ରାଜ୍ୟ

୭୨ ଜଣ ପ୍ରଧାନଶିକ୍ଷକ, ଶିକ୍ଷୟିତ୍ରୀଙ୍କ ୧ ମାସର ଦରମା ବନ୍ଦ, ଜାଣନ୍ତୁ କାହିଁକି ଏଭଳି କାର୍ଯ୍ୟାନୁଷ୍ଠାନ ନେଲେ ସରକାର

ପୁରୀ,୨୨।୧( ଅଜିତ୍‌ କୁମାର ମହାନ୍ତି): ଆକ୍ସନ ମୋଡରେ ଜିଲା ଶିକ୍ଷାଧିକାରୀ। ପୁରୀ ଜିଲାର ୭୨ ଜଣ ପ୍ରଧାନଶିକ୍ଷକ,ଶିକ୍ଷୟିତ୍ରୀଙ୍କ ଏକମାସର ଦରମା ବନ୍ଦ କରିବାକୁ ଚିଠି ଜରିଆରେ ନିର୍ଦ୍ଦେଶ ଜାରି କରାଯାଇଛି। ବର୍ଷା ସମୟରେ ବଜ୍ରପାତ ହେଲେ ସେଥିରୁ କିଭଳି ସୁରକ୍ଷିତ ରହିପାରିବେ…

BJD ରାଜ୍ୟସଭା ଏମପି ଶୁଭାଶିଷଙ୍କୁ ହତ୍ୟା ଧମକ, ୧୦ ଲକ୍ଷ ଟଙ୍କା ଦିଅ…

ପୁରୀ,୨୨।୧(ଅଜିତ୍‌ କୁମାର ମହାନ୍ତି)- ପୁରୀ ଜଗନ୍ନାଥ ମନ୍ଦିରରେ ଖୁବଶୀଘ୍ର ବୋମା ପଡ଼ିବ,ଖୁବଶୀଘ୍ର ପୁରୀ ଗ୍ରାଣ୍ଡ ସେଣ୍ଟରରେ ଗୁଳି ଫୁଟେଇବୁ ଏବଂ ରାଜ୍ୟ ସଭା ଏମପି ଶୁଭାଶିଷ ଖୁଣ୍ଟଆଙ୍କୁ ଗୁଳିମାଡ଼ କରିବା ନେଇ ଧମକ ଦିଆଯାଇଥିଲା । ଏକ ଫେସବୁକ୍‌ ଆଇଡି ମାଧ୍ୟମରେ…

ହିତାଧିକାରୀଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ପଠାଇଲେ ସରକାର

ଭୁବନେଶ୍ୱର,୨୨।୧: ଖାତାକୁ ଆସିଲା ସୁଭଦ୍ରା ଟଙ୍କା। ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ ଲକ୍ଷ ୫୭ ହଜାରରୁ ଅଧିକଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଛନ୍ତି। ୩୧୫ କୋଟିରୁ ଅଧିକ ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ସୁଭଦ୍ରା ଯୋଜନାରେ ନୂଆରେ ସାମିଲ ହୋଇଥିବା…

ଜୁଆର ମାଡକୁ ସହି ପାରୁନାହିଁ ଜିଓ ସିନ୍ଥେଟିକ ଟ୍ୟୁବୱାଲ, ଖସୁଛି ପଥର ପ୍ୟାକିଂ, ବର୍ଷା ପୂର୍ବରୁ କାମ ନ ହେଲେ…

କେନ୍ଦ୍ରାପଡ଼ା, ୨୨ା୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଗୋବିନ୍ଦପୁର, ଡିମିରିପାଳ, ପେତପଡା, ସଂସିଧା, ଏରଡଙ୍ଗ, ଦେସାହି, ପାଳମୀ, କେତୁଆପାଳ ପଞ୍ଚାୟତକୁ କାଣୀ, ଖରସ୍ରୋତା, ବ୍ରାହ୍ମଣୀ ନଦୀ ଘେରି ରହିଛି। ବାଳକାଟି, କୋଳଢ଼ିହ ଓ ମହୁ ଗ୍ରାମକୁ ଖରସ୍ରୋତା ଗିଳି…

ଭୟଙ୍କର ଦୁର୍ଘଟଣା: ଓଭରବ୍ରିଜ୍‌ ନିକଟରେ କଣ୍ଟେନର-ଟ୍ରକ୍‌ ମୁହାଁମୁହିଁ ହେବାରୁ…

ଗଞ୍ଜାମ,୨୨ା୧(ଅନାଥ ତରାଇ): ଗଞ୍ଜାମସ୍ଥିତ ହୁମ୍ମା ଫାଣ୍ଡି ଅନ୍ତର୍ଗତ ଲକ୍ଷ୍ମୀପୁର ଓଭରବ୍ରିଜ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ବୁଧବାର ବିଲମ୍ବିତ ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଏକ କଣ୍ଟେନର (ଏନ୍‌ଏଲ୍‌ଓ ୧ଏଏଫ୍‌ ୯୧୮୦) ଅନ୍ୟ ଏକ ଟ୍ରକ୍‌ (ଟିଏନ୍‌…

ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକ୍ରିୟା ତ୍ବରାନ୍ବିତ, ନିର୍ବାଚନ କମିଶନ ପ୍ରସ୍ତାବ…

ଭୁବନେଶ୍ବର,୨୨।୧: ରାଜ୍ୟ ସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ଦେଶର ୧୦ ରାଜ୍ୟରେ ଖାଲି ହେବାକୁ ଥିବା ୩୭ ରାଜ୍ୟ ସଭା ଆସନ ପାଇଁ ଭାରତର ନିର୍ବାଚନ ଆୟୋଗଙ୍କ ପକ୍ଷରୁ ପ୍ରକ୍ରିୟା ତ୍ବରାନ୍ବିତ ହୋଇଛି । ରିଟର୍ଣ୍ଣିଂ ଅଫିସର…

ସର୍ଭେ କରିବାକୁ ଯାଇ କାଜୁ ଜଙ୍ଗଲରେ ଫସିଗଲା ଟିମ୍‌, ଅନ୍ଧାରରେ ବାଟ ନ ପାଇ ଘଣ୍ଟାଏ ପରେ…

ମହାକାଳପଡ଼ା,୨୨ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଆର୍ସେଲର ମିତ୍ତଲ ଶିଳ୍ପ ପ୍ରତିଷ୍ଠା ପାଇଁ ଏକ ଟିମ୍‌ ପକ୍ଷରୁ ଜଙ୍ଗଲ ପାଶର୍‌ବ ସୀମା ଜମି ସର୍ଭେ ଆରମ୍ଭ ହୋଇଛି । ବୁଧବାର ଅପରାହ୍ନରେ ଏହି ଟିମ୍‌ରେ ରାଜନଗର ବନ…

ଶ୍ରୀମନ୍ଦିରକୁ ବୋମା ଧମକ: ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ପରେ…

ପୁରୀ,୨୨।୧: ଶ୍ରୀମନ୍ଦିରକୁ ବୋମା ଧମକ। ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ମାମଲାରେ ଜଣକୁ ପୋଲିସ ଅଟକ ରଖିଛି । ଜୁଲି ରାଣୀ ପଣ୍ଡା ନାମକ ଏକ ଫେସବୁକ ଆଇଡିରେ ଶ୍ରୀମନ୍ଦିର ସମେତ ପୁରୀ ଗ୍ରାଣ୍ଡ ସେଣ୍ଟର ଓ ରାଜ୍ୟସଭା ଏମ୍‌ପି ଶୁଭାଶିଷ…

୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୧: ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଫେବୃଆରୀ ପ୍ରଥମ ସପ୍ତାହରେ ତାଙ୍କର ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨ ତାରିଖରୁ ସେ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ସୂଚନା ମୁତାବକ, ଫେବୃଆରୀ ୨ରେ ରାଷ୍ଟ୍ରପତି ଭୁବନେଶ୍ବରରେ ପହଞ୍ଚି…

ମହିଳାଙ୍କ ପାଇଁ ଖୁସି ଖବର, ଆଜି ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୨୨।୧: ଅପେକ୍ଷାର ଅନ୍ତ ଘଟିବ। ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା। ତେବେ ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ମହିଳାମାନେ ଏହି ଅର୍ଥ ପାଇବେ ବୋଲି ସୂଚନା ଦେଇଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ…

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ ତିନିଜଣଙ୍କର ମୃତ୍ୟୁ ହୋଇଛି । ଏନ୍‌ଏଚ୍‌ରେ କଣ୍ଟେନରକୁ ଥାର୍ ଧକ୍କା ଦେବା ଫଳରେ ୩ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?