ରାଜ୍ୟ

ରାସ୍ତା କଡ଼କୁ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌: ୫ ଆହତ, କଣ୍ଡକ୍ଟରଙ୍କ ଗୋଡ଼ ଭାଙ୍ଗିଲା

ପଟ୍ଟାଙ୍ଗି,୭।୬(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟାଙ୍ଗି ଥାନା ଅନ୍ତର୍ଗତ ରାଲେଗଡ଼ା ପଞ୍ଚାୟତ ଅଧୀନ ତେଲରାଇ ଗ୍ରାମ ଛକ ତଥା ୨୬ନଂ ଜାତୀୟ ରାଜପଥ କଡ଼କୁ ଶୁକ୍ରବାର ଏକ ଯାତ୍ରୀବାହୀ ବସ୍‌ ‘ନଡ଼ିଆ ରାଣୀ’ ଓଲଟି ପଡ଼ିଛି। ଫଳରେ ଗାଡ଼ିରେ ଥିବା ୫ଜଣ...

ହାଇକୋର୍ଟ ବାର୍‌ ବାହାରୁ ବିଚାରପତି ଚୟନପ୍ରତିବାଦରେ ୧୭ରେ କୋର୍ଟ ବର୍ଜନ

କଟକ ଅଫିସ,୭ା୬:  ହାଇକୋର୍ଟ ବାର୍‌ ବାହାରୁ ବିଚାରପତି ଚୟନ କରାଯାଉଛି। ଅର୍ଥାତ୍‌ ଯେଉଁମାନେ ହାଇକୋର୍ଟ ବାର୍‌ରେ ନିୟମିତ ପ୍ରାକ୍ଟିସ କରୁନାହାନ୍ତି କିମ୍ବା ମକଦ୍ଦମା ପରିଚାଳନା କରୁନାହାନ୍ତି ସେମାନଙ୍କୁ ହାଇକୋର୍ଟ କଲେଜିୟମ ବିଚାରପତି ଭାବେ ଚୟନ କରିଛି। ହାଇକୋର୍ଟ କଲେଜିୟମର ଏଭଳି...

ବୋର୍ଡ କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ : ସରକାରୀ ସ୍କୁଲରେ ଇଂଲିଶ କହିବା ଶିଖିବେ ପିଲା

କଟକ ଅଫିସ, ୭ା୬:  ରାଜ୍ୟର ସରକାରୀ ସ୍କୁଲଗୁଡ଼ିକରେ ଛାତ୍ରୀଛାତ୍ରମାନଙ୍କୁ ଇଂଲିଶରେ କହିବା (ସ୍ପୋକନ ଇଂଲିଶ) ଶିକ୍ଷା ଦିଆଯିବ। ଗତ ମାଟ୍ରିକ ପରୀକ୍ଷାରେ ୮୨ଟି ସ୍କୁଲର ଫଳାଫଳ ଶୂନ ରହିଥିଲା। ଉପରୋକ୍ତ ସ୍କୁଲଗୁଡ଼ିକୁ ଏଭଳି ଖରାପ ଫଳାଫଳ ସମ୍ପର୍କରେ ନୋଟିସ ଦିଆଯିବ।...

ବାଲି ବୋଝେଇ ଟ୍ରାକ୍ଟର ଜବତ

ବିଞ୍ଝାରପୁର,୭ା୬(ଡି.ଏନ୍‌.ଏ.)- ବିଞ୍ଝାରପୁର ତହସିଲ ଅଞ୍ଚଳର ବିଭିନ୍ନ ବାଲିଘାଟରୁ ବେଆଇନଭାବେ ବାଲି ଉଠାଣ ହେଉଥିବା ନେଇ ପୋଲିସ ନିକଟରେ ଅଭିଯୋଗ ହେଉଥିଲା। ଏହି ଅଭିଯୋଗ ପରେ ବିଞ୍ଝାରପୁର ପୋଲିସ ଗୁରୁବାର ଖରସ୍ରୋତା ନଦୀ ମନେଇଘାଟରେ ଚଢାଉକରି ଏକ ବାଲି ବୋଝେଇ ଟ୍ରାକ୍ଟର...

ପୁରସ୍କୃତ ହୋଇପାରନ୍ତି ପରାଜିତ

ଭୁବନେଶ୍ୱର,୭ା୬(ବ୍ୟୁରୋ):ସାଧାରଣ ନିର୍ବାଚନ ସହ ଓଡ଼ିଶା ବିଧାନସଭା ଭୋଟ ଶେଷ ହେବା ପରେ ରାଜ୍ୟରେ ବିଜେଡି ଲଗାତର ପଞ୍ଚମଥର ପାଇଁ କ୍ଷମତାସୀନ ହୋଇଛି। ବିଧାନସଭା ନିର୍ବାଚନରେ ପୂର୍ଣ୍ଣ ବହୁମତ ମିଳିଥିଲେ ହେଁ ଲୋକ ସଭାର ୮ ଆସନ ଶାସକ ଦଳ ହାତରୁ...

ଯାତ୍ରା ଦାଣ୍ଡରେ ୨୨ କଳାକୁଞ୍ଜ, ୬ ରଥ

ବ୍ରହ୍ମପୁର ଅଫିସ,୭ା୬- ବ୍ରହ୍ମପୁର ଅନ୍ୟତମ ପ୍ରସିଦ୍ଧ ମା’ ତାରାଦେବୀ ଠାକୁରାଣୀ ଯାତ୍ରା ଗୁରୁବାର ୧୯ ଦିନରେ ପହଞ୍ଚିଛି। ଯାତ୍ରାକୁ ଆଉ ମାତ୍ର ୪ ଦିନ ବାକି ଥିବା ବେଳେ ଯାତ୍ରାସ୍ଥଳ ତଥା ସମଗ୍ର ଲାଞ୍ଜିପଲ୍ଲୀ ଅଞ୍ଚଳ ଏବେ ଉତ୍ସବ ମୁଖର...

ଆଜି ଦେବଦମ୍ପତିଙ୍କ ବିବାହ:ବୈଦିକ ରୀତିରେ ସରିଲା ମଙ୍ଗଳକୃତ୍ୟ

ଆରଡ଼ି, ୭।୬ (ଡି.ଏନ.ଏ.)- ଶୁକ୍ରବାର ଦେବଦମ୍ପତିଙ୍କ ବିବାହ। ଦେବ ଦେବ ମହାଦେବ ସାଜିବେ ବର ଆଉ ମାତା ପାର୍ବତୀ କନିଆ। ବାଣ ରୋଶଣି ସାଙ୍ଗକୁ ଯୋଡ଼ି ମହୁରି, ମାଦଳ ବାଜା, ଶଙ୍ଖଧ୍ୱନି, ଖୋଳ କରତାଳ, ଢୋଲ, ମୃଦଙ୍ଗ ଆଦି ବାଦ୍ୟରେ...

ଗୁଳିମାଡ଼ରେ ବ୍ୟବସାୟୀ ଗୁରୁତର

ଚିକିଟି,୬।୬(ଡି.ଏନ.ଏ.)-ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ବୀରସିଂହ ଲକ୍ଷ୍ମୀ ନାରାୟଣପୁର ଗ୍ରାମର ଜଣେ ବ୍ୟବସାୟୀଙ୍କୁ ଗୁରୁବାର ସନ୍ଧ୍ୟା ପ୍ରାୟ ୬ଟାରେ ଗୁଳିମାଡ଼ ହୋଇଛି। ସେ ହେଲେ ସୁବାସ ଚନ୍ଦ୍ର ପଣ୍ଡା। ତାଙ୍କ ମୁହଁରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ତାଙ୍କୁ...

ନିଷେଧ ପଲିଥିନ ବନ୍ଦ ପାଇଁ ଚଢ଼ାଉ

ଭୁବନେଶ୍ୱର, ୬ା୬(ବ୍ୟୁରୋ)- ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ବଢ଼ି ଚାଲିଛି ପଲିଥିନ ଓ ପ୍ଲାଷ୍ଟିକ ଆବର୍ଜନା। ପରିବେଶ ଓ ଜୀବଜଗତ ପ୍ରତି ବିପଦ ସୃଷ୍ଟି କରୁଥିବା ପଲିଥିନ ଓ ପ୍ଲାଷ୍ଟିକ ସାମଗ୍ରୀକୁ ନିଷେଧ କରାଯାଇଛି। ଗତବର୍ଷ ଗାନ୍ଧୀ ଜୟନ୍ତୀରୁ...

ଦିବ୍ୟାଙ୍ଗ ହୋଇ ବି ଜଳସେବା ଯୋଗାଉଛନ୍ତି ପ୍ରଣତୀ

ଭୁବନେଶ୍ୱର, ୬ା୬(ବ୍ୟୁରୋ)- ସେବା କରିବାର ଦୃଢ଼ ମନୋବଳ ଆଗରେ ହାର ମାନିଛି ଶାରୀରିକ ଅକ୍ଷମତା। ଜଣେ ଦିବ୍ୟାଙ୍ଗ ହୋଇ ମଧ୍ୟ ତୁଷାର୍ଥ ଲୋକଙ୍କୁ ଜଳସେବା ଯୋଗାଉଛନ୍ତି। ଦୀର୍ଘ ୭ବର୍ଷ ଧରି ଏପରି ସେବାରେ ନିଜକୁ ନିୟୋଜିତ କରି ଆନନ୍ଦ ପାଉଥିବା...

ଚିକିତ୍ସା ଅବହେଳାରୁ ଶିଶୁକନ୍ୟା ମୃତ ଅଭିଯୋଗ

ମାଲକାନଗିରି/କୋରୁକୋଣ୍ଡା,୬ା୬ (ସ୍ବ.ପ୍ର./ଡି.ଏନ.ଏ.)- ମାଲକାନଗିରି ଜିଲା ଖଇରପୁଟ ବ୍ଲକ ସଦର ମହକୁମାସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଚିକିତ୍ସା ଅବହେଳାରୁ ଏକ ଦେଢ଼ବର୍ଷର ଶିଶୁକନ୍ୟାର ମୃତ୍ୟୁ ହୋଇଛି। ଚିକିତ୍ସାରେ ଅବହେଳା କରାଯାଇଛଇ ବୋଲି ଶିଶୁକନ୍ୟାର ପରିବାର ଲୋକେ...

ଚାଷୀ ବାପାଙ୍କ ମୁହଁରେ ହସ ଫୁଟାଇଲେ ଦିବ୍ୟାଙ୍ଗ ଝିଅ

ଖଇରା, ୬।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକର ୭ଜଣ ଛାତ୍ରୀଛାତ୍ର ନବୋଦୟ ପରୀକ୍ଷାରେ ଉତ୍ତୀଣ୍ଣର୍ର୍ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଅଛନ୍ତି ରାଇକୁଳା ମୌଳିକ ବିଦ୍ୟାଳୟର ଦିବ୍ୟାଙ୍ଗ ଛାତ୍ରୀ ମଞ୍ଜୁ ବେହେରା। ସେ ଶତକଡ଼ା ୭୫ ପ୍ରତିଶତ ମାର୍କ ରଖି ଏହି ଯୋଗ୍ୟତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri