ରାଜ୍ୟ

କର୍ମକ୍ଷେତ୍ରରେ ସେବା ବାତାବରଣ ସୃଷ୍ଟି କର: ମନ୍ତ୍ରୀ

ଭୁବନେଶ୍ୱର,୧୧।୯(ବ୍ୟୁରୋ):ସରକାରୀ ଚାକିରିକୁ ଏକ ସେବାଭାବେ ଗ୍ରହଣ କରି କର୍ମକ୍ଷେତ୍ରରେ ସମାନ ବାତାବରଣ ସୃଷ୍ଟି କରିପାରିଲେ ଜନସାଧାରଣଙ୍କ ଆଶା-ଆକାଂକ୍ଷା ପୂରଣ ହୋଇପାରିବ। ରାଜ୍ୟ ସରକାରଙ୍କ ଦ୍ବାରା ଲୋକାଭିମୁଖୀ ଯୋଜନାର କାର୍ଯ୍ୟାନ୍ବୟନରେ ସ୍ବଚ୍ଛତା ବଜାୟ ରଖି ଓ ଏହାର ସୁଫଳ ସମାଜର ସବୁଠାରୁ ତଳସ୍ତର…

ନବବଧୂଙ୍କ ମୁଣ୍ଡକୁ ହାଣି ହତ୍ୟା: ସ୍ବାମୀ, ଶାଶୁ ଅଟକ

ଗୋପାଳପୁର, ୧୧-୯:ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ମନସୁର୍‌କୋଟା ଗ୍ରାମର ଜଣେ ନବବଧୂଙ୍କୁ ହତ୍ୟା କରାଯାଇଛି। ଅଧିକ ଯୌତୁକ ଦାବି ନେଇ ରବିବାର ରାତିରେ ନବବଧୂ ତଥା ପୁରୀ ଅଞ୍ଚଳର ନାନୁ ଦାସ (୨୨)ଙ୍କ ମୁଣ୍ଡକୁ ଏକ ଧାରୁଆ ଅସ୍ତ୍ରରେ ହାଣି ତାଙ୍କ…

ରାଜଧାନୀରେ ଚାଞ୍ଚଲ୍ୟ:ଯୁବକଙ୍କୁ ଗୋଡ଼ାଇ ହାଣି ହତ୍ୟା

ଭୁବନେଶ୍ୱର, ୧୧-୯(ବ୍ୟୁରୋ):ପୂର୍ବଶତ୍ରୁତାକୁ କେନ୍ଦ୍ରକରି ମଞ୍ଚେଶ୍ୱର ଥାନା ରଙ୍ଗମାଟିଆ ଅଞ୍ଚଳରେ ମଙ୍ଗଳବାର ରାତିରେ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଅତି ବୀଭତ୍ସଭାବେ ହତ୍ୟା କରାଯାଇଛି। ଯୁବକ ଜଣକ ରଙ୍ଗମାଟିଆ ତଳସାହି ମଙ୍ଗଳାମନ୍ଦିର ନିକଟରେ ଦୋକାନ ବନ୍ଦ କରି ଘରକୁ ଫେରୁଥିବାବେଳେ ୯ଜଣ ଯୁବକ ଚାପଡ଼…

ହୀରାକୁଦ ଡ୍ୟାମ୍‌:୨୦ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ

ସମ୍ବଲପୁର,  ୧୧-୯ (ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମରୁ ମଙ୍ଗଳବାର ୨୦ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସନ କରାଯାଇଛି । ରାତି ୯ଟା ପର୍ଯ୍ୟନ୍ତ ମିଳିଥିବା ରିପୋର୍ଟ ଅନୁସାରେ ପ୍ରତି ସେକେଣ୍ଡରେ ୩ଲକ୍ଷ ୪୧ ହଜାର ୮୭୬ କ୍ୟୁସେକ ପାଣି ଡ୍ୟାମରୁ ନିଷ୍କାସନ…

ଶ୍ରୀମନ୍ଦିର ପରି ପ୍ରଭୁ ଲିଙ୍ଗରାଜଙ୍କ ପାଇଁ ପ୍ରସ୍ତୁତ ହେବ ଅଧିନିୟମ: ମନ୍ତ୍ରୀ

ଭୁବନେଶ୍ୱର, ୧୧-୯(ବ୍ୟୁରୋ):ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଅଧିନିୟମ(ଆକ୍ଟ) ଢାଞ୍ଚାରେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିର ପରିଚାଳନା ପାଇଁ ଏକ ଆଇନ ଖୁବ୍‌ଶୀଘ୍ର ପ୍ରଣୟନ କରାଯିବ। ଲୋକସେବା ଭବନରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଶ୍ରୀଲିଙ୍ଗରାଜଙ୍କ…

୫ ଗବେଷକଙ୍କୁ ଆର୍ଥିକ ପ୍ରୋତ୍ସାହନ

ଭୁବନେଶ୍ୱର,  ୧୧-୯(ବ୍ୟୁରୋ):ଉଚ୍ଚତର ଗବେଷଣା ପାଇଁ ରାଜ୍ୟର ୫ଜଣ ଗବେଷକଙ୍କୁ ଆର୍ଥିକ ପ୍ରୋତ୍ସାହନ ପ୍ରଦାନ କରିବ ବିଜ୍ଞାନ ଓ କାରିଗରି ବିଭାଗ। ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଅଧିକତର ଗବେଷଣା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ୩ ବର୍ଷ ପାଇଁ ଏହି ସହାୟତା ପ୍ରଦାନ କରାଯିବ।…

ଭରତପୁରରେ ସେବା ସପ୍ତାହ ଶୁଭାରମ୍ଭ କରିବେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୧-୯(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନଠାରୁ ୭ଦିନ ପର୍ଯ୍ୟନ୍ତ ସାରା ଦେଶରେ ଭାଜପା ସେବା ସପ୍ତାହଭାବେ ପାଳନ କରିବ ା ୧୭ ସେପ୍ଟେମ୍ବରରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ପଡୁଛି। ତେଣୁ ସେପ୍ଟେମ୍ବର ୧୪ରୁ ୨୦ତାରିଖ ପର୍ଯ୍ୟନ୍ତ ସେବା ସପ୍ତାହ ପାଳନ କରାଯିବ। ସେବା…

ସ୍କୁଲ ବ୍ୟାଗ୍‌ ଯାଞ୍ଚ ପାଇଁ ଗଠନ ହେଲା ସ୍କ୍ବାଡ୍‌

ଭୁବନେଶ୍ୱର, ୧୧-୯(ବ୍ୟୁରୋ): ସ୍କୁଲ ବ୍ୟାଗ୍‌ ଓଜନ ଯାଞ୍ଚ ପାଇଁ ଖୋର୍ଦ୍ଧା ଜିଲାପାଳଙ୍କ ତତ୍ତ୍ୱାବଧାନରେ ୩ ଜିଲାସ୍ତରୀୟ ସ୍କ୍ବାଡ ଗଠନ କରାଯାଇଛି। ଏହି ସ୍କ୍ବାଡ୍‌ ସ୍କୁଲଗୁଡ଼ିକୁ ପରିଦର୍ଶନ କରି ପିଲାଙ୍କ ସ୍କୁଲ ବ୍ୟାଗ୍‌ ଯାଞ୍ଚ କରିବେ। ଯଦି କିଛି ନିୟମ ଉଲଙ୍ଘନ ହୋଇଥିବା…

ପୁରୀ-ଇନ୍ଦୋର ଏକ୍ସପ୍ରେସ୍‌ ଦୁଇଦିନ ବାତିଲ

ଭୁବନେଶ୍ୱର,୧୧-୯(ବ୍ୟୁରୋ): ଦକ୍ଷିଣ-ପୂର୍ବ କେନ୍ଦ୍ରୀୟ ରେଳପଥର ଭୂପଦେଓପୁର ରେଳ ଷ୍ଟେଶନର ଆଧୁନିକୀକରଣ କାର୍ଯ୍ୟ ଆସନ୍ତା ୧୭ ଓ ୧୮ ତାରିଖରେ ହେବ। ଏଥିପାଇଁ ଏହି ରୁଟ୍‌ରେ ଚଳାଚଳ କରୁଥିବା ପୁରୀ-ଇନ୍ଦୋର (୧୯୩୧୭) ଓ ଇନ୍ଦୋର-ପୁରୀ (୧୯୩୧୮) ଏକ୍ସପ୍ରେସକୁ ଦୁଇଦିନ ପାଇଁ ବାତିଲ କରାଯାଇଛି।…

ଧାନକିଣାରେ ମହିଳା ଏସ୍‌ଏଚ୍‌ଜି ସାମିଲ, ମାର୍କଫେଡ୍‌ ବିଦା

ଭୁବନେଶ୍ୱର,୧୧-୯(ବ୍ୟୁରୋ):ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ସେପ୍ଟେମ୍ବର ୧୦ ସୁଦ୍ଧା ରାଜ୍ୟରେ ୯ ଲକ୍ଷ, ୭୯ ହଜାର ୯୫୮ ଚାଷୀ ପଞ୍ଜୀକୃତ ହୋଇଛନ୍ତି। ଗଞ୍ଜାମରେ ସର୍ବାଧିକ ୧ ଲକ୍ଷ ୧୨ ହଜାର ୪୭ ଜଣ ଚାଷୀ…

ନାଲ୍‌କୋରେ କୋଇଲା ସଙ୍କଟ: କିଣା ବିଦ୍ୟୁତ୍‌ରେ ଚାଲୁଛି ପ୍ଲାଣ୍ଟ

ବଅଁରପାଳ, ୧୧।୯-ନବରତ୍ନ ପ୍ରାପ୍ତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋ ଏବେ କୋଇଲା ସଙ୍କଟ ଦେଇ ଗତି କରୁଛି। ଏମ୍‌ସିଏଲ୍‌ରୁ ଆବଶ୍ୟକ ପରିମାଣର କୋଇଲା ଯୋଗାଣ ହୋଇପାରୁ ନ ଥିବାରୁ ନିଜସ୍ବ ବିଦ୍ୟୁତ୍‌ କେନ୍ଦ୍ର (ସିପିପି)ର ୩ଟି ୟୁନିଟ୍‌ ବନ୍ଦ ରହିଛି। ଫଳରେ ଶକ୍ତି…

ବୃଦ୍ଧଙ୍କ ମୃତଦେହକୁ ମିଳିଲାନି କାନ୍ଧ: ସାଇକେଲରେ ଗଲେ ଶ୍ମଶାନ

କଣିହାଁ,୧୧।୯(ଡି.ଏନ.ଏ.)-କୁହାଯାଏ ଅସହାୟଙ୍କୁ ସରକାର ସାହାଭରସା। ହେଲେ ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳି ଡ୍ୟାମ୍‌ କଲୋନୀରେ ମଙ୍ଗଳବାର ଘଟିଥିବା ଏକ ଘଟଣା ସରକାରୀ ବ୍ୟବସ୍ଥା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରୁଛି। କଲୋନୀରେ ରହୁଥିବା ଜଣେ ଅସହାୟ ବୃଦ୍ଧଙ୍କ ମୃତ୍ୟୁ ଖବର ରେଙ୍ଗାଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri