ରଜ ପାଇଁ ସଜବାଜ ବଳରାମପ୍ରସାଦ
ବଅଁରପାଳ, ୧୪ା୬(ଡି.ଏନ.ଏ.) – ଗଡଦୁର୍ଗ ଭାବେ ପରିଚିତ ଅନୁଗୋଳ ଜିଲା ବଳରାମପ୍ରସାଦରେ ଧୁମ୍ଧାମରେ ପାଳନ ହେବ ରଜ ପର୍ବ। ବହୁ ପୁରାତନ କାଳରୁ ଏଠାରେ ପାଳନ ହୋଇଆସୁଥିବା ଏହି ମହୋତ୍ସବ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ରଜ ପୂର୍ବରୁ...
ଆଳତୁମା ରଜ ମହୋତ୍ସବ: ହରାଇନି ମହକ, କମିନି ଚମକ
କାମାକ୍ଷାନଗର, ୧୪।୬ – ସରିଛି ସଜବାଜ। ଶୁକ୍ରବାର ପହିଲି ରଜ। ଏହାକୁ ନେଇ ସବୁଠି ଉତ୍ସାହର ମାହୋଲ। ଆମ୍ବତୋଟାରେ ସରିଲାଣି ଦୋଳିବନ୍ଧା। ଖୋଲିଲାଣି ରଜପାନ ଦୋକାନ। ପିଠାପଣା ପାଇଁ ଆରମ୍ଭ ହେଲାଣି ପ୍ରସ୍ତୁତି। ଘରେ ଘରେ ଲାଗିଲାଣି ବନ୍ଧୁବାନ୍ଧବଙ୍କ ଭିଡ଼।...
୧.୫୦ କୋଟି ବ୍ୟୟରେ ପିଲି ବନ୍ଧ ବିକାଶ ଯୋଜନା
ଛତ୍ରପୁର,୧୪ା୬(ଡି.ଏନ.ଏ.)- ଛତ୍ରପୁର ଏନଏସି କାର୍ଯ୍ୟାଳୟରେ ଗୁରୁବାର ବିଧାୟକ ସୁବାସ ଚନ୍ଦ୍ର ବେହେରା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ଅଧିକାରୀ ଓ କର୍ମଚାରୀଙ୍କ ସହ ଆଲେଚାନା କରିଛନ୍ତି। ଏଣିକି ଉନ୍ନୟନମୂଳକ ସବୁ ଭବିଷ୍ୟତକୁ ଦୃଷ୍ଟିରେ ରଖି ଯୋଜନା ଅନୁଯାୟୀ...
କୃଷି ବିଭାଗ ଅଗୋଚରରେ କୃଷକ ପଞ୍ଜୀକରଣ: ଫେକ୍ ଓ୍ବେବ୍ସାଇଟ୍ରେ ପଞ୍ଜୀକରଣ କରି ଟଙ୍କା ହଡପ ସନ୍ଦେହ
ସୋରଡା, ୧୩ା୬ (ଡି.ଏନ.ଏ.)- ସୋରଡା ଅଞ୍ଚଳରେ କୃଷକ ପରିଚୟପତ୍ର ପାଇବା ପାଇଁ ମହିଳା ପୁରୁଷ ଚାଷୀମାନଙ୍କ ଭିଡ କୃଷି କାର୍ଯ୍ୟାଳୟରେ ଲାଗିରହିଛି। ରାଜ୍ୟ କୃଷିବିଭାଗ ତରଫରୁ ଆବଶ୍ୟକ କାଗଜପତ୍ର ଗ୍ରହଣ କରାଯାଇ ଅନଲାଇନ୍ ପଞ୍ଜୀକୃତ କରାଯାଇ କୃଷକ ପରିଚୟପତ୍ର ପ୍ରଦାନ...
ରଜରେ ନିଆରା ପରମ୍ପରା: କୁମାରୀଙ୍କ କଣ୍ଢେଇ ବାହାଘର
କାକଟପୁର, ୧୩।୬(ଡି.ଏନ୍.ଏ.)-ରଜ ଆସିଲେ ଉତ୍ସବ ମୁଖର ହୋଇପଡେ ପୁରୀ ଜିଲା ଅସ୍ତରଙ୍ଗ ବ୍ଲକର କୁଣ୍ଡେଶ୍ୱର ଗଁା। ଦୀର୍ଘ ୫୦ବର୍ଷରୁ ଊର୍ଦ୍ଧ୍ୱ ହେବ ଗଁାରେ ଚଳିଆସିଛି ଏକ ନିଆରା ପରମ୍ପରା। ଭେଦଭାବ, ବିଦ୍ୱେଷ, ମନୋମାଳିନ୍ୟ ଭୁଲି ଗଁାର କୁମାରୀ ଓ ନବବିବାହିତା...
ଫନୀ ମୁକାବିଲା: ରାଜ୍ୟ ଦାବି କଲା ୫୨୦୦ କୋଟି
ଭୁବନେଶ୍ୱର, ୧୩।୬(ବ୍ୟୁରୋ): ବାତ୍ୟା ଫନୀ ମୁକାବିଲା କରିବାରେ ଓଡ଼ିଶାର ପ୍ରସ୍ତୁତି ଏବଂ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପ୍ରଣାଳୀ ବିଶ୍ୱସ୍ତରୀୟ ଥିଲା ବୋଲି ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ(ଏନ୍.ଡି.ଏମ୍.ଏ.) ସଦସ୍ୟ କମଲ କିଶୋର କହିଛନ୍ତି। ଗୁରୁବାର ମୁଖ୍ୟ ଶାସନ ସଚିବ...
ବିଧାନସଭାରେ କାର୍ଯ୍ୟକାରୀ ହେବ ଜାତୀୟ ଇ-ବିଧାନ ଆପ୍ଲିକେସନ୍
ଭୁବନେଶ୍ୱର,୧୩।୬(ବ୍ୟୁରୋ)- ଓଡ଼ିଶା ବିଧାନସଭାରେ ଜାତୀୟ ଇ-ବିଧାନ ଆପ୍ଲେକେସନ କାର୍ଯ୍ୟକାରୀ କରାଯିବ। ଗତ ୧୧ ତାରିଖରେ ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ରରେ ଯେପରି ଇ-ବିଧାନ ପରିଚାଳନା କମିଟି କାର୍ଯ୍ୟକାରୀ କରୁଛି, ରାଜ୍ୟରେ ଅନୁରୂପଭାବେ...
ଛେଳିଗଡ଼ ଜଳସେଚନ ପ୍ରକଳ୍ପ ଅଗ୍ରଗତି ନେଇ ବାଚସ୍ପତିଙ୍କ ସମୀକ୍ଷା ବୈଠକ
ଭୁବନେଶ୍ୱର,୧୩।୬(ବ୍ୟୁରୋ)- ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଛେଳିଗଡ଼ ଜଳସେଚନ ପ୍ରକଳ୍ପର ଅଗ୍ରଗତି ସମ୍ପର୍କିତ ସମୀକ୍ଷା ବୈଠକ ବିଧାନସଭା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବାଚସ୍ପତି ପ୍ରକଳ୍ପ ଦ୍ୱାରା ପ୍ରଭାବିତ ଜନତାଙ୍କୁ କ୍ଷତିପୂରଣ ପ୍ରଦାନ, ପୁନର୍ବାସ ଓ ଥଇଥାନ ଏବଂ ପ୍ରକଳ୍ପର...
ବାଙ୍ଗାଲୋରରେ ଓଡିଆ ଯୁବକଙ୍କ ମୃତ୍ୟୁ
ରୂପ୍ସା, ୧୩।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ମଥାନୀ ପଞ୍ଚାୟତ ଅନ୍ତର୍ଗତ ପୋଡାପଡା ଗ୍ରାମର ସୁଦାମ ଚରଣ ସିଂହଙ୍କର ପୁଅ ସତ୍ୟନାରାୟଣ(୨୧)ଙ୍କ ବାଙ୍ଗାଲୋରରେ ମୃତ୍ୟୁ ଘଟିଛି। ଗତ ୯ତାରିଖ ରାତିରେ ସେ ବାଇକ ଯୋଗେ ନିଜ ଭଡା ଘରକୁ ଫେରୁଥିବା ବେଳେ...
ଉବ୍ଦିଦ ବିଜ୍ଞାନ ସମ୍ମାନରେ ପ୍ରୀତିସୁଧା ଟପ୍ପର
ରୂପ୍ସା, ୧୩।୬(ଡି.ଏନ.ଏ.)-ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଉବ୍ଦିଦ ବିଜ୍ଞାନ ସମ୍ମାନରେ ଚଳିତବର୍ଷ ଛାତ୍ରୀ ପ୍ରୀତିସୁଧା ମହାପାତ୍ର ଟପ୍ପର ହେବାର ଗୌରବ ଅର୍ଜନ କରିଛନ୍ତି ା ବାଲେଶ୍ୱର ଜିଲା ରୂପ୍ସା ଥାନା ରାଉତପଡା ପଞ୍ଚାୟତ ଅନ୍ତର୍ଗତ ବାରହାପାଳ ଗ୍ରାମର ବାପା ଯୋଗେଶ୍ୱର ମହାପାତ୍ର...
ବଜ୍ରପାତରେ ୬ ମଇଁଷି ମୃତ
ଶଙ୍କରାଖୋଲ,୧୩।୬(ଡି.ଏନ୍.ଏ.)-ଚକାପାଦ ବ୍ଲକ କୁସୁମେଣ୍ଡି ପଞ୍ଚାୟତ ସୁନାପଙ୍ଗା ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ପ୍ରବଳ ବର୍ଷା ସହ ବଜ୍ରପାତ ହୋଇଥିଲା। ବଜ୍ରପାତରେ ସାନନ୍ଦା ପ୍ରଧାନଙ୍କର ୬ଟି ମଇଁଷିଙ୍କ ମୃତ୍ୟୁ ଘଟିଛି। ମଇଁଷିଗୁଡିକୁ ସାନନ୍ଦା ଘର ନିକଟ ମହୁଲ ଗଛ ମୂଳେ ବାନ୍ଧିଥିଲେ।...
କୁଆପଥର ବର୍ଷା, ବ୍ୟାପକ କ୍ଷୟକ୍ଷତି
ରାଇକିଆ,୧୩।୬(ଡ଼ି.ଏନ.ଏ)-ରାଇକିଆ ବ୍ଲକର ବିଭିନ୍ନ ଅଞ୍ଚଳରେ ବୁଧବାର ରାତ୍ରରେ ପ୍ରବଳ ବର୍ଷା ସହ କୁଆପଥର ପଡିଥିଲା। ଏଥିରେ ଅନେକ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ମାଣିକେଶ୍ୱର ପଞ୍ଚାୟତରେ ଅଧିକ କ୍ଷତି ହୋଇଛି। ବାଡ଼ାମାହା ଓ କଡ଼ିଙ୍ଗିଆ ଗ୍ରାମରେ ବଡ଼ ବଡ଼ କୁଆପଥର...
Archives


