ରାଜ୍ୟ

ଲଟା ମଧ୍ୟରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାଟଣା,୩।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡ଼ା ପଞ୍ଚାୟତ ମାନପୁର ଗ୍ରାମ ମାନପୁର ଡେଣୁଆ ରାସ୍ତା ପାର୍ଶ୍ୱରେ ଥିବା ଏକ ବଗିଚାରୁ ରବିବାର ସକାଳେ ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି। ଶିଶୁଟି ସୁସ୍ଥ ଥିବା ବେଳେ ଆମ୍ବୁଲାନ୍ସ ଯୋଗେ ତାକୁ…

ଜଟଣୀ ତହସିଲରେ ଦଲାଲଙ୍କୁ ଧରିଲେ ଆଇନଜୀବୀ :ଆଣିଥିବା ସରକାରୀ ରେକର୍ଡ ଛଡ଼ାଇ ରଖିଲେ

ଜଟଣୀ,୩।୧୧(ଡି.ଏନ.ଏ) ସରକାରୀ କାର୍ଯ୍ୟାଳୟଗୁଡିକରୁ ଦଲାଲ ହଟାଇବା, ଲାଞ୍ଚ କାରବାର ବନ୍ଦ କରି ଦୁର୍ନୀତିମୁକ୍ତ କରି ଲୋକଙ୍କୁ ଠିକ୍‌ ସେବା ଯୋଗାଇବା ପାଇଁ ସରକାର ୫-ଟି ଓ ମୋ ସରକାର ପରି ପଦକ୍ଷେପ ଆରମ୍ଭ କରିଛନ୍ତି। ଜଟଣୀରେ ଥିବା କାର୍ଯ୍ୟାଳୟଗୁଡିକରେ ସରକାରଙ୍କ ଏହି…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ବ୍ୟାପକ ଦୁର୍ନୀତି ବିଡିଓଙ୍କୁ ଭେଟିଲେ ଏମ୍‌ପି

ବେଗୁନିଆ, ୩।୧୧ (ଡି.ଏନ.ଏ.): ବାସ ଖଣ୍ଡିଏ ପାଇଁ ଏବେବି ବହୁ ଗରିବ ଲୋକ ସରକାରୀ ଯୋଜନାର ଠିକଣା ଖୋଜୁଛନ୍ତି। ବିଶେଷକରି ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ତାଲିକାରେ ପଞ୍ଜୀକରଣ ହୋଇ ମଧ୍ୟ ବହୁ ଲୋକ ବାଦ୍‌ ପଡିଛନ୍ତି। ପ୍ରଶାସନିକ ସ୍ତରରେ ହେଉ ଅବା…

ସଂଶୋଧିତ ହୋଲ୍ଡିଂ ଟିକସ ଆଦାୟ କରିବ ବିଏମ୍‌ସି

ଭୁବନେଶ୍ୱର, ୩।୧୧(ବ୍ୟୁରୋ) ବହୁ ବାଦ ବିବାଦ ପରେ ମଧ୍ୟ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ସଂଶୋଧିତ ହୋଲ୍ଡିଂ ଟିକସ ବା ସମ୍ପତ୍ତି ଟିକସ ଲାଗୁ କରିବାକୁ ବିଜ୍ଞପ୍ତି ପ୍ରକାଶ କରିଛି। ବିଏମ୍‌ସି ଅଞ୍ଚଳରେ ଜମି କିମ୍ବା ଘର କିଣିଥିବା ଲୋକମାନଙ୍କୁ ବର୍ଦ୍ଧିତ ଆକାର…

ପାଖେଇ ଆସୁଛି ବାଲିଯାତ୍ରା, ସରିନି ୫୦% କାମ

କଟକ ଅଫିସ, ୩।୧୧ ଆସନ୍ତା ୧୨ରେ ଐତିହାସିକ କଟକ ବାଲିଯାତ୍ରା। ଏହି ଯାତ୍ରା ଆଉ ୯ଦିନ ବାକି ଥିବା ବେଳେ ଜିଲା ପ୍ରଶାସନ ଏବଂ କଟକ ମହାନଗର ନିଗମ(ସିଏମ୍‌ସି) ଅଧିକାରୀଙ୍କ ଆନ୍ତରିକତା ଅଭାବ ଯୋଗୁ ଏ ପର୍ଯ୍ୟନ୍ତ ୫୦ ପ୍ରତିଶତ ଶେଷ…

ସ୍ବଚ୍ଛତା ନେଇ ବିଏମ୍‌ସିର କଡ଼ା ଆଭିମୁଖ୍ୟ: ସଫେଇ ସଂସ୍ଥା ଲାୟନ୍ସକୁ କାର୍ଯ୍ୟ ବନ୍ଦ ନିର୍ଦ୍ଦେଶ

ଭୁବନେଶ୍ୱର, ୩।୧୧(ବ୍ୟୁରୋ)ସହରର ପରିମଳ ବ୍ୟବସ୍ଥା ଉପରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ସ୍ବତନ୍ତ୍ର ଭାବେ ଗୁରୁତ୍ୱ ଦେଉଛି। ଆଗକୁ ସ୍ବଚ୍ଛ ସର୍ବେକ୍ଷଣ ଥିବାରୁ ଚଳିତବର୍ଷ ଏ କ୍ଷେତ୍ରରେ ଭଲ ପ୍ରଦର୍ଶନ କରିବାକୁ ବିଏମ୍‌ସି ଅଣ୍ଟା ଭିଡ଼ିଛି। ଏହି ପରିପ୍ରେକ୍ଷୀରେ ସହରର ପରିମଳ…

କୁଆଖାଇ ନଦୀକୂଳରେ ଛଟ୍‌ ପୂଜା

ବାଲିଅନ୍ତା,୩।୧୧(ଡି.ଏନ୍‌.ଏ.) ରାଜଧାନୀ ଉପକଣ୍ଠ ନହରକଣ୍ଟା ଓ ପାଣ୍ଡରାସ୍ଥିତ କୁଆଖାଇ ନଦୀକୂଳରେ ବିହାରୀ ସମ୍ପ୍ରଦାୟର ଲୋକଙ୍କ ବଡ଼ ପର୍ବ ଛଟ୍‌ ପୂଜା ତଥା ସୂର୍ଯ୍ୟଷଷ୍ଠୀ ବ୍ରତ ଶନିବାର ପାରମ୍ପରିକ ରୀତିରେ ପାଳିତ ହୋଇଯାଇଛି। ଶହଶହ ବ୍ରତଧାରୀ ଶ୍ରଦ୍ଧାଳୁ ନଦୀବନ୍ଧରେ ପଶି ଅସ୍ତଗାମୀ ସୂର୍ଯ୍ୟଦେବଙ୍କୁ…

ବେଆଇନ ମାଂସ ଦୋକାନ ହଟାଇବାକୁ ‘ଫିଆପୋ’ର ପ୍ରୟାସ

ଭୁବନେଶ୍ୱର, ୩।୧୧(ବ୍ୟୁରୋ) ଛତୁ ଫୁଟିଲା ଭଳି ରାଜଧାନୀର ରାସ୍ତା କଡ଼ରେ ମାଂସ ଦୋକାନ ଖୋଲୁଛି। ପ୍ରଥମତଃ ଏହା ବେଆଇନ ଅଟେ। ଦ୍ୱିତୀୟରେ ଏହା ଏକ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି କରିବା ସହ ସ୍କୁଲକୁ ଯାଉଥିବା ପିଲାଙ୍କ ମନରେ ଏକ ନକାରାତ୍ମକ ଚିନ୍ତାଧାରା…

ବାସହରା ପରିବାରଙ୍କୁ ଥଇଥାନ କରା ନ ଯିବା ମାମଲା :ବିପର୍ଯ୍ୟୟ ଓ ପ୍ରଶମନ ବିଭାଗକୁ ରିପୋର୍ଟ ମାଗିଲେ ଓଏଚ୍‌ଆର୍‌ସି

ଭୁବନେଶ୍ୱର, ୩।୧୧(ବ୍ୟୁରୋ) ୧୯୮୨ ମସିହାରେ କନ୍ଦଳ ନଦୀ ବନ୍ୟାରେ କଟକ ଜିଲା କଣ୍ଟାପଡ଼ା ତହସିଲର ପ୍ରାୟ ୨୫ ପରିବାର କ୍ଷତିଗ୍ରସ୍ତ ହୋଇଥିଲେ। ସେମାନେ ବାସହରା ହୋଇ ସରକାରୀ ଜାଗାରେ ରହୁଛନ୍ତି। ସେମାନଙ୍କୁ ଏ ପର୍ଯ୍ୟନ୍ତ ପ୍ରଶାସନ ପକ୍ଷରୁ ଥଇଥାନ କରାଯାଇ ନାହିଁ।…

ସ୍ମାର୍ଟସିଟି ଲିମିଟେଡର ୧୪ତମ ବୋର୍ଡ ନିର୍ଦ୍ଦେଶକଙ୍କ ବୈଠକ:ପଛରେ ପଡ଼ିଛି ସ୍ମାର୍ଟସିଟି କାମ

ଭୁବନେଶ୍ୱର, ୩।୧୧(ବ୍ୟୁରୋ)ଗତବର୍ଷ ଭୁବନେଶ୍ୱରରେ ହୋଇଥିବା ଓ୍ବାଲର୍‌ଡକପ୍‌ ହକି ଏବଂ ପରେ ପରେ ବାତ୍ୟା ‘ଫନୀ’ ଓ ସାଧାରଣ ନିର୍ବାଚନ ପାଇଁ ସ୍ମାର୍ଟସିଟି କାମ ପଛେଇଛି। ଏବେ କାର୍ଯ୍ୟ ପ୍ରଣାଳୀକୁ ତ୍ୱରାନ୍ବିତ କରାଯାଉଛି ବୋଲି ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡର ୧୪ତମ ବୋର୍ଡ ନିର୍ଦ୍ଦେଶକଙ୍କ…

ଦ୍ୱିତୀୟ ଦିନରେ ଶରଣକୁଳ ଫୁଟବଲ୍‌ ଟୁର୍ନାମେଣ୍ଟ :ଟାଇବ୍ରେକରରେ ଝାଡ଼ଖଣ୍ଡ ବିଜୟୀ

ନୟାଗଡ଼ ଅଫିସ,୩।୧୧-ନୟାଗଡ଼ ଜିଲା ଶରଣକୁଳ ଲଡୁକେଶ ଆଥ୍‌ଲେଟିକ ଆସୋସିଏଶନ ପକ୍ଷରୁ ନାରାୟଣ ଉଚ୍ଚ ବିଦ୍ୟାଳୟ ଖେଳପଡ଼ିଆରେ ୬୦ତମ ସର୍ବଭାରତୀୟ ଫୁଟବଲ୍‌ ଟୁର୍ନାମେଣ୍ଟ ଚାଲୁ ରହିଛି। ଦ୍ୱିତୀୟ ଦିନରେ ସ୍ପୋଟର୍ସ ହଷ୍ଟେଲ ସମ୍ବଲପୁର ଓ ଧାନବାଦ୍‌ ଫୁଟବଲ୍‌ ଆସୋସିଏଶନ ଝାଡ଼ଖଣ୍ଡ ମଧ୍ୟରେ ଖେଳ…

ଇକୋ ଭିଲେଜ ପାଇଁ ସଜେଇହେଲା ମୁଦୁଲିଗାଡ଼ିଆ :ଗାଁରେ ରହି ମଜ୍ଜା ଉଠାଇବେ ପର୍ଯ୍ୟଟକ

ଗଣିଆ,୩ା୧୧(ଡି.ଏନ.ଏ.): ସାତକୋଶିଆ ବ୍ୟାଘ୍ର ସଂରକ୍ଷଣାଞ୍ଚଳ ଅନ୍ତର୍ଗତ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଛାମୁଣ୍ଡିଆ ବନାଞ୍ଚଳର ମୁଦୁଲିଗାଡିଆ ଗ୍ରାମକୁ ବନ୍ୟପ୍ରାଣୀ ବନ ବିଭାଗ ଦ୍ୱାରା ଇକୋ ଭିଲେଜରେ ପରିଣତ କରିବା ପାଇଁ ପ୍ରୟାସ ଜାରି ରହିଛି ା ଏଥିପାଇଁ ବିଭାଗ ତରଫରୁ ଗ୍ରାମକୁ ରଙ୍ଗବେରଙ୍ଗରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri