ରାଜ୍ୟ

ବରଗଡ଼ ଧନୁଯାତ୍ରା: କଂସ ଚୟନକୁ ନେଇ ଉଠିଲା ବିରୋଧର ସ୍ବର, ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ

ବରଗ ଅଫିସ,୫।୧୧- ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୩୧ ତାରିଖରୁ ଆରମ୍ଭ ହୋଇ ୨୦୨୦ ଜାନୁଆରୀ ୧୦ ପର୍ଯ୍ୟନ୍ତ ଚାଲିବ। ଦୀର୍ଘ ୧୧ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ଧନୁଯାତ୍ରା ପାଇଁ ମୁଖ୍ୟ…

ବାତ୍ୟାକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ: ଏସ୍‌ଆର୍‌ସି

ଭୁବନେଶ୍ୱର, ୫।୧୧(ବ୍ୟୁରୋ) : ଉତ୍ତର ଆଣ୍ଡାମାନରେ ସୃଷ୍ଟି ଲଘୁଚାପ ବାତ୍ୟାର ରୂପ ନେଇପାରେ ବୋଲି ଆଶଙ୍କା କରାଯାଉଛି। ଏପରିକି ଉପକୂଳ ଓଡ଼ିଶାରେ ବାତ୍ୟା ମାଡ଼ ହେବ ବୋଲି ଖବର ପ୍ରକାଶ ପାଉଛି। ଏହାକୁ ନେଇ ସାଧାରଣ ଲୋକମାନେ ଆତଙ୍କିତ ହୋଇପଡ଼ିଛନ୍ତି। ତେବେ…

ରାଜ୍ୟ ପୋଲିସରେ ବଡ଼ଧରଣର ବଦଳି

ଭୁବନେଶ୍ୱର, ୫ା୧୧(ବ୍ୟୁରୋ): ରାଜ୍ୟ ପୋଲିସରେ ସୋମବାର ବଡ଼ଧରଣର ଅଦଳବଦଳ କରାଯାଇଛି। ବିଭିନ୍ନ ଜିଲାରେ କାର୍ଯ୍ୟ କରୁଥିବା ୫୧ ଡିଏସ୍‌ପିଙ୍କ ଅନ୍ୟତ୍ର ବଦଳି କରାଯାଇଥିବାବେଳେ ନିକଟରେ ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀରୁ ପାସଆଉଟ୍‌ ୧୬ଜଣ ଡିଏସ୍‌ପିଙ୍କୁ ନୂଆ ନିଯୁକ୍ତି ମିଳିଛି। ପୋଲିସ ଏଷ୍ଟାବ୍ଲିଶମେଣ୍ଟ…

କାନ୍ଥ କହେ କାହାଣୀ: କଳାପାହାଡ଼ ବିଭୀଷିକାର ସାକ୍ଷୀ ‘ମା ଗଡ଼ଚଣ୍ଡୀ’

କଟକ ଅଫିସ, ୫ା୧୧: ପ୍ରାଚୀନ ସହର କଟକ। ଏଠାରେ ରହିଛି ଅନେକ ସଂସ୍କୃତି ଓ ଇତିହାସ। ସହରଟି ଯେତିକି ପୁରୁଣା ତା’ର କାହାଣୀ ମଧ୍ୟ ସେତିକି ପ୍ରାଚୀନ। କୋଣ ଅନୁକୋଣରେ ଭରି ରହିଛି ଇତିହାସର ଛିଟା। ଏହିସବୁ ଲୋକଲୋଚନକୁ ଆଣିବା ପାଇଁ…

ଅନୁଭୂତିରେ ବାଲିଯାତ୍ରା: ପାଦ ଥକିଯାଏ, ମନ ଥକେନି

କଟକ ଅଫିସ,୫ା୧୧: ବାଲିଯାତ୍ରାରେ ବୁଲିଲେ ପାଦ ଥକି ଯାଏ, ମନ କେବେ ଥକେନି। ଯେହେତୁ ମୁଁ ଜଣେ କଟକବାସୀ, ଏଣୁ ପ୍ରତିବର୍ଷ ବାଲିଯାତ୍ରା ଯିବା ଥୟ। ଏବେ ସେ ବଳ ବୟସ ନାହିଁ। ତଥାପି ବାଲିଯାତ୍ରା ବୁଲିବା ମଜା ସେମିତି ହିଁ…

ମହାନଦୀରେ ନୌକାବିହାର ମଜା ନେବେ ପର୍ଯ୍ୟଟକ

କଟକ ଅଫିସ, ୫ା୧୧:ଆସନ୍ତା ୧୨ରେ ଐତିହାସିକ କଟକ ବାଲିଯାତ୍ରା। ଏହି ଯାତ୍ରାକୁ ଆଉ କିଛି ଦିନ ବାକି ଥିବାବେଳେ ଜିଲା ପ୍ରଶାସନ ଓ କଟକ ମହାନଗର ନିଗମ(ସିଏମ୍‌ସି) ଅଧିକାରୀଙ୍କ ଆନ୍ତରିକତା ଅଭାବ ଯୋଗୁ ଗତ ଶନିବାର ସୁଦ୍ଧା ୫୦ ପ୍ରତିଶତ କାମ…

କମିଶନରେଟ ପୋଲିସର ଅପରାଧ ସମୀକ୍ଷା ବୈଠକ: ବିଶୃଙ୍ଖଳାକାରୀଙ୍କ ବିରୋଧରେ ଲାଗିବ ଏନ୍‌ଏସ୍‌ଏ

ଭୁବନେଶ୍ୱର, ୫ା୧୧(ବ୍ୟୁରୋ): କଟକ-ଭୁବନେଶ୍ୱର କମିଶନରେଟ ପୋଲିସ ପକ୍ଷରୁ ସୋମବାର ତ୍ରୈମାସିକ ଅପରାଧ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଦୁଇ ସହରର ବିଭିନ୍ନ ଜୋନ୍‌ ଏସିପି ଓ ଥାନା ଅଧିକାରୀ ଉପସ୍ଥିତ…

ଅବପାତରେ ପରିଣତ ହେଲା ଲଘୁଚାପ: ୨୪ ଘଣ୍ଟାରେ ବାତ୍ୟା ରୂପ ନେବା ସମ୍ଭାବନା

ଭୁବନେଶ୍ୱର, ୫।୧୧(ବ୍ୟୁରୋ): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରର ଉତ୍ତର ଆଣ୍ଡାମାନ ନିକଟରେ କେନ୍ଦ୍ରଭୂତ ହୋଇଥିବା ଲଘୁଚାପ ଅଧିକ ଘନିଭୂତ ହେବାରେ ଲାଗିଛି। ଏହା ଦକ୍ଷିଣ-ଦକ୍ଷିଣ ପୂର୍ବ ପାରାଦୀପଠାରୁ ୯୫୦ କିମି ଦୂରରେ ରହିଛି। ଏଥିସହିତ ଲଘୁଚାପ ଆସନ୍ତା୨୪ ଘଣ୍ଟା ମଧ୍ୟରେ ଆହୁରି ଘନିଭୂତ ହୋଇ…

ମନ ଜିଣିଲେ ‘ସୁପର ୨୨’

ଭୁବନେଶ୍ୱର,୫ା୧୧(ବ୍ୟୁରୋ): ଗୋଡ଼ ନ ଥାଇ ବି ନାଚିବାର ଇଚ୍ଛା। ହାତ ନ ଥାଇ ବି ଅଭିନୟ କରିବାର ଇଚ୍ଛା। କଥା କହି ନ ପାରିଲେ ବି ଅନ୍ୟକୁ ହସାଇବାର ଇଚ୍ଛା। ଦିବ୍ୟାଙ୍ଗ ହେଲେ ବି ନିଜ ଦକ୍ଷତା ବଳରେ କିଛି ନୂଆ…

ଲିଙ୍ଗରାଜ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ମାଡ଼ ଘଟଣା

ପୁରୁଣା ଭୁବନେଶ୍ୱର,୫ା୧୧(ଡି.ଏନ୍‌.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟବୋର୍ଡ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଦୀପ କୁମାର ସାହୁଙ୍କୁ ତାଲା ପକାଇ ଆକ୍ରମଣ କରିବା ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଉଛି। ଅପରପକ୍ଷେ ଅଭିଯୋଗପତ୍ରରେ ଅଭିଯୁକ୍ତ ୨ ସେବାୟତଙ୍କ ନାମରେ ହୋଇଥିବା ଅଭିଯୋଗକୁ ଅନୁଧ୍ୟାନ କରାଯାଇ କିଛି…

ଧରିତ୍ରୀ ଆଳାପ: ସ୍ବାସ୍ଥ୍ୟସେବାକୁ ଅଧିକ ଲୋକାଭିମୁଖୀ କରିବାକୁ ଚେଷ୍ଟା କରିବି

ଲୋକଙ୍କ ପାଖରେ ସ୍ବାସ୍ଥ୍ୟସେବା ଯେପରି ସହଜରେ ଉପଲବ୍ଧ ହୋଇପାରିବ ସେ ଦିଗରେ ଗୁରୁତ୍ୱ ଦେବି। ସେହିପରି ଡାକ୍ତରୀପିଲାଙ୍କ ପାଠପଢା କ୍ଷେତ୍ରକୁ ମଧ୍ୟ ଅଗ୍ରାଧିକାର ଦିଆଯିବ। ରାଜ୍ୟରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଅନେକ ଜନକଲ୍ୟାଣକାରୀ ଯୋଜନା ଲାଗୁ କରାଯାଇଛି। ଏହି ଯୋଜନାଗୁଡିକୁ ଅଧିକ…

ଓଡ଼ିଶାରେ ଉତ୍କଟ ହେବ ଗ୍ରୀଷ୍ମପ୍ରବାହ

ଭୁବନେଶ୍ୱର, ୫ା୧୧(ବ୍ୟୁରୋ): ୨୦୧୦ରେ ଓଡ଼ିଶାରେ ହାରାହାରି ଗ୍ରୀଷ୍ମ ତାପମାତ୍ରା ୨୮.୮୭ ଡିଗ୍ରି ସେଲସିଅସ୍‌ ଥିବାବେଳେ ୨୧୦୦ ସୁଦ୍ଧା ଏହା ୩୨.୧୯ ଡିଗ୍ରି ସେଲସିଅସକୁ ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି। ଚଳିତ ଶତାବ୍ଦୀ ଶେଷ ପର୍ଯ୍ୟନ୍ତ ଯଦି ବର୍ତ୍ତମାନ ହାରରେ ଗ୍ରିନ୍‌ହାଉସ ଗ୍ୟାସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri