ରାଜ୍ୟ

ପାରିବାରିକ କଳହର କରୁଣ ପରିଣତି: ୨ ଭଉଣୀଙ୍କ ଆତ୍ମହତ୍ୟା, ବାପା ଅଟକ

କବିସୂର୍ଯ୍ୟନଗର,୧୪।୬- ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଗୁଡିଆଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହ ଓ ବାପାଙ୍କ ମାଡଗାଳି ଅସହ୍ୟ ହେବାରୁ ୨ ଭଉଣୀ ମୂଷାମରା ବିଷ ଖାଇ ଆତ୍ମହତ୍ୟା କରିଛନ୍ତି। ସେମାନେ ହେଲେ ଦୀପା ଭୂୟଁା...

ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ,୧୪।୬: ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଓଡ଼ିଶା ଭବନରେ ସାକ୍ଷାତ୍‌ କରିଛନ୍ତି। ଏହି ଅବସରରେ ଓଡ଼ିଶାରେ ଷ୍ଟିଲ ସେକ୍ଟର, ପେଟ୍ରୋକେମିକାଲ୍ସକୁ ନେଇ ପୁଞ୍ଜି ବିନିଯୋଗ ସମ୍ପର୍କରେ ଆଲୋଚନା ହେବ ବୋଲି ଅନୁମାନ କରାଯାଉଛି।

ସ୍ତ୍ରୀଙ୍କୁ ମାଡ଼ମାରି ଗଛରେ ଟାଙ୍ଗିଦେଲେ ସ୍ବାମୀ: ଡାଳ ଭିଙ୍ଗିଯିବାରୁ ବଞ୍ଚିଗଲେ ସ୍ତ୍ରୀ

ଆନନ୍ଦପୁର,୧୪।୬(ସ୍ବ.ପ୍ର.): ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ନଦୁଆଁ ଗ୍ରାମରେ ରଜ ଉତ୍ସବ ଚାଲିଥିବା ବେଳେ ଏକ ଅଘଟଣ ଘଟିଛି। ସ୍ତ୍ରୀଙ୍କୁ ମାଡ଼ମାରି ଗଛରେ ଟାଙ୍ଗି ଦେଇଥିଲେ ସ୍ବାମୀ। ତେବେ ଗଛ ଡାଳ ଭାଙ୍ଗିଯିବାରୁ ସ୍ତ୍ରୀ ବଞ୍ଚିଯାଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ...

ଚିକିତ୍ସା ଅବହେଳାରୁ ପ୍ରସୂତୀଙ୍କ ମୃତ୍ୟୁ ଅଭିଯୋଗ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ବାରିପଦା ଅଫିସ,୧୪।୬: ଚିକିତ୍ସା ଅବହେଳାରୁ ବାରିପଦା ମେଡିକାଲ କଲେଜରେ ଜଣେ ପ୍ରସୂତୀଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଶୁକ୍ରବାର ଅଭିଯୋଗ କରିଛନ୍ତି। ଏ ନେଇ ମହିଳାଙ୍କ ମୃତଦେହକୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ରଖି କ୍ଷତିପୂରଣ ଦାବି କରାଯାଇଛି। ସୂଚନା ମୁତାବକ...

ଜମିବାଡ଼ିକୁ କେନ୍ଦ୍ରକରି ୨ ଭାଇଙ୍କ ମଧ୍ୟରେ ବିବାଦ: ସାନ ଭାଇ ଆକ୍ରମଣରେ ବଡ଼ ମୃତ

ପୁରୀ ଅଫିସ,୧୪।୬: ପୁରୀ ଜିଲା ଟାଉନ ଥାନା ଅଧୀନ ଚୁଡ଼ଙ୍ଗ ସାହି ଖୁଣ୍ଟିଆ ବଗିଚାରୁ ଶୁକ୍ରବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ସେ ହେଲେ ଉମାକାନ୍ତ ଆଚାର୍ଯ୍ୟ। ପ୍ରକାଶ ଯେ, ୨ ଭାଇ ଉମାକାନ୍ତ(ବଡ଼) ଓ ରମେଶ...

ଫନୀ: ଘରଭଙ୍ଗା ସହାୟତା ୭ କୋଟି ୫୮ ହଜାର ଟଙ୍କା ମଞ୍ଜୁର

ଭୁବନେଶ୍ୱର,୧୪।୬(ବ୍ୟୁରୋ): ସାମୁଦ୍ରିକ ଝଡ଼ ଫନୀ ଦ୍ୱାରା ପୁରୀ ଜିଲାରେ ଘର ହରାଇଥିବା କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସହାୟତା ରାଶି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏଥିପାଇଁ ୭ କୋଟି ୫୮ ହଜାର ମଞ୍ଜୁର କରାଯାଇଛି।...

ଜୁଲାଇ ୮ରୁ ମାଟ୍ରିକ ସପ୍ଲିମେଣ୍ଟାରି ପରୀକ୍ଷା

କଟକ ଅଫିସ,୧୩ା୬ : ଜୁଲାଇ ୮ ତାରିଖରୁ ଆରମ୍ଭ ହେବ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ସପ୍ଲିମେଣ୍ଟାରି ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ପୂର୍ବାହ୍ନ ୧୧ଟା ୩୦...

କୁଳପତିମାନଙ୍କ ସହ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବୈଠକ : ଚଳିତ ଶିକ୍ଷାବର୍ଷରୁ ଏକକ ସିଲାବସ୍‌

ଭୁବନେଶ୍ୱର,୧୪।୬(ବ୍ୟୁରୋ) : ଉଚ୍ଚଶିକ୍ଷାର ଗୁଣାତ୍ମକ ବିକାଶ ତଥା ଆଧୁନିକୀକରଣ ନିମନ୍ତେ ଗୁରୁବାର ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ରାଜ୍ୟ ବିଶ୍ୱବିଦ୍ୟାଳୟ କୁଳପତିମାନଙ୍କ ସହ ଆଲୋଚନା କରିଛନ୍ତି। ଖାଲିଥିବା ଶିକ୍ଷକ ପଦବୀକୁ ଯଥାଶୀଘ୍ର ପୂରଣ କରିବା ପାଇଁ ପ୍ରସ୍ତୁତି ଆରମ୍ଭ...

ମାଟ୍ରିକ ପରୀକ୍ଷା : ଇଂଲିଶରେ ଫେଲ୍‌ ହୋଇଛନ୍ତି ୬୦ ହଜାର

ଭୁବନେଶ୍ୱର,୧୪।୬(ବ୍ୟୁରୋ) : ଚଳିତବର୍ଷ ମାଟ୍ରିକ ପାସ୍‌ ହାର ଚିନ୍ତାଜନକ ହୋଇଛି। ଏଥର ପରୀକ୍ଷାରେ ଇଂଲିଶ ବିଷୟରେ ଫେଲ୍‌ ହାର ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇଛି। ମୋଟ ୧ଲକ୍ଷ ୬୩ହଜାର ୯୫୪ ଛାତ୍ରୀଛାତ୍ର ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଫେଲ୍‌ ହୋଇଥିବା ବେଳେ...

ଘୋଷଯାତ୍ରା ମଧ୍ୟରେ ହେବ ଶ୍ରୀମନ୍ଦିର ମରାମତି : ୮ ଦିନରେ କାମ ସାରିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୧୪।୬(ବ୍ୟୁରୋ) : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରା ମଧ୍ୟରେ ଶ୍ରୀମନ୍ଦିର ମରାମତି କାମ ହେବ। ଆସନ୍ତା ଜୁଲାଇ ୪ରେ ଘୋଷଯାତ୍ରା ଶେଷ ହେବା ପରେ ୫ ଓ ୬ତାରିଖରେ ଏଏସ୍‌ଆଇ ଟିମ୍‌ ଶ୍ରୀମନ୍ଦିରରେ ସ୍ଥିତି ଅନୁଧ୍ୟାନ କରିବ। ଗର୍ଭ ଗୃହ, ନାଟ୍ୟ...

ଦୁଇ ବର୍ଷରେ ରାଜ୍ୟରେ ଦୂର ହେବ ଡାକ୍ତର ସମସ୍ୟା: ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର,୧୪।୬(ବ୍ୟୁରୋ) : ରାଜ୍ୟରେ ଆଉ ଦେଖାଦେବ ନାହିଁ ଡାକ୍ତର ସମସ୍ୟା। ଆବଶ୍ୟକଠାରୁ ଅଧିକ ଡାକ୍ତରଙ୍କୁ ନିଯୁକ୍ତି ଦିଆଯିବ। ଆଗାମୀ ଦୁଇ ବର୍ଷରେ ଓଡ଼ିଶାରେ ଆବଶ୍ୟକ ତୁଳନାରେ ଅଧିକ ଡାକ୍ତର ଉପଲବ୍ଧ ହେବେ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ...

ଫଲମୂଲ ବିକ୍‌ରି ଲାଗି ବଜାର ବେବସ୍‌ତାର ଅଭାବ: ଶୋଷନ୍‌ର ଶିକାର ହେଉଛନ୍‌ ଆଦିବାସୀ

ଭବାନୀପାଟଣା,୧୪।୬ (ଡି.ଏନ୍‌.ଏ.):  କଳାହାଣ୍ଡି ଆର ରାୟଗଡ଼ା ସୀମାନାରେ ଥିବାର ନିୟମଗିରି ପରବତ ସିଘେ ୨ଶହରୁ ଅଧ୍‌କା ଆଦିବାସୀ ଡଙ୍ଗରିଆ ଆର ଝରଣିଆ କଁଧ୍‌ ପରିବାର ବାସ କରୁଛନ୍‌। ଭିନେ ଭିନେ ରୁତୁ ସମିଆରେ ଇମାନେ ସପୁରୀ, ଆମ୍‌, ପଣସ, କଦ୍‌ଲି,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri