ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା
ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ କରିବାକୁ ନିବେଦନ କରାଯାଇଛି। କ୍ଷତିକାରକ ପୋଷ୍ଟଗୁଡ଼ିକର ସ୍କ୍ରିନ୍ସଟ କିମ୍ବା ଲିଙ୍କ ରଖିବା ପାଇଁ ପୋଲିସ…
ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା
ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ପାଗଳ କୁକୁରଟି ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଥିବାରୁ…
ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…
ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ମଙ୍ଗଳବାର ପଡିଆ ଗ୍ରାମର ବୃନ୍ଦାବନ ହନ୍ତାଳଙ୍କପୁଅ ସମୀର ହନ୍ତାଳ (୨୯)…
ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ
ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି। ଅବକାଶ ପୂଜା ଶେଷ ପରେ ମହାସ୍ନାନ ନୀତି ଆରମ୍ଭ ହେବ। ବଡ଼ ମହାସ୍ନାନ ନୀତି…
କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ
ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼ ଜିଲାର ସ୍ନାତକୋତ୍ତର ଅର୍ଥନୀତି ବିଭାଗର ଦ୍ୱିତୀୟ ବର୍ଷର ଛାତ୍ର କୁତ୍ରାର ସୁରଜ କୁଜୁର(୨୨)। ସେ…
ରାଜ୍ୟରେ ବଢିଲା ତାପମାତ୍ରା
ଭୁବନେଶ୍ୱର,୨୧।୧: ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି ହୋଇଛି। ଝାରସୁଗୁଡ଼ାରେ ସର୍ବାଧିକ ୭.୨ ଡିଗ୍ରୀ ବଢି ୧୪ ଡିଗ୍ରୀ ହେଲା ତାପମାତ୍ରା। ସେହିପରି…
ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…
ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା କରାଯାଇଛି। ମଙ୍ଗଳାବାର ରାତିରେ ତୁଳସୀନଗର ଏକ ଗଳି ରାସ୍ତାରୁ ଗୁରୁତର ଅବସ୍ଥାରେ ଟାଉନ ପୋଲିସ…
NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ
ଓ୍ବାଶିଂଟନ୍,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA ଏହା ଘୋଷଣା କରି କହିଛି, ତାଙ୍କର ଅବସର ଡିସେମ୍ବର ୨୭, ୨୦୨୫ରେ, ଗତ ଖ୍ରୀଷ୍ଟମାସ…
ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ
ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି। ବର୍ଷକୁ ଥରେ ବଡ଼ସିଂହାର ନୀତିରେ ହୋଇଥାଏ ପଦ୍ମବେଶ। ଦିନକ ପାଇଁ ପଦ୍ମବେଶରେ ପହୁଡ଼ ହୁଅନ୍ତି…
ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ
ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଶିକ୍ଷା ପ୍ରତି ଆକର୍ଷଣ କରିବା ପାଇଁ ଖାତା, ବହି, ମଧ୍ୟାହ୍ନଭୋଜନଠାରୁ ଆରମ୍ଭ କରି ବିଭିନ୍ନ…
ପୁଣି ଥର୍ ଆତଙ୍କ: ଆସିଲା ବୁଲେଟ୍କୁ ପିଟିଲା , ଜଣେ ମୃତ…
ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍କୁ ଧକ୍କା ଦେଇଛି ଥର୍। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର ହୋଇଛନ୍ତି। ଦୁର୍ଘଟଣା ଘଟାଇଥିବା ଥର୍ ଗାଡ଼ି ଜବତ, ଡ୍ରାଇଭର୍ ଫେରାର୍ ହୋଇଯାଇଛନ୍ତି। Dharitri –…
୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି: ନେତାଜୀ ଜୟନ୍ତୀରେ ଯୋଗଦେବେ
ଭୁବନେଶ୍ୱର,୨୧ା୧(ରବିନାରାୟଣ ଜେନା):ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ ଜାନୁଆରୀ ୨୩ରେ ଓଡ଼ିଶା ଗସ୍ତରେ ଆସି କଟକରେ ହେବାକୁ ଥିବା ନେତାଜୀ ଜୟନ୍ତୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏସଂକ୍ରାନ୍ତରେ ଉପରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ୟକ୍ତିଗତ ସଚିବ ଚନ୍ଦ୍ରଶେଖର ଏସ୍. ସୋମବାର ଓଡ଼ିଶା ସରକାରଙ୍କ ମୁଖ୍ୟ…

