ରାଜ୍ୟ

ଇନ୍‌ଫୋସିଟି, ଇନ୍‌ଫୋଭ୍ୟାଲି,ଏସ୍‌ଟିପିଆଇ ଅଞ୍ଚଳରେ ସୁରକ୍ଷାକୁ ଗୁରୁତ୍ୱ

ଭୁବନେଶ୍ୱର,୭।୯(ବ୍ୟୁରୋ): ଆଇଟି ପାର୍କ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ସହ ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ନିଯୁକ୍ତି ସୁଯୋଗ ସମ୍ପର୍କିତ ଏକ ସମୀକ୍ଷା ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ…

ଗଙ୍ଗଲାଗୁଡ଼ା ଗ୍ରାମକୁ ନାହିଁ ରାସ୍ତା: ପ୍ରତିବାଦରେ ରାସ୍ତାରେ ତଳି ରୋପଣ କଲେ ଗ୍ରାମବାସୀ, ତୁରନ୍ତ ପଦକ୍ଷେପ ନେବାକୁ ଦାବି

କୋରୁକୋଣ୍ଡା,୭।୯(ଡି.ଏନ୍‌.ଏ.): ସରକାର ପ୍ରତି ଗ୍ରାମକୁ ସଡ଼କପଥ ସହ ଯୋଡ଼ିବା ନିମନ୍ତେ ବହୁ ଯୋଜନା କରିଛନ୍ତି। ହେଲେ ଏହାର ସଫଳ ରୂପାୟନ ମାଲକାନଗିରି ଜିଲାରେ ହୋଇପାରୁନାହିଁ। ଆଜିବି ଲୋକେ କାଦୁଅ ରାସ୍ତାରେ ଯିବା ଆସିବା କରୁଛନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି…

ଏବେ ଇନ୍‌ସୁରାନ୍ସ, ପଲ୍ୟୁସନ ଯାଞ୍ଚ ହେଉନାହିଁ: ପୋଲିସ କମିଶନର

ଭୁବନେଶ୍ୱର,୭।୯(ବ୍ୟୁରୋ): ଏବେ ଇନ୍‌ସୁରାନ୍ସ ଏବଂ ପଲ୍ୟୁସନ ଯାଞ୍ଚ ହେଉନାହିଁ। କେବଳ ୫ଟି ଗଫଲତି ଦେଖି ଜରିମାନା ଆଦାୟ ହେଉଛି। ବାଇକ୍‌ରେ ୩ଜଣଙ୍କୁ ନେଲେ, ହେଲ୍‌ମେଟ ପିନ୍ଧି ନ ଥିଲେ, ମଦ ପିଇ ଗାଡ଼ି ଚଳାଉଥିଲେ, ମୋବାଇଲରେ ଗପୁଥିଲେ, ରାସ୍ତାର ଭୁଲ ସାଇଡ୍‌ରେ…

ଘରୋଇ କ୍ଲିନିକ ଲାଗି ଅନଲାଇନ୍‌ ରେଜିଷ୍ଟ୍ରେଶନ୍‌ ଆରମ୍ଭ

ଭୁବନେଶ୍ୱର,୭।୯(ବ୍ୟୁରୋ): ରାଜ୍ୟରେ ଥିବା  ଘରୋଇ କ୍ଲିନିକ ଲାଗି ଶନିବାର ଅନଲାଇନ୍‌ ରେଜିଷ୍ଟ୍ରେଶନ୍‌ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହା ଦ୍ୱାରା ପ୍ରାୟ ୧୮ ଶହ ପ୍ରାଇଭେଟ୍‌ କ୍ଲିନିକ୍‌ ଉପକୃତ ହେବେ ବୋଲି ଜଣାପଡିଛି। ରାଜ୍ୟରେ କ୍ଲିନିକାଲ ଏଷ୍ଟାବ୍ଲିସମେଣ୍ଟ ଆକ୍ଟ ୧୯୯୦ ମସିହାରେ ଆରମ୍ଭ…

ଏସ୍‌ସିବିରେ ଜଗା-କାଳିଆ

କଟକ ଅଫିସ,୭।୯: ଏସ୍‌ସିବିରେ କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ। ଶନିବାର ଅପରାହ୍ନରେ ରାଜଧାନୀ ଏକ୍ସପ୍ରେସ୍‌ ଯୋଗେ କଟକ ଷ୍ଟେଶନରେ ପହଞ୍ଚିବା ପରେ ତାଙ୍କୁ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ଏସ୍‌ସିବିକୁ ନିଆଯାଉଛି। ସେଠାରେ ତାଙ୍କର ଆଗାମୀ ଚିକିତ୍ସା ଚାଲିବ। ସୂଚନାଯୋଗ୍ୟ, କନ୍ଧମାଳର ଯୋଡ଼ାମୁଣ୍ଡ…

ରଣକ୍ଷେତ୍ର ପାଲଟିଲା ରାଜମହଲ ଛକ: ପୋଲିସ-ଜନତା ମୁହାଁମୁହିଁ; ଲାଠିଚାର୍ଜ

ଭୁବନେଶ୍ୱର,୭।୯(ବ୍ୟୁରୋ): ରଣକ୍ଷେତ୍ର ପାଲଟିଛି ସ୍ଥାନୀୟ ରାଜମହଲ ଛକ। ନୂଆ ମୋଟର ଯାନ ନିୟମକୁ ବିରୋଧ ସହ ସରକାରୀ ଗାଡ଼ିକୁ ଛାଡ଼ି ଦିଆଯାଉଥିବା ଅଭିଯୋଗ କରି ତାତିଛନ୍ତି ଲୋକେ। ପୋଲିସ ଗାଡ଼ି ସମେତ ବିଏମ୍‌ସି ଗାଡ଼ି ଓ ମୋ’ ବସ୍‌କୁ ଶନିବାର ଲୋକମାନେ…

ଟାଟା ଏସି ଗାଡି ଚାଳକ ଜରିମାନା ଦେଲେ ୩୮ ହଜାର ୫ଶହ

ଭଦ୍ରକ ଅଫିସ,୭।୯: ଭଦ୍ରକ ଚରମ୍ପାରେ ନୂଆ ମୋଟର ଯାନ ନିୟମ ନେଇ ଶନିବାର ମଧ୍ୟାହ୍ନରେ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ କରାଯାଇଥିଲା। ଓଭରବ୍ରିଜ୍‌ ନିକଟରେ ଯାଞ୍ଚ ସମୟରେ ପ୍ରଥମ ସର୍ବାଧିକ ଜରିମାନା ଆଦାୟ କରାଯାଇଛି I ଟାଟା ଏସି ଗାଡିର…

ନୂଆ ମୋଟର ଯାନ ନିୟମକୁ ନେଇ ଭୁବନେଶ୍ୱରରେ ହଙ୍ଗାମା: ପୋଲିସ ଗାଡ଼ି ସହ ୩ ସରକାରୀ ଗାଡ଼ିକୁ ଅଟକାଇ କାଗଜପତ୍ର ଯାଞ୍ଚ କଲେ ଉତ୍ତ୍ୟକ୍ତ ଲୋକେ

ଭୁବନେଶ୍ୱର,୭।୯(ବ୍ୟୁରୋ): ଭୁବନେଶ୍ୱର ରାଜମହଲ ଛକରେ ନୂଆ ମୋଟର ଯାନ ନିୟମକୁ ନେଇ ଲୋକଙ୍କ ଭିତରେ ଅସନ୍ତୋଷ କୁହୁଳିବାରେ ଲାଗିଛି। ସରକାରୀ ଓ ପୋଲିସ ଗାଡିକୁ ଯାଞ୍ଚ ନ କରାଯାଇ ଛାଡ଼ିଦିଆଯାଉଥିବା ଅଭିଯୋଗ ହୋଇଆସୁଛି। ଏହି ପରିପ୍ରେକ୍ଷୀରେ ଶନିବାର ମଧ୍ୟାହ୍ନରେ ଭୁବନେଶ୍ୱର ରାଜମହଲ…

ଓଡ଼ିଶା ଫେରିଲେ ଜଗା-କାଳିଆ

କଟକ ଅଫିସ,୭।୯: ଦିଲ୍ଲୀର ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌ (ଏମ୍ସ)ରେ ଚିକିତ୍ସିତ ହେଉଥିବା ଓଡ଼ିଶାର ଯୋଡା ମୁଣ୍ଡ ଶିଶୁ ଜଗା-କାଳିଆ ଶନିବାର ଓଡିଶା ଫେରିଛନ୍ତି। ରାଜଧାନୀ ଏକ୍ସପ୍ରେସରେ ସେମାନେ ପ୍ରଥମେ ବାଲେଶ୍ୱରରେ ପହଞ୍ଚିଥିବା ଖବର ଆସିଥିଲା। ଏବେ ସେମାନଙ୍କୁ…

ଦୁଇ ପୁଅଙ୍କୁ ବିଷ ଦେଇ ମା’ଙ୍କ ଆତ୍ମହତ୍ୟା: ଜଣେ ପୁଅ ମୃତ, ଜଣେ ଗୁରୁତର

କାଲିମେଳା,୭।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ତେଳରାଇ ପଞ୍ଚାୟତ ତେଳରାଇ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମା ତାଙ୍କ ଦୁଇ ପୁଅଙ୍କୁ ବିଷ ପିଆଇବା ସହ ନିଜେ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ତେବେ ବିଷପାନ ଯୋଗୁ…

ବିଦ୍ୟୁତ୍‌ ବିଭ୍ରାଟ ପ୍ରତିବାଦରେ ଅତାବିରା ବନ୍ଦ, ରାସ୍ତାକୁ ଓହ୍ଲାଇଲେ ଲୋକେ

ଅତାବିରା/ସରଣ୍ଡା,୭।୯(ଡି.ଏନ୍‌.ଏ.)- ବରଗଡ଼ ଜିଲା ଅତାବିରାରେ ବାରମ୍ବାର ବିଦ୍ୟୁତ ବିଭ୍ରାଟ ଉପୁଜୁଥିବା ଅଭିଯୋଗ ହୋଇଛି। ଏଥିପାଇଁ ସ୍ଥାନୀୟ ଲୋକଙ୍କୁ ବହୁବିଧ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଏପରିକି ଆବଶ୍ୟକ ସଂଖ୍ୟକ ବିଦ୍ୟୁତ୍‌ କର୍ମଚାରୀ ମଧ୍ୟ ନାହାନ୍ତି। ଫଳରେ ବିଦ୍ୟୁତ୍‌ ବିଭ୍ରାଟ ହେଲେ ତାର…

ହୀରାକୁଦ ଡ୍ୟାମ୍‌ରୁ ୬ଟି ଗେଟ୍‌ ଦେଇ ଜଳ ନିଷ୍କାସନ

ସମ୍ବଲପୁର,୭ା୯(ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ରୁ ଶନିବାର ୬ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ କରାଯାଇଛି । ମିଳିଥିବା ରିପୋର୍ଟ ଅନୁସାରେ ସକାଳ ୯ଟା ପର୍ଯ୍ୟନ୍ତ ପ୍ରତି ସେକେଣ୍ଡରେ ୧ଲକ୍ଷ ୧୭ ହଜାର ୭୬୨ କ୍ୟୁସେକ୍‌ ଜଳ ନିଷ୍କାସିତ ହେଉଛି । ସେହିପରି ପ୍ରତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri