ରାଜ୍ୟ

ଏବର୍ଷ ବଢ଼ିବନି ବିଦ୍ୟୁତ୍‌ ଶୁଳ୍କ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ରାଜ୍ୟରେ ବିଦ୍ୟୁତ୍‌ ଶୁଳ୍କ ବୃଦ୍ଧି ହେବ ନାହିଁ। ପୂର୍ବ ବର୍ଷ ଭଳି ଘରୋଇ ଉପଭୋକ୍ତାମାନେ ବିଦ୍ୟୁତ୍‌ ଦେୟ ପଇଠ କରିବେ। ବିଦ୍ୟୁତ୍‌ ଉତ୍ପାଦନ ଓ ବଣ୍ଟନ କମ୍ପାନୀଗୁଡିକର ଶୁଳ୍କ ବୃଦ୍ଧି ଆବେଦନର ଶୁଣାଣି...

ବିଦ୍ୟୁତ୍‌ ଆଘାତରେ ବୃଦ୍ଧ ଗୁରୁତର

ଡୁବୁରୀ,୧୨ା୬(ଡି.ଏନ୍‌.ଏ.)- କଳିଙ୍ଗନଗର ଥାନା ଅନ୍ତର୍ଗତ ପିଙ୍ଗଳ ଗ୍ରାମରେ ମଙ୍ଗଳବାର ପୂର୍ବାହ୍ନରେ ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ଗୁରୁତର ଜଣଙ୍କ ଈଶ୍ୱର ବେହେରା (୬୫)। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଦାନଗଦୀ ଓ...

ବିଦ୍ୟୁତ୍‌ ଆଘାତରେ ଠିକା ଶ୍ରମିକଙ୍କ ମୃତ୍ୟୁ ଘଟଣା:ଠିକାଦାରଙ୍କ ଘର ସମ୍ମୁଖରେ ଧାରଣା, କ୍ଷତିପୂରଣ ଦାବି

କୋରେଇ,୧୨ା୬(ସ୍ବ.ପ୍ର.) – କୋରେଇ ଥାନା ଅନ୍ତର୍ଗତ ରଣପୁର ପଞ୍ଚାୟତ କଣ୍ଟାବଣିଆ ଗ୍ରାମରେ ଖୁଣ୍ଟରେ ଚଢି କାମ କରୁଥିବାବେଳେ ସୋମବାର ଜଣେ ଠିକା ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ବିଭାଗର ଠିକାକାମ ନେଇଥିବା ଠିକାଦାର କ୍ଷତିପୂରଣ ଦେବାକୁ ସ୍ଥିର ହୋଇଥିଲା। ହେଲେ ମଙ୍ଗଳବାର...

ମଥୁରାରେ ଅଗ୍ନିକାଣ୍ଡ, ଜଳିଗଲା ୬ ବଖରା

ବ୍ରହ୍ମପୁର ଅଫିସ,୧୧।୬- ପୋଲସରା ବ୍ଲକ ମଥୁରା ଗ୍ରାମ ପାଇକ ସାହିରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୩ ପରିବାରର ୬ ବଖରା ଘର କ୍ଷତିଗ୍ରସ୍ତ ହୋଇଛି। ଝୁଲୁ ରାଉତ, ଶଙ୍କର ରାଉତ ଓ ମହରଗ ରାଉତଙ୍କ ୨...

ଲିଙ୍ଗରାଜ ହାଇସ୍କୁଲରୁ ଚୋରି

ବ୍ରହ୍ମପୁର ଅଫିସ,୧୧।୬- ପୋଲସରା ଥାନା ନିମିନା ଗ୍ରାମପଞ୍ଚାୟତ ସାନବରଗଁାସ୍ଥିତ ଲିଙ୍ଗରାଜ ହାଇସ୍କୁଲରୁ ରବିବାର ରାତିରେ ଚୋରି ହୋଇଛି। ସ୍କୁଲ ମୁଖ୍ୟ ଫାଟକ ଓ ଅଫିସ ଗୃହ ତାଲା ଭାଙ୍ଗି ୪ ହଜାର ଟଙ୍କା, ଗୋଟିଏ ଫ୍ୟାନ, ମାଇକ୍ରୋଫୋନ ୩ଟି, ପେନଡ୍ରାଇଭ୍‌...

ବଦାଙ୍ଗିରୁ ବିଦେଶୀ ମଦ ଜବତ

ଭଞ୍ଜନଗର,୧୧।୬(ଡି.ଏନ.ଏ.)- ତାରସିଂ ପୋଲିସ ବୁଧବାର ବଦାଙ୍ଗିରୁ ବିପୁଳ ପରିମାଣର ବିଦେଶୀ ମଦ ଜବତ କରିଛି। ଏହି ମାମଲାରେ ଅଭିଯୁକ୍ତ ସଞ୍ଜୟ ସାହୁଙ୍କୁ ଗିରଫ କରି ଭଞ୍ଜନଗର କୋର୍ଟକୁ ଚାଲାଣ କରାଯାଇଛି। ନଂ.୮୧।୧୯ରେ ପୋଲିସ ଏକ ମାମଲା ରୁଜୁକରିବା ସହ ୯୭...

କିଶୋରନଗରରେ ୪୨ ଡିଗ୍ରୀ ତାପମାତ୍ରା: ପାଣି ପାଇଁ ଜନଜୀବନ ହନ୍ତସନ୍ତ

ବଇଣ୍ଡା,୧୧।୬(ଡି.ଏନ.ଏ.)-ସାରା ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ବିଶେଷ କରି ଅନୁଗୋଳ ଜିଲାରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର କିଶୋରନଗର ବ୍ଲକରେ ୪୨ ଡିଗ୍ରୀରୁ ଊର୍ଦ୍ଧ୍ୱ ତାପମାତ୍ରା ରହିଥିବାବେଳେ ଅସହ ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ଅପରପକ୍ଷରେ ବିଭିନ୍ନ...

ଖରିଫ୍‌ ଧାନ ବିକ୍ରିକୁ ୩ ମାସ ବିତିଲା, ମିଳିଲାନି ପ୍ରାପ୍ୟ: ଯୋଗାଣ ଅଧିକାରୀଙ୍କୁ ସ୍ମାରକପତ୍ର ପ୍ରଦାନ କଲେ ଚାଷୀ

ବାଲେଶ୍ୱର ଅଫିସ, ୧୧।୬-ବାଲେଶ୍ୱର ସଦର ବ୍ଲକ ଅଧୀନ ନଗ୍ରମ ସେବା ସମବାୟ ସମିତିରେ ପ୍ରାୟ ୧୦୦ରୁ ଊର୍ଦ୍ଧ୍ୱ ଚାଷୀଙ୍କୁ ଧାନ ବିକ୍ରି ସହାୟକ ମୂଲ୍ୟ ମିଳି ନ ଥିବାରୁ ଚାଷୀମାନେ ସୋମବାର ଯୋଗାଣ ଅଧିକାରୀଙ୍କୁ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ସଦର...

ଗାଳ୍ପିକ ଅମରେଶଙ୍କୁ ‘କହ୍ନେଇ କଥା ପୁରସ୍କାର’

ବାଲେଶ୍ୱର ଅଫିସ, ୧୧।୬- ଓଡ଼ିଆ କଥା ସାହିତ୍ୟର ପ୍ରଚଣ୍ଡ ପ୍ରତିଭାଧାରୀ ଗାଳ୍ପିକ ସ୍ବର୍ଗତ କହ୍ନେଇଲାଲ୍‌ ଦାସଙ୍କ ସ୍ମୃତିରେ ପ୍ରଦତ୍ତ ‘କହ୍ନେଇ କଥା ପୁରସ୍କାର’ ଚଳିତବର୍ଷ ପାଇଁ ଯୁବ ଗାଳ୍ପିକ ଅମରେଶ୍‌ ବିଶ୍ୱାଳଙ୍କୁ ପ୍ରଦାନ କରାଯିବ ବୋଲି ସ୍ମୃତି ସଂସଦ ପକ୍ଷରୁ...

ମୋଦିଙ୍କୁ ଭେଟିଲେ ନବୀନ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଦ୍ୱିତୀୟ ଥର ପ୍ରଧାନମନ୍ତ୍ରୀ ହୋଇଥିବା ମୋଦିଙ୍କୁ ନବୀନ ଶୁଭେଚ୍ଛା ଜଣାଇଥିଲେ। ଏହା ପରେ ସାକ୍ଷାତ ସମୟରେ ଓଡ଼ିଶାର ବିଭିନ୍ନ ଦାବି ପ୍ରସଙ୍ଗରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି।...

ଗଞ୍ଜାମ ଜିଲାପରିଷଦ ସଭାପତି ଦାୟିତ୍ୱ ନେଲେ ସ୍ନେହଲତା

ଛତ୍ରପୁର, ୧୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପରିଷଦ ସଭାପତି ଭାବେ ଉପାଧ୍ୟକ୍ଷା ସ୍ନେହଲତା ପଣ୍ଡା ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ବିଧାୟକଭାବେ ନିର୍ବାଚିତ ହେବା ପରେ ସୁବାସ ଚନ୍ଦ୍ର ବେହେରା ଜିଲାପରିଷଦ ସଭାପତି ପଦବୀରୁ ଇସ୍ତଫା ଦେଇଥିଲେ। ଏହାପରେ ଗଞ୍ଜାମ ଜିଲାପାଳ...

ରଥଯାତ୍ରା ପାଇଁ ସବୁ ଚ୍ୟାନେଲକୁ ସିଧା ପ୍ରସାରଣ ଅନୁମତି

ପୁରୀ ଅଫିସ, ୧୧।୬: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଏକ ନିର୍ଦ୍ଦିଷ୍ଟ ଚ୍ୟାନେଲ ପ୍ରସାରଣ ପାଇଁ ଯେଉଁ କଟକଣା ଲାଗୁ କରିବାକୁ ଯୋଜନା କରାଯାଇଥିଲା ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ସବୁ ଟିଭି ଚ୍ୟାନେଲମାନେ ଏହି ରଥଯାତ୍ରାକୁ ପ୍ରସାରଣ କରିପାରିବେ ବୋଲି ନିଷ୍ପତ୍ତି ହୋଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri