ହଳଦିଆ ଘାଟରେ ବୁଡିଲା ଡଙ୍ଗା
ବାଲେଶ୍ୱର ଅଫିସ, ୯ା୯-ବାଲେଶ୍ୱର ଜିଲା ରେମୁଣା ବ୍ଲକ ହଳଦିଆ ଗ୍ରାମ ଦେଇ ପ୍ରବାହିତ ବୁଢାବଳଙ୍ଗ ନଦୀର ହଳଦିଆ ଘାଟରେ ରବିବାର ସନ୍ଧ୍ୟା ପ୍ରାୟ ୭ଟା ୪୦ ମିନିଟ୍ ଏକ ଯାତ୍ରୀବାହୀ ଡଙ୍ଗା ବୁଡିଯାଇଥିଲା। ଏଥିରେ ଥିବା ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କ ମଧ୍ୟରେ…
ବ୍ରାହ୍ମଣୀ ନଦୀ ଡଙ୍ଗାବୁଡ଼ି ଘଟଣା: ୪ ନିଖୋଜଙ୍କ ପତ୍ତା ମିଳୁନି
ପରଜଙ୍ଗ, ୮।୯(ଡି.ଏନ୍.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ଅଧୀନ ରୋଡ୍ ପଞ୍ଚାୟତ କୁନ୍ଦନଦେଈପୁର ଗ୍ରାମ ନିକଟରେ ପ୍ରବାହିତ ବ୍ରାହ୍ମଣୀ ନଦୀ ଡଙ୍ଗାବୁଡ଼ି ଘଟଣାକୁ ପାଖାପାଖି ୧୮ ଘଣ୍ଟା ବିତି ଯାଇଥିବାବେଳେ ୪ ନିଖୋଜଙ୍କ ପତ୍ତା ମିଳୁନାହିଁ। ଓଡ୍ରାଫ୍ ଟିମ୍, ଅଗ୍ନିଶମ ସେବା କର୍ମଚାରୀ…
ବିମାନର ଜରୁରୀ ଅବତରଣ ସତ୍ତ୍ୱେ ଅସୁସ୍ଥ ଯାତ୍ରୀଙ୍କ ମୃତ୍ୟୁ
ଭୁବନେଶ୍ୱର,୮।୯(ବ୍ୟୁରୋ): ଚେନ୍ନାଇରୁ କୋଲକାତା ଯାଉଥିବା ସ୍ପାଇସ-୬୨୩ ଜେଟ୍ ବିମାନ ରବିବାର ପୂର୍ବାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କରିଛି। ଜଣେ ଯାତ୍ରୀଙ୍କ ଅସୁସ୍ଥତା ଯୋଗୁ ବିମାନଟିକୁ ଜରୁରୀ ଅବତରଣ କରାଯାଇଥିବା ସୂଚନା ମିଳିଛି। ସେ ହେଲେ ଅଶୋକ ଶର୍ମା(୪୮)। ସୂଚନାନୁଯାୟୀ, ବିମାନରେ…
ସଚେତନ କରିବାକୁ ଆସି ଫସିଲେ: ବେଆଇନ ପାର୍କିଂ ଯୋଗୁ ୫ଶହ ଜରିମାନା ଦେଲେ ଅନନ୍ତ
ଭୁବନେଶ୍ୱର,୮।୯(ବ୍ୟୁରୋ): ଦେଶବ୍ୟାପୀ ନୂଆ ମୋଟର ଯାନ ଆଇନ ଲାଗୁ ହେବାପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଏହାକୁ ନେଇ ଧରପଗଡ଼ ଚାଲିଛି। ବିଶେଷକରି ରାଜଧାନୀରେ ଟ୍ରାଫିକ୍ ଉଲ୍ଲଂଘନକାରୀଙ୍କଠାରୁ ମୋଟା ଅଙ୍କର ଜରିମାନା ଆଦାୟ କରାଯାଉଛି। ରବିବାର ଏହି ଜରିମାନାରୁ ବାଦ୍ ପଡିନାହାନ୍ତି ଭୁବନେଶ୍ୱର…
ରେଲ୍ଓ୍ବେ ହେଲ୍ପଲାଇନ୍ରେ ୩୧୦ ଅଭିଯୋଗର ସମାଧାନ
ଭୁବନେଶ୍ୱର, ୮।୯(ବ୍ୟୁରୋ): ରେଲ୍ଓ୍ବେ ହେଲ୍ପଲାଇନ ନମ୍ବର-୧୮୨ରେ ଚଳିତ ବର୍ଷ ୩୧୦ ଅଭିଯୋଗର ସମାଧାନ ହୋଇଛି। ଅଭିଯୋଗ ଆଧାରରେ ୨୩୭ ଜିନିଷପତ୍ର ଓ ମନିପର୍ସ, ୯୬ ମୋବାଇଲ ଫୋନ୍, ୩୧ ଲ୍ୟାପଟପ ଓ ୨୬ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଳଙ୍କାର ଯାତ୍ରୀଙ୍କୁ ଫେରାଯାଇଛି।…
୧୨ ପର୍ଯ୍ୟନ୍ତ ବର୍ଷା: ୫ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୮।୯(ବ୍ୟୁରୋ): ଲଘୁଚାପ ପ୍ରଭାବରେ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ରବିବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା ଓ…
ବୃଦ୍ଧ ଦମ୍ପତିଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ମୃତଦେହ ଉଦ୍ଧାର
ପାଟଣା,୮।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ପଲାଣି ଘାଟି ପଞ୍ଚାୟତ ଗୁଧିରାମପଡ଼ା ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ନିର୍ମମ ହତ୍ୟାକାଣ୍ଡ ଘଟିଛି। ବୃଦ୍ଧ ଦମ୍ପତି ଘର ବାରଣ୍ଡାରେ ମଶାରି ଟାଙ୍ଗି ଶୋଇଥିବାବେଳେ କେହି ଦୁର୍ବୃତ୍ତ ସେମାନଙ୍କୁ ଅତି ଶୋଚନୀୟ ଭାବେ…
ମାନସଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା: ସୁସ୍ମିତା ବାଗ୍ଚୀ, ଆକାଶଙ୍କୁ ମଧ୍ୟ ସମତୁଲ୍ୟ ପଦବୀ
ଭୁବନେଶ୍ୱର, ୮।୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଓ ଲୋକସମ୍ପର୍କ ଉପଦେଷ୍ଟା ମାନସ ରଞ୍ଜନ ମଙ୍ଗରାଜଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ପରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏନେଇ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି।…
ବଦଳିଲେ ୨୭ ମେଡିକାଲ ଅଫିସର
ଭୁବନେଶ୍ୱର, ୮।୯(ବ୍ୟୁରୋ): ରାଜ୍ୟ ସରକାର ୨୭ ଜଣ ମେଡିକାଲ ଅଫିସରଙ୍କୁ ପଦୋନ୍ନତି ଓ ବଦଳି କରିଛନ୍ତି। ଏ ନେଇ ଶନିବାର ସ୍ଥାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସେମାନଙ୍କ ମଧ୍ୟରୁ ୧୪ ଜଣ ମେଡିକାଲ ଅଫିସରଙ୍କୁ…
ଭାରତର ପ୍ରଥମ ମାନବ ଅନ୍ତରୀକ୍ଷ ଯାତ୍ରା କାର୍ଯ୍ୟକ୍ରମ: ଗଗନୟାନରେ ମହାକାଶ ଯିବେ ବଲାଙ୍ଗୀରର ନିଖିଲ ରଥ
ବଲାଙ୍ଗୀର ଅଫିସ, ୮।୯: ଭାରତର ପ୍ରଥମ ମାନବ ଅନ୍ତରୀକ୍ଷ ଯାତ୍ରା କାର୍ଯ୍ୟକ୍ରମ ମିଶନ୍ ଗଗନୟାନ ପାଇଁ ଭାରତୀୟ ବାୟୁସେନା ପକ୍ଷରୁ ପ୍ରଥମ ପର୍ଯ୍ୟାୟ ମହାକାଶଚାରୀ ଚୟନ ପ୍ରକ୍ରିୟା ଇତିମଧ୍ୟରେ ଶେଷ ହୋଇଛି ା ମିଶନ୍ ଗଗନୟାନର ପ୍ରଥମ ପର୍ଯ୍ୟାୟ ମହାକାଶଚାରୀ ଚୟନ…
ବଡ଼ ଆଖଡ଼ା ମଠ ଉଚ୍ଛେଦ ଆରମ୍ଭ
ପୁରୀ ଅଫିସ,୮।୯: ଶ୍ରୀମନ୍ଦିରର ସୁରକ୍ଷା ଓ ପୁରୀର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପକୁ ଆମିକସ୍ କ୍ୟୁରି ସ୍ବାଗତ କରିବା ପରେ ରବିବାର ବଡ଼ ଆଖଡ଼ା ମଠ ଉଚ୍ଛେଦ ଆରମ୍ଭ ହୋଇଛି। ପ୍ରାଥମିକ ପର୍ଯ୍ୟାୟରେ ମଠ ଉପରେ ଥିବା ସିଂହଦ୍ୱାର ଥାନା…
ନୂଆ ମୋଟର ଯାନ ଆଇନ ଅଡୁଆ: ପରିବହନ ବିଭାଗରେ ଖୋଲିଲା କଲ୍ ସେଣ୍ଟର; ସକାଳ ୮ରୁ ରାତି ୧୦ଟା ଯାଏ ଖୋଲା ରହିବ
ଭୁବନେଶ୍ୱର, ୮।୯(ବ୍ୟୁରୋ): ସେପ୍ଟେମ୍ବର ପହିଲାରୁ ରାଜ୍ୟରେ ସଂଶୋଧିତ ମୋଟର ଯାନ ଆଇନ ଲାଗୁ କରାଯାଇଛି। ଜରିମାନା ରାଶିକୁ କେଇ ଗୁଣା ବଢାଇ ଦିଆଯାଇଛି। ଏହାକୁ ନେଇ ଜନଅସନ୍ତୋଷ ଦେଖାଦେଉଛି। ପରିସ୍ଥିତିକୁ ଆୟତ୍ତ କରିବା ପାଇଁ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ…
Archives


