ରାଜ୍ୟ

କାଜୁ ଜଙ୍ଗଲରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ଘଟଣା: ଗୁଣିଗାରେଡ଼ି ସନ୍ଦେହରେ ହୋଇଥିଲା ହତ୍ୟା

ଚୌଦ୍ୱାର,୨୪।୧୦(ଡି.ଏନ୍‌.ଏ.): ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅନ୍ତର୍ଗତ ଗୋଡଧୁଆ ଗ୍ରାମ ନିକଟ କାଜୁ ଜଙ୍ଗଲରୁ ଘନ ସୋରେନ(୬୫)ଙ୍କ ମୃତଦେହ ଉଦ୍ଧାର ଘଟଣାର ଚୌଦ୍ୱାର ପୋଲିସ ବୁଧବାର ପର୍ଦ୍ଦାଫାଶ କରିଛି। ଘନଙ୍କୁ ଗୁଣିଗାରେଡ଼ି ସନ୍ଦେହରେ ହତ୍ୟା କରାଯାଇଥିବା ବେଳେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ…

ଓଡଗାଁ ଏନ୍‌ଏସି: ଜବରଦଖଲରେ ସରକାରୀ ଜମି, ରାସ୍ତା

ଓଡ଼ଗାଁ,୨୪ା୧୦(ସ୍ବ.ପ୍ର.): ଓଡ଼ଗାଁ ଏନ୍‌ଏସି ଅଞ୍ଚଳରେ ଦିନକୁ ଦିନ ଘରୋଇ ଜାଗାବାଡି କିଣାବିକାରେ ଅହେତୁକ ଦଲାଲି ବୃଦ୍ଧି ପାଇଛି। ଏଥିଯୋଗୁ ସରକାରୀ ଜାଗାବାଡି, ରାସ୍ତା ପାର୍ଶ୍ୱ, ସରକାରୀ ଅଫିସ ଓ କଲେଜ ସଂଲଗ୍ନ ବହୁ ମୂଲ୍ୟବାନ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜାକୁ ଚାଲିଯାଉଛି।…

କନିଷ୍ଠଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଦଶପଲ୍ଲା,୨୪ା୧୦ (ଡି.ଏନ.ଏ.): ନୟାଗଡ଼ ଜିଲା ଦଶପଲ୍ଲା ବିଦ୍ୟୁତ୍‌ କାର୍ଯ୍ୟାଳୟ (ଫିଡ୍‌କୋ)ରେ କାର୍ଯ୍ୟରତ କନିଷ୍ଠଯନ୍ତ୍ରୀ ଦେବଦତ୍ତ ସ୍ବାଇଁଙ୍କ ଝୁଲନ୍ତା ମୃତଦେହ ବୁଧବାର ସେ ରହୁଥିବା ଭଡାଘରୁ ଉଦ୍ଧାର କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ ଦେବଦତ୍ତ ଓ ଉକ୍ତ କାର୍ଯ୍ୟାଳୟରେ କାର୍ଯ୍ୟରତ ଟେକ୍‌ନିସିଆନ୍‌ ଦେବେନ୍ଦ୍ର…

ଚିକିତ୍ସାରେ ଅର୍ଥ ସାଜିଛି ବାଧକ: ସରକାରୀ ସହାୟତା ଅପେକ୍ଷାରେ ହରିହର

ଖଣ୍ଡପଡ଼ା,୨୪।୧୦(ସ୍ବ.ପ୍ର.): ଅର୍ଥ ଅଭାବରୁ ଆବଶ୍ୟକ ଚିକିତ୍ସା ପାଇପାରୁ ନାହାନ୍ତି। ଘରେ ରୋଗଶଯ୍ୟାରେ ପଡ଼ି ଯନ୍ତ୍ରଣାରେ ଛଟପଟ ହେଉଛନ୍ତି। ଏପରିସ୍ଥଳେ ସରକାରୀ ସହାୟତାକୁ ଆଶାକରି ରହିଛନ୍ତି ନୟାଗଡ ଜିଲା ଖଣ୍ଡପଡା ବ୍ଲକ କିଆଝର ପଞ୍ଚାୟତ ଅନ୍ତର୍ଗତ ଗୋଚ୍ଛାବାରୀ ଗ୍ରାମର ହରିହର ବେହେରା(୬୫)। ରକ୍ତହୀନତା…

ବାର୍‌ହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଜଣଙ୍କର ମୃତ୍ୟୁ ଘଟଣା: ୨ ଗାଁ ପୁରୁଷଶୂନ୍ୟ

ଖଣ୍ଡପଡା,୨୪।୧୦(ସ୍ବ.ପ୍ର.): ବାର୍‌ହା ଶିକାର ପାଇଁ ଗତ ସୋମବାର ଜଙ୍ଗଲ ମଧ୍ୟରେ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣଙ୍କର ମୃତ୍ୟୁ ହେବା ପରେ ନୟାଗଡ଼ ଜିଲା ଖଣ୍ଡପଡ଼ା ବନ ବିଭାଗ ଏବେ ସକ୍ରିୟ ହୋଇ ଉଠିଛି। ବନ ବିଭାଗ, ବିଦ୍ୟୁତ…

ନିମ୍ନମାନର ରାସ୍ତା କାମକୁ ବିରୋଧ: ଯନ୍ତ୍ରୀ ମାନିଲେ, ବନ୍ଦ ହେଲା କାମ

କାମାକ୍ଷାନଗର, ୨୩।୧୦(ଡି.ଏନ୍‌.ଏ.) : ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ବାରୁଆ(କା) ପଞ୍ଚାୟତ ପୂର୍ତ୍ତ ବିଭାଗ ରାସ୍ତାଠାରୁ ଇଚ୍ଛାବତୀପୁର ଯାଏ ଚାଲିଥିବା ରାସ୍ତାକାମ ଅତ୍ୟନ୍ତ ନିମ୍ନମାନର ହେଉଥିବା ଅଭିଯୋଗ ଆଣିଛନ୍ତି ଗ୍ରାମବାସୀ। ଏହାକୁ ନେଇ ପ୍ରତିବାଦର ସ୍ବର ଉଠିବା ପରେ ବିଭାଗୀୟ ଯନ୍ତ୍ରୀ…

ବିପଦସଙ୍କୁଳ ଅବସ୍ଥାରେ ସୋନପୁର ରାଜପ୍ରାସାଦ

ସୋନପୁର,୨୩।୧୦(ନି.ପ୍ର.): ମହାନଦୀ କୂଳରେ ଥିବା ସୋନପୁର ରାଜପ୍ରାସାଦ ରକ୍ଷଣାବେକ୍ଷଣ ଅଭାବରୁ ଏବେ ବିପଦସଙ୍କୁଳ ଅବସ୍ଥାରେ ଅଛି। ପ୍ରତିଦିନ ରାଜପ୍ରାସାଦରୁ ଇଟା ଓ କଂକ୍ରିଟ୍‌ ଖଣ୍ଡ ଖସୁଛି। ସରକାର ଏହି ଐତିହାସିକ କୀର୍ତ୍ତିରାଜିକୁ ଧ୍ୱଂସ ମୂହଁରୁ ରକ୍ଷା କରିବା ପାଇଁ କୌଣସି ଉଦ୍ୟମ…

ଶ୍ୱଶୁରଙ୍କୁ ଆକ୍ରମଣ ମାମଲା, ବୋହୂ ଗଲେ ଜେଲ

ଦିଗପହଣ୍ଡି,୨୩ା୧୦(ଡି.ଏନ.ଏ.): ଶ୍ୱଶୁରଙ୍କୁ ଆକ୍ରମଣ ମାମଲାରେ ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଞ୍ଚାୟତ ଗୋପୀନାଥପୁରର ରୀନା କୁମାରୀ ସାହୁଙ୍କୁ ବୁଧବାର କେ.ନୂଆଗାଁ ପୋଲିସ କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ସନ୍ଧ୍ୟାରେ ରୀନାଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇଯାଇଛି। ଏ ନେଇ…

ଡ୍ରୋନ୍‌ରୁ ଉତ୍ତୋଳିତ ଶ୍ରୀମନ୍ଦିର ଚିତ୍ର ଭାଇରାଲ୍‌

ପୁରୀ ଅଫିସ, ୨୩ା୧୦: ସୁରକ୍ଷା ଦୃଷ୍ଟିରୁ ଶ୍ରୀମନ୍ଦିର ଫଟୋ ଉଠାଇବା କିମ୍ବା ଭିଡିଓ ଉତ୍ତୋଳନ କରିବା ନେଇ ସମ୍ପୂର୍ଣ୍ଣ ନିଷେଧାଦେଶ ଜାରି କରାଯାଇଛି। ଏହାସତ୍ତ୍ବେ ସୁରକ୍ଷା ବ୍ୟବସ୍ଥାକୁ ଚ୍ୟାଲେଞ୍ଜ ଦେବା ଭଳି ସୋସିଆଲ ମିଡିିଆରେ ପୁଣି ଶ୍ରୀମନ୍ଦିରର ଫଟୋ ଭାଇରାଲ ହୋଇଛି।…

ପୁରୀ ସହରରେ ବୁଲା କୁକରଙ୍କ ଦୌରାତ୍ମ୍ୟ: ୩୫୦ କୁକୁରଙ୍କର ହେଲା ବନ୍ଧ୍ୟାକରଣ

ପୁରୀ ଅଫିସ, ୨୩ା୧୦: ପୁରୀ ସହରରେ ବୁଲା କୁକୁରଙ୍କ ସଂଖ୍ୟା ଯଥେଷ୍ଟ ପରିମାଣରେ ବୃଦ୍ଧି ପାଉଛି। ଏଥିସହ ଏମାନଙ୍କ ଦୌରାତ୍ମ୍ୟ ମଧ୍ୟ ବଢୁଛି। ୨୦୧୨ରେ ହୋଇଥିବା ପଶୁ ଗଣନା ଅନୁଯାୟୀ, ବର୍ତ୍ତମାନ ପୁରୀ ସହର ଏବଂ ଏହାର ଉପକଣ୍ଠରେ ପ୍ରାୟ ୭,୦୦୦ରୁ…

ଓମ୍‌ଫେଡ୍‌ ପାର୍ଲରରୁ ୪୦ ହଜାର ଚୋରି

ଭଦ୍ରକ ଅଫିସ, ୨୩।୧୦: ଭଦ୍ରକ ଟାଉନ ଥାନା ରାଜଘାଟ ଛକ ନିକଟସ୍ଥ ସୀତାରାମ କମ୍ପ୍ଲେକ୍ସଠାରେ ଥିବା ଓମ୍‌ଫେଡ୍‌ ପାର୍ଲରରୁ ୪୦ ହଜାର ଟଙ୍କା ଚୋରି ହୋଇଛି। ଏ ନେଇ ପାର୍ଲର ମାଲିକ କମଳା ସାହୁ ଟାଉନ ଥାନାରେ ଏତଲା ଦାଏର କରିବା…

ଜଳେଶ୍ୱରରେ ‘କଳାବତୀ’

ଜଳେଶ୍ୱର,୨୩।୧୦: ଜୈବିକ ପଦ୍ଧତିରେ କୃଷି କାର୍ଯ୍ୟ ଲାଗି ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକ ଅନ୍ତର୍ଗତ ନାମ୍ପୋ ପଞ୍ଚାୟତର ଆମ୍ବପଞ୍ଜା ଗ୍ରାମର ଚାଷୀ ଶିବନାରାୟଣ ଜେନା ଓ ପୂର୍ଣ୍ଣଚନ୍ଦ୍ର ସାମଲ ଆଗଭର ହୋଇ ଏଥର ପରୀକ୍ଷାମୂଳକ ‘କଳାବତୀ’ଧାନ ଚାଷ ଆରମ୍ଭ କରିଛନ୍ତି। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri