ବାଲିର ପୂର୍ବତନ ଗଭର୍ନରଙ୍କ ଓଡ଼ିଶା ଗସ୍ତ: ୧୦ ଜଣଙ୍କୁ ‘କଳିଙ୍ଗ-ବାଲି ସଙ୍ଗମ’ ସମ୍ମାନ
ଭୁବନେଶ୍ୱର, ୭ା୯(ବ୍ୟୁରୋ): ଇଣ୍ଡୋନେସିଆ ବାଲିର ପୂର୍ବତନ ଗଭର୍ନର ଆଇ ମେଡ୍ ମଙ୍ଗ୍କୁ ୧୦ଜଣିଆ ପ୍ରତିନିଧି ଦଳ ସହ ଶୁକ୍ରବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ଆର୍ଯ୍ୟଭଟ୍ଟ ଟ୍ରଷ୍ଟ ଓ କଳିଙ୍ଗ ଇଣ୍ଟରନ୍ୟାଶନାଲ ୟୁଥ ଫାଉଣ୍ଡେଶନ ମିଳିତ ଆନୁକୂଲ୍ୟରେ ସାଂସ୍କୃତିକ କାର୍ଯ୍ୟକ୍ରମ…
ଭୁବନେଶ୍ୱରରେ ଆମିକସ୍ କ୍ୟୁରି
ପୁରୀ ଅଫିସ, ୭ା୯: ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମ୍କୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ୍ କ୍ୟୁରି ରଞ୍ଜିତ କୁମାର ଏବଂ ସଲିସିଟର ଜେନେରାଲ ତୁଷାର ମେହେଟା ଗୁରୁବାର ରାତିରେ ଭୁବନେଶ୍ୱରରେ ପହଞ୍ଚତ୍ଛନ୍ତି। ଶନିବାର ସେମାନେ ପୁରୀରେ ପହଞ୍ଚତ୍ ୭୫ ମିଟର ଉଚ୍ଛେଦ ସଂକ୍ରାନ୍ତରେ…
ଚମତ୍କାର କଲା ଭାଓଲିନ୍-ବଂଶୀ-ମାଣ୍ଡୋଲିନ୍
ଭୁବନେଶ୍ୱର ୭ା୯(ବ୍ୟୁରୋ): ଭାଓଲିନ୍, ବଂଶୀ ଓ ମାଣ୍ଡୋଲିନ୍ର ସମନ୍ବୟ ସୃଷ୍ଟି କରିଥିଲା ଏକ ନିଆରା ପରିବେଶ। ପ୍ରଥମଥର ପାଇଁ ଶାସ୍ତ୍ରୀୟ ଯନ୍ତ୍ର ସଙ୍ଗୀତର ଧୂନ୍ରେ ମଜିଥିଲେ ସବୁ ବର୍ଗ ଓ ସବୁ ବୟସର ଶ୍ରୋତା। ଦେଶର ଖ୍ୟାତାନାମା ଯୁବ ବାଦ୍ୟଶିଳ୍ପୀମାନେ ଶୁକ୍ରବାର…
ଧୂଅଁ।ଧୂଳିରେ ରୁନ୍ଧି ହେଉଛି ଜୀବନ
ବଡବିଲ,୭।୯(ସ୍ବ.ପ୍ର.)-କେନ୍ଦୁଝର ଜିଲା ଖଣି ଅଞ୍ଚଳ ଅଧୀନ ଯୋଡା-ବଡବିଲରେ ପ୍ରଦୂଷଣ ସମସ୍ୟା ଗୁରୁତର ହେବାରେ ଲାଗିଛି। ଦିନରାତି ସବୁବେଳେ ଭାରି ଯାନରେ ଖଣିଜଦ୍ରବ୍ୟ ପରିବହନ ଯୋଗୁ ରାସ୍ତା ଅବସ୍ଥା ବେହାଲ ହେବା ସହ ଟ୍ରାଫିକ ସମସ୍ୟା ଓ ଧୂଳିଧୂଆଁ ଲୋକଙ୍କୁ ଅତିଷ୍ଠ କରୁଛି।…
ରାତି ହେଲେ ହାତୀପଲ ଗଁ। ମୁହାଁ
କେନ୍ଦୁଝର, ୭ା୯ (ସ୍ବ.ପ୍ର.)- କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନରଣପୁର ଓ ମଇଦାନକେଲ ଫରେଷ୍ଟ ବିଟ ଅଧୀନ ଅଞ୍ଚଳରେ ଗତ କିଛି ଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ହାତୀପଲ କେରୀ, ଡାବରଚୁଆ, ମଇଦାନକେଲ, ବାଘୁଆସାହି ଆଦି ଅଞ୍ଚଳକୁ ଚାଲି…
ଟୁଇଟ୍ ପରେ ଚାଉଳ ମିଳିବା ଘଟଣା: ରିଟେଲର ନିଲମ୍ବିତ
ଭଦ୍ରକ ଅଫିସ, ୭।୯- ଭଦ୍ରକ ଜିଲା ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ଅଧୀନ ଅନହରପୁର ଗ୍ରାମର ହିତାଧିକାରୀ ପାଞ୍ଚାଳୀ ଜେନାଙ୍କୁ ଟୁଇଟ୍ ପରେ ଚାଉଳ ମିଳିବା ଘଟଣାରେ ରିଟେଲର ଶ୍ରୀଧର ସାହୁଙ୍କୁ ନିଲମ୍ବନ କରାଯାଇଛି। ଜିଲାପାଳ ଜ୍ଞାନରଞ୍ଜନ ଦାସଙ୍କ ନିର୍ଦ୍ଦେଶକ୍ରମେ ଉପଜିଲାପାଳ…
ଅସହ୍ୟ ହୋଇପଡ଼ିଛି ପୁଅର ଯନ୍ତ୍ରଣା: ବିଷ ପିଇ ଜୀବନ ହାରିବାକୁ ମା’ଙ୍କ ଚେତାବନୀ
ବନ୍ତ,୭।୯ (ଡି.ଏନ.ଏ.) – ବାରମ୍ବାର ଟୁଇଟ୍ ପରେ ମଧ୍ୟ ପ୍ରଶାସନ ନୀରବଦ୍ରଷ୍ଟା ସାଜିଛି। ପକ୍ଷାଘାତରେ ପୀଡ଼ିତ ହୋଇ ରୋଗଶଯ୍ୟାରେ ଛଟପଟ ହେଉଥିବା ପୁଅର ଯନ୍ତ୍ରଣା ସହି ନ ପାରି ବିଷ ପିଇ ନିଜେ ଜୀବନ ହାରିବା ସହ ପୁଅକୁ ବିଷ ପିଆଇ…
ବାହାନଗା ପଞ୍ଚାୟତ ସମିତି ବୈଠକ: ଫାଇଲିନ୍ ଟଙ୍କା ଖର୍ଚ୍ଚ ନେଇ ହୋହାଲ୍ଲା
ବାହାନଗା, ୭ା୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ପରିସରରେ ଶୁକ୍ରବାର ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଉପସ୍ଥିତ ସଭ୍ୟାସଭ୍ୟମାନେ ଫାଇଲିନ୍ ବାବଦକୁ ଆସିଥିବା ୭୦ ଲକ୍ଷ ଟଙ୍କା ଖର୍ଚ୍ଚ ନେଇ ପ୍ରଶ୍ନ ଉଠାଇବା ସହିତ ହୋହାଲ୍ଲା କରିଥିଲେ। ଏହି ଟଙ୍କା…
ଓଭରବ୍ରିଜ୍ ମରାମତି ଦାବି ତେଜିଲା, ସିଭିଲ୍ ସୋସାଇଟିର ଗଣଧାରଣା
ବାଲେଶ୍ୱର ଅଫିସ, ୭।୯-ବାଲେଶ୍ୱର ଫକୀରମୋହନ ଗୋଲେଇସ୍ଥିତ ଓଭରବ୍ରିଜ୍ର ସୁରକ୍ଷା ଓ ମରାମତି ଦାବିରେ ରେଳଷ୍ଟେଶନ ନିକଟସ୍ଥ ପୂର୍ତ୍ତବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ସିଭିଲ ସୋସାଇଟି ପକ୍ଷରୁ ଗଣଧାରଣା ଦିଆଯାଇଥିଲା। ଏଥିରେ ସୋସାଇଟି ସଭାପତି ଅନ୍ତର୍ଯ୍ୟାମୀ ପ୍ରଧାନ ଅଧ୍ୟକ୍ଷତା କରିଥିଲେ।…
କମାପଲୀ ଅଶୋକ ନଗରରେ ଜଳୁନି ଷ୍ଟ୍ରିଟ ଲାଇଟ
ବ୍ରହ୍ମପୁର ଅଫିସ,୭ା୯-ବ୍ରହ୍ମପୁର ମହାନଗର ନିଗମ (ବିଏମସି)ର ୩୧ନଂ ୱାର୍ଡରେ ଆଲୋକ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇଯାଇଛି । କମାପଲ୍ଲୀ ଅଞ୍ଚଳର ବୈଦ୍ୟନାଥେଶ୍ୱର ଶୈବପୀଠ ଠାରୁ ଅଶୋକ ନଗରର ୧୮ ସାହିରେ ଗତ ଏକ ସପ୍ତାହ ହେବ ଷ୍ଟ୍ରିଟ ଲାଇଟ ଜଳୁ ନ ଥିବାରୁ…
ଏବେ ବି ବିପଦସଙ୍କୁଳ ଅବସ୍ଥାରେ ହଷ୍ଟେଲ କୋଠା
ବ୍ରହ୍ମପୁର ଅଫିସ ୭ା୯-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପରିସରରେ ଥିବା ସାବେରୀ ଛାତ୍ରୀନିବାସର ୩ ମହଲା ବିଶିଷ୍ଟ ଶୌଚାଳୟ କୋଠା ଭୁଶୁଡିବା ଘଟଣା ଏକମାସରୁ ଊର୍ଦ୍ଧ୍ୱ ବିତିଲାଣି। ତଥାପି ବିପଦସଙ୍କୁଳ ଅବସ୍ଥାରେ ଥିବା ଅନ୍ୟ ଛାତ୍ରୀନିବାସ ଓ ଛାତ୍ରାବାସ ସୁରକ୍ଷା ଦିଗରେ କର୍ତ୍ତୃପକ୍ଷ ଅବହେଳା…
ଜାତୀୟ ରାଜପଥ ୫୯ ନଂ. ଉପରେ ପାଣି
ହିଞ୍ଜିଳିକାଟୁ/ଶେରଗଡ,୭ା୯(ଡ଼ି.ଏନ୍.ଏ)-ଲଗାଣ ବର୍ଷାରେ ବେହାଲ ହୋଇଛି ହିଞ୍ଜିଳିକାଟୁ ଓ ଶେରଗଡ। ବର୍ଷା ପ୍ରଭାବରେ ଜାତୀୟ ରାଜପଥ ନଂ-୫୯ର ହିଞ୍ଜିଳିକାଟୁ ବ୍ଲକ ମକରଝୋଳ, ପୋଚିଲିମା, ସୋମପୁର, ପୋଡ଼ିଙ୍ଗୀଠାରେ ରାସ୍ତା ଉପରେ ୪ରୁ ୫ଫୁଟରେ ବର୍ଷାପାଣି ପ୍ରବାହିତ ହେଉଛି। ଫଳରେ ଗମନାଗମନ ବନ୍ଦ ରହିଛି। ଗୁରୁବାର…
Archives


