ରାଜ୍ୟ

ନୂଆ ମୋଟର ଆଇନ ଲାଗୁ ପରେ ମଦ ବ୍ୟବସାୟ ମାନ୍ଦା: କମିଛି ୨୫% ବ୍ୟବସାୟ, ଚିନ୍ତାରେ ମାଲିକ

ଭୁବନେଶ୍ୱର, ୭ା୯(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ନୂଆ ମୋଟରଯାନ ଆଇନ-୨୦୧୯ ସେପ୍ଟେମ୍ବର ପହିଲାରୁ ଲାଗୁ ହେବା ପରେ ଏହାର ପ୍ରଭାବ ମଦ ବ୍ୟବସାୟ ଉପରେ ପଡ଼ିଛି। କାରଣ ଏହି ଆଇନ ଅନୁଯାୟୀ, ଜଣେ ଗାଡ଼ି ଚାଳକ ମଦ ପିଇ ଗାଡ଼ି ଚଲାଉଥିଲେ ପ୍ରଥମ…

ଭୁଶୁଡ଼ିଲା ବିଦ୍ୟାଳୟର ନବ ନିର୍ମିତ କୋଠା

ରଣପୁର, ୭।୯(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବାଳିକା ଉଚ୍ଚ ବିଦ୍ୟାଳୟର ନବ ନିର୍ମିତ କୋଠାର ନିମିଟାଲ ଓ ତାଜା ଶନିବାର ସକାଳେ ହଠାତ୍‌ ଭୁଶୁଡି ପଡ଼ିଛି। ଏହି ଦୁର୍ଘଟଣାରୁ ଛାତ୍ରୀମାନେ ମୃତ୍ୟୁ ମୁଖରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଶନିବାର ସକାଳୁଆ ସ୍କୁଲ ଥିବାରୁ…

ଆମିକସ୍‌ କ୍ୟୁରିଙ୍କ ଶ୍ରୀମନ୍ଦିର ପରିଦର୍ଶନ

ପୁରୀ ଅଫିସ୍‌.୭।୯: ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ୍‌ କ୍ୟୁରି ରଞ୍ଜିତ୍‌ କୁମାର ଓ ସଲିସିଟର ଜେନେରାଲ ତୁଷାର ମେହେଟା ଶନିବାର ସକାଳେ ଶ୍ରୀମନ୍ଦିର ପରିଦର୍ଶନ କରିଛନ୍ତି। ସକାଳ ୭ଟା ୧୦ରେ ଉଭୟ ଶ୍ରୀମନ୍ଦିର ନିକଟରେ ପହଞ୍ଚିବା ପରେ…

‘ଦୋଳଗୋବିନ୍ଦ ଥିଲେ କଟକର ଦ୍ୱିତୀୟ ସୁଭାଷ ଚନ୍ଦ୍ର’

କଟକ ସଦର, ୭ା୯(ଡି.ଏନ୍‌.ଏ.): ସମାଜ ପାଇଁ ମହାପୁରୁଷମାନେ ନିଜ ଜୀବନକୁ ଉତ୍ସର୍ଗ କରିଥାନ୍ତି। ସେହିପରି ସ୍ବର୍ଗତ ଦୋଳଗୋବିନ୍ଦ ପ୍ରଧାନ ମଧ୍ୟ ଲୋକଙ୍କ ପାଇଁ ଜୀବନକୁ ଉତ୍ସର୍ଗ କରିଥିଲେ। ସେଥିପାଇଁ ସେ କଟକର ଦ୍ୱିତୀୟ ସୁଭାଷ ଚନ୍ଦ୍ର ବୋଷ ବୋଲି ଶୁକ୍ରବାର ରାଜ୍ୟପାଳ…

ପୋଲିଓ ଖାଇ ଶିଶୁକନ୍ୟାର ମୃତ୍ୟୁ ଅଭିଯୋଗ

ବ୍ରହ୍ମଗିରି,୭ା୯(ଡି.ଏନ୍‌.ଏ.): ବ୍ରହ୍ମଗିରି ଥାନା ଅନ୍ତର୍ଗତ ନରଣପୁର ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଅଢ଼େଇ ମାସର ଶିଶୁକନ୍ୟା ପୋଲିଓ ବୁନ୍ଦା ଖାଇ ଅସୁସ୍ଥ ହେବା ପରେ ଗୁରୁବାର ମୃତ୍ୟୁ ହୋଇଥିଲା। ପରିବାର ଲୋକେ ପୋଲିଓ ଖାଇବାରୁ ଝିଅର…

ଲୋକାଭିମୁଖୀ ହେବ ଶ୍ରୀଜଗନ୍ନାଥ ସଂସ୍କୃତି

ପୁରୀ ଅଫିସ, ୭ା୯: ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଅଭିଯାନ ଆରମ୍ଭ ହୋଇଛି। ଏଥିଲାଗି ଶୁକ୍ରବାର ଶ୍ରୀନଅରରେ ଶ୍ରୀଜଗନ୍ନାଥ ତତ୍ତ୍ବ ଗବେଷଣା ପ୍ରକାଶନ ଓ ପ୍ରସାର ଉପ ସମିତିର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଗଜପତି ମହାରାଜା ଦିବ୍ୟସିଂହ…

ପୁରୀର ରାଘବ ଦାସ ମଠ ଉଚ୍ଛେଦ ମାମଲା: ନିୟମ ଅନୁଯାୟୀ ପଦକ୍ଷେପ ନେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୭ା୯: ପୁରୀ ଶ୍ରୀମନ୍ଦିରର ୭୫ମିଟର ଭିତରେ ଥିବା ମଠ ଏବଂ ଅନ୍ୟାନ୍ୟ ନିର୍ମାଣ ଗୃହଗୁଡିକୁ ପ୍ରଶାସନ ପକ୍ଷରୁ ଭଙ୍ଗାଯାଉଛି। ତେବେ ୭୫ମିଟର ବାହାରେ ଥିବା ରାଘବ ଦାସ ମଠର ଉଚ୍ଛେଦ ଆଶଙ୍କା କରି ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା।…

ଟ୍ରକ୍‌ ଧକ୍କାରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣା: କ୍ଷତିପୂରଣ ଦାବିରେ ଛାତ୍ରୀଛାତ୍ରଙ୍କ ରାସ୍ତାରୋକୋ

କଟକ ଅଫିସ,୭ା୯: ଟ୍ରକ ଧକ୍କାରେ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଶୁକ୍ରବାର ଉତ୍ତେଜନାମୂଳକ ପରିସ୍ଥିତି ଦେଖାଦେଇଥିଲା। ପୂର୍ବାହ୍ନରେ ଛାତ୍ରୀଛାତ୍ରମାନେ ବିଶ୍ୱବିଦ୍ୟାଳୟ ସମ୍ମୁଖ ଦୁଇପାର୍ଶ୍ୱ ରାସ୍ତାରେ ଧାରଣା ଦେଇଥିଲେ। ଏଥିଯୋଗୁ କିଛି ଘଣ୍ଟା ଧରି ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ…

ସିଡିଏରେ ପାଇପ୍‌ ଯୋଗେ ରନ୍ଧନ ଗ୍ୟାସ୍‌ ଯୋଗାଣ ଖୁବ୍‌ଶୀଘ୍ର

କଟକ ଅଫିସ, ୭ା୯: ହଜାର ବର୍ଷର ସହର କଟକ। ଏହା ଦେଶର ଅନ୍ୟତମ ସର୍ବପୁରାତନ ସହର ହୋଇଥିଲେ ମଧ୍ୟ ଏଠାରେ ଅନେକ ସମସ୍ୟା ରହିଛି। ତେବେ ସହରକୁ ସରସ ସୁନ୍ଦର କରି ଗଢ଼ି ତୋଳିବାରେ ଯାହା ଆବଶ୍ୟକ ହେବ କେନ୍ଦ୍ର ସରକାର…

ନିଶାଣ, ମହତାପରେ ପୁରୁଣା ପରମ୍ପରା ଛାପ

କଟକ ଅଫିସ : ଆସନ୍ତା ଅକ୍ଟୋବର ୪ ତାରିଖରେ ମହାଷଷ୍ଠୀ। ଦଶହରା ଆରମ୍ଭକୁ କିଛି ଦିନ ରହିଲା। ତେବେ କଟକର ପ୍ରସିଦ୍ଧ ଦଶହରା କିଛି ନିର୍ଦ୍ଦିଷ୍ଟ କାରଣ ପାଇଁ ଭିନ୍ନ ଓ ଅନନ୍ୟ। ଏଠାରେ କେତେକ ସ୍ବତନ୍ତ୍ର ପରମ୍ପରା ଦେଖିବାକୁ ମିଳେ,…

ଘଟଣାସ୍ଥଳରେ ଚାଲାଣ କଟାଯାଇପାରିବନି

ଭୁବନେଶ୍ୱର, ୭ା୯(ବ୍ୟୁରୋ): ସରକାରଙ୍କ ନୂଆ ମୋଟରଯାନ ଆଇନ୍‌-୨୦୧୯ ସେପ୍ଟେମ୍ବର ୧ରୁ ଲାଗୁ ହେବା ପରେ ଗାଡ଼ି ଚାଳକଙ୍କ ମଧ୍ୟରେ ଛନକା ପଶିଛି। ଆର୍‌ଟିଓ ଏବଂ ଟ୍ରାଫିକ ପୋଲିସ ମନ ଇଚ୍ଛା ବିଭିନ୍ନ ନିୟମ ଉଲ୍ଲଂଘନ ଦେଖାଇ ଫାଇନ୍‌ କାଟୁଛି। କିନ୍ତୁ ନିୟମରେ…

ନିଦ ହଜାଉଛି ଜରିମାନା

ଭୁବନେଶ୍ୱର ୭ା୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଆସିବା ପରେ ଜରିମାନା ଆଦାୟରେ ଅନ୍ୟ ରାଜ୍ୟକୁ ପଛରେ ପକାଇଛି ଓଡ଼ିଶା। ମାତ୍ର ୪ଦିନରେ ସାରା ରାଜ୍ୟରୁ ୮୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଜରିମାନା ଆଦାୟ ସହ ୧ ନମ୍ବର ସ୍ଥାନରେ ରହି ଓଡ଼ିଶା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri