ଲଗାଣ ବର୍ଷାରେ ଧୋଇଗଲା ପିସୁବାନ୍ଦା ନାଳ ପୋଲର ଦୁଇ ପାର୍ଶ୍ୱ ରାସ୍ତା: ଯାତାୟାତ ଠପ୍
କୋଟଗଡ଼, ୯।୯(ଡି.ଏନ୍.ଏ.): କନ୍ଧମାଳ ଜିଲା କୋଟଗଡ଼ ବ୍ଲକରେ ଗତ ୪ଦିନଧରି ଲଗାଣ ବର୍ଷା ଲାଗିରହିଛି। ଏଥିରେ ପିସୁବାନ୍ଦା ନାଳ ଉପରେ ନୂତନଭାବେ ଏକ ପୋଲ ଠିକା କମ୍ପାନୀ ଦ୍ବାରା ନିର୍ମାଣ ହୋଇଥିବା ବେଳେ ବର୍ଷା ଯୋଗୁ ଉକ୍ତ ପୋଲର ଦୁଇ ପାର୍ଶ୍ୱ…
ରାଜଧାନୀରେ ରୋଡ୍ ରୋମିଓଙ୍କୁ ଛେଚିଲେ ଯୁବତୀ
ଭୁବନେଶ୍ୱର, ୯।୯(ବ୍ୟୁରୋ): ରାଜଧାନୀର ରସୁଲଗଡ଼ ଜିଜିପି କଲୋନୀରେ ଜଣେ ଯୁବତୀ ୨ଜଣ ରୋଡ ରୋମିଓଙ୍କୁ ମାଡ଼ ମାରିଛନ୍ତି। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ମିଳିଥିବା ସୂଚନାନୁଯାୟୀ, ସୋମବାର ପୂର୍ବାହ୍ନରେ ଜିଜିପି କଲୋନୀ ଅଞ୍ଚଳର ଜନୈକା ଯୁବତୀଙ୍କୁ…
ଦୁଇ ପୁଅଙ୍କୁ ହତ୍ୟାକରି ମା’ଙ୍କ ଆତ୍ମହତ୍ୟା
ଭବାନୀପାଟଣା,୯।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ସିଂଝରଣ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ସ୍ବାମୀଙ୍କ ଅନୁପସ୍ଥିତରେ ନିଜର ୨ ପୁଅଙ୍କୁ ଗଳାକାଟି ହତ୍ୟା କରି ନିଜେ ମା’ ରେଳଧାରଣାରେ ଆତ୍ମହତ୍ୟା କରିଥିବା ଜଣାପଡିଛି । ମୃତ…
ବରିଷ୍ଠ ସାମ୍ବାଦିକ ଦିଲୀପଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ
ଭୁବନେଶ୍ୱର,୯।୯(ବ୍ୟୁରୋ) : ବରିଷ୍ଠ ସାମ୍ବାଦିକ ଦିଲୀପ ଶତପଥୀଙ୍କ ରବିବାର ବିଳମ୍ବିତ ରାତିରେ ହୃଦ୍୍ଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୬ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ଏନ୍ଏଚ୍ଆର୍ସିରେ କିଡ୍ନୀ କାଢିନେବା ମାମଲା : ୨ଲକ୍ଷ କ୍ଷତିପୂରଣ ସହ ଆପୋଲୋ ହସ୍ପିଟାଲ ପଞ୍ଜୀକରଣ ରଦ୍ଦ କରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୯ା୯(ବ୍ୟୁରୋ): ବରଗଡ଼ ଜିଲାର ଅନିଲ ସ୍ବାମୀଙ୍କ କିଡ୍ନୀ କାଢି ନେବା ମାମଲାରେ ଜାତୀୟ ମାନବାଧିକାର କମିଶନ (ଏନ୍ଏଚ୍ଆରସି) ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ମାମଲାର ବିଚାର କରି କମିଶନ ପୀଡିତଙ୍କୁ ୨ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ସହ ଆପୋଲୋ ହସ୍ପିଟାଲର ପଞ୍ଜୀକରଣ ରଦ୍ଦ…
ସାମ୍ବାଦିକ ଦିଲୀପ ଶତପଥୀଙ୍କ ପରଲୋକ
ଭୁବନେଶ୍ୱର,୯ା୯(ବ୍ୟୁରୋ) : ବରିଷ୍ଠ ସାମ୍ବାଦିକ ଦିଲୀପ ଶତପଥୀଙ୍କ ରବିବାର ବିଳମ୍ବିତ ରାତିରେ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲ୍ରେ ପରଲୋକ ଘଟିଛି। ତାଙ୍କୁ ୫୬ବର୍ଷ ହୋଇଥିଲା। ସେ ଗତ କିଛି ମାସ ହେବ ରକ୍ତ କର୍କଟ ରୋଗରେ ପୀଡ଼ିତ ଥିଲେ। ରବିବାର ହଠାତ୍…
କୋହଳ ହେଲା ନିୟମ : ପୋଲିସ ଗାଡ଼ିର ତଥ୍ୟ ଓ୍ବେବ୍ସାଇଟ୍ରେ ରହିବ
ଭୁବନେଶ୍ୱର,୯ା୯(ବ୍ୟୁରୋ) : ପୋଲିସ ଗାଡ଼ିର କାଗଜପତ୍ର ଠିକ୍ ନ ଥାଇ ଲୋକଙ୍କଠାରୁ ୧୦ଗୁଣା ଜରିମାନା ଆଦାୟ କରାଯାଉଛି। ଏହାକୁ ଲୋକେ ସହଜରେ ଗ୍ରହଣ କରୁ ନ ଥିବାବେଳେ ଶନିବାର ରାଜମହଲ ଛକରେ ପୋଲିସ-ଜନତା ଖଣ୍ଡଯୁଦ୍ଧ ହୋଇଥିଲା। ଲୋକେ ଥାନା ଭ୍ୟାନକୁ ଭଙ୍ଗାରୁଜା…
ଚାକିରି ନାଁରେ ଠକେଇ: ଜଣେ ଗିରଫ
କଟକ ଅଫିସ,୯ା୯ : ବିଦେଶରେ ଚାକିରି କରାଇ ଦେବାକୁ କହି ଟଙ୍କା ଠକି ନେବା ଅଭିଯୋଗରେ ବାଦାମବାଡି ପୋଲିସ ସେଖ୍ ମୋବିନ ନାମକ ଜଣେ ବ୍ୟକ୍ତିଙ୍କୁ ରବିବାର ଗିରଫ କରିଛି। ତାଙ୍କ ଘର ଚଣ୍ଡିଖୋଲ ଅଞ୍ଚଳରେ ହୋଇଥିବାବେଳେ ସେ ଦୀର୍ଘଦିନ ଧରି…
ଅଢ଼େଇ ବର୍ଷ ପରେ ବି ନିୟମ ମାନିଲେନି ସ୍କୁଲ କର୍ତ୍ତୃପକ୍ଷ
କଟକ ରୋଡ,୯ା୯(ଡି.ଏନ୍.ଏ.) : ଜନସାଧାରଣଙ୍କ ସୁରକ୍ଷା ପାଇଁ ପରିବହନ ବିଭାଗ ଓ କମିଶନରେଟ ପୋଲିସ ଟ୍ରାଫିକ ନିୟମକୁ କଡ଼ାକଡ଼ି କରିଛି। ଏ ନେଇ ଦୈନନ୍ଦିନ ନିୟମ ଉଲ୍ଲଂଘନ କରୁଥିବା ଗାଡି ମାଲିକଙ୍କୁ ଜରିମାନା କରାଯାଉଛି। କିନ୍ତୁ ଦୀର୍ଘ ଅଢେଇ ବର୍ଷ ପୂର୍ବେ…
ନୂଆ ମୋଟର ଯାନ ଆଇନ ଲାଗୁ ପରେ ବଢୁଛି ଜାଲିଆତି
ଭୁବନେଶ୍ୱର,୯ା୯(ବ୍ୟୁରୋ) : ନୂଆ ମୋଟର ଯାନ ଆଇନ-୨୦୧୯ ସେପ୍ଟେମ୍ବର ପହିଲାରୁ ଲାଗୁହେବା ପରେ ପୋଲିସ୍ ଏବଂ ଆରଟିଓ ପକ୍ଷରୁ କଡ଼ାକଡ଼ି ଯାଞ୍ଚ କରାଯାଉଛି। ଯେଉଁମାନଙ୍କର ଡ୍ରାଇଭିଂ ଲାଇସେନ୍ସ, ଗାଡ଼ିର ଫିଟ୍ନେସ୍, ପଲ୍ୟୁଶନ୍ ସାର୍ଟିଫିକେଟ, ପର୍ମିଟ୍ ଏବଂ ଇନ୍ସୁରାନ୍ସ ନାହିଁ ସେମାନଙ୍କୁ ମୋଟା…
ଦୁର୍ବଳ ଅର୍ଥନୀତି ମୁକାବିଲା : ଖଣି ରାଜସ୍ବ ବୃଦ୍ଧି ଲକ୍ଷ୍ୟରେ ରାଜ୍ୟ ସରକାର
ଭୁବନେଶ୍ୱର,୯ା୯(ବ୍ୟୁରୋ): ଦେଶର ଆର୍ଥିକ ସ୍ଥିତିକୁ ଦେଖି ବିଭିନ୍ନ ରାଜ୍ୟ ପଦକ୍ଷେପ ନେବାକୁ ଆରମ୍ଭ କଲେଣି। ଜାତୀୟସ୍ତରରେ ଅଟୋମୋବାଇଲ, ହସ୍ତତନ୍ତ କ୍ଷେତ୍ରରେ ମାନ୍ଦାବସ୍ଥା ଦେଖାଦେଇଛି। ବର୍ତ୍ତମାନ ସିମେଣ୍ଟ ଶିଳ୍ପ ମଧ୍ୟ ଦୁର୍ବଳ ଅର୍ଥନୀତି ଦ୍ୱାରା ପ୍ରଭାବିତ ହେବା ଆରମ୍ଭ କରିଛି। ଓଡ଼ିଶାରେ ଏସବୁ…
ତ୍ରିନିଦାଦ ଆଣ୍ଡ୍ ଟବାଗୋ ରାଷ୍ଟ୍ରଦୂତ ଦାୟିତ୍ୱ ନେଲେ ଅରୁଣ
ଭୁବନେଶ୍ୱର,୯ା୯(ବ୍ୟୁରୋ): ତ୍ରିନିଦାଦ ଆଣ୍ଡ ଟବାଗୋର ଭାରତୀୟ ରାଷ୍ଟ୍ରଦୂତ ଭାବେ ଆଇଏଫ୍ଏସ୍ ଅଧିକାରୀ ଅରୁଣ ସାହୁ ଦାୟିତ୍ୱ ନେଇଛନ୍ତି। ନିକଟରେ ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ତାଙ୍କର ନିଯୁକ୍ତି କରାଯାଇଥିଲା। ଚଳିତ ମାସ ୩ ତାରିଖରେ ତ୍ରିନିଦାଦ ଆଣ୍ଡ ଟବାଗୋସ୍ଥିତ ଭାରତୀୟ…
Archives


