ରାଜ୍ୟ

ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କ ଇସ୍ତଫା ଦାବିକଲା ଭାଜପା

ଭୁବନେଶ୍ୱର,୨୭ା୧୦(ବ୍ୟୁରୋ): ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ପଦ ଏକ ସାମ୍ବିଧାନିକ ଦାୟିତ୍ୱ। ଏହା ବିଜେଡିର ରାଜନୈତିକ ପଦବୀ ନୁହେଁ । ଯାଜପୁର ଜିଲାର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ କମିଶନ ଅଧ୍ୟକ୍ଷା ଉପଯୁକ୍ତ ତଦନ୍ତ କରୁ ନ…

ମଞ୍ଚେଶ୍ୱର ଥାନା ଅଧିକାରୀଙ୍କ ଅନୁଭୂତି: ଫାର୍ମାସିଷ୍ଟଙ୍କ ସୂଚନାରୁ ଧରାପଡ଼ିଲେ ହତ୍ୟା ଅଭିଯୁକ୍ତ

ରାଜ୍ୟରେ ଅନେକ ଅପରାଧ ଘଟୁଛି। କେତେକ ମାମଲାର ତଦନ୍ତରେ ପୋଲିସ ସଫଳ ହେଉଥିବାବେଳେ ଆଉ କେତେକରେ ବିଫଳ ହେଉଛି। ଜଣେ ଥାନା ଅଧିକାରୀଙ୍କ ଚାକିରି କାଳର ଅନୁଭୂତି ମଧ୍ୟରେ ଏଭଳି କିଛି ମାମଲା ରହିଛି, ଯାହା ତାଙ୍କ ପାଇଁ ସ୍ମରଣୀୟ। ସେଭଳି…

ଚାଲିବ ୧୦ ସ୍ବତନ୍ତ୍ର ବିଳାସପୂର୍ଣ୍ଣ ଟ୍ରେନ୍‌: ରାଜକୀୟ ଆତିଥ୍ୟ ପାଇବା ସହ ପର୍ଯ୍ୟଟନସ୍ଥଳୀ ବୁଲିବେ ଯାତ୍ରୀ

ଭୁବନେଶ୍ୱର, ୨୭ା୧୦(ବ୍ୟୁରୋ): ରାଜସ୍ବ ବୃଦ୍ଧି ସହ ବିଳାସପୂର୍ଣ୍ଣ ସେବା କ୍ଷେତ୍ରକୁ ଆହୁରି ଆଗକୁ ନେବାକୁ ଭାରତୀୟ ରେଳପଥ ନୂଆ ପଦକ୍ଷେପ ଗ୍ରହଣ କରିଛି। ଯାତ୍ରୀଙ୍କୁ ରାଜକୀୟ ଆତିଥେୟତା ପ୍ରଦାନ ସହ ପର୍ଯ୍ୟଟନସ୍ଥଳୀ ବୁଲାଇବା ପାଇଁ ଖୁବ୍‌ଶୀଘ୍ର ଆଉ ୧୦ ସ୍ବତନ୍ତ୍ର ଟ୍ରେନ୍‌ର…

୪ ଯାଏ ବଡ଼ ବର୍ଷା ନାହିଁ

ଭୁବନେଶ୍ୱର,୨୭ା୧୦(ବ୍ୟୁରୋ): ରାଜ୍ୟରୁ ଲଘୁଚାପ ଅପସରି ଯାଇଛି। ଆସନ୍ତା ନଭେମ୍ବର ୪ ତାରିଖ ଯାଏ କୌଣସି ବଡ଼ ବର୍ଷାର ସମ୍ଭାବନା ନାହିଁ । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ,…

ପଦୋନ୍ନତି ସମ୍ପର୍କିତ ତ୍ରୁଟି ସଂଶୋଧିତ: ଉପକୃତ ହେବେ ୧୫୪ ୟୁଆର୍‌, ୨୭ ଏସ୍‌ସି, ୪୦ ଏସ୍‌ଟି କର୍ମଚାରୀ

ଭୁବନେଶ୍ୱର,୨୭ା୧୦(ବ୍ୟୁରୋ): ସଚିବାଳୟରେ କାର୍ଯ୍ୟରତ ସଂଖ୍ୟାଧିକ ଉପବିଭାଗ ଅଧିକାରୀ(ଏସ୍‌ଓ)ଙ୍କର ଡେସ୍କ ଅଫିସର(ଡିଓ) ପଦବୀକୁ ପଦୋନ୍ନତି ହେବ। ଏ ସମ୍ପର୍କିତ ଏକ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଥିଲା। ପଦୋନ୍ନତି ନେଇ ଦେଖାଦେଇଥିବା କେତେକ ତ୍ରୁଟି ଇତି ମଧ୍ୟରେ ସଂଶୋଧନ କରାଯାଇଥିବା ଜଣାପଡିଛି। ଗୃହ ରାଷ୍ଟ୍ରମନ୍ତ୍ରୀ…

ସଡ଼କ ଦୁର୍ଘଟଣା ରୋକିବାକୁ ନୂଆ ବ୍ୟବସ୍ଥା: ପ୍ରଥମ ୪୮ଘଣ୍ଟା ପାଇଁ ମିଳିବ ମାଗଣା ଚିକିତ୍ସା

ଭୁବନେଶ୍ୱର, ୨୭ା୧୦(ବ୍ୟୁରୋ): ଓଡ଼ିଶାରେ ସଡ଼କ ଦୁର୍ଘଟଣା ଦିନକୁ ଦିନ ବଢ଼ିବାରେ ଲାଗିଛି। ସୁପ୍ରିମକୋର୍ଟଙ୍କ ତାଗିଦ୍‌ ସତ୍ତ୍ୱେ ସଡ଼କ ସୁରକ୍ଷା କ୍ଷେତ୍ରରେ ସେତେଟା ଉନ୍ନତି ଆଣିବାରେ ପରିବହନ ବିଭାଗ ବାରମ୍ବାର ଫେଲ୍‌ ମାରିଛି। ସରକାରୀ ସୂତ୍ରରୁ ମିଳିଥିବା ସୂଚନା ମୁତାବକ, ୨୦୧୬ରେ ରାଜ୍ୟରେ…

ଚିଲିକାରେ ପହଞ୍ଚିଲେ ବିଦେଶୀ ପକ୍ଷୀ

ବାଲୁଗାଁ,୨୭।୧୦(ଡି.ଏନ.ଏ.)-ଶୀତର ପହିଲି ସ୍ପର୍ଶ ସାଙ୍ଗକୁ ନୀଳାମ୍ବୁ ଚିଲିକାକୁ ରଙ୍ଗବେରଙ୍ଗର ବିଦେଶୀ ପକ୍ଷୀଙ୍କ ସୁଅ ଛୁଟିବା ଆରମ୍ଭ ହୋଇଛି । ଶନିବାର ସୁଦ୍ଧା ଚିଲିକା ମଧ୍ୟସ୍ଥ ପକ୍ଷୀ ଅଭୟାରଣ୍ୟ ନଳବଣ ଅଞ୍ଚଳରେ ପ୍ରାୟ ୧ ହଜାରରୁ ଊର୍ଦ୍ଧ୍ୱ ବିଦେଶୀ ପକ୍ଷୀଙ୍କ ସମାଗମ ହୋଇଥିବା…

୨୩ ଜିଲାରେ ଡେଙ୍ଗୁ

କଟକ ଅଫିସ, ୨୭ା୧୦: ରାଜ୍ୟର କଳାହାଣ୍ଡି, କନ୍ଧମାଳ, ମାଲକାନଗିରି, ନବରଙ୍ଗପୁର, ରାୟଗଡା, ସମ୍ବଲପୁର ଓ ସୁନ୍ଦରଗଡ ଜିଲାକୁ ବାଦ୍‌ ଦେଲେ ବାକି ୨୩ଟି ଜିଲାରୁ ଏସ୍‌ସିବି ମେଡିକାଲକୁ ଡେଙ୍ଗୁ ରୋଗୀ ଆସିଛନ୍ତି। ଅର୍ଥାତ୍‌ ରାଜ୍ୟର ୯୦ ପ୍ରତିଶତରୁ ଅଧିକ ଜିଲା ଡେଙ୍ଗୁ…

ଲଘୁଚାପ ଉଜାଡ଼ିଲା ଫସଲ: ଜିଲାପାଳଙ୍କୁ ସରକାରଙ୍କ ନିର୍ଦ୍ଦେଶ; ୪ ସୁଦ୍ଧା କ୍ଷୟକ୍ଷତି ଆକଳନ ରିପୋର୍ଟ ଦିଅ

ଭୁବନେଶ୍ୱର,୨୭ା୧୦(ବ୍ୟୁରୋ): ଅକ୍ଟୋବର ୨୩ରୁ ୨୫ ତାରିଖ ମଧ୍ୟରେ ରାଜ୍ୟରେ ହୋଇଥିବା ଲଘୁଚାପ ବର୍ଷା ଯୋଗୁ ବିଭିନ୍ନ ଜିଲାରେ ବ୍ୟାପକ ଫସଲହାନି ହୋଇଛି। ବିଲରେ ଆଣ୍ଠୁଏ ଲେଖାଏ ପାଣି ବୁଡ଼ିରହିଛି। ମୁଗ, ବିରି, ପନିପରିବା ଫସଲ ଉଜୁଡ଼ିଯାଇଛି। ଗତ ତିନିଦିନ ଧରି ଲଗାଣବର୍ଷା…

ଆବାସ ଯୋଜନା ପାଇଁ କଲ ସେଣ୍ଟର

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ଏଣିକି ଗ୍ରାମ୍ୟ ଗୃହ ନିର୍ମାଣ ଯୋଜନା ପାଇଁ କଲ ସେଣ୍ଟର ପ୍ରତିଷ୍ଠାହେବ। ପ୍ରତି ଜିଲାରେ କଲ ସେଣ୍ଟର ପ୍ରତିଷ୍ଠା କରାଯିବ ବୋଲି ବିଭାଗୀୟ ନିର୍ଦ୍ଦେଶକଙ୍କ ପକ୍ଷରୁ ସୂଚନା ମିଳିଛି। ଏ ନେଇ ସବୁ ଜିଲାର ପିଡି ଡିଆର୍‌ଡିଏଙ୍କୁ ବିଭାଗୀୟ…

ଏଡିଏମ୍‌ଓଙ୍କୁ ନିଲମ୍ବନର ଅଭିନବ ପ୍ରତିବାଦ : ପୋଷାକରେ ପ୍ଲିଜ ସସ୍‌ପେଣ୍ଡ ମି ବ୍ୟାଜ୍‌ ଲଗାଇଲେ କାର୍ଯ୍ୟରତ ଡାକ୍ତର

ବରଗଡ଼ ଅଫିସ,୨୬।୧୦: ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପରିବାର ନିୟୋଜନ ଅସ୍ତ୍ରୋପଚାର ପାଇଁ ଆସିଥିବା ୨୭ଜଣ ମହିଳାଙ୍କୁ ନିଶ୍ଚେତକ ଇଞ୍ଜେକସନ ଦେଇ ସେମାନଙ୍କୁ ବିନା ଅସ୍ତ୍ରୋପଚାରରେ ଘରକୁ ଫେରାଇ ଦେବା ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଏହି ଘଟଣାରେ ସ୍ବାସ୍ଥ୍ୟ…

ନାବାଳିକାଙ୍କୁ ବଳାତ୍କାର: ଯୁବକ ଗିରଫ

ପୁରୁଣା ଭୁବନେଶ୍ୱର, ୨୬।୧୦(ଡି.ଏନ୍‌.ଏ.): ଭୁବନେଶ୍ୱର ଏୟାରଫିଲ୍ମ ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ଉକ୍ତ ଅଞ୍ଚଳର ଜଣେ ଯୁବକ ବଳାତ୍କାର କରିଛନ୍ତି। ଏ ନେଇ ଶନିବାର ଏୟାରଫିଲ୍ମ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ବିଜୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri