ଦ୍ୱିତୀୟ ଦିନରେ ଶରଣକୁଳ ଫୁଟବଲ୍ ଟୁର୍ନାମେଣ୍ଟ :ଟାଇବ୍ରେକରରେ ଝାଡ଼ଖଣ୍ଡ ବିଜୟୀ
ନୟାଗଡ଼ ଅଫିସ,୩।୧୧-ନୟାଗଡ଼ ଜିଲା ଶରଣକୁଳ ଲଡୁକେଶ ଆଥ୍ଲେଟିକ ଆସୋସିଏଶନ ପକ୍ଷରୁ ନାରାୟଣ ଉଚ୍ଚ ବିଦ୍ୟାଳୟ ଖେଳପଡ଼ିଆରେ ୬୦ତମ ସର୍ବଭାରତୀୟ ଫୁଟବଲ୍ ଟୁର୍ନାମେଣ୍ଟ ଚାଲୁ ରହିଛି। ଦ୍ୱିତୀୟ ଦିନରେ ସ୍ପୋଟର୍ସ ହଷ୍ଟେଲ ସମ୍ବଲପୁର ଓ ଧାନବାଦ୍ ଫୁଟବଲ୍ ଆସୋସିଏଶନ ଝାଡ଼ଖଣ୍ଡ ମଧ୍ୟରେ ଖେଳ…
ଇକୋ ଭିଲେଜ ପାଇଁ ସଜେଇହେଲା ମୁଦୁଲିଗାଡ଼ିଆ :ଗାଁରେ ରହି ମଜ୍ଜା ଉଠାଇବେ ପର୍ଯ୍ୟଟକ
ଗଣିଆ,୩ା୧୧(ଡି.ଏନ.ଏ.): ସାତକୋଶିଆ ବ୍ୟାଘ୍ର ସଂରକ୍ଷଣାଞ୍ଚଳ ଅନ୍ତର୍ଗତ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଛାମୁଣ୍ଡିଆ ବନାଞ୍ଚଳର ମୁଦୁଲିଗାଡିଆ ଗ୍ରାମକୁ ବନ୍ୟପ୍ରାଣୀ ବନ ବିଭାଗ ଦ୍ୱାରା ଇକୋ ଭିଲେଜରେ ପରିଣତ କରିବା ପାଇଁ ପ୍ରୟାସ ଜାରି ରହିଛି ା ଏଥିପାଇଁ ବିଭାଗ ତରଫରୁ ଗ୍ରାମକୁ ରଙ୍ଗବେରଙ୍ଗରେ…
ଭାଟସାହି ଗ୍ରାମରେ ଖଟ ବୁଲିବା ଘଟଣା: ଗିରଫ ହେଲେ ଗୁଣିଆ
ନୟାଗଡ଼ ଅଫିସ,୩।୧୧-ନୟାଗଡ଼ ଟାଉନ ଥାନା ଭାଟସାହି ଗ୍ରାମରେ ଖଟବୁଲା ଘଟଣାରେ ପୋଲିସ ଶନିବାର ସମ୍ପୃକ୍ତ ଗୁଣିଆକୁ ଗିରଫ କରିଛି। ଗିରଫ ଗୁଣିଆ ଜଣଙ୍କ ହେଲେ ବେଲବଣି ଗ୍ରାମର ବାଙ୍କନିଧି ନାହାକ ଓରଫ ହାଡ଼ିବନ୍ଧୁ। ଏ ନେଇ ଥାନାରେ ନଂ.୧୬୧/୧୯ରେ ଏକ ମାମଲା…
ନବନିର୍ମାଣ କୃଷକ ସଙ୍ଗଠନର ବୈଠକ: ରାଷ୍ଟ୍ରୀୟ ସମାବେଶରେ ଯୋଗଦେବାକୁ ଆହ୍ବାନ
ନୟାଗଡ଼ ଅଫିସ,୩।୧୧-ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ନୂଆଗାଁ ବ୍ଲକରେ ବ୍ଳକସ୍ତରୀୟ ବୈଠକ ମହିପୁର ରାମଚଣ୍ଡୀଙ୍କ ପୀଠଠାରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୬ ତାରିଖରେ ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ହେବାକୁ ଥିବା ଦ୍ୱିତୀୟ ରାଷ୍ଟ୍ରୀୟ ସମ୍ମିଳନୀ ସଫଳ କରିବା ପାଇଁ ଏହି ବୈଠକ…
ବିଶାଖା ଏକ୍ସପ୍ରେସ ଦୁଇଭାଗ ହୋଇ ଗଡ଼ିଲା: ନିଶ୍ଚିତ ଦୁର୍ଘଟଣାରୁ ବର୍ତ୍ତିଲେ ଯାତ୍ରୀ
ବାଲୁଗଁ।,୩ା୧୧ (ଡି.ଏନ୍.ଏ.): ଖୋର୍ଦ୍ଧା ରେଳ ଡିଭିଜନ ଅଧୀନ ବାଲୁଗଁା-ଚିଲିକା ଷ୍ଟେଶନ ମଧ୍ୟସ୍ଥ ବଡକୁଳ ଲେଭଲ କ୍ରସିଂଠାରେ ଶନିବାର ପୂର୍ବାହ୍ନରେ ବିଶାଖା ଏକ୍ସପ୍ରେସ ଟ୍ରେନ ଚଳନ୍ତା ଅବସ୍ଥାରେ ଇଞ୍ଜିନଠାରୁ ବଗି ଅଲଗା ହୋଇଯାଇଥିଲା। ତେବେ ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଯାତ୍ରୀମାନେ ଏକ…
ସଚ୍ଚୋଟତା ଉତ୍ତର ଜୀବନର ଆଧାର
ସୋନପୁର, ୩।୧୧(ନି.ପ୍ର.) ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ସୋନପୁର କଲେଜ ପରିସରରେ ସଚ୍ଚୋଟତା ଜୀବନର ଏକ ଶୈଳୀ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ସୁବର୍ଣ୍ଣପୁର ଜିଲା ଦୁର୍ନୀତି ନିବାରଣ ବିଭାଗ ଓ ନେହେରୁ ଯୁବକେନ୍ଦ୍ର ସୁବର୍ଣ୍ଣପୁର ପକ୍ଷରୁ ଏହି…
୬ ଦାଦନ ପ୍ରବଣ ବ୍ଳକରେ ଫୋକସ୍
ବଲାଙ୍ଗୀର ଅଫିସ, ୩ା୧୧ ଓଡିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଆନୁକୂଲ୍ୟରେ ଶନିବାର ବଲାଙ୍ଗୀର ଟାଉନ୍ ହଲଠାରେ ଦାଦନ ସମସ୍ୟା ରୋକିବା ନେଇ ଏକ ଏମ୍ଜିଏନ୍ଆଇଜିଏ କାର୍ଯ୍ୟକାରିତା ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାକୁ ଜିଲାପାଳ ଅରିନ୍ଦମ…
ଡିସେମ୍ବର ୧୪ରୁ ମେରାଇନ୍ ଡ୍ରାଇଭ ଇକୋ ରିଟ୍ରିଟ ଫେଷ୍ଟିଭାଲ
ଭୁବନେଶ୍ୱର,୨।୧୧(ବ୍ୟୁରୋ): ବିଶ୍ୱପ୍ରସିଦ୍ଧ କୋଣାର୍କ ସହରଠାରୁ ୭ କିଲୋମିଟର ଦୂରରେ ମେରାଇନ୍ ଡ୍ରାଇଭ ଇକୋ ରିଟ୍ରିଟ ଫେଷ୍ଟିଭାଲ ଅନୁଷ୍ଠିତ ହେବ। ପୁରୀ-କୋଣାର୍କ ମେରାଇନ୍ ଡ୍ରାଇଭ ରାସ୍ତା ମଧ୍ୟରେ ହେବାକୁ ଥିବା ଏହି ଫେଷ୍ଟିଭାଲ ଆସନ୍ତା ଡିସେମ୍ବର ୧୪ରୁ ଜାନୁୟାରୀ ୧୪ ମଧ୍ୟରେ ଅନୁଷ୍ଠିତ…
ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ହେଉ, ନଚେତ ବିଧାନସଭା ଅଚଳ କରିଦିଆଯିବ: ଭାଜପା
ଭୁବନେଶ୍ୱର,୨।୧୧(ବ୍ୟୁରୋ): ବିଧାନସଭା ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ପାଇଁ ରାଜ୍ୟ ସରକାର ସୁପାରିଶ କରନ୍ତୁ। ନଚେତ ବିଧାନସଭା ଅଚଳ କରିଦିଆଯିବ। ଏଭଳି ଚେତାବନୀ…
ଟ୍ରେନ୍ ଇଞ୍ଜିନରୁ ଖସିଲା ବଗି, ଦୁଇ ଭାଗ ହେଲା ବିଶାଖା ଏକ୍ସପ୍ରେସ୍
ଖୋର୍ଦ୍ଧା ଅଫିସ,୨।୧୧: ଖାର୍ଦ୍ଧା ଜିଲା ବାଲୁଗାଁ ବଡ଼କୂଳ ରେଳକ୍ରସିଙ୍ଗ ପୂର୍ବରୁ ଭୁବନେଶ୍ୱରରୁ ସିକନ୍ଦରାବାଦ ଯାଉଥିବା ବିଶାଖା ଏକ୍ସପ୍ରେସ୍ ଶନିବାର ଦୁଇ ଭାଗ ହୋଇଯାଇଥିଲା। ଏହା ପୂର୍ବତନ ରେଳ କର୍ତ୍ତୃପକ୍ଷ ସ୍ବୀକାର କରିଛନ୍ତି। ତେବେ ଲକିଂ ସିଷ୍ଟମରେ ତ୍ରୁଟି ଯୋଗୁ ଏଭଳି ପରିସ୍ଥିିତି…
ଏକକ ଷାଣ୍ମାସିକ ପରୀକ୍ଷାରେ ବିଭ୍ରାଟ ପ୍ରସଙ୍ଗ: ତ୍ରୁଟିକୁ ସ୍ବୀକାର କଲେ ମନ୍ତ୍ରୀ
ଭୁବନେଶ୍ୱର,୨।୧୧(ବ୍ୟୁରୋ): ରାଜ୍ୟରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଏକକ ଷାଣ୍ମାସିକ ପରୀକ୍ଷାରେ ହୋଇଥିବା ତ୍ରୁଟିକୁ ସ୍ବୀକାର କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଏନେଇ ପ୍ରତିକ୍ରିୟା ରଖି ସେ କହିଛନ୍ତି, ପ୍ରଥମ ଥର ପାଇଁ ଏକା ସାଙ୍ଗରେ ପରୀକ୍ଷା ହେଉଥିବାରୁ…
ଗୁଣି ଗାରେଡ଼ି ସନ୍ଦେହରେ ବାପା-ପୁଅଙ୍କୁ ହତ୍ୟା, ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ
ମାଥିଲି,୨।୧୧(ଡି.ଏନ୍.ଏ.): ଗୁଣିଗାରେଡି ସନ୍ଦେହରେ ବାପାପୁଅଙ୍କୁ ହତ୍ୟା। ଏପରି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଉଦୁଲିବେଡ଼ା ପଞ୍ଚାୟତ ଅଧୀନ ମାଳିଗୁଡ଼ା ଗ୍ରାମରେ। ମୃତକ ହେଲେ ଗ୍ରାମର ସଦନ ମାଳି ଏବଂ ତାଙ୍କ ପୁଅ ନିଳେନ୍ଦ୍ର ମାଳି।…
Archives


