ରାଜ୍ୟ

ଶେଷ କ୍ୟାବିନେଟ୍‌ରେ ଫନୀ ଚିନ୍ତା

ଭୁବନେଶ୍ୱର,୧୯।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ସରକାରଙ୍କ ଶେଷ କ୍ୟାବିନେଟ୍‌ ବୈଠକ ଶନିବାର ସଚିବାଳୟରେ ଅନୁଷ୍ଠିତ ହୋଇଛି। ସାମୁଦ୍ରିକ ଝଡ ଫନୀ ଦ୍ୱାରା ପ୍ରଭାବିତ ପୁରୀ ଏବଂ ଅନ୍ୟାନ୍ୟ ଅଞ୍ଚଳ ପାଇଁ ବ୍ୟବସ୍ଥାର ସମୀକ୍ଷା ସହ ବିଭିନ୍ନ ନିୟମରେ କୋହଳ...

ଖଣ୍ଡପଡ଼ା ବ୍ଲକର ସାଧୁଆପଲ୍ଲୀ ଗାଁ: ସରକାରୀ ଯୋଜନା ଏଠି ଅପହଞ୍ଚ

ଖଣ୍ଡପଡ଼ା,୧୯ା୫(ସ୍ବ.ପ୍ର.)-ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଗଡିଆସାହି ପଞ୍ଚାୟତର ସାଧୁଆପଲ୍ଲୀ ଗାଁ। ସ୍ବାଧୀନତାର ଦୀର୍ଘ ୭୨ବର୍ଷ ପରେ ବି ଗାଁଟି ଯେପରି ଅନ୍ଧାରୀ ମୂଲକରେ ରହିଯାଇଛି। ଜିଲା କିମ୍ବା ବ୍ଲକ ପ୍ରଶାସନ କାହାରି ବି ନଜର ନାହିଁ । ଗମନାଗମନ, ଶିକ୍ଷା,...

ବର୍ଷା ଆଗମନର ସୂଚନା ଦିଏ ବାଇଚଢ଼େଇ

ଗଣିଆ,୧୯ା୫(ଡି.ଏନ.ଏ.)- ଆଜିର ବିଜ୍ଞାନ ଯୁଗରେ ଲୋକମାନେ ପୂର୍ବରୁ ପ୍ରାକୃତିକ ଜଳବାୟୁ ସମ୍ପର୍କରେ ଜାଣିପାରୁଛନ୍ତି। ହେଲେ ଅତୀତରେ ପ୍ରାକୃତିକ ଜଳବାୟୁ ଓ ବନ୍ୟା, ବାତ୍ୟା, ଭୂମିକମ୍ପ ଭଳି ବିପର୍ଯ୍ୟୟ ସମ୍ପର୍କରେ ପଶୁପକ୍ଷୀଙ୍କଠାରୁ ସୂଚନା ମିଳୁଥିଲା। ଯେପରିକି ଭୂମିକମ୍ପ ପୂର୍ବରୁ ମୂଷାମାନେ ଗାତରୁ...

ପୁରୀରେ ମୁଖ୍ୟମନ୍ତ୍ରୀ : ଶ୍ରୀମନ୍ଦିର କ୍ଷୟକ୍ଷତିର କଲେ ଅନୁଧ୍ୟାନ

ପୁରୀ ଅଫିସ,୧୮ା୫: ବାତ୍ୟାରେ ଶ୍ରୀମନ୍ଦିରରେ ହୋଇଥିବା କ୍ଷୟକ୍ଷତିର ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶନିବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ସିଂହଦ୍ୱାରଠାରେ ପହଞ୍ଚିଥିଲେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ର ମହାପ୍ରଭୁଙ୍କ ଲାଗି ଖଣ୍ଡୁଆ ପ୍ରଦାନ ପୂର୍ବକ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ।...

ବଦଳିଲେ ପୁରୀ ସିଡିଏମ୍‌ଓ, ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା ଲାଗି ୪ ଡାକ୍ତର ନିଲମ୍ବିତ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ଶନିବାର ବଦଳିଛନ୍ତି ପୁରୀ ସିଡିଏମ୍‌ଓ। ତାଙ୍କ ସ୍ଥାନରେ ଡା. ଅମରେନ୍ଦ୍ର ନାଥ ମହାନ୍ତିଙ୍କୁ ନିଯୁକ୍ତି ମିଳିଛି। ଏହାଛଡ଼ା ବାତ୍ୟା ‘ଫନୀ’ ସମୟରେ କାର୍ଯ୍ୟରେ ଅବହେଳାକୁ ନେଇ ପୁରୀ ଜିଲାର ୪ଜଣ ଡାକ୍ତରଙ୍କୁ ନିଲମ୍ବିତ କରାଯାଇଥିବା ସୂଚନା ମିଳିଛି। ସେମାନେ...

ଆସନ୍ତା ୨୩ରେ ନିର୍ବାଚନ ଫଳାଫଳ: ଏହା ପୂର୍ବରୁ ଭଙ୍ଗ ହେବ ରାଜ୍ୟ ବିଧାନସଭା, ଆଜି ବସିବ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ୨୦୧୯ ନିର୍ବାଚନ ଫଳାଫଳ ଆସିବାକୁ ଆଉ ଅଳ୍ପ ଦିନ ବାକି ରହିଥିବାବେଳେ ଶନିବାର ଔପଚାରିକ ଭାବେ ରାଜ୍ୟ ବିଧାନସଭା ଭଙ୍ଗ ହେବ। ଏଥିସହ ରାଜ୍ୟ କ୍ୟାବିନେଟ୍‌ର ବୈଠକ ବସିବ। ବୈଠକରେ ପଞ୍ଚଦଶ ବିଧାନସଭା ଭଙ୍ଗ ପ୍ରସଙ୍ଗରେ ରାଜ୍ୟପାଳଙ୍କୁ ସୁପାରିସ...

ମାଓବାଦୀ ନେତା ସବ୍ୟସାଚୀଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର ଅଫିସ, ୧୮।୫: ୨୦୧୪ ଜୁଲାଇ ୧୭ ତାରିଖ ବିଳମ୍ବିତ ରାତିରେ ବଡ଼ବଜ଼ାର ଥାନା ଅନ୍ତର୍ଗତ ମଙ୍ଗଲବରମ ପେଟାସାହିର ଏ. ଚନ୍ଦ୍ରା ରାଓଙ୍କ ଘରୁ ମାଓବାଦୀ ନେତା ସବ୍ୟସାଚୀଙ୍କୁ ପୋଲିସ ଗିରଫ କରିଥିଲା। ତେବେ ଶୁକ୍ରବାର ଏହି (ଏସ୍‌ଟି -୩୩/୧୫)...

ଗୟଳ ଆକ୍ରମଣରେ ବନ କର୍ମଚାରୀ ଗୁରୁତର

ସଜନାଗଡ଼,୧୮।୫(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଲ୍‌ଡ଼ିହା ଅଭୟାରଣ୍ୟ ରେଞ୍ଜରେ ଶନିବାର ସକାଳେ କୁଲ୍‌ଡ଼ିହା ବିଟ୍‌ରେ କାର୍ଯ୍ୟରତ ସବୁଜବାହିନୀର ପୂର୍ଣ୍ଣଚନ୍ଦ୍ର ରାଉତ ଗୟଳ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ବର୍ତ୍ତମାନ ବାଲେଶ୍ୱର ମେଡିକାଲରେ ଚିକିତ୍ସାଧୀନ ଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ,...

ହାଟଡ଼ିହୀରେ ହାତୀ ଆକ୍ରମଣରେ ଦୁଇଜଣଙ୍କ ମୃତ୍ୟୁ ଘଟଣା: ହଦଗଡ଼ ଫରେଷ୍ଟ ଅଫିସ ଘେରାଉ କଲେ ଅଞ୍ଚଳବାସୀ, ବ୍ୟାପକ ଭଙ୍ଗାରୁଜା

ହାଟଡିହୀ, ୧୮।୫(ସ୍ବ.ପ୍ର.)- କେନ୍ଦୁଝର ଜିଲା ହାଟଡ଼ିହୀ ଅଞ୍ଚଳରେ ହାତୀ ଆକ୍ରମଣରେ ଦୁଇଜ ପ୍ରତିବାଦରେ ୨ ହଜାରରୁ ଊର୍ଦ୍ଧ୍ୱ ଲୋକ ଶନିବାର ହଦଗଡ଼ ଫରେଷ୍ଟ ଅଫିସ ଘେରାଉ କରିବା ସହ ବ୍ୟାପକ ଭଙ୍ଗାରୁଜା କରିଛନ୍ତି। ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଥିବା ବେଳେ ଆନନ୍ଦପୁର...

ଧରମପୁରରେ ଚଢ଼ାଉ: ପଚାଶ ହଜାରରୁ ଊର୍ଦ୍ଧ୍ୱ ଟଙ୍କାର କାଠ ଜବତ

ହାଟଡ଼ିହୀ,୧୮।୫(ଡ଼ି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ହଦଗଡ଼ ବନଖଣ୍ଡ ଅନ୍ତର୍ଗତ ଢେଙ୍କା ପଞ୍ଚାୟତ ଧରମପୁର ଗ୍ରାମରେ ଶନିବାର ଚଢ଼ାଉ କରାଯାଇ ମୂଲ୍ୟବାନ କାଠ ଜବତ ହୋଇଛି। ବନ ବିଭାଗ ରେଞ୍ଜର ସୁରେନ୍ଦ୍ରନାଥ ହେମ୍ବ୍ରମଙ୍କ ନେତୃତ୍ୱରେ ହୋଇଥିବା ଏହି ଚଢ଼ାଉରେ ୫୦...

କଳିଙ୍ଗା ଘାଟିରେ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ: ଚାଳକ ସମେତ ହେଲ୍ପର ମୃତ

ଭଞ୍ଜନଗର,୧୮।୫(ଡି.ଏନ୍‌.ଏ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଶନିବାର ସକାଳେ ପାଣି ବୋତଲ ବୋଝେଇ ଏକ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ଗାଡ଼ି ଚାଳକ ଓ ହେଲ୍ପରଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ଏଯାବତ୍‌ ମିଳିପାରି ନାହିଁ।...

ଭାଲୁ ଆକ୍ରମଣରେ ମହିଳା ଆହତ

ସମ୍ବଲପୁର,୧୮।୫(ବ୍ୟୁରୋ): ସମ୍ବଲପୁର ଧମା ରେଞ୍ଜ କେଶାପାଲି ସେକ୍ସନ ଗହୀରପାଲି ଗାଁରେ ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ମହିଳା ଆହତ ହୋିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶନିବାର ସକାଳେ ଉକ୍ତ ଗଁ।ର ସାବିତ୍ରୀ ପଟେଲ ନିକଟସ୍ଥ ଜଙ୍ଗଲକୁ କେନ୍ଦୁପତ୍ର ତୋଳିବାକୁ ଯାଇଥିଲେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri