ଚାଷୀ ବାପାଙ୍କ ମୁହଁରେ ହସ ଫୁଟାଇଲେ ଦିବ୍ୟାଙ୍ଗ ଝିଅ
ଖଇରା, ୬।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକର ୭ଜଣ ଛାତ୍ରୀଛାତ୍ର ନବୋଦୟ ପରୀକ୍ଷାରେ ଉତ୍ତୀଣ୍ଣର୍ର୍ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଅଛନ୍ତି ରାଇକୁଳା ମୌଳିକ ବିଦ୍ୟାଳୟର ଦିବ୍ୟାଙ୍ଗ ଛାତ୍ରୀ ମଞ୍ଜୁ ବେହେରା। ସେ ଶତକଡ଼ା ୭୫ ପ୍ରତିଶତ ମାର୍କ ରଖି ଏହି ଯୋଗ୍ୟତା...
ରାସ୍ତା କାମ ନିମ୍ନ ମାନର ଯୋଗୁ ସରକାରୀ ଯନ୍ତ୍ରୀଙ୍କୁ ଉଠ୍ବସ କରାଇଲେ ପାଟଣାଗଡ଼ ବିଧାୟକ, ଭିଡିଓ ଭାଇରାଲ
ବଲାଙ୍ଗୀର ଅଫିସ,୬।୬: ପାଟଣାଗଡ଼ର ନବନିର୍ବାଚିତ ବିଜେଡି ବିଧାୟକ ସରୋଜ ମେହେର ଜଣେ ସରକାରୀ ଯନ୍ତ୍ରୀଙ୍କୁ ଲୋକଙ୍କ ସମ୍ମୁଖରେ ଉଠ୍ବସ୍ କରୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ପ୍ରଚାର ହେବା ପରେ ଚର୍ଚ୍ଚାର ବିଷୟ ପାଲଟିଛି। ବେଲପଡ଼ା-ମଣ୍ଡଳ ରାସ୍ତା କାମ ନିମ୍ନମାନର...
‘ବିଜୁ ସ୍ବାସ୍ଥ୍ୟ କଲ୍ୟାଣ’ ଯୋଜନା ଶ୍ରେଷ୍ଠ ଯୋଜନା; ‘ଆୟୁଷ୍ମାନ୍ ଭାରତ’ ଲାଗୁ ନେଇ ନିଷ୍ପତ୍ତି ନିଆଯାଇନାହିଁ: ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ କେନ୍ଦ୍ର ସରକାରଙ୍କ ‘ଆୟୁଷ୍ମାନ୍ ଭାରତ’ ଯୋଜନା କାର୍ଯ୍ୟକାରୀ କରିବା ନେଇ ପ୍ରାଥମିକ ପର୍ଯ୍ୟାୟ ଆଲୋଚନା ଶେଷ ହୋଇଛି। ମଙ୍ଗଳବାର ସଚିବାଳୟରେ ଏ ସଂକ୍ରାନ୍ତରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ତେବେ ଗୁରୁବାର ଏହି ଯୋଜନା ଲାଗୁ ନେଇ...
ଉପ-ବାଚସ୍ପତି ପଦ: ବିଜେଡିକୁ ଶିବସେନାର ବିରୋଧ
ଭୁବନେଶ୍ୱର,୬।୬(ବ୍ୟୁରୋ): ଶେଷ ହୋଇଛି ଲୋକ ସଭା ନିର୍ବାଚନ। ଏବେ ମନ୍ତ୍ରିମଣ୍ଡଳ ଓ ପଦକୁ ନେଇ ଚାଲିଛି ଟଣାଓଟରା। କେନ୍ଦ୍ରରେ ମୋଦି ସରକାରଙ୍କ ନୂତନ ମନ୍ତ୍ରିମଣ୍ଡଳ ଗଠନ ପରେ ବାଚସ୍ପତି ଏବଂ ଉପବାଚସ୍ପତି କିଏ ହେବେ ସେ ନେଇ କସରତ ଚାଲିଛି।...
ଆକ୍ସନ ମୋଡ଼ରେ ଗଣଶିକ୍ଷା ମନ୍ତ୍ରୀ: ଫଳାଫଳ ଶୂନ ଥିବା ୮୨ ସ୍କୁଲକୁ ନୋଟିସ୍, ସ୍ଥିତିକୁ ବ୍ୟକ୍ତିଗତ ଭାବେ ପରଖିବେ
ଭୁବନେଶ୍ୱର,୬।୬(ବ୍ୟୁରୋ): ନବୀନଙ୍କ ପଞ୍ଚମ ପାଳିରେ ମନ୍ତ୍ରୀମାନେ ପୂରା ଆକ୍ସନ ମୋଡ୍ରେ କାମ କରିବା ଆରମ୍ଭ କରିଦେଲେଣି। ଗୋଟିଏ ପରେ ଗୋଟିଏ ବିଭାଗର ମନ୍ତ୍ରୀ କିଭଳି ସୂଚାରୁରୂପେ କାମ ହୋଇପାରିବ, ସେ ଦିଗରେ ଦୃଷ୍ଟି ରଖୁଛନ୍ତି। ଏହି କ୍ରମରେ ଗଣଶିକ୍ଷା ମନ୍ତ୍ରୀ...
୨୦ ଫୁଟ ଭଗ୍ନ ପୋଲ ତଳକୁ ଖସିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ହେଲପର
ବିଶୋଇ, ୬।୬(ଡି.ଏନ.ଏ): ମୟୁରଭଞ୍ଜ ଜିଲା ବିଶୋଇ ସ୍ଥିତ ୪୯ ନଂ ଜାତୀୟ ରାଜପଥ ନିକଟରେ ଗୁରୁବାର ଏକ ଟ୍ରକ ଭାରସାମ୍ୟ ହରାଇ ୨୦ ଫୁଟ ପୋଲ ତଳକୁ ଖସିପଡିଛି। ଉକ୍ତ ଟ୍ରକର ଡ୍ରାଇଭର ଓ ହେଲପର ଫେରାର ଥିବାବେଳେ ସେହି...
ବଜ୍ରପାତ ନେଲା ଜୀବନ
ପାଣ୍ଡ୍ରିପାଣି,୬।୬(ଡି.ଏନ୍.ଏ): ମାଲକାନଗିରି ବ୍ଲକ ଅନ୍ତର୍ଗତ ବୀରଲକ୍ଷ୍ମଣପୁର ଗ୍ରାମପଞ୍ଚାୟତର କେନ୍ଦୁକୁଣ୍ଡ ଗଁାରେ ଘଡ଼ଘଡ଼ି ଓ ବିଜୁଳିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇଜଣ ଗୁରୁତର ଅଛନ୍ତି। ମୃତ ଜଣଙ୍କ ହେଲେ ରଘୁନାଥ ଜାନି। ଉକ୍ତ ଗଁାର ରଘୁନାଥ ଜାନି(୧୬), ବଳଭଦ୍ର ତାମରବା(୨୪)...
ଗୋଦରବିଲିଠାରେ ସଡ଼କ ଦୁର୍ଘଟଣା: ଟ୍ରକ୍କୁ ପିଟିଲା କାର୍; କଙ୍କଡ଼ାହାଡ଼ ବ୍ଲକ କନିଷ୍ଠ ଯନ୍ତ୍ରୀ ମୃତ, ସ୍ତ୍ରୀ ଗୁରୁତର
କାମାକ୍ଷାନଗର,୬।୬(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ପଣ୍ଡୁଆ ଫାଣ୍ଡିଠାରୁ ୫୦୦ ମିଟର ଦୂର ଗୋଦରବିଲିଠାରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଙ୍କଡାହାଡ଼ ବ୍ଲକ କନିଷ୍ଠ ଯନ୍ତ୍ରୀ ଏସ୍. ନବୀନ କୁମାର(୫୦)ଙ୍କ ମୃତ୍ୟୁ ଘଟିଥିବା ବେଳେ...
ମନୋଜ ହତ୍ୟାକାଣ୍ଡର ପର୍ଦ୍ଦାଫାଶ୍: ସୁଲ୍ତାନ ସମେତ ୫ ଗିରଫ
ବ୍ରହ୍ମପୁର ଅଫିସ,୬ା୬: ଆସିକା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ମନୋଜ ଜେନା ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ବ୍ରହ୍ମପୁର ପୋଲିସ। ଏଥିରେ ସାମିଲ ଥିବା ୨ ଅଭିଯୁକ୍ତ ବୁଲୁ ଓରଫ ଗଣେଶ ନାହାକ ଓ ହୃଷୀକେଶ ପାତ୍ରଙ୍କୁ ପୋଲିସ ପୂର୍ବରୁ ଏନ୍କାଉଣ୍ଟର...
ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍ସାଇଟରେ ଡା. ରାମଚନ୍ଦାନୀ
ଚିପିଲିମା,୬ା୬(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ମେଡିକାଲ କଲେଜ ଓ ହସ୍ପିଟାଲର ସିନିୟର ରେସିଡେଣ୍ଟ ଡାକ୍ତର ଶଙ୍କର ରାମଚନ୍ଦାନୀ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍ସାଇଟରେ ସ୍ଥାନ ପାଇଛନ୍ତି। ସେ ଗତ କିଛିଦିନ ତଳେ ନିଜ କାର୍ରେ ବୁର୍ଲା କୁଷ୍ଠ...
ମେଡିକାଲ ସାଇନ୍ସରେ ରିସର୍ଚ୍ଚ କରିବି: ଆଶୁତୋଷ
ସର୍ବଭାରତୀୟ ମେଡିକାଲ ପ୍ରବେଶିକା ପାଇଁ ଉଦ୍ଦିଷ୍ଟ ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା (ଏନ୍ଇଇଟି) ୨୦୧୯ର ଫଳ ବୁଧବାର ପ୍ରକାଶ ପାଇଛି । ଏଥିରେ ବଲାଙ୍ଗୀର ୟୁବୋଦୟ କଲେଜ ଛାତ୍ର ଆଶୁତୋଷ ପଣ୍ଡା ସମୁଦାୟ ୭୨୦ରୁ ୬୮୨ ମାର୍କ ରଖି...
ଚିକିତ୍ସା ଅବହେଳାରୁ ଦେଢ଼ ବର୍ଷର ଶିଶୁର ଗଲା ଜୀବନ
କୋରୁକୋଣ୍ଡା,୬।୬(ଡି.ଏନ.ଏ): ମାଲକାନଗିରି ଜିଲାର ଖଇରପୁଟ ବ୍ଲକର ସଦର ମହକୁମାରେ ଚିକିତ୍ସା ଅବହେଳାରୁ ଜଣେ ଦେଢ଼ ବର୍ଷର ଶିଶୁ କନ୍ୟାର ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ସୋମବାର ଉକ୍ତ ଗଁାର ଦେଢ଼ ବର୍ଷ ଶିଶୁଟିର ଦେହ ଖରାପ ହେବାରୁ ପରିବାର ଲୋକେ ତାଙ୍କୁ...
Archives


