ପୂରଣ ହେଉନି ଉଦ୍ଦେଶ୍ୟ: ରାସ୍ତାକଡ଼ରେ ଗଡୁଛି ଚେକ୍ପୋଷ୍ଟ
କାମାକ୍ଷାନଗର, ୧୭।୯(ଡି.ଏନ୍.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡରେ ଥିବା ବିଭିନ୍ନ ଥାନା, ଫାଣ୍ଡିକୁ ମିଳିଥିବା ପୋଲିସ ଚେକ୍ପୋଷ୍ଟ ବ୍ୟବହାରରେ ଆସୁନାହିଁ। ଚେକ୍ପୋଷ୍ଟଗୁଡ଼ିକ ପରିତ୍ୟକ୍ତ ଅବସ୍ଥାରେ ଲଟାବୁଦାରେ ପଡ଼ି ନଷ୍ଟ ହେଉଛି। ଜିଲାର ଆଦର୍ଶ ଥାନାର ମାନ୍ୟତା ପାଇଛି କାମାକ୍ଷାନଗର। ଏଥିସହ…
ମେଶିନ୍ ଅଛି, କାମରେ ଲାଗୁନି: ୫ ବର୍ଷରେ ମାତ୍ର ୨୭ ଅଲ୍ଟ୍ରାସାଉଣ୍ଡ
ରାୟଗଡ଼ା ଅଫିସ, ୧୭।୯- ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କ ଠାରୁ ଆରମ୍ଭ କରି ରାଜ୍ୟ ସରକାର କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ସହଜ, ସୁବିଧା ଓ କମ୍ ସମୟ ମଧ୍ୟରେ ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ…
ପଞ୍ଚାୟତସ୍ତରୀୟ ନୂଆଁଖାଇ ଭେଟ୍ଘାଟ୍
ଖଡିଆଳ,୧୭।୯(ଡି.ଏନ.ଏ.) ନୂଆପଡା ଜିଲା ଖଡିଆଳ ଲାଞ୍ଜି ଗ୍ରାମପଞ୍ଚାୟତଠାରେ ପଞ୍ଚାୟତସ୍ତରୀୟ ନୂଆଁଖାଇ ଭେଟ୍ଘାଟ୍ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଗ୍ରାମର ଝାଙ୍କର ତଥା ସରପଞ୍ଚ ହିରାଧର ମାଝି ଧୂପ, ଦୀପ, ନୂଆ ଚାଉଳ ଦେଇ ଧରିତ୍ରୀ ମାତାଙ୍କୁ ପୂଜାର୍ଚ୍ଚନା କରିଥିଲେ ।…
ଜମିପଟ୍ଟା ପାଇଁ ଜିଲାପାଳଙ୍କୁ ଗୁହାରି କଲେ: ଆମରଣ ଅନଶନ ସ୍ଥଗିତ କଲେ
ନୂଆପଡା ଅଫିସ,୧୭ା୯ ନୂଆପଡ଼ା ଜିଲା ଖଡିଆଳ ଏନଏସି ଅନ୍ତର୍ଗତ ବିଭିନ୍ନ ୱାର୍ଡରେ ପୁରୁଷାନୁକ୍ରମେ ଶତାଧିକ ପରିବାର ଲୋକ ଘର କରି ରହୁଥିବାବେଳେ ସେମାନଙ୍କ ନିକଟରେ ସରକାରୀ ଜମିପଟା ନାହିଁ ା ସେଥିପାଇଁ ସୋମବାର ନୂଆପଡା ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସି ଗୁହାରୀ ଜଣାଇଛନ୍ତି…
ଜାତୀୟ ରାଜପଥ ନିର୍ମାଣ ପ୍ରସଙ୍ଗ: ଗୁହାରି ଶୁଣିବାକୁ ରାସ୍ତାକୁ ଓହ୍ଲାଇଲେ ଜିଲାପାଳ, ଏସ୍ପି
ନୂଆପଡା ଅଫିସ/କୋମନା,୧୭।୯(ଡି.ଏନ.ଏ.) ଜାତୀୟ ରାଜପଥର ଦୁରାବସ୍ଥାକୁ ନେଇ ଜିଲାବ୍ୟାପି ଅସନ୍ତୋଷ ଦୃଢୀଭୂତ ହେଉଥିବା ବେଳେ ଜିଲା ପ୍ରଶାସନ ଏହାର ଗୁରୁତ୍ୱକୁ ଉପଲବ୍ଧି କରିଛି । ନୂଆପଡ଼ା ଜିଲା କୋମନା ବ୍ଲକ ଉଦ୍ୟାନବନ୍ଧବାସୀ ଆନ୍ଦୋଳନ ମୁହାଁ ହେଉଥିବାବେଳେ ଏହାର ଅବ୍ୟବହିତ ପୂର୍ବରୁ ଖୋଦ…
ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍:ଦ୍ୱିତୀୟ ଦିନରେ ମର୍ନିଂ କ୍ଲବ ବିଜୟୀ
ଭବାନୀପାଟଣା,୧୭।୯(ଡି.ଏନ.ଏ.) ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍ର ୨ୟ ଦିବସ ସୋମବାର ମ୍ୟାଚ୍ରେ ମର୍ନିଂ କ୍ଲବ ବିଜୟୀ ହୋଇଛି। ମର୍ନିଂ କ୍ଲବ ବନାମ ଇଣ୍ଡିଆନ କ୍ଲବ ମଧ୍ୟରେ ମ୍ୟାଚ୍ ଅନୁଷ୍ଠିତ…
ଆଞ୍ଚଳିକ ଯୁବ ପ୍ରଶିକ୍ଷଣ ଶିବିର
ଭବାନୀପାଟଣା,୧୭।୯(ଡି.ଏନ.ଏ.) ଏକତା ପରିଷଦ କଳାହାଣ୍ଡି ଶାଖା ପକ୍ଷରୁ ସ୍ଥାନୀୟ ଏସ୍ଏନ୍ କନଫ୍ରେନ୍ସ ହଲ୍ଠାରେ ୨ ଦିନିଆ ଆଞ୍ଚଳିକ ଯୁବ ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ ହୋଇଯାଇଛି। ଶିବିରକୁ ବରିଷ୍ଠ ଗବେଶକ ଉମାଶଙ୍କର କର ଓ ଉକ୍ତା ପରିସଦ ରାଜ୍ୟ ଶାଖା ଆବାହକ ଭାରତ…
ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ
କର୍ଲାମୁଣ୍ଡା,୧୭।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡ ବ୍ଲକ ରାଜୀବ ଗାନ୍ଧୀ ସେବା ଭବନଠାରେ ବ୍ଲକ ପକ୍ଷରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଅଧ୍ୟକ୍ଷା ଅମ୍ରିତା ସାହୁ, ବିଡିଓ ପ୍ରିୟଦର୍ଶନ ମିର୍ଦ୍ଧା, ସାପଲହରା ସରପଞ୍ଚ…
ହାତୀ ଶାବକର ମୃତଦେହ ଠାବ
ସେରଗଡ,୧୭।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ନର୍ଲା ରେଞ୍ଜ ଅନ୍ତର୍ଗତ କମର୍ଦା ସେକ୍ସନ ଓ ବିଟ୍ ପୋରଗେଲ ସଂରକ୍ଷିତ ଜଙ୍ଗଲରେ ସୋମବାର ଏକ ହାତୀ ଶାବକର ମୃତଦେହ ଠାବ କରାଯାଇଛି । ଖବର ପାଇ ନର୍ଲା ବନ ବିଭାଗ, ରେଞ୍ଜର ନୃତରାଜ ମାଝି, କଳାହାଣ୍ଡି…
ଜିଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ସଭା
ଭବାନୀପାଟଣା,୧୭।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ସଭା ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପଠାରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ଜିଲା ବିଜେଡି ସଭାପତି ପୁଷ୍ପେନ୍ଦ୍ର ସିଂହଦେଓଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…
ମିଳୁନି ଉଚିତ୍ ପାରିଶ୍ରମିକ :ବେଉସା ଛାଡ଼ିବେ ଜରିମେଢ଼ କାରିଗର
ଚୌଦ୍ୱାର, ୧୬ା୯(ଡି.ଏନ୍.ଏ.)-ଗଣେଶ ଚତୁର୍ଥୀଠାରୁ ଆରମ୍ଭ ହୋଇଥିବା ପାର୍ବଣ ଋତୁ କାର୍ତ୍ତିକ ପୂର୍ଣ୍ଣମୀରେ ଶେଷ ହୋଇଥାଏ। ପୂଜା ପାଇଁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ମେଢ ପ୍ରତିଯୋଗିତା ଆରମ୍ଭ ହୋଇଛି। ଦିନକୁ ଦିନ ଚାନ୍ଦିମେଢ଼ର ଚାହିଦା ବଢ଼ୁଥିବାବେଳେ ଜରିମେଢର ଆବଶ୍ୟକତା ମଧ୍ୟ କମିନାହିଁ। କଟକ…
ମଦ ପିଇ ୧୦ ଦିନରେ ୪୨୬ ଡ୍ରାଇଭର ଗିରଫ
ଭୁବନେଶ୍ୱର, ୧୬।୯(ବ୍ୟୁରୋ): ସୁପ୍ରିମକୋର୍ଟଙ୍କ ସଡ଼କ ସୁରକ୍ଷା କମିଟିର ନିଷ୍ପତ୍ତି କ୍ରମେ ମଦ୍ୟପାନ କରି ଗାଡ଼ି ଚଳାଉଥିବା ଗାଡ଼ି ଚାଳକଙ୍କୁ ଏଣିକି ଗିରଫ କରାଯାଇଛି। ଓଡ଼ିଶାରେ ଏହି ନିୟମକୁ କଡ଼ାକଡ଼ି ଭାବେ ପାଳନ କରାଯାଉଛି। ପୋଲିସ ସୂତ୍ରରୁ ମିଳିଥିବା ଖବର ମୁତାବକ ଏ…
Archives


