ରାଜ୍ୟ

ଡିଏଲ୍‌, ଗାଡ଼ି କାଗଜପତ୍ର ସମସ୍ୟା ଦୂର ପାଇଁ ପଦକ୍ଷେପ : ୧୫ଦିନରେ ଡିଏଲ୍‌ ଆବେଦନ ପାଇଁ ୩୮ ହଜାର ସ୍ଲଟ୍‌ ବୁକ

ଭୁବନେଶ୍ୱର,୧୬ା୯(ବ୍ୟୁରୋ) : ପରିବହନ ସଚିବଙ୍କ ନିର୍ଦ୍ଦେଶକ୍ରମେ ରବିବାର ଛୁଟିଦିନରେ ରାଜ୍ୟର ସମସ୍ତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ) କାର୍ଯ୍ୟ କରିଥିଲା। ଅଧିକ ଭିଡ଼ ହେଉଥିବା ଭୁବନେଶ୍ୱରର ଆର୍‌ଟିଓ-୧ ଓ ଆର୍‌ଟିଓ-୨ରେ ସୁରୁଖୁରୁରେ କାର୍ଯ୍ୟ ଚାଲିଥିଲା। ଡ୍ରାଇଭିଂ ଲାଇସେନ୍ସ ଓ ଗାଡ଼ି କାଗଜପତ୍ର…

ଆଜିଠାରୁ ପୁଣି ବର୍ଷା : ୯ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୬ା୯(ବ୍ୟୁରୋ) : ସୋମବାର ରାଜ୍ୟର କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଗତ ଦୁଇଦିନ ଧରି ପାଗ ଶୁଖିଲା ରହିବା ପରେ ସୋମବାରଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷାହେବ। ଏନେଇ ଭୁବନେଶ୍ୱରସ୍ଥିତ…

ବଢୁଛି ରୋଗୀ ସଂଖ୍ୟା, ବ୍ୟବସ୍ଥା ନାହିଁ

ବାଲେଶ୍ୱର ଅଫିସ, ୧୬।୯(ମାନସ ବିଶ୍ୱାଳ)-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ତଥା ଫକୀରମୋହନ ମେଡିକାଲ କଲେଜ ଓ ହସ୍‌ପିଟାଲରେ ଡାକ୍ତର, କର୍ମଚାରୀ, ପାରାମେଡିକାଲ ଷ୍ଟାଫ୍‌ଙ୍କ ଅଭାବ ରହିଛି। ଫଳରେ ଏଠାକୁ ଆସୁଥିବା ରୋଗୀମାନେ ଉପଯୁକ୍ତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ବେଳେବେଳେ…

ଭିତ୍ତିଭୂମି ଥାଇ ଉଧଉନି ଫୁଲଚାଷ; କଲିକତା ମେଣ୍ଟାଉଛି ଫୁଲର ଚାହିଦା

ଭଦ୍ରକ ଅଫିସ, ୧୬।୯- ଭଦ୍ରକ ଜିଲାରେ ଉପଯୋଗୀ ମୃତ୍ତିକା, ଜଳବାୟୁ ଏବଂ ଭିତ୍ତିଭୂମି ଥିଲେ ମଧ୍ୟ ଫୁଲଚାଷର ବିକାଶ ହୋଇପାରୁ ନାହିଁ । ଚାଷୀମାନେ ସଚେତନ ନ ଥିବା ଏବଂ ପ୍ରୋତ୍ସାହନ ଅଭାବ ଭଳି ବିଭିନ୍ନ କାରଣରୁ ଏହି ଚାଷ ଉଧଉନାହିଁ…

ପେଟ୍ରୋକେମ୍‌-୨୦୧୯:ଡାଉନ୍‌ଷ୍ଟ୍ରିମ୍‌ କ୍ଷେତ୍ରଗୁଡିକ ବିକାଶ ଉପରେ ଓଡ଼ିଶାର ଗୁରୁତ୍ୱ

ଭୁବନେଶ୍ୱର, ୧୫ା୯(ବ୍ୟୁରୋ)- ଓଡ଼ିଶାରେ ପୁଞ୍ଜିନିବେଶ ସକାଶେ ଗଠିତ ହୋଇଥିବା ପ୍ରତିନିଧିଗଣ କଲିକତାଠାରେ ଭାରତୀୟ ଚେମ୍ବର୍ସ ଅଫ୍‌ କମର୍ସ ତରଫରୁ ଅନୁଷ୍ଠିତ ହୋଇଥିବା ‘ଆଗାମୀ ଭବଷ୍ୟତରେ ପେଟ୍ରୋକେମିକାଲ ବ୍ୟବସାୟ ଅଭିବୃଦ୍ଧି’ ଶୀର୍ଷକ ପେଟ୍ରୋକେମ୍‌-୨୦୧୯ରେ ଭାଗ ନେଇଛନ୍ତି। ଅର୍ଥନୈତିକ ଉନ୍ନତି ସହିତ କର୍ମନିଯୁକ୍ତି ସୃଷ୍ଟି…

୧୬ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡା, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।…

କେନ୍ଦ୍ରୀୟ ବିଦ୍ୟାଳୟ ସମୂହର ଇ-କ୍ଲାସ୍‌ରୁମ୍‌ ଲୋକାର୍ପିତ, ୧୮୪ ଶ୍ରେଣୀଗୃହ ହେଲା ସ୍ମାର୍ଟ କ୍ଲାସ୍‌ରୁମ୍‌

