୫୦ ଦିନ ଗଲାନି ୫୦ ଲକ୍ଷର ଅମୃତ ପାର୍କ
ଭଦ୍ରକ ଅଫିସ, ୧୦।୬- ଭଦ୍ରକ ପୌରପାଳିକାର ୨ ନମ୍ବର ୱାର୍ଡ ଅନ୍ତର୍ଗତ ରହଣିଆଠାରେ ପ୍ରତିଷ୍ଠା କରାଯାଇଥିବା ଅମୃତ ପାର୍କକୁ ବର୍ଷେ ନ ପୂରୁଣୁ ସୌନ୍ଦର୍ଯ୍ୟ ହରାଇ ବସିଛି। ପ୍ରାୟ ୫୦ ଲକ୍ଷ ଟଙ୍କାର ଏହି ପାର୍କ ୫୦ ଦିନ ବି...
ଅନ୍ତର୍ଜାତୀୟ ଅଭିଲେଖ ଦିବସ ପାଳିତ : ପ୍ରତି ଜିଲାରେ ପ୍ରତିଷ୍ଠା ହେବ ଶାଖା ଅଭିଲେଖାଗାର
ଭୁବନେଶ୍ୱର,୧୦।୬(ବ୍ୟୁରୋ) : କେବଳ ରାଜଧାନୀ ଭୁବନେଶ୍ୱର ନୁହେଁ, ଏଣିକି ସମଗ୍ର ରାଜ୍ୟରେ ପ୍ରତିଷ୍ଠା ହେବ ଅଭିଲେଖାଗାର। ସମଗ୍ର ରାଜ୍ୟବାସୀ ଅଭିଲେଖାଗାରର ଆବଶ୍ୟକତା, ଏହାର ମହତ୍ତ୍ୱ ଓ କାର୍ଯ୍ୟଧାରା ସମ୍ପର୍କରେ ଅବଗତ ହେବେ। ଅଭିଲେଖାଗାର ମାଧ୍ୟମରେ ରାଜ୍ୟ ତଥା ଦେଶର ଇତିହାସ,...
ବିରଳ ନୀଳରକ୍ତ କଙ୍କଡ଼ାଙ୍କ ସୁରକ୍ଷା ଚିନ୍ତା
ବାଲେଶ୍ୱର ଅଫିସ, ୧୦।୬-ବିରଳ ନୀଳରକ୍ତ କଙ୍କଡାଙ୍କ ସୁରକ୍ଷା ଏବଂ ଏହି କଙ୍କଡାଙ୍କ ରକ୍ତରେ ଥିବା ଔଷଧୀୟ ଗୁଣ ସମ୍ପର୍କରେ ଅନ୍ତର୍ଜାତୀୟ ସ୍ତରରେ ଗବେଷଣା ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୧୫ରୁ ୨୦ତାରିଖ ମଧ୍ୟରେ ଚୀନର କିନ୍ଜୋ ସିଟିରେ ୪ର୍ଥ...
ନଦୀରେ ବୁଡି ଛାତ୍ର ମୃତ
ବ୍ରହ୍ମଗିରି, ୯ା୬(ଡି.ଏନ୍.ଏ.)-ବ୍ରହ୍ମଗିରି ଥାନା ଅନ୍ତର୍ଗତ ଅପିଠି ଗ୍ରାମରେ ରବିବାର ଜଣେ ୬ଷ୍ଠ ଶ୍ରେଣୀର ଛାତ୍ର ନଦୀରେ ଭାସିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ଗ୍ରାମର ପ୍ରଦୀପ ଜେନା ଏବଂ ତାଙ୍କର ପୁଅ ପ୍ରୀତମ ପ୍ରିୟଦର୍ଶୀ ଜେନା(୧୧)...
ନିମାପଡ଼ାରେ ବ୍ୟାପୁଛି ଝାଡ଼ାବାନ୍ତି :୭ ଦିନରେ ୧ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ
ନିମାପଡ଼ା, ୯।୬(ଡି.ଏନ୍.ଏ.)-ପ୍ରଳୟଙ୍କରୀ ବାତ୍ୟା ପରେ ନିମାପଡ଼ା ବ୍ଲକରେ ଝାଡାବାନ୍ତି ବ୍ୟାପିବାରେ ଲାଗିଛି। ଗତ ୭ଦିନ ମଧ୍ୟରେ ୧ହଜାରରୁ ଊର୍ଦ୍ଧ୍ୱ ଲୋକ ଆକ୍ରାନ୍ତ ହୋଇ ନିମାପଡ଼ା ଓ ଚାରିଛକ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଫଳରେ ଲୋକ ଆତଙ୍କିତ ହୋଇ ପଡ଼ିଛନ୍ତି। ଏଥିରେ...
ଅଘୋଷିତ ବିଦ୍ୟୁତ୍ କାଟ ପ୍ରତିବାଦରେ ରାସ୍ତାରୋକୋ
ନିମାପଡ଼ା, ୯।୬(ଡି.ଏନ୍.ଏ.)-ନିମାପଡ଼ା ବ୍ଲକ ଅନ୍ତର୍ଗତ ବ୍ୟବସାୟିକ ପେଣ୍ଠସ୍ଥଳୀ ଚାରିଛକ ବଜାର ଅଞ୍ଚଳରେ ଅଘୋଷିତ ବିଦ୍ୟୁତ୍ କାଟ ପ୍ରତିବାଦରେ ରବିବାର ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିବା ସହ ଦୀର୍ଘ ସମୟ ଧରି ଆନ୍ଦୋଳନ କରିଥିଲେ। ରାସ୍ତାରୋକୋ ଯୋଗୁ ନିମାପଡ଼ା-କାକଟପୁର ଓ...
ଯୁକ୍ତ୨ ବିଜ୍ଞାନରେ ଶୂନ ଫଳାଫଳ କରିଥିବା ୯ କଲେଜ ଉପରେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର, ୯ା୬(ବ୍ୟୁରୋ)- ଯୁକ୍ତ୨ ବିଜ୍ଞାନ ପରୀକ୍ଷାରେ ଶୂନ ରେଜଲ୍ଟ କରିଥିବା ୯ କଲେଜ ଉପରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସେଗୁଡ଼ିକ ହେଲା ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ ମଣ୍ଡଳସ୍ଥିତ ଶ୍ରୀଜଗନ୍ନାଥ ଦେବ ହାଇସ୍କୁଲ,...
ଦିଲ୍ଲୀ ଗଲେ ନବୀନ, ୧୧ରେ ମୋଦିଙ୍କୁ ଭେଟିବେ
ଭୁବନେଶ୍ୱର,୯।୬(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ବାଜିମାତ କରି ସରକାର ଗଠନ ପରେ ପ୍ରଥମ ଥର ଲାଗି ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ଏକ ସପ୍ତାହ ପାଇଁ ଦିଲ୍ଲୀ ଗସ୍ତ କରିଥିବା ଜଣାପଡ଼ିଛି। ଏହି ଗସ୍ତ କାଳରେ ସେ...
ନନ୍ଦିନୀଙ୍କ ୮୮ତମ ଜୟନ୍ତୀ: ପ୍ରତିମୂର୍ତ୍ତିରେ ମନ୍ତ୍ରୀ, ନେତାଙ୍କ ମାଲ୍ୟାର୍ପଣ; ଶ୍ରଦ୍ଧାଞ୍ଜଳି ଦେଲେ ‘ଧରିତ୍ରୀ ଓ ଓଡ଼ିଶାପୋଷ୍ଟ’ ପରିବାର
ଭୁବନେଶ୍ୱର,୯।୬(ବ୍ୟୁରୋ): ଭାରତୀୟ ସଂସ୍କୃତି ଏବଂ ରାଜନୀତି କ୍ଷେତ୍ରରେ ନିଜର ବଳିଷ୍ଠ ବ୍ୟକ୍ତିତ୍ୱର ଛାପ ଛାଡ଼ିଥିବା ଓଡ଼ିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ରବିବାର ହେଉଛି ୮୮ତମ ଜୟନ୍ତୀ। ଏହି ଅବସରରେ ରାଜଭବନ ନିକଟସ୍ଥ ଏଲ୍ଆଇସି ଛକଠାରେ ଥିବା ନନ୍ଦିନୀ...
ବାଲିଅନ୍ତାରେ ଯୁବକଙ୍କୁ ଗୋଡ଼ାଇ ଖଣ୍ଡାରେ ହାଣିବା ଘଟଣା: ଅଭିଯୁକ୍ତ ବଡ଼ ଭାଇ ଗିରଫ, କେନାଲରୁ ହତ୍ୟାକାଣ୍ଡରେ ବ୍ୟବହୃତ ଖଣ୍ଡା ଜବତ
ବାଲିଅନ୍ତା,୯।୬(ଡି.ଏନ୍.ଏ.): ବାଲିଅନ୍ତା ଥାନା ପାହାଳ ଫାଣ୍ଡି ପଞ୍ଚମୁଖୀ ବିହାର ଆପାର୍ଟମେଣ୍ଟ ମୁଖ୍ୟ ଫାଟକ ନିକଟରେ ଶୁକ୍ରବାର ପ୍ରୀତମ କୁମାର ରାଉତରାୟ ନାମକ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲା। ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ତଥା...
ରାଉରକେଲାରେ ଜାତୀୟସ୍ତରୀୟ ଷଷ୍ଠ ଡ୍ୟାନ୍ସ ଫେଷ୍ଟିଭାଲ: ଓଡ଼ିଶୀ ନୃତ୍ୟ ପରିବେଷଣ କରି ପୁରସ୍କୃତ ହେଲ କନ୍ଧମାଳ ଛାତ୍ରୀ
ଦାରିଙ୍ଗବାଡ଼ି,୯।୬(ଡି.ଏନ୍.ଏ): ରାଉରକେଲା କଳାସଂଘମ୍ ପକ୍ଷରୁ ଜାତୀୟସ୍ତରୀୟ ଷଷ୍ଠ ଡ୍ୟାନ୍ସ ଫେଷ୍ଟିଭାଲ ଶନିବାର ଅନୁଷ୍ଠିତ ହୋଇଯାଇଛି। ରାଉରକେଲା ସେକ୍ଟର ୧୯ ସିଭିକ୍ ସେଣ୍ଟରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଛାତ୍ରୀମାନେ ଓଡ଼଼ିଶୀ ନୃତ୍ୟ ପରିବେଷଣ କରି ପୁରସ୍କୃତ...
ଢେଙ୍କାନାଳରେ ରାଇସ୍ ମିଲ୍ ପାଚେରି ଭୁଶୁଡ଼ିବା ଘଟଣା: ମୃତକଙ୍କ ପରିବାରକୁ ୨୫ ହଜାର ଟଙ୍କା ସହାୟତା, ମିଲ୍ ମାଲିକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ: ଜିଲାପାଳ
ଢେଙ୍କାନାଳ ଅଫିସ,୯।୬: ଢେଙ୍କାନାଳ ସହର ଅଳସୁଆ ହାଟ ନିକଟରେ ଥିବା ପରିତ୍ୟକ୍ତ ରାଇସ୍ ମିଲ୍ ପାଚେରି ଭୁଶୁଡ଼ି ପଡ଼ିବାରୁ ରବିବାର ୪ ଜଣଙ୍କ ମୃତ୍ୟୁ ଘଟିଥିଲା। ଏଥିସହ ୨ଜଣ ଗୁରୁତର ଆହତ ହୋଇଥିଲେ। ଆହତଙ୍କୁ ଚିକିତ୍ସା ନିମନ୍ତେ ଜିଲା ମୁଖ୍ୟ...
Archives


