ରାଜ୍ୟ

୫ ମିଟର ଯାଏ ଉଠିବ ସମୁଦ୍ର ଢେଉ

ଭୁବନେଶ୍ୱର,୧ା୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗରର ଶ୍ରୀଲଙ୍କା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅତି ଭୟଙ୍କର ସାମୁଦ୍ରିକ ଝଡ଼ (ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମ) ରେ ପରିଣତ ହୋଇଛି। ଘଣ୍ଟା ପ୍ରତି ୨୧ କିଲୋମିଟର ବେଗରେ ଓଡ଼ିଶା ଉପକୂଳ ଆଡ଼କୁ ମାଡ଼ି...

‘ତିତଲି’ଠାରୁ ଭୟଙ୍କର ହେବ ‘ଫନୀ’

ନୂଆଦିଲ୍ଲୀ/ଭୁବନେଶ୍ୱର,୩୦।୪: ବାତ୍ୟା ‘ଫନୀ’କୁ ନେଇ ଏବେ ସବୁଆଡେ ଚର୍ଚ୍ଚା। ଏହା ଓଡ଼ିଶା ଉପକୂଳର ପୁରୀଠାରେ ଲ୍ୟାଣ୍ଡଫଲ୍‌ କରିବାର ସମ୍ଭାବନା ରହିଛି। ତେଣୁ ଓଡ଼ିଶାର ଉପକୂଳ ଅଞ୍ଚଳ ଏଥିଯୋଗୁ ବିଶେଷ ପରିମାଣରେ କ୍ଷତିଗ୍ରସ୍ତ ହେବ ବୋଲି କହିଛି ପାଣିପାଗ ବିଭାଗ। ବେଳକୁ...

ମଧୁସୂଦନଙ୍କୁ ମରଣୋତ୍ତର ଭାରତରତ୍ନ ଦାବି

ଭୁବନେଶ୍ୱର,୨୯।୪(ବ୍ୟୁରୋ)-ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ମରଣୋତ୍ତର ‘ଭାରତରତ୍ନ’ ପ୍ରଦାନ କରିବାକୁ ଦାବି କରିଛନ୍ତି ଓଡ଼ିଶାର ସମସ୍ତ ଓକିଲ ସଂଘ। ମଧୁବାବୁଙ୍କ ୧୭୧ତମ ଜୟନ୍ତୀ ଅବସରରେ ରାଜ୍ୟରେ ଥିବା ସମସ୍ତ ଛୋଟବଡ଼ ଓକିଲ ସଂଘ ପକ୍ଷରୁ ରାଜ୍ୟପାଳଙ୍କୁ ଏକ ଦାବିପତ୍ର ପ୍ରଦାନ...

ଚନ୍ଦ୍ରପୁର ଆଇସିଡିଏସ କାର୍ଯ୍ୟାଳୟ: ରାଜୀବ ଗାନ୍ଧୀ ସେବା କେନ୍ଦ୍ରରେ ଚାଲିଛି ଅଫିସ କାମ

 ଚନ୍ଦ୍ରପୁର, ୨୮ା୪(ଡି.ଏନ୍‌.ଏ.)-ରାୟଗଡା ଜିଲା ଚନ୍ଦ୍ରପୁର ବ୍ଲକସ୍ଥିତ ସମନ୍ବିତ ଶିଶୁ ବିକାଶ ଯୋଜନା କାର୍ଯ୍ୟାଳୟ ଆଜକୁ ଦୀର୍ଘ ପାଞ୍ଚବର୍ଷରୁ ଉର୍ଦ୍ଧ୍ୱ ସମୟ ହେଲା ସଦର ମହକୁମାସ୍ଥିତ  ରାଜୀବ ଗାନ୍ଧୀ ସେବାକେନ୍ଦ୍ରରେ ଚାଲିଛି।   ଜିଲାର ସମସ୍ତ ବ୍ଲକରେ ସମନ୍ବିତ ଶିଶୁବିକାଶ ଯୋଜନା କାର୍ଯ୍ୟାଳୟ...

କିଶୋର ବାସା ‘ଟାଗୋର ନ୍ୟାଶନାଲ ଫେଲୋ’ ମନୋନୀତ

ଭୁବନେଶ୍ୱର,୨୭।୪(ବ୍ୟୁରୋ)-ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଦ୍ୱାରା ଉତ୍କଳ ବିଶ୍ୱବିଦ୍ୟାଳୟ ନୃତତ୍ତ୍ୱ ବିଭାଗ ପୂର୍ବତନ ମୁଖ୍ୟ ପ୍ରଫେସର କିଶୋର କୁମାର ବାସାଙ୍କୁ ସମ୍ମାନଜନକ ‘ଟାଗୋର ନ୍ୟାଶନାଲ ଫେଲୋ’ ଭାବେ ମନୋନୀତ କରାଯାଇଛି। ଭୋପାଳସ୍ଥିତ ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମାନବ ସଂଗ୍ରହାଳୟରେ ସେ...

ଗରମରେ ଛଟପଟ ହେଲେ ଜିଲାବାସୀ

ଅନୁଗୋଳ ଅଫିସ, ୨୭।୪- ଅନୁଗୋଳ ସହର ଓ ଏହାର ଉପକଣ୍ଠରେ ଅସହ୍ୟ ଗରମ ଏବଂ  ଗୁଳଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଶୁକ୍ରବାର ଏଠାରେ ତାପମାତ୍ରା ୪୧.୯ ଡିଗ୍ରୀ ଥିବା ରେକର୍ଡ କରାଯାଇଛି। ମଧ୍ୟାହ୍ନରେ ଜନଗହଳି ପୂର୍ଣ୍ଣ ସହର ଖାଁ...

କଣିହାଁରେ ଅମାନବୀୟ ଦୃଶ୍ୟ: ବସ୍ତା ପରି ବାଇକ୍‌ରେ ଜ୍ୱାଇଁଙ୍କୁ ବାନ୍ଧିନେଲେ

କଣିହାଁ, ୨୫ା୪(ଡି.ଏନ.ଏ.)- ଅନୁଗୋଳ ଜିଲା କଣିହାଁ ବ୍ଲକରେ ଏକ ଅମାନବୀୟ ଦୃଶ୍ୟ ଦେଖିବାକୁ ମିଳିଛି। ପାରିବାରିକ ଗଣ୍ଡଗୋଳକୁ କେନ୍ଦ୍ର କରି ଜ୍ୱାଇଁଙ୍କୁ ଶ୍ୱଶୁର ଘର ଲୋକେ ମାଡ଼ ମାରି ଏକ ବାଇକ ପଛରେ ବସ୍ତା ପରି ବାନ୍ଧି ନେଉଥିବାର ଭିଡିଓ...

ସକାଳୁଆ କାର୍ଯ୍ୟାଳୟ, ଚୌକି ଖାଲି

ବଅଁରପାଳ, ୨୬।୪ (ଡି.ଏନ୍‌.ଏ.)- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାରୀ କାର୍ଯ୍ୟାଳୟଗୁଡ଼ିକୁ ସରକାର ସକାଳୁଆ କରିଛନ୍ତି। ବିଭିନ୍ନ କାର୍ଯ୍ୟ ପାଇଁ ଆସୁଥିବା ହିତାଧିକାରୀମାନେ ଯେପରି ତାତିରୁ ରକ୍ଷା ପାଇବା ସହ ସୁବିଧାରେ କାମ ହାସଲ କରି ଫେରିପାରିବେ ସେଥିପାଇଁ ସରକାର...

ହିଙ୍ଗୁଳା ଲୋକ ମହୋତ୍ସବର ୭ମ ସନ୍ଧ୍ୟା: ଗୋଟିପୁଅ ନୃତ୍ୟରେ ଝୁମିଲେ ଦର୍ଶକ

ତାଳଚେର,୨୬।୪(ନି.ପ୍ର)- ତାଳଚେର ଗୋପାଳପ୍ରସାଦସ୍ଥିତ ମା’ ହିଙ୍ଗୁଳା ପୀଠରେ  ଚାଲିଥିବା ୧୭ତମ ଲୋକମହୋତ୍ସବର ୭ମ ସା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ତାଳଚେର ଆରକ୍ଷୀ ଅଧୀକ୍ଷକ ସନ୍ତୋଷ କୁମାର ମିଶ୍ର, ସମ୍ମାନିତ ଅତିଥି ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ହେମନ୍ତ କୁମାର...

କଡା ସୁରକ୍ଷା ବଳୟରେ ଭୋଟିଂ ମେଶିନ

ଆଠମଲ୍ଲିକ,୨୬।୩(ଡି.ଏନ.ଏ.)- ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀରେ ସାଧାରଣ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ତେବେ ପ୍ରଶାସନ ତଥା ରିଟର୍ନିଂ ଅଫିସରଙ୍କ  ତତ୍ତ୍ୱାବଧାନରେ ସ୍ଥାନୀୟ ମହାବିଦ୍ୟାଳୟ ପରିସର ଷ୍ଟ୍ରଙ୍ଗ୍‌ ରୁମରେ ଇଭିଏମ ଓ ଭିଭିପିଏଟି ମେଶିନକୁ କଡ଼ା ସୁରକ୍ଷା ବଳୟ ମଧ୍ୟରେ...

ଅନୁଗୋଳକୁ ଡରାଇଲାଣି ସ୍ବାଇନ ଫ୍ଲୁ: ଦୁଇ ଜୀବନ ଗଲା ପରେ ଖୋଲିଲା ସ୍ବତନ୍ତ୍ର ୱାର୍ଡ

ଅନୁଗୋଳ ଅଫିସ, ୨୬।୪-  ଅନୁଗୋଳକୁ ଡରାଇଲାଣି ସ୍ବାଇନ ଫ୍ଲୁ। ହଠାତ୍‌ ଏଭଳି ମାରାତ୍ମକ ରୋଗ ଆସିବା ଓ ଦୁଇ ଜଣଙ୍କ ଜୀବନ ନେବା ପରେ ସହରବାସୀ ଛାନିଆ ହୋଇପଡ଼ିଛନ୍ତି। ତେବେ ଅନୁଗୋଳରେ ଏପରି ରୋଗ ସମ୍ପର୍କରେ ମେଡିକାଲ–କର୍ତ୍ତୃପକ୍ଷଙ୍କ ନିକଟରେ କୌଣସି...

ନାଲ୍‌କୋ ସ୍କୁଲରେ ପାତରଅନ୍ତର ଅଭିଯୋଗ: କ୍ଷତିଗ୍ରସ୍ତଙ୍କ ପିଲାଙ୍କୁ ଅଣଦେଖା

ବଅଁରପାଳ, ୨୬।୪ (ଡି.ଏନ୍‌.ଏ.)- ଅନୁଗୋଳ ଜିଲାର ବଅଁରପାଳଠାରେ ଥିବା ନବରତ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋ ପାଇଁ ବହୁ ଲୋକ ଚାଷ ଜମି ଓ ଭିଟା ମାଟି ହରାଇଛନ୍ତି। ସେମାନଙ୍କ ମଧ୍ୟରୁ କେତେକଙ୍କୁ ନାଲ୍‌କୋ ପକ୍ଷରୁ ନିଯୁକ୍ତି ଦିଆଯାଇଥିଲେ ବି ଆହୁରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri