ରାଜ୍ୟ

ପୋଲିସ କମିଶନରଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର: କହିଲେ ପରିବର୍ତ୍ତନ ପାଇଁ ସହଯୋଗ ଲୋଡ଼ା

ସମ୍ପ୍ରତି ଭୁବନେଶ୍ୱର-କଟକ ଦ୍ୱୈତନଗରୀରେ ହିଂସା, ମହିଳା ଓ ଶିଶୁ ନିର୍ଯାତନା, ଆପରାଧିକ କାର୍ଯ୍ୟକଳାପ ସହ ଟ୍ରାଫିକ୍‌ ସମସ୍ୟା ବୃଦ୍ଧିପାଇବାରେ ଲାଗିଛି। ଏଭଳିସ୍ଥିତିରେ ନିକଟରେ ପୋଲିସ କମିଶନରେଟ ଭାବେ ଦାୟିତ୍ୱ ନେଇଛନ୍ତି ସୁଧାଂଶୁ ଷଡ଼ଙ୍ଗୀ। ଅପରାଧକୁ ନିୟନ୍ତ୍ରଣ କରିବା ସହ ଲୋକଙ୍କ ଧନଜୀବନକୁ…

ବମିଖାଲ ଫ୍ଲାଏଓଭର: ବନ୍ଦ ହେଉନି ରଙ୍ଗରୁଟ୍‌ରେ ଚଳପ୍ରଚଳ

ଭୁବନେଶ୍ୱର, ୧୫।୯(ବ୍ୟୁରୋ): ଭଲ କାମ କରି ପୁରସ୍କାର ନିଅ, ନହେଲେ ଦଣ୍ଡ ପାଅ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ଗୁରୁମନ୍ତ୍ର ଦେଇଛନ୍ତି ସତ, ହେଲେ ପ୍ରକୃତରେ ପୋଲିସର ଇଚ୍ଛାଶକ୍ତିର ଅଭାବ ଥିବା ଭଳି ମନେହେଉଛି। ନୂଆ ମୋଟର ଯାନ ଆଇନ ଲାଗୁ…

୬୪ ବର୍ଷରେ ପୁରୁଣାଷ୍ଟେଶନ ବଜାର ଦୁର୍ଗାପୂଜା: ଏଥର ତୋରଣରେ ଔରଙ୍ଗାବାଦର ଅଜନ୍ତା-ଏଲୋରା ଗୁମ୍ଫା

କଟକ ରୋଡ : ଶାରଦୀୟ ଦୁର୍ଗାପୂଜା ପାଇଁ ଚଳଚଞ୍ଚଳ ହେଉଛି ରାଜଧାନୀ। ବିଭିନ୍ନ ପୂଜାମଣ୍ଡପରେ ଆରମ୍ଭ ହୋଇଛି ତୋରଣ। ମୃଣ୍ମୟୀ ମୂର୍ତ୍ତି ତିଆରିରେ ଲାଗିଛନ୍ତି ଶିଳ୍ପୀ ଓ କାରିଗର। ଏହି ଦୌଡରେ ସାମିଲ ହୋଇଛି ଭୁବନେଶ୍ୱର ପୁରୁଣାଷ୍ଟେଶନ ବଜାର ସାର୍ବଜନୀନ ଦୁର୍ଗାପୂଜା…

୫ ବର୍ଷ ଧରି ଶୁଣୁନି ଜିଲା ପ୍ରଶାସନ: ସହାୟତାରୁ ବଞ୍ଚିତ ଦିବ୍ୟାଙ୍ଗ ଦେବରାଜ

ଗୋପ, ୧୫।୯(ଡି.ଏନ୍‌.ଏ.): ଗୋପ ବ୍ଲକ୍‌ ଅଧୀନ ଜଙ୍ଗଲବୋରି ପଞ୍ଚାୟତସ୍ଥିତ ମଧୁବନ ଗ୍ରାମର ଦିବ୍ୟାଙ୍ଗ ଦେବରାଜ ସାହୁ ୫ବର୍ଷ ଧରି ମୋଟରଚାଳିତ ଟ୍ରାଇସାଇକେଲ ପାଇଁ ଆବେଦନ କରି ମଧ୍ୟ ବଞ୍ଚତ୍ତ ହୋଇ ରହିଛନ୍ତି। ଏ ନେଇ ସେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ଚିଠି…

ଦୁର୍ଗାପୂଜା ପ୍ରସ୍ତୁତି ବୈଠକକୁ ମୋକିମଙ୍କୁ ନା: ଡିସିପିଙ୍କ ବଦଳି ଦାବି କଲା ନଗର କଂଗ୍ରେସ

କଟକ ଅଫିସ,୧୫।୯: କମିଶନରେଟ୍‌ ପୋଲିସ ପକ୍ଷରୁ ଅନୁଷ୍ଠିତ ଦୁର୍ଗାପୂଜା ପ୍ରସ୍ତୁତି ବୈଠକକୁ ବାରବାଟୀ-କଟକ ବିଧାୟକ ଇଂ. ମହମ୍ମଦ ମୋକିମଙ୍କୁ ଡିସିପି ଅଖିଳେଶ୍ୱର ସିଂ ନ ଡାକିବାକୁ ନେଇ କଟକ ସହରରେ ଅସନ୍ତୋଷ ତେଜିବାରେ ଲାଗିଛି। ଐତିହାସିକ କଟକ ସହର ଭାଇଚାରା ଓ…

ୟୁନିଟ୍‌-୧ ମାର୍କେଟରୁ ଯୁବକଙ୍କୁ ଅପହରଣ: ୧୫ ଦିନ ପରେ ବି ଅମରଙ୍କର ମିଳୁନି ପତ୍ତା

ଭୁବନେଶ୍ୱର,୧୫।୯(ବ୍ୟୁରୋ): କ୍ୟାପିଟାଲ ଥାନା ଅନ୍ତର୍ଗତ ୟୁନିଟ୍‌-୧ ମାର୍କେଟରୁ ଜଣେ ଯୁବକ ସନ୍ଦେହଜନକ ଭାବେ ନିଖୋଜ ହୋଇଯାଇଛନ୍ତି। ଯୁବକ ଜଣକ ପେଟ୍ରୋଲ ଟାଙ୍କି ନିକଟରେ ବାଇକ ପାର୍କିଂ କରି ମାର୍କେଟ ଭିତରକୁ ଯାଉଥିବା ଦୃଶ୍ୟ ସିସିଟିଭି ଫୁଟେଜରେ ରହିଛି। ହେଲେ ସେ ଆଉ…

ନନ୍ଦନକାନନରେ ଦୁଇ ହାତୀ ଅସୁସ୍ଥ

ବାରଙ୍ଗ, ୧୫।୯(ଡି.ଏନ୍‌.ଏ.): ନନ୍ଦନକାନନରେ ଥିବା ଦନ୍ତାହାତୀ ଚନ୍ଦନ ଶୁକ୍ରବାରଠାରୁ ଅସୁସ୍ଥ ହୋଇଥିବା ଜଣାପଡିଛି। ଚନ୍ଦନକୁ ଜ୍ୱର ହେଉଥିବାବେଳେ ଶନିବାର ଡାକ୍ତରମାନେ ଚିକିତ୍ସା ଆରମ୍ଭ କରିଛନ୍ତି। ଚନ୍ଦନ ୨୮ଜୁଲାଇ୨୦୧୦ରେ ଚନ୍ଦକାରୁ ମା’ବାପାଙ୍କୁ ହରାଇ ନନ୍ଦନକାନନକୁ ଆସିଥିବାବେଳେ ଏବେ ତାକୁ ୯ବର୍ଷ ହୋଇଛି। ସେହିପରି…

ଡିଏଲ୍‌ ଆବେଦନ ପାଇଁ ଆର୍‌ଟିଓରେ ବଢ଼ିଲା ସ୍ଲଟ୍‌: ଥିଲା ଦୈନିକ ୧୫୦, ହେଲା ୪୫୦

ଭୁବନେଶ୍ୱର,୧୫।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ଲୋକଙ୍କ ଭିତରେ ଏକପ୍ରକାର ଛନକା ପଶିଥିଲା। ଡ୍ରାଇଭିଂ ଲାଇସେନ୍ସ ଓ ଗାଡ଼ିର ଆବଶ୍ୟକ କାଗଜପତ୍ର କରିବା ପାଇଁ ଆର୍‌ଟିଓ କାର୍ଯ୍ୟାଳୟରେ ଭିଡ଼ ଲଗାଇଥିଲେ। ମାତ୍ର ଆର୍‌ଟିଓରେ ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍‌)…

କପଡ଼ା ଘେର ଭିତରେ ଉତ୍କଳମଣି

ପୁରୀ ଅଫିସ,୧୫।୯: କିଛିଦିନ ତଳେ ମେଘନାଦ ପାଚେରି କଡରୁ ସମସ୍ତ ନିର୍ମାଣକୁ ପ୍ରଶାସନ ଉଚ୍ଛେଦ କରିଥିଲା। ତେବେ ଏହି ଉଚ୍ଛେଦ ବେଳେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିକୁ ନେଇ ବେଶ୍‌ ଚର୍ଚ୍ଚା ହୋଇଥିଲା। ପ୍ରଶାସନ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତି ସ୍ଥାନାନ୍ତର ପାଇଁ…

୧୪ ଜିଲାରେ କାର୍ଯ୍ୟକାରୀ ହେବ ପେସା ରୁଲ୍‌: ୨୦୬୮ ପଞ୍ଚାୟତ ହାତରୁ ଯିବ କ୍ଷମତା, ସବୁ ଆଦିବାସୀ ଗ୍ରାମରେ ଗଠନ ହେବ ପରିଷଦ

ଭୁବନେଶ୍ୱର,୧୫।୯(ବ୍ୟୁରୋ): ଆଦିବାସୀ ଗ୍ରାମକୁ ମିଳିବ କ୍ଷମତା। ସାମାଜିକ, ସାଂସ୍କୃତିକ, ଅର୍ଥନୈତିକ ବିକାଶ ଗ୍ରାମ ପରିଷଦ(କାଉନ୍‌ସିଲ) ହାତରେ ରହିବ। ସେମାନଙ୍କ ଜୀବନଜୀବିକା, ପରମ୍ପରା ଓ କୌଳିକ ବୃତ୍ତିରେ ସରକାର କିମ୍ବା ସ୍ଥାନୀୟ ପ୍ରଶାସନ ହସ୍ତକ୍ଷେପ କରିବେ ନାହିଁ। ରାଜ୍ୟରେ ଥିବା ୧୪ଟି ଅନୁସୂଚିତ…

ବରୁଣେଇରେ ହେବ ପାଇକ ସ୍ମାରକୀ, ୨୭ରେ ଶିଳାନ୍ୟାସ କରିବେ ରାଷ୍ଟ୍ରପତି: ଧର୍ମେନ୍ଦ୍ର

ଖୋର୍ଦ୍ଧା ଅଫିସ,୧୫।୯: ଖୋର୍ଦ୍ଧାର ବରୁଣେଇ ପାହାଡ ପାଦଦେଶରେ ନିର୍ମାଣ ହେବ ପାଇକ ସ୍ମାରକୀ। ଆସନ୍ତା ୨୭ ଓ ୨୮ ତାରିଖ ଦୁଇଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସୁଥିବା ସୂଚନା ମିଳିଛି। ୨୭ ତାରିଖରେ ରାଷ୍ଟ୍ରପତିଙ୍କ କରକମଳରେ ପାଇକ ସ୍ମାରକୀ…

ଓଡ଼ଶର ଗ୍ରାମ ଅଙ୍ଗନଓ୍ବାଡି କେନ୍ଦ୍ରରେ ୫ ଦିନ ହେଲା ତାଲା: ଜିଲାପାଳ ଦୃଷ୍ଟି ଦେବାକୁ ଦାବି

ଦଶପଲ୍ଲା,୧୫ା୯ (ଡି.ଏନ.ଏ.)- ଦଶପଲ୍ଲା ବ୍ଲକ ଅନ୍ତର୍ଗତ ସରିଗଣ୍ଡା ପଞ୍ଚାୟତର ଓଡ଼ଶର ଗ୍ରାମରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ରରେ ୫ ଦିନ ହେଲା ତାଲା ପଡ଼ିଛି। କେନ୍ଦ୍ରରେ ଖାଦ୍ୟ ଦେବାରେ ଅନିୟମିୟତା ଏବଂ ପିଲାଙ୍କ ଦେଖାଶୁଣାରେ ଅବହେଳା ନେଇ ଗ୍ରାମର କେତେକ ଲୋକ ତାଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri