ନନ୍ଦନକାନନକୁ ଆସିବ ଜିରାଫ, ହଳଦିଆ ଆନାକୋଣ୍ଡା
ବାରଙ୍ଗ,୬ା୬(ଡି.ଏନ୍.ଏ.): ନନ୍ଦନକାନନ ପାଇଁ ଖୁସି ଖବର। ଖୁବଶୀଘ୍ର ନନ୍ଦନକାନନକୁ ଆସିବାକୁ ଯାଉଛି ହଳେ ଜିରାଫ ଓ ହଳେ ହଳଦିଆ ଆନାକୋଣ୍ଡା। ଗ୍ରୀଷ୍ମପ୍ରବାହ କମିଲେ ଏହି ଅତିଥିଙ୍କୁ ଆଣିବାର ଯୋଜନା ରହିଛି। ଏଥିପାଇଁ କେନ୍ଦ୍ରୀୟ ଚିଡିଆଖାନା କର୍ତ୍ତୃପକ୍ଷଙ୍କ ସହମତି ମଧ୍ୟ ମିଳିସାରିିଛି।...
ଆଜିଠୁ ଏଫ୍ଆଇଏଚ୍ ସିରିଜ୍ ଫାଇନାଲ: ସ୍ବାଗତ କରୁଛି ଭୁବନେଶ୍ୱର
ଭୁବନେଶ୍ୱର,୬ା୬(ବ୍ୟୁରୋ): ଏସିଆନ୍ ଆଥଲେଟିକ୍ସ ଚାମ୍ପିୟନଶିପ୍, ବିଶ୍ୱକପ୍ ହକି ଟୁର୍ନାମେଣ୍ଟ ଭଳି ବିଶ୍ୱସ୍ତରୀୟ କ୍ରୀଡା ଇଭେଣ୍ଟର ଆୟୋଜନ କରି ଇତିହାସ ରଚିଥିବା ଓଡ଼ିଶା ଏବେ ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍ଆଇଏଚ୍) ସିରିଜ ଫାଇନାଲର ଆୟୋଜକ ହୋଇଛି। ଓଡ଼ିଶାର କ୍ରୀଡ଼ା ରାଜଧାନୀ ଭୁବନେଶ୍ୱରର...
ଶ୍ରୀଲିଙ୍ଗରାଜଙ୍କ ବିବାହ ଉତ୍ସବ: ଶ୍ୱଶୁରାଳୟ କେଦାରଗୌରୀ ମନ୍ଦିର ପକ୍ଷରୁ ପ୍ରସ୍ତୁତି
ପୁରୁଣା ଭୁବନେଶ୍ୱର,୬ା୬(ଡି.ଏନ.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଶୀତଳଷଷ୍ଠୀ ଯାତ୍ରା ପାଇଁ ଶ୍ୱଶୁରାଳୟ କେଦାରଗୌରୀ ମନ୍ଦିର ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଶ୍ରୀଲିଙ୍ଗରାଜ ଏବଂ ମା’ ପାର୍ବତୀଙ୍କ ବିବାହ ଉତ୍ସବକୁ ଶୃଙ୍ଖଳିତ କରିବା, ଟ୍ରାଫିକ ନିୟନ୍ତ୍ରଣ, ବରଯାତ୍ରୀଙ୍କୁ ଆତିଥ୍ୟ, ଦେବଦମ୍ପତିଙ୍କ ରହଣୀ ବ୍ୟବସ୍ଥା,...
ମିଳୁନି ସହାୟତା, ପୁନରୁଦ୍ଧାରରେ ବାଧା: ଉଜୁଡ଼ା ବେପାର ସଜାଡ଼ି ହେଉନି
ଭୁବନେଶ୍ୱର,୬ା୬(ବ୍ୟୁରୋ): ବାତ୍ୟା ‘ଫନୀ’ ଭୁବନେଶ୍ୱରରେ ବ୍ୟାପକ କ୍ଷୟକ୍ଷତି କରିଥିଲା, ଯାହାର ଏବେସୁଦ୍ଧା ଭରଣା ହୋଇପାରିନାହିଁ। ବହୁତ କଷ୍ଟରେ କେତେଜଣ ଅଣ୍ଟା ସଳଖି ଛିଡ଼ା ହୋଇଛନ୍ତି। ହେଲେ ଭୁବନେଶ୍ୱରର ଦୈନିକ ହାଟ ଓ ଏହା ସହିତ ଜଡ଼ିତ ବ୍ୟବସାୟୀମାନେ ଫନୀର କୋପରୁ...
୮୦ଭାଗ କାମ ଅଟକିଛି, ଚାଲୁନି ସିସିଟିଭି
ବାରଙ୍ଗ,୬ା୬(ଡି.ଏନ୍.ଏ.): ମେ ୩ରେ ଘଟିଥିବା ବାତ୍ୟା ଫନୀକୁ ଏ ମଧ୍ୟରେ ମାସେ ବିତିଯାଇଛି। କିନ୍ତୁ ଏବେ ସୁଦ୍ଧା ନନ୍ଦନକାନନର ଚିତ୍ର ପୂର୍ଣ୍ଣରୂପେ ବଦଳିନାହିଁ। ପୁନରୁଦ୍ଧାର କାର୍ଯ୍ୟ ୮୦ ପ୍ରତିଶତ ବାକି ଥିବାବେଳେ କେବଳ ଶତକଡା ୨୦ଭାଗ ସରିଛି। ପୁଣି ସିସିଟିଭି...
କାଳବୈଶାଖୀ: କଟକ ଜଳାର୍ଣ୍ଣବ
କଟକ ଅଫିସ, ୬ା୬: କଟକର ବିଭିନ୍ନ ସ୍ଥାନରେ ବୁଧବାର କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ ସନ୍ଧ୍ୟା ୬ଟା ୩୦ରୁ ରାତି ୧୦ଟା ୩୦ ପର୍ଯ୍ୟନ୍ତ ଜୋରରେ ପବନ ବହିବା ସହ ଘଡଘଡି ଓ ପ୍ରବଳ ବର୍ଷା ହୋଇଥିଲା।...
ବିଦ୍ୟାଳୟ ବନ୍ଦ ନିର୍ଦ୍ଦେଶକୁ ଅଭିଭାବକଙ୍କ ବିରୋଧ
ବାଲିଆ,୬।୬: ବିରିଡ଼ି ବ୍ଲକ ୨୨ ମୌଜା ବାରେଡ଼ିଆ ପଞ୍ଚାୟତର ଢିଅସାହିବିରି ପ୍ରାଥମିକ ବିଦ୍ୟାଳୟକୁ ଛାତ୍ରୀଛାତ୍ର ସଂଖ୍ୟା କମ୍ ଥିବା ଦର୍ଶାଇ ବନ୍ଦ କରିବା ପାଇଁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ହୋଇଛି। ତେବେ ଏହାକୁ ବିଦ୍ୟାଳୟରେ ପଢୁଥିବା ୯ ଛାତ୍ରୀଛାତ୍ର, ସେମାନଙ୍କ...
ସରିଲା ସାଧାରଣ ନିର୍ବାଚନ, ଏବେ ପୌର ନିର୍ବାଚନ ଉପରେ ନଜର
ପାରାଦୀପ,୬ା୬(ସ୍ବ.ପ୍ର.): ସାଧାରଣ ନିର୍ବାଚନକୁ ନେଇ ସୃଷ୍ଟି ହୋଇଥିବା ଉଷ୍ମତା ଏବେ ଏକ ପ୍ରକାର ଶାନ୍ତ ପଡିଲାଣି। ରାଜ୍ୟ ଓ କେନ୍ଦ୍ରରେ ନୂଆ ସରକାର ଦାୟିତ୍ୱ ନେଇସାରିଲେଣି। ସେହି ଉଷ୍ମତା ପ୍ରଶମିତ ହେବା ପରେ ଏବେ ରାଜ୍ୟରେ ପୌର ନିର୍ବାଚନକୁ ନେଇ...
ପୋଡ଼ିହୋଇଥିବା ମହିଳାଙ୍କୁ ଚିକିତ୍ସା କଲା ଟାଟା ଷ୍ଟିଲ
କଳିଙ୍ଗନଗର, ୬ା୬(ଡି.ଏନ୍.ଏ.): ଗତ ବର୍ଷ ଜୁନ୍ ମାସରେ ସୁକିନ୍ଦା ବ୍ଲକ ଅନ୍ତର୍ଗତ ରଙ୍ଗିଟାଙ୍ଗର ଗ୍ରାମର ପ୍ରତିମା ଦାସ ଘରେ ରୋଷେଇ କରୁଥିବା ସମୟରେ ନିଅଁାରେ ପୋଡି ଗୁରୁତର ହୋଇଥିଲେ। ତାଙ୍କ ଶରୀର ପଛପଟର ଅଧିକାଂଶ ଭାଗ ପୋଡ଼ିଯାଇଥିଲା। ଏପରିକି ଶରୀରର...
ସୁକନ୍ୟା ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ
ଧର୍ମଶାଳା,୬ା୬(ଡି.ଏନ୍.ଏ.): ନେହେରୁ ଯୁବକେନ୍ଦ୍ର ଯାଜପୁର ପକ୍ଷରୁ ଧର୍ମଶାଳା ବ୍ଲକ ପଣ୍ଡୁଆସ୍ଥିତ ସୁକନ୍ୟା ସ୍ବେଚ୍ଛାସେବୀ ଅନୁଷ୍ଠାନ ଆନୁକୂଲ୍ୟରେ ବୁଧବାର ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଯାଜପୁର ଜିଲା ଶିଶୁମଙ୍ଗଳ କମିଟି ସଦସ୍ୟ ଡ. ରୁଦ୍ରନାରାୟଣ ପୃଷ୍ଟି ଅତିଥିଭାବେ...
ପ୍ରଣତିପ୍ରୀତିନନ୍ଦା ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର
କାଳିଆପାଣି,୬ା୬ (ଡି.ଏନ୍.ଏ.): ଯାଜପୁର ବୈଦ୍ୟରାଜ ନୋଡ଼ାଲ ଏମ୍ଇ ସ୍କୁଲ ପରିସରରେ ବୁଧବାର ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଜିଲାସ୍ତରୀୟ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ କାଳିଆପାଣି ଅଞ୍ଚଳର ପ୍ରଣତିପ୍ରୀତିନନ୍ଦା ନାୟକଙ୍କୁ ପ୍ରକୃତି ବନ୍ଧୁ ସମ୍ମାନରେ...
କୀଟନାଶକ ପିଇ ନାବାଳିକାଙ୍କ ଆତ୍ମହତ୍ୟା
ବିଞ୍ଝାରପୁର,୬ା୬(ଡି.ଏନ୍.ଏ.): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଘଣ୍ଟିଆଳି ଗ୍ରାମପଞ୍ଚାୟତ ଅଧୀନ ବଣିଆପାଳ ଗ୍ରାମରେ ମଙ୍ଗଳବାର ରାତିରେ ଜଣେ ନାବାଳିକା କୀଟନାଷକ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଜଣଙ୍କ ଭାଗବତ ସେଠୀଙ୍କ ଝିଅ କଣ୍ଢେଇ ସେଠୀ (୧୭)। ବୁଧବାର ବିଞ୍ଝାରପୁର...
Archives


