓଡ଼ିଶା…
ଉତ୍ତର ଓଡ଼ିିଶା ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି: ପରୀକ୍ଷା ଫି କମାଇବା ଦାବିରେ ଆନ୍ଦୋଳନ
ବାରିପଦା ଅଫିସ,୬ା୧୧: ମୟୂରଭଞ୍ଜ ଜିଲା ବାରିପଦା ତକତପୁର ସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟରେ କର୍ତ୍ତୃପକ୍ଷଙ୍କ ପରିଚାଳନାଗତତ୍ରୁଟି ଯୋଗୁ କିଛି ଦିନ ହେବ ଛାତ୍ର ଆନ୍ଦୋଳନ ଲାଗି ରହିଛି। ବିଭିନ୍ନ ଦାବି ନେଇ ମଙ୍ଗଳବାର ବିଶ୍ୱବିଦ୍ୟାଳୟର ବିଏଡ଼ ଓ ଏମଏଡ଼ ବିଭାଗର ଛାତ୍ରୀଛାତ୍ରମାନେ…
କାର୍ଯ୍ୟରେ ଅବହେଳା: ବିଏଲଓ ନିଲମ୍ବିତ: ୨୭ଜଣଙ୍କୁ କାରଣ ଦର୍ଶାଅ ନୋଟିସ
ବାଲେଶ୍ୱର ଅଫିସ,୬।୧୧: ଗତ ସେପ୍ଟେମ୍ବର ୧୫ରୁ ଆରମ୍ଭ କରାଯାଇଥିବା ଭୋଟର ପରିଚୟ ପତ୍ର ଯାଞ୍ଚ କାର୍ଯ୍ୟକ୍ରମ ଚଳିତ ମାସ ୧୮ତାରିଖ ସୁଦ୍ଧା ସାରିବାକୁ ସମୟସୀମା ନିର୍ଦ୍ଧାରିତ ହୋଇଛି। ଆସନ୍ତା ୨୫ ତାରିଖରେ ନୂତନ ଭୋଟର ତାଲିକା ପ୍ରକାଶ ପାଇବ ବୋଲି ନିର୍ବାଚନ…
ସହରାଞ୍ଚଳରେ ସମସ୍ତ ଗରିବଙ୍କୁ ଘର ଯୋଗାଣ ଉପରେ ଗୁରୁତ୍ୱ
ଭୁବନେଶ୍ୱର,୬।୧୧(ବ୍ୟୁରୋ): ରାଜ୍ୟର ସହରାଞ୍ଚଳରେ ବସବାସ କରୁଥିବା ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକଙ୍କ ପାଇଁ ପ୍ରାୟ ୫ ଲକ୍ଷ ଗୃହର ଆବଶ୍ୟକତା ରହିଛି। ହେଲେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍ଏୱାଇ)ରେ ମାତ୍ର ଏକ ଲକ୍ଷ ୨୭ ହଜାରଙ୍କୁ ଘର ମିଳିଛି । ତେଣୁ…
Archives


