ରାଜ୍ୟ

କାଳିଆ ଯୋଜନା: ୩୨୩୪ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର, ୮ା୬(ବ୍ୟୁରୋ): ରାଜ୍ୟ ସରକାର ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ କୃଷକ ଆସିଷ୍ଟାନ୍ସ ଫର ଲାଇଭଲିହୁଡ୍‌ ଆଣ୍ଡ ଇନ୍‌କମ ଅଗ୍‌ମେଣ୍ଟେଶନ (କାଳିଆ) ଯୋଜନା ସକାଶେ ୩,୨୩୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ଯୋଜନାରେ ଚଳିତ ବର୍ଷ ଯୋଗ୍ୟ ହିତାଧିକାରୀଙ୍କୁ...

ନିଖୋଜ ବିମାନରେ ଥିଲେ ଓଡ଼ିଆ ପାଇଲଟ୍‌ ସୁନୀତ

ବ୍ରହ୍ମପୁର ଅଫିସ୍‌, ୮ା୬: ଭାରତୀୟ ବାୟୁସେନା (ଆଇଏଏଫ୍‌) ବିମାନ ନିଖୋଜ ହେବାର ୫ ଦିନ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ତାହାର ପତ୍ତା ମିଳିନାହିଁ। ଉକ୍ତ ବିମାନରେ ଅନ୍ୟମାନଙ୍କ ମଧ୍ୟରେ ଓଡିଆ ପାଇଲଟ ସୁନୀତ୍‌ ମହାନ୍ତି ଥିଲେ। ଆଇଏଏଫ୍‌ର ଏଏନ୍‌-୩୨ ବିମାନ...

୫୬୮ ଏକର ଜଙ୍ଗଲ ଜମି ଗାଏବ

କଟକ ଅଫିସ, ୮।୬: ରାଜଧାନୀ ଭୁବନେଶ୍ୱରର ୫୬୮ ଏକର ଜଙ୍ଗଲ ଜମି ଗାଏବ ହୋଇଯାଇଛି। ଏହାକୁ ନେଇ ଜାତୀୟ ସବୁଜ ପ୍ରାଧିକରଣ (ଏନ୍‌ଜିଟି)ରେ ମାମଲା ରୁଜୁ ହୋଇଛି। ମାମଲାର ଶୁଣାଣି କରି ଏନ୍‌ଜିଟି ଖୋର୍ଦ୍ଧା ଜିଲାପାଳ ଓ ଖୋର୍ଦ୍ଧା ବନଖଣ୍ଡ...

ଘରୋଇ ହସ୍ପିଟାଲରେ ଯୁବକ ମୃତ: ଚିକିତ୍ସା ଅବହେଳା ଅଭିଯୋଗ ଆଣିଲେ ବାପା

କଟକ ଅଫିସ, ୮ା୬: ଦୁର୍ଘଟଣା ଘଟିବା ପରେ ମୋ ପୁଅକୁ ଏସ୍‌ସିବି ମେଡିକାଲ ନେଇଥିଲି। ସେଠାରେ ଡାକ୍ତର ମୋତେ ଘରୋଇ ହସ୍ପିଟାଲ ନେବାକୁ ପରାମର୍ଶ ଦେଇଥିଲେ। ତାଙ୍କ ପରାମର୍ଶ ଅନୁଯାୟୀ, ମୁଁ ଉକ୍ତ ଘରୋଇ ହସ୍ପିଟାଲକୁ ପୁଅକୁ ନେଇଥିଲି। ହେଲେ...

ବ୍ଲକ ଅଧ୍ୟକ୍ଷଙ୍କୁ ନେଇ ତେଜୁଛି ନାଉଗଁ। ରାଜନୀତି

ଜଗତ୍‌ସିଂହପୁର ଅଫିସ,୮ା୬: ଜଗତ୍‌ସିଂହପୁର ଜିଲା ନାଉଗଁ। ବ୍ଲକ ଅଧ୍ୟକ୍ଷ ଜଗନ୍ନାଥ ଦାସଙ୍କୁ ନେଇ ଏବେ ଏକ ପ୍ରକାର ରାଜନୈତିକ ଉଷ୍ମତା ପ୍ରକାଶ ପାଇଛି। ଜଗନ୍ନାଥ କଂଗ୍ରେସ ସମର୍ଥନରେ ବ୍ଲକ ଅଧ୍ୟକ୍ଷ ହୋଇଥିବାବେଳେ ଏବେ ତାଙ୍କ କାର୍ଯ୍ୟଧାରା ଉଭୟ କଂଗ୍ରେସ ଓ...

ଘରଭଙ୍ଗା ତଦନ୍ତରେ ଅନିୟମିତତା: ତହସିଲ କାର୍ଯ୍ୟାଳୟ ଘେରିଲେ ବାତ୍ୟା ବିପନ୍ନ

ବାଲିଆ,୮।୬: ଫନୀ ବାତ୍ୟା ପ୍ରଭାବରେ ବିରିଡ଼ି ତହସିଲ ଅଞ୍ଚଳରେ ବହୁ ଲୋକଙ୍କ ଘର ଭାଙ୍ଗିଯାଇଥିଲେ ମଧ୍ୟ ଅଦ୍ୟାବଧି ସେମାନଙ୍କୁ ପଲିଥିନ୍‌ ଖଣ୍ଡେ ମିଳିପାରିଲା ନାହିଁ। ଏପରି କି ଘରଭଙ୍ଗା ତଦନ୍ତ ଠିକ୍‌ ଭାବେ ନ ହେବାରୁ ବିପନ୍ନ ପରିବାର ଆରଆଇଙ୍କ...

ଢିଙ୍କିଆ ପଞ୍ଚାୟତ ନିର୍ବାଚନ: ନାମାଙ୍କନପତ୍ର ଦାଖଲ କଲେ ୯ ସରପଞ୍ଚ ପ୍ରାର୍ଥୀ

କୁଜଙ୍ଗ,୮ା୬(ସ୍ବ.ପ୍ର.): ଜୁଲାଇ ୩ ତାରିଖରେ ହେବାକୁ ଥିବା ଢିଙ୍କିଆ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ ହୋଇଛି। ୨୩ ଓ୍ବାର୍ଡ ବିଶିଷ୍ଟ ଏହି ପଞ୍ଚାୟତରେ ୨୨ଟି ଓ୍ବାର୍ଡ ପାଇଁ ୪୮ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି। ୯ ନଂ. ଓ୍ବାର୍ଡଟି...

ଜରନ୍ଦାପାଳ ପୋଲ ନିକଟରୁ ଗାଡ଼ି ମାଲିକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ, ଜଣେ ଅଟକ

କଳିଙ୍ଗନଗର,୮ା୬(ଡି.ଏନ୍‌.ଏ.): ଟମକା ଥାନା ଜରନ୍ଦାପାଳ ଛକ ନିକଟରୁ ଶୁକ୍ରବାର ସକାଳେ ପୋଲିସ ସ୍ଥାନୀୟ ଅଞ୍ଚଳର ଜଣେ ଗାଡି ମାଲିକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ଜରନ୍ଦାପାଳ ଗ୍ରାମର ନିରଞ୍ଜନ ସାହୁ(୪୦)। କଳିଙ୍ଗନଗର ଏଏସ୍‌ପି ରାଜକିଶୋର ଦୋରା ଓ ଟମକା ଥାନା...

ସାପ କାମୁଡାରେ ଗ୍ରାମରକ୍ଷୀଙ୍କ ମୃତ୍ୟୁ

ବିଞ୍ଝାରପୁର,୮ା୬(ଡି.ଏନ୍‌.ଏ.): ବିଞ୍ଝାରପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ଶୁକ୍ରବାର ସାପକାମୁଡାରେ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ଗୋପାଳ ମଲିକଙ୍କ(୪୮)। ସେ ଥାନାରେ ଗ୍ରାମରକ୍ଷୀଭାବେ କାର୍ଯ୍ୟ କରୁଥିଲେ। ଗୁରୁବାର ବିଳମ୍ବିତ ରାତିରେ ଗୋପାଳ ଘରେ ଶୋଇଥିବାବେଳେ ସାପ ତାଙ୍କୁ କାମୁଡି...

ବକେୟା ଦରମା ଦାବିରେ ଛଟେଇ ଶ୍ରମିକଙ୍କ ଧାରଣା

କାଳିଆପାଣି,୮ା୬(ଡି.ଏନ୍‌.ଏ.): ଇଡ଼କଲ ତୈଳଙ୍ଗୀ ଖଣି କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ବେକୟାଦରମା ପ୍ରଦାନ ଦାବିରେ ଛଟେଇ ଶ୍ରମିକମାନେ ଧାରଣା ଦେଇଛନ୍ତି। ଦୀର୍ଘ ସମୟଧରି ଧାରଣା ଜାରି ରହିଥିଲେ ମଧ୍ୟ ଧାରଣସ୍ଥଳକୁ ଖଣି କର୍ତ୍ତୃପକ୍ଷ ଆସି ନ ଥିଲେ। ଶେଷରେ ଶ୍ରମିକମାନେ ନିରାଶ...

ଫଳକରେ ସୀମିତ ଶୂଳିଆ ନାଳ ପୋଲ

ନୂଆଗାଁ,୮।୬(ଡି.ଏନ.ଏ.): ନୟାଗଡ ଜିଲା ନୂଆଗାଁ ବ୍ଲକ ଦୁର୍ଦ୍ଦୁରା ପଞ୍ଚାୟତ ବନମାଳୀପୁର ହରିଜନସାହି ଲୋକଙ୍କ ଯାତାୟାତରେ ବାଧକ ସାଜିଛି ଶୂଳିଆ ନାଳ। ଏହି ନାଳ ଉପରେ ପୋଲ ନିର୍ମାଣ ପାଇଁ ଗ୍ରାମବାସୀ ଦୀର୍ଘବର୍ଷରୁ ଦାବି କରି ଆସୁଥିବାବେଳେ ଗତ ୫ବର୍ଷ ତଳେ...

ଫନୀକୁ ମାସେ ବିତିଲା: ଖୋଲା ଆକାଶ ତଳେ ବିତୁଛି ବିପନ୍ନଙ୍କ ଜୀବନ

କୃଷ୍ଣପ୍ରସାଦ,୮ା୬(ଡି.ଏନ୍‌.ଏ.): ଫନୀ ବାତ୍ୟାକୁ ଦୀର୍ଘ ୧ ମାସ ବିତିଯାଇଛି। ତଥାପି ବିପନ୍ନଙ୍କ ଦୁଃଖ ଓ ଦୁର୍ଦ୍ଦଶାର ଅନ୍ତଃ ଘଟୁ ନାହିଁ। ଏଭଳି ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକସ୍ଥିତ ଚିଲିକା ଘେରି ମଧ୍ୟରେ ଥିବା ଦୀପାଞ୍ଚଳ ବ୍ରହ୍ମପୁରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri