କୃଷ୍ଣପ୍ରସାଦରେ ଲାଗିଲା ଆଣ୍ଡାମାନ ବୋଟ
ବ୍ରହ୍ମଗିରି/କୃଷ୍ଣପ୍ରସାଦ,୨୬।୧୦(ଡି.ଏନ୍.ଏ.): ଆଣ୍ଡାମାନ ଦ୍ବୀପରେ ବ୍ୟବସାୟ କରୁଥିବା ଏକ ବୋଟ ସାମୁଦ୍ରିକ ଝଡ଼ରେ ବାଟବଣା ହୋଇ ଗୁରୁବାର ରାତିରେ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଖିରିସାହି ଉପକୂଳରେ ଲାଗିଛି। ଉକ୍ତ ବୋଟର ୨ ନାବିକଙ୍କ ମଧ୍ୟରୁ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣଙ୍କୁ…
‘ମିସ୍ ବ୍ରିଟିଶ ଏମ୍ପାୟାର୍ ୨୦୧୯’: ଶେଫାଳିଙ୍କ ସଫଳତା
ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ବଲାଙ୍ଗୀର ଜନ୍ମିତ ଓଡ଼ିଆ ଝିଅ ଶେଫାଳି ଉଦ୍ଗାତା ନିକଟରେ ଶ୍ରୀଲଙ୍କାରେ ଅନୁଷ୍ଠିତ ‘ମିସ୍ ବ୍ରିଟିଶ ଏମ୍ପାୟାର୍-୨୦୧୯’ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଦ୍ୱିତୀୟ ରନର୍ସଅପ୍ ହେବାର ଗୌରବ ଅର୍ଜନ କରିଛନ୍ତି। ଏକାଧିକ ରାଷ୍ଟ୍ରରୁ ଅଂଶଗ୍ରହଣ କରିଥିବା ପ୍ରତିଯୋଗୀମାନଙ୍କୁ ପଛରେ ପକାଇ ଶେଫାଳି ୩ୟ…
ବିପଦ ସାଜୁଛି ସ୍ତନକର୍କଟ
ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ମହିଳାମାନଙ୍କ କ୍ଷେତ୍ରରେ ସ୍ତନକର୍କଟ ଏକ ଜଣାଶୁଣା ବ୍ୟାଧି। ପାଶ୍ଚାତ୍ୟ ଦେଶଗୁଡ଼ିକରେ ସ୍ତନକର୍କଟ ପ୍ରାଥମିକ ଅବସ୍ଥାରେ ଚିହ୍ନଟ ହୋଇପାରୁଥିବା ସ୍ଥଳେ ଭାରତରେ ଏହା ପ୍ରାୟ ଶେଷ ଅବସ୍ଥାରେ ଜଣାପଡ଼ିଥାଏ। ତେଣୁ ସ୍ତନକର୍କଟ ରୋଗର ସ୍କ୍ରିନିଂ କାର୍ଯ୍ୟକ୍ରମ ଅତ୍ୟନ୍ତ ଜରୁରୀ। ସ୍ତନକର୍କଟ…
ଅଲୋଡ଼ା କନ୍ୟା ସନ୍ତାନ: ମେଡିକାଲ ବେଡ୍ରେ ଛାଡ଼ି ପଳାଇଲେ ମା’
କଟକ ଅଫିସ, ୨୬।୧୦: ସମାଜରେ କନ୍ୟା ସନ୍ତାନଙ୍କ ପ୍ରତି ଥିବା ହୀନମନ୍ୟତା ବଢିବାରେ ଲାଗିଛି, ଯାହାର ଏକ ଉଦାହରଣ ଏସ୍ସିବି ମେଡିକାଲରେ ଦେଖିବାକୁ ମିଳିଛି। ଗତ ୩ରେ ଯାଜପୁର ଅଞ୍ଚଳର ଜଣେ ମହିଳା ପ୍ରସବ ନିମନ୍ତେ ଏସ୍ସିବି ମେଡିକାଲର ସ୍ତ୍ରୀ ଓ…
୧୩୮ କୋଟିର ଜିଏସ୍ଟି ଠକେଇ: ୪ ଗିରଫ
କଟକ ଅଫିସ/ରାଉରକେଲା ଅଫିସ୍, ୨୬।୧୦: ନା କିଣା ହୋଇଛି ସାମଗ୍ରୀ, ନା ବିକ୍ରୟ ହୋଇଛି। ମାତ୍ର କାଗଜପତ୍ରରେ ଦର୍ଶାଯାଇଛି ବହୁ କୋଟି ଟଙ୍କାର କାରବାର। ଏହିଭଳି ଜାଲିଆତି ମାଧ୍ୟମରେ ୧୩୮ କୋଟି ଟଙ୍କାର ଜିଏସ୍ଟି ଠକେଇ ହୋଇଛି। ଏଥିରେ ସମ୍ପୃକ୍ତ ରହିଛି…
ଜାତୀୟ ଲୋକମେଳା, କୃଷିମେଳା ଉଦ୍ଯାପିତ: ଛବିଳେନ୍ଦ୍ର, ବିମ୍ବାଧର, ରଞ୍ଜିତ, ଶ୍ରୀଧରଙ୍କୁ ଶ୍ରୀକ୍ଷେତ୍ର ସମ୍ମାନ
ପୁରୀ ଅଫିସ, ୨୬।୧୦: ଶ୍ରୀ ଶ୍ରୀକ୍ଷେତ୍ର ସୂଚନା ପକ୍ଷରୁ ମୁକ୍ତାକାଶ ରଙ୍ଗମଞ୍ଚଠାରେ ୫ଦିନ ବ୍ୟାପି ଚାଲିଥିବା ୧୭ତମ ଲୋକମେଳା(ଜାତୀୟ ଆଦିବାସୀ ଲୋକଗୀତ ଓ ନୃତ୍ୟ ମହୋତ୍ସବ ଏବଂ ହସ୍ତଶିଳ୍ପ ଓ କୁଟୀର ପ୍ରଦର୍ଶନୀ) ଏବଂ ୧୦ମ କୃଷିମେଳା(ଜାତୀୟ କୃଷି ପ୍ରଦର୍ଶନୀ) ଶୁକ୍ରବାର…
ଶିକ୍ଷକଙ୍କୁ ଅଡ଼ୁଆରେ ପକାଇଲା ହ୍ବାଟ୍ସଆପ୍ ମେସେଜ୍
ନାଉଗଁ।,୨୬ା୧୦(ସ୍ବ.ପ୍ର.): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଜଗତ୍ସିଂହପୁର ଜିଲାର ସମସ୍ତ ଘରୋଇ ଓ ସରକାରୀ ସ୍କୁଲ ଶୁକ୍ରବାର ବନ୍ଦ ରହିବ ବୋଲି ସରକାରୀ ନିର୍ଦ୍ଦେଶନାମା ଆସିଥିଲା। ସେହି ଅନୁସାରେ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏ ସମ୍ପର୍କରେ ସମସ୍ତ ସ୍କୁଲକୁ…
ସାନତିହାଡ଼ା ଗ୍ରାମରେ ଅଭାବନୀୟ ଘଟଣା: ସ୍ତ୍ରୀଙ୍କୁ ହତ୍ୟା ପରେ ଜାଳିଦେଲେ
ଜଗତ୍ସିଂହପୁର ଅଫିସ,୨୬ା୧୦: ଜଗତ୍ସିଂହପୁର ଥାନା ଅଧୀନ ସାନତିହାଡ଼ା ଗ୍ରାମରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ରଶ୍ମିତା ରାଉତ ନାମ୍ନୀ ମହିଳାଙ୍କୁ ତାଙ୍କ ସ୍ବାମୀ ରୁଦ୍ରପ୍ରସନ୍ନ ହତ୍ୟା କରିବା ପରେ ପେଟ୍ରୋଲ ଢାଳି ଜାଳି ଦେଇଛନ୍ତି। ଏନେଇ ରଶ୍ମିତାଙ୍କ ବାପା…
କ୍ଲିନିକ୍, ଡାଇଗ୍ନୋଷ୍ଟିକ ସେଣ୍ଟରରେ ଚଢ଼ାଉ
ନୟାଗଡ଼ ଅଫିସ,୨୬ା୧୦: ନୟାଗଡ଼ ସହରରେ ଥିବା ବିଭିନ୍ନ ଡାଇଗ୍ନୋଷ୍ଟିକ ସେଣ୍ଟରରେ ଅନିୟମିତତା ହେଉଥିବା ଅଭିଯୋଗ ହେବା ପରେ ଶୁକ୍ରବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ତରଫରୁ ସହରରେ ଥିବା ୩ଟି କ୍ଲିନିକ ଓ ଡାଇଗ୍ନୋଷ୍ଟିକ ସେଣ୍ଟର ଉପରେ ଚଢ଼ାଉ କରାଯାଇଥିଲା। ଚଢ଼ାଉ ସମୟରେ…
ଦଶପଲ୍ଲା ଏନ୍ଏସିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି: ଅଭିଯୋଗ କରିବାରୁ ପରିବାରବର୍ଗଙ୍କୁ ଆକ୍ରମଣ
ନୟାଗଡ଼ ଅଫିସ,୨୬ା୧୦: ନୟାଗଡ଼ ଜିଲା ଦଶପଲ୍ଲା ଏନ୍ଏସିର ୧୬ ନମ୍ବର ୱାର୍ଡ଼ ଖଣ୍ଡପଡ଼ା ଗ୍ରାମରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରାଞ୍ଚଳ)ରେ ଦୁର୍ନୀତି ହୋଇଥିବା ନେଇ ଉକ୍ତ ଗ୍ରାମର ବିଭୂତି ଭୂଷଣ ବରାଡ଼ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ଏଥିରେ ପ୍ରତିକ୍ରିୟାଶୀଳ ହୋଇ…
ନାବାଳିକାଙ୍କ ଆଖି ନଷ୍ଟ ହେବା ଘଟଣା: ଜିଲାପାଳ, ସିଡିଏମ୍ଓଙ୍କୁ ଭେଟିଲେ ଗ୍ରାମବାସୀ
ନୟାଗଡ଼ ଅଫିସ,୨୬ା୧୦: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ନଛିପୁର ଗ୍ରାମର ଚନ୍ଦ୍ରକାନ୍ତ ଗୋଛାୟତଙ୍କ ଝିଅ ରିଙ୍କି ଗୋଛାୟତ (୬)ଙ୍କ ଆଖି ନଷ୍ଟ ହେବା ଘଟଣାରେ ଶୁକ୍ରବାର ଗ୍ରାମବାସୀ ଜିଲାପାଳ ଓ ସିଡିଏମ୍ଓଙ୍କୁ ଭେଟିଛନ୍ତି। ଏହାସହ ସେମାନେ ଦୋଷୀ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ…
ଅଜଣା ରୋଗ:୧୦ ଗୋରୁ ମୃତ, ୫୦୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ
ରଣପୁର,୨୬।୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଳକ ଓ ଏନ୍ଏସି ଅଞ୍ଚଳରେ ଗୋରୁଙ୍କୁ ଅଜଣା ରୋଗ ବ୍ୟାପିବାରେ ଲାଗିଛି । ଅଜଣା ରୋଗରେ ଆକ୍ରାନ୍ତ ହୋଇ ୧୫ଦିନ ମଧ୍ୟରେ ୧୦ରୁ ଊର୍ଦ୍ଧ୍ୱ ଗୋରୁଙ୍କ ମୃତ୍ୟୁ ଘଟିଥିବାବେଳେ ୫ଶହରୁ ଊର୍ଦ୍ଧ୍ୱ ଅସୁସ୍ଥ ହୋଇପଡିଛନ୍ତି। ରୋଗରେ…
Archives


