ବିଦ୍ୟାଳୟ ବନ୍ଦ ନିର୍ଦ୍ଦେଶକୁ ଅଭିଭାବକଙ୍କ ବିରୋଧ
ବାଲିଆ,୬।୬: ବିରିଡ଼ି ବ୍ଲକ ୨୨ ମୌଜା ବାରେଡ଼ିଆ ପଞ୍ଚାୟତର ଢିଅସାହିବିରି ପ୍ରାଥମିକ ବିଦ୍ୟାଳୟକୁ ଛାତ୍ରୀଛାତ୍ର ସଂଖ୍ୟା କମ୍ ଥିବା ଦର୍ଶାଇ ବନ୍ଦ କରିବା ପାଇଁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ହୋଇଛି। ତେବେ ଏହାକୁ ବିଦ୍ୟାଳୟରେ ପଢୁଥିବା ୯ ଛାତ୍ରୀଛାତ୍ର, ସେମାନଙ୍କ...
ସରିଲା ସାଧାରଣ ନିର୍ବାଚନ, ଏବେ ପୌର ନିର୍ବାଚନ ଉପରେ ନଜର
ପାରାଦୀପ,୬ା୬(ସ୍ବ.ପ୍ର.): ସାଧାରଣ ନିର୍ବାଚନକୁ ନେଇ ସୃଷ୍ଟି ହୋଇଥିବା ଉଷ୍ମତା ଏବେ ଏକ ପ୍ରକାର ଶାନ୍ତ ପଡିଲାଣି। ରାଜ୍ୟ ଓ କେନ୍ଦ୍ରରେ ନୂଆ ସରକାର ଦାୟିତ୍ୱ ନେଇସାରିଲେଣି। ସେହି ଉଷ୍ମତା ପ୍ରଶମିତ ହେବା ପରେ ଏବେ ରାଜ୍ୟରେ ପୌର ନିର୍ବାଚନକୁ ନେଇ...
ପୋଡ଼ିହୋଇଥିବା ମହିଳାଙ୍କୁ ଚିକିତ୍ସା କଲା ଟାଟା ଷ୍ଟିଲ
କଳିଙ୍ଗନଗର, ୬ା୬(ଡି.ଏନ୍.ଏ.): ଗତ ବର୍ଷ ଜୁନ୍ ମାସରେ ସୁକିନ୍ଦା ବ୍ଲକ ଅନ୍ତର୍ଗତ ରଙ୍ଗିଟାଙ୍ଗର ଗ୍ରାମର ପ୍ରତିମା ଦାସ ଘରେ ରୋଷେଇ କରୁଥିବା ସମୟରେ ନିଅଁାରେ ପୋଡି ଗୁରୁତର ହୋଇଥିଲେ। ତାଙ୍କ ଶରୀର ପଛପଟର ଅଧିକାଂଶ ଭାଗ ପୋଡ଼ିଯାଇଥିଲା। ଏପରିକି ଶରୀରର...
ସୁକନ୍ୟା ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ
ଧର୍ମଶାଳା,୬ା୬(ଡି.ଏନ୍.ଏ.): ନେହେରୁ ଯୁବକେନ୍ଦ୍ର ଯାଜପୁର ପକ୍ଷରୁ ଧର୍ମଶାଳା ବ୍ଲକ ପଣ୍ଡୁଆସ୍ଥିତ ସୁକନ୍ୟା ସ୍ବେଚ୍ଛାସେବୀ ଅନୁଷ୍ଠାନ ଆନୁକୂଲ୍ୟରେ ବୁଧବାର ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଯାଜପୁର ଜିଲା ଶିଶୁମଙ୍ଗଳ କମିଟି ସଦସ୍ୟ ଡ. ରୁଦ୍ରନାରାୟଣ ପୃଷ୍ଟି ଅତିଥିଭାବେ...
ପ୍ରଣତିପ୍ରୀତିନନ୍ଦା ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର
କାଳିଆପାଣି,୬ା୬ (ଡି.ଏନ୍.ଏ.): ଯାଜପୁର ବୈଦ୍ୟରାଜ ନୋଡ଼ାଲ ଏମ୍ଇ ସ୍କୁଲ ପରିସରରେ ବୁଧବାର ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଜିଲାସ୍ତରୀୟ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ କାଳିଆପାଣି ଅଞ୍ଚଳର ପ୍ରଣତିପ୍ରୀତିନନ୍ଦା ନାୟକଙ୍କୁ ପ୍ରକୃତି ବନ୍ଧୁ ସମ୍ମାନରେ...
କୀଟନାଶକ ପିଇ ନାବାଳିକାଙ୍କ ଆତ୍ମହତ୍ୟା
ବିଞ୍ଝାରପୁର,୬ା୬(ଡି.ଏନ୍.ଏ.): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଘଣ୍ଟିଆଳି ଗ୍ରାମପଞ୍ଚାୟତ ଅଧୀନ ବଣିଆପାଳ ଗ୍ରାମରେ ମଙ୍ଗଳବାର ରାତିରେ ଜଣେ ନାବାଳିକା କୀଟନାଷକ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଜଣଙ୍କ ଭାଗବତ ସେଠୀଙ୍କ ଝିଅ କଣ୍ଢେଇ ସେଠୀ (୧୭)। ବୁଧବାର ବିଞ୍ଝାରପୁର...
କାମ କରୁନି ବାୟୋମେଟ୍ରିକ ଆଟେଣ୍ଡାନ୍ସ ଡିଭାଇସ୍; ଲାଭ ଉଠାଉଛନ୍ତି ନର୍ସିଂହୋମକୁ ଯାଉଥିବା ଡାକ୍ତର
ଅନୁଗୋଳ ଅଫିସ, ୬।୬: ଡାକ୍ତର, କର୍ମଚାରୀଙ୍କ ଉପସ୍ଥାନ ଜାଣିବା ପାଇଁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଲଗାଯାଇଥିବା ବାୟୋମେଟ୍ରିକ ଆଟେଣ୍ଡାନ୍ସ ଡିଭାଇସ ଅଚଳ ହୋଇପଡ଼ିଛି। ଏହା କେତେଜଣ ଡାକ୍ତର ଓ କର୍ମଚାରୀଙ୍କୁ ବେଶ୍ ସୁହାଉଥିବା ଏବେ ମେଡିକାଲ ପରିସରରେ ଚର୍ଚ୍ଚା...
ଯାଆଁଳ ଉତ୍ପାଦନ କେନ୍ଦ୍ର ନାହିଁ: ପଡ଼ୋଶୀ ରାଜ୍ୟ ଉପରେ ଚାଷୀ ନିର୍ଭର
ମହାକାଳପଡ଼ା, ୬ା୬ (ଡି.ଏନ୍.ଏ.): ଗ୍ରାମାଞ୍ଚଳରେ ମାଛ ଚାଷ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଚାଷୀଙ୍କୁ ଋଣ ଯୋଗାଇ ଦିଆଯିବା ସହ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦେବା ନିମନ୍ତେ ବ୍ୟବସ୍ଥା କରାଯାଇଛି। ମହାକାଳପଡ଼ା ଅଞ୍ଚଳରେ ମତ୍ସ୍ୟଚାଷୀଙ୍କୁ ପୋଖରୀ ଖୋଳାଠାରୁ ଆରମ୍ଭ...
୨ ସମ୍ପ୍ରଦାୟର ଯୁବକଙ୍କ ମଧ୍ୟରେ ଗଣ୍ଡଗୋଳ ଘଟଣା: ୪୮ ଘଣ୍ଟା ଇଣ୍ଟରନେଟ୍ ସେବା ବନ୍ଦ
କେନ୍ଦ୍ରାପଡା ଅଫିସ, ୬ା୬: ସାମାଜିକ ଗଣମାଧ୍ୟମରେ ଉତ୍ତେଜନାମୂଳକ ଖବର ପ୍ରସାରଣ ରୋକିବା ପାଇଁ କେନ୍ଦ୍ରାପଡ଼ା ସହର ଓ ଏହାର ଆଖାପାଖ ଅଞ୍ଚଳରେ ୪୮ ଘଣ୍ଟା ଅର୍ଥାତ୍ ୨ ଦିନ ପାଇଁ ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଛି। ଗୃହ ବିଭାଗ ସ୍ବତନ୍ତ୍ର...
୪୮ ଘଣ୍ଟାରେ କେରଳ ଛୁଇଁବ ମୌସୁମୀ
ଭୁବନେଶ୍ୱର, ୬ା୬(ବ୍ୟୁରୋ): ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ସମ୍ଭାବନା ରହିଛି। ଏହାର ଦୁଇ ସପ୍ତାହ ଅର୍ଥାତ୍ ଆସନ୍ତା ୧୫ରୁ ୧୮ ତାରିଖ ମଧ୍ୟରେ ରାଜ୍ୟକୁ ମୌସୁମୀ ପ୍ରବେଶ କରିବ ବୋଲି ପାଣିପାଗ ବିଭାଗ...
ଜଳ ଯୋଗାଣ ବନ୍ଦ, ଚୁଆ ପାଣି ଭରସା
ଖଣ୍ଡପଡା,୬ା୬(ସ୍ବ.ପ୍ର.): ନୟାଗଡ ଜିଲା ଧାନଚାଙ୍ଗଡା ପଞ୍ଚାୟତର ଲକ୍ଷ୍ମୀପ୍ରସାଦ ଗ୍ରାମବାସୀ ପାନୀୟ ଜଳ ପାଇଁ ନାହିଁ ନ ଥିବା ହଇରାଣ ହେଉଛନ୍ତି। ଗତ ରବିବାର କାଳବୈଶାଖୀରେ ଉକ୍ତ ଗ୍ରାମକୁ ଯୋଗାଯାଉଥିବା ଜଳ ଯୋଗାଣ ପ୍ରକଳ୍ପର ଲୁହା ସ୍ଲାବ ସହ ଯୋଗାଣ ପାଇପ...
ପଲିଥିନ ଉପରେ ଲାଗିବ କଟକଣା : ବ୍ୟବସାୟୀଙ୍କଠାରୁ ଆଦାୟ ହେବ ୨୫ ହଜାର ଜରିମାନା
ନୟାଗଡ଼ ଅଫିସ,୬ା୬: ଆଗାମୀ ଦିନରେ ନୟାଗଡ଼ ପୌର ପରିଷଦର ସମସ୍ତ କର୍ମଚାରୀ ୧ମାସ ପର୍ଯ୍ୟନ୍ତ କାର୍ଯ୍ୟାଳୟରେ ନ ରହି ପ୍ରତି ୱାର୍ଡ଼ର ଗଳିକନ୍ଦି ବୁଲି ସମସ୍ୟା ଓ ଅବ୍ୟବସ୍ଥା ସମ୍ପର୍କରେ ତୁରନ୍ତ ହ୍ବାଟସ୍ଆପ୍ ଜରିଆରେ ଫିଲଡ଼ରୁ ରିପୋର୍ଟ ଦେବେ। ବର୍ଜ୍ୟବସ୍ତୁ...
Archives