ଭୁବନେଶ୍ୱର, ୧୫।୯(ବ୍ୟୁରୋ): କେନ୍ଦ୍ରୀୟ ବିଦ୍ୟାଳୟ ସମୂହର ଇ-କ୍ଲାସରୁମ୍‌କୁ ଶନିବାର ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲୋକାର୍ପିତ କରିଛନ୍ତି। ଓଏନ୍‌ଜିସି ସହାୟତାରେ ଦେଶରେ ମୋଟ ୮କୋଟି ଟଙ୍କା ବ୍ୟୟରେ ପ୍ରାୟ ୪୦୦ଟି ଶ୍ରେଣୀଗୃହ ଇ-କ୍ଲାସରୁମ୍‌ ଲୋକାର୍ପଣ କରାଯାଇଛି। ଏଥିମଧ୍ୟରୁ ଓଡ଼ିଶାରେ…

ବିଧାୟକଙ୍କୁ ବାଚସ୍ପତିଙ୍କ ପରାମର୍ଶ, ଗ୍ରନ୍ଥାଗାରରେ ଅଧ୍ୟୟନ କର

ଭୁବନେଶ୍ୱର, ୧୫।୯(ବ୍ୟୁରୋ): ବିଧାୟକମାନେ ବିଧାନସଭା ଗ୍ରନ୍ଥାଗାରରେ ଅଧ୍ୟୟନ କରନ୍ତୁ। ଅଧିବେଶନ ଚାଲିଥିବା ସମୟରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ସମସ୍ତ ସଦସ୍ୟ ସକ୍ରିୟ ଅଂଶ ଗ୍ରହଣ କରନ୍ତୁ। ଏହାଦ୍ୱାରା ଜନ ପ୍ରତିନିଧିମାନେ ଅଧିକ ଦକ୍ଷ ଓ ପାରଦର୍ଶୀ ହୋଇପାରିବେ। ଶନିବାର ଷୋଡ଼ଶ ବିଧାନସଭାର ନବ…

ମୋଦିଙ୍କ ଶାସନରେ ଗରିବ ଲାଭାନ୍ବିତ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୫।୯(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନରେ ଗରିବମାନେ ସର୍ବାଧିକ ଲାଭାନ୍ବିତ ହୋଇଛନ୍ତି। ଭୁବନେଶ୍ୱରଠାରେ ଶନିବାର ମୋଦିଙ୍କ ଜନ୍ମ ସପ୍ତାହ ଅବସରରେ ଭାଜପା ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ସେବା ସପ୍ତାହ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହା କହିଛନ୍ତି।…

ନନ୍ଦନକାନନରେ ଚନ୍ଦନର ମୃତ୍ୟୁ

ବାରଙ୍ଗ,୧୫।୯(ଡି.ଏନ୍‌.ଏ.): ନନ୍ଦନକାନନ ପ୍ରାଣୀଉଦ୍ୟାନର ହାତୀସଫାରୀରେ ଥିବା ୧୦ ବର୍ଷର ହାତୀ ଚନ୍ଦନର ଶନିବାର ରାତିରେ ମୃତ୍ୟୁ ଘଟିଛି। ଗତ ୩ ଦିନ ତଳେ ଚନ୍ଦନ ଅସୁସ୍ଥ ହୋଇପଡ଼ିଥିଲା। ସେ ଥଣ୍ଡା ସହ ସାମାନ୍ୟ ଜ୍ୱରରେ ଆକ୍ରାନ୍ତ ହୋଇଥିଲା। ଚନ୍ଦନ ୪ ମାସର…

ପୋଲିସ କମିଶନରଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର: କହିଲେ ପରିବର୍ତ୍ତନ ପାଇଁ ସହଯୋଗ ଲୋଡ଼ା

ସମ୍ପ୍ରତି ଭୁବନେଶ୍ୱର-କଟକ ଦ୍ୱୈତନଗରୀରେ ହିଂସା, ମହିଳା ଓ ଶିଶୁ ନିର୍ଯାତନା, ଆପରାଧିକ କାର୍ଯ୍ୟକଳାପ ସହ ଟ୍ରାଫିକ୍‌ ସମସ୍ୟା ବୃଦ୍ଧିପାଇବାରେ ଲାଗିଛି। ଏଭଳିସ୍ଥିତିରେ ନିକଟରେ ପୋଲିସ କମିଶନରେଟ ଭାବେ ଦାୟିତ୍ୱ ନେଇଛନ୍ତି ସୁଧାଂଶୁ ଷଡ଼ଙ୍ଗୀ। ଅପରାଧକୁ ନିୟନ୍ତ୍ରଣ କରିବା ସହ ଲୋକଙ୍କ ଧନଜୀବନକୁ…

ବମିଖାଲ ଫ୍ଲାଏଓଭର: ବନ୍ଦ ହେଉନି ରଙ୍ଗରୁଟ୍‌ରେ ଚଳପ୍ରଚଳ

ଭୁବନେଶ୍ୱର, ୧୫।୯(ବ୍ୟୁରୋ): ଭଲ କାମ କରି ପୁରସ୍କାର ନିଅ, ନହେଲେ ଦଣ୍ଡ ପାଅ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ଗୁରୁମନ୍ତ୍ର ଦେଇଛନ୍ତି ସତ, ହେଲେ ପ୍ରକୃତରେ ପୋଲିସର ଇଚ୍ଛାଶକ୍ତିର ଅଭାବ ଥିବା ଭଳି ମନେହେଉଛି। ନୂଆ ମୋଟର ଯାନ ଆଇନ ଲାଗୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri