ରାଜ୍ୟ

ଶେଷ ପର୍ଯ୍ୟାୟରେ ନିର୍ବାଚନ ପ୍ରଚାର: ବିଜେଡି-ଭାଜପା ମଧ୍ୟରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତା

ଢେଙ୍କାନାଳ ଅଫିସ, ୨୦।୪- ସାଧାରଣ ନିର୍ବାଚନକୁ ନେଇ ଚଳଚଞ୍ଚଳ ଢେଙ୍କାନାଳ ଲୋକସଭା କ୍ଷେତ୍ର। ହାଟ୍ରିକ୍‌ ବିଜୟ ସହ ମୋଟ ୪ ଥର ଏମ୍‌ପି ରହିଆସିଥିବା ବରିଷ୍ଠ ବିଜେଡି ନେତା ତଥାଗତ ସତପଥୀ ନିର୍ବାଚନରୁ ନିଜକୁ ଦୂରେଇ ରଖିବା ପରେ ଶାସକ...

ବିଦ୍ୟୁତ୍‌ ଖୁଣ୍ଟରୁ ପଡ଼ି ଶ୍ରମିକଙ୍କ ଗଲା ଜୀବନ: ସେସୁ କର୍ମଚାରୀଙ୍କୁ ଘେରିଲେ ଗ୍ରାମବାସୀ

ନିରାକାରପୁର,୨୦ା୪(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ବିଦ୍ୟୁତ୍‌ ବିଭାଗ ଅଧୀନ ଲେଣ୍ଡୋ ପଞ୍ଚାୟତ ଭଗବତୀପଡ଼ାଠାରେ ଖୁଣ୍ଟରେ କାମ କରୁଥିବାବେଳେ ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଶୁୁକ୍ରବାର ପୂର୍ବାହ୍ନ ୧୧ଟାରେ ସୌଭାଗ୍ୟ ଯୋଜନାରେ କାମ କରୁଥିବା ବେଳେ ୧୧କେ.ଭି. ତାର ସଂସ୍ପର୍ଶରେ ଆସିବାରୁ...

୬ ପୋଲିଂ କର୍ମଚାରୀ ସସ୍‌ପେଣ୍ଡ

ବରଗଡ଼ ଅଫିସ,୧୯।୪: ୬ଜଣ ପୋଲିଂ କର୍ମଚାରୀଙ୍କୁ ସସ୍‌ପେଣ୍ଡ କଲେ ବରଗଡ଼ ଜିଲାପାଳ। ନିର୍ବାଚନରେ ଅବହେଳା ଯୋଗୁଁ ପୋଲିଂ କର୍ମଚାରୀଙ୍କୁ ସସ୍‌ପେଣ୍ଡ କରାଯାଇଥିବା ସୂଚନା ମିଳିଛି। ସସ୍‌ପେଣ୍ଡ ମଧ୍ୟରେ ୩ ପ୍ରିଜାଇଡିଂ ଅଫିସର ଓ ୩ ସେକ୍ଟର ଅଫିସର ରହିଛନ୍ତି। ବୁଥ...

ରେଭେନ୍‌ଶାରେ ଛାତ୍ରୀଙ୍କୁ ର଼୍ୟାଗିଂ ଘଟଣା : ୧୪ ଦିନ ପୂରିଲା: ଦଣ୍ଡାଦେଶ ମାନିଲେନି

କଟକ ଅଫିସ,୧୯।୪- ରେଭେନ୍‌ଶା ବିଶ୍ୱବିଦ୍ୟାଳୟର କାଠଯୋଡ଼ି ହଷ୍ଟେଲରେ ଘଟିଥିବା ଛାତ୍ରୀ ର଼୍ୟାଗିଂ ଘଟଣାର ତଦନ୍ତ ରିପୋର୍ଟ ଗତ ୫ ତାରିଖରେ ୟୁନିଭର୍ସିଟି ଗ୍ରାଣ୍ଟ କମିଶନ(ୟୁଜିସି) ନିକଟରେ ବିଶ୍ୱବିଦ୍ୟାଳୟର ଆଣ୍ଟି ର଼୍ୟାଗିଂ ସେଲ୍‌ ପକ୍ଷରୁ ଦାଖଲ କରାଯାଇଥିଲା। ଉଭୟ ପକ୍ଷକୁ ନେଇ...

୪ ଜଣଙ୍କ ଜୀବନ ନେଲା ଦନ୍ତାହାତୀ

ତାଳଚେର,୧୯ା୪(ଡି.ଏନ୍‌.ଏ): ତାଳଚେର ପୋରାଞ୍ଚଳର ଷଣ୍ଢଗାଁରେ ଗୁରୁବାର ରାତିରେ ଏକ ଦନ୍ତାହାତୀ ଆକ୍ରମଣରେ ୪ଜଣଙ୍କ ଜୀବନ ଯାଇଛି। ସେମାନେ ହେଲେ କାଳିଆ ସହର, ସୁନୀତା ସେଠ୍‌, ସାରଥି ସହର ଓ ଅନୀତା ସହର। ଗୋଟିଏ ଆଦିବାସୀ ପରିବାର କୁଡ଼ିଆ କରି ଗ୍ରାମ...

ସର୍ଟସର୍କିଟରୁ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

ଭୁବନ, ୧୯ା୪(ଡି.ଏନ.ଏ) ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ପରିବା ମାର୍କେଟରେ ଥିବା ନାରାୟଣ ପୋଥାଳଙ୍କ ଗ୍ରୋସରୀ ଦୋକାନରେ ବିଦ୍ୟୁତ ସର୍ଟସର୍କିଟରୁ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ସବୁ ଜଳି ପାଉଁଶ ହୋଇଯାଇଛି । ନାରାୟଣ ଦୋକାନ ବନ୍ଦ କରି...

ବିଭୂତି ଓ ରୁଦ୍ରଙ୍କ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ପ୍ରଚାର

ପରଜଙ୍ଗ,୧୮ା୪(.) : ଢେଙ୍କାନାଳ ଜିଲା ପରଜଙ୍ଗ ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ବିଭୂତି ପ୍ରଧାନ ଓ ଢେଙ୍କାନାଳ ଏମ୍‌ପି ପ୍ରାର୍ଥୀ ରୁଦ୍ରନାରାୟଣ ପାଣିଙ୍କ ପାଇଁ ଗୁରୁବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ବାଇକ ରାଲିରେ ଯାଇ ମାରାଥନ ପ୍ରଚାର କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଗଞ୍ଜାମରେ ୨୧.୩୩ ପ୍ରତିଶତ ମତଦାନ

ବ୍ରହ୍ମପୁର ଅଫିସ,୧୮ା୪: ଗଞ୍ଜାମ ଜିଲାର ଆସିକା ଲୋକ ସଭା ଏବଂ ଏହା ଅଧୀନ ୭ଟି ବିଧାନସଭା ଯଥା ଆସିକା, ହିଞ୍ଜିଳି, ସାନଖେମୁଣ୍ଡି, ସୋର ପୋଲସରା, ଖଲିକୋଟ ଓ କବିସୂର୍ଯ୍ୟନଗର ସହିତ କନ୍ଧମାଳ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଭଞ୍ଜନଗର ବିଧାନସଭା...

ଆସିକା ବିଧାନସଭା : ୨୦୯ ବୁଥ୍‌ରେ ଚାଲିଛି ମତଦାନ

ଆସିକା,୧୮ା୪(ଡି.ଏନ.ଏ.): ଆସିକା ବିଧାନସଭା ନିର୍ବାଚନମଣ୍ଡଳୀର ସମୁଦାୟ ୨୦୯ ବୁଥ୍‌ରେ ନିର୍ବାଚନ ଶୃଙ୍ଖଳାର ସହ ଚାଲିଛି । ପ୍ରଥମ ୨ ଘଣ୍ଟା ମଧ୍ୟରେ ମତଦାନ ହାର ଆଶାନୁରୂପ ରହି ନ ଥିଲା ବେଳେ ପରବର୍ତ୍ତୀ ଅବସ୍ଥାରେ ମତଦାତାଙ୍କ ହାର ବୃଦ୍ଧି ପାଇଥିବା...

ନୂତନ ମତଦାତାଙ୍କ ମଧ୍ୟରେ ଉତ୍ସାହ

ଘଣ୍ଟାପଡ଼ା,୧୮ା୪(ଡି.ଏନ୍‌.ଏ) : ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ୧ ନଂ ଜିଲାପରିଷଦ ଜୋନ୍‌ର ଅନେକ ସ୍ଥାନରେ ଇଭିଏମ ଅଚଳ ହୋଇପଡ଼ିଥିଲା।  ଫଳରେ ୧ ଘଣ୍ଟା ବିଳମ୍ବରେ ମତଦାନ କରିଥିଲେ ଭୋଟର। ଖବର ଅନୁଯାୟୀ, ଖୁଣ୍ଟିଗୋରା ୨୧୬ ନଂ ବୁଥ୍‌,...

ଜନ୍ମନେଲେ ଲକ୍ଷାଧିକ ଅଲିଭ୍‌ ରିଡ୍‌ଲେ ଶାବକ

ରାଜନଗର,୧୮ା୪(ଡି.ଏନ.ଏ): କଇଁଛଙ୍କ ଏନ୍ତୁଡ଼ିଶାଳ ଗହୀରମଥା ଏବେ ଚଳଚଞ୍ଚଳ ହୋଇଉଠିଛି। ଗତମାସରେ ୩ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ କଇଁଛ ବାବୁବାଲି ଦ୍ୱୀପରେ ସମୂହ ଅଣ୍ଡାଦାନ କରିଥିଲେ। ଏବେ ଅଣ୍ଡାରୁ ଛୁଆ ଫୁଟିବାରେ ଲାଗିଛନ୍ତି। ଗୁରୁବାର ଲକ୍ଷାଧିକ ଛୁଆ ଫୁଟିଥିବା ଦେଖିବାକୁ...

ଇଭିଏମ୍‌ରେ ତ୍ରୁଟି : ବିଳମ୍ବରେ ମତଦାନ

ସୁନ୍ଦରଗଡ଼,୧୮ା୪(ଡି.ଏନ୍‌.ଏ) : ସୁନ୍ଦରଗଡ଼ ଜିଲାରେ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଆରମ୍ଭ ହୋଇଛି। ଜିଲାର ଲୋକ ସଭା ଓ ଏହା ଅଧୀନ ୭ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ଥିବା ୧୮୪୬ଟି ମତଦାନ କେନ୍ଦ୍ରରେ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ସୁନ୍ଦରଗଡ଼...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri