ବିଦ୍ୟୁତ୍ ନେଲା ୬ ଜୀବନ
ବିଦ୍ୟୁତ୍ ତାରରେ ଛନ୍ଦି ହୋଇ ଦମ୍ପତି ମୃତ ଲୋଇସିଂହା,୫।୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଆଗଲପୁର ଗ୍ରାମରେ ବୁଧବାର ସକାଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଏକ ଦମ୍ପତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରଜନୀ ନାଗ(୩୦) ଓ ତାଙ୍କ ସ୍ବାମୀ…
ନିଯୁକ୍ତି ଦେବାରେ ଓଡ଼ିଶା ବିଫଳ
ଭୁବନେଶ୍ୱର,୫ା୯(ବ୍ୟୁରୋ): ଦେଶର ଆର୍ଥିକ ସ୍ଥିତି ମାନ୍ଦା ଅବସ୍ଥା ଦେଇ ଗତି କରୁଛି। ସାମଗ୍ରିକ ଘରୋଇ ଉତ୍ପାଦ (ଜିଡିପି) ଅଭିବୃଦ୍ଧି ଗତ ୬ ବର୍ଷର ସବୁଠାରୁ ରେକର୍ଡସ୍ତରକୁ ହ୍ରାସ ପାଇଛି। ଏହାର ପ୍ରଭାବ ଓଡ଼ିଶାରେ ଦେଖାଦେଇଛି। ଆର୍ଥିକ ମାନ୍ଦାବସ୍ଥା ଯୋଗୁ ରାଜ୍ୟର ବେକାର…
ପ୍ରଧାନ ବିଚାରପତିଙ୍କୁ ଚିଠି ଲେଖିଲେ ପୁରୀ ମହନ୍ତ
ପୁରୀ ଅଫିସ,୪।୯: ଶ୍ରୀକ୍ଷେତ୍ର ପୁରୀରେ ଲାଗି ରହିଥିବା ଉଚ୍ଛେଦ ପ୍ରକ୍ରିୟାକୁ ନେଇ ବୁଧବାର ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତିଙ୍କ ଉଦ୍ଦେଶ୍ୟରେ ମହନ୍ତମାନେ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ପୁରୀରେ ଏବେକାର ସ୍ଥିତିକୁ ନେଇ ପ୍ରଧାନ ବିଚାରପତିଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ତେବେ…
ଖୋଲିଲା ହୀରାକୁଦ ଡ୍ୟାମ୍ର ୨ ଗେଟ୍
ଭୁବନେଶ୍ୱର,୪।୯(ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ଡ୍ୟାମ୍ର ୨ଟି ଗେଟ୍ ବୁଧବାର ଖୋଲିଛି । ତେବେ ପୂର୍ବରୁ ସବୁ ଗେଟ୍ ବନ୍ଦ ଥିବା ବେଳେ ଏବେ ୨ ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ହୀରାକୁଦ ଡ୍ୟାମ୍ର ଜଳସ୍ତର ୬୨୫.୧୫…
ଯୁବ ବ୍ୟବସାୟୀଙ୍କଠାରୁ ଲୁଟ୍ ଉଦ୍ୟମ ମହଙ୍ଗା ପଡ଼ିଲା: ନିର୍ଧୂମ ଛେଚି ପୋଲିସର ଜିମା ଦେଲେ ଲୋକେ
ଜଳେଶ୍ୱର,୪।୯(ଡି.ଏନ୍.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅନ୍ତର୍ଗତ ୬୦ନଂ ଜାତୀୟ ରାଜପଥ ନିକଟ ଜମାଳପୁର ବାଇପାସ ନିକଟରେ ଜଣେ ଯୁବ ବ୍ୟବସାୟୀଙ୍କଠାରୁ ଲୁଟ୍ ଉଦ୍ୟମ ଦୁର୍ବତ୍ତମାନଙ୍କୁ ମହଙ୍ଗା ପଡ଼ିଛି। ଯୁବ ବ୍ୟବସାୟୀଜଣଙ୍କ ହେଲେ ଅଭିମନ୍ୟୁ ସାହୁ। ତାଙ୍କ ଘର ଉକ୍ତ ଥାନା…
ରାଜ୍ୟ ସରକାରଙ୍କୁ କଟାକ୍ଷ ପ୍ରସଙ୍ଗରେ ଅମରଙ୍କ ଜବାବ: ବିଜୟଙ୍କ କଥା ଅଦାଲତ ଅବମାନନା ଭଳି, ଏହାର କୌଣସି ଆଧାର ନାହିଁ
ଭୁବନେଶ୍ୱର, ୪।୯(ବ୍ୟୁରୋ): ଶ୍ରୀମନ୍ଦିର ମେଘନାଦ ପାଚେରୀ ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର କଟାକ୍ଷ କରିଥିଲେ। ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଏମ୍ପି ଅମର ପଟ୍ଟନାୟକ। ସେ କହିଛନ୍ତି, ସୁଚିନ୍ତିତ ଯୋଜନାନୁଯାୟୀ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ…
ଦାୟିତ୍ୱ ନେଲେ ଓଏଚ୍ଆରସି ଅଧ୍ୟକ୍ଷ
ଭୁବନେଶ୍ୱର, ୪।୯(ବ୍ୟୁରୋ): ରାଜ୍ୟ ମାନବାଧିକାର କମିଶନ(ଓଏଚ୍ଆର୍ସି)ର ଅଧ୍ୟକ୍ଷ ଭାବେ ବୁଧବାର ଜଷ୍ଟିସ ବିମଳ ପ୍ରସାଦ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପରେ ପ୍ରତିକ୍ରିୟା ରଖି ସେ କହିଛନ୍ତି, ସ୍ବଚ୍ଛତାକୁ ପ୍ରାଧାନ୍ୟ ଦିଆଯିବ। ପଡ଼ି ରହିଥିବା ମାମଲାର ଶୀଘ୍ର ଶୁଣାଣି ଉପରେ ଗୁରୁତ୍ୱ…
ଅଟୋ ଚାଳକଙ୍କୁ ୫୨ହଜାର ଜରିମାନା, ୮ ନିୟମ ଭାଙ୍ଗିଥିଲେ
ଭୁବନେଶ୍ୱର, ୪।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ରାଜଧାନୀ ଭୁବନେଶ୍ୱରରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଅଟୋ ଚାଳକଙ୍କ ଉପରେ ଲାଗିଛି ୫୨ହଜାର ଟଙ୍କାର ଜରିମାନା। ଚାଳକଜଣଙ୍କ ହେଲେ ହରିବନ୍ଧୁ କହଁର। ସେ ସ୍ଥାନୀୟ ବଡ଼ଗଡ଼ ଅଞ୍ଚଳରେ…
ରାଜ୍ୟ ସରକାରଙ୍କୁ ବିଜୟଙ୍କ କଟାକ୍ଷ: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ଏକ ଦିଗହରା ନିଷ୍ପତ୍ତି, ରଣକ୍ଷେତ୍ର ପାଲଟିଲାଣି ଶ୍ରୀକ୍ଷେତ୍ର
ଭୁବନେଶ୍ୱର, ୪।୯(ବ୍ୟୁରୋ): ଶ୍ରୀମନ୍ଦିର ମେଘନାଦ ପାଚେରି କଡ଼ରୁ ୭୫ ମିଟର ପରିଧି ମଧ୍ୟରେ କରାଯାଉଥିବା ଉଚ୍ଛେଦକୁ ନେଇ ବିଷଦ୍ଗାର କରିଛନ୍ତି ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର। ବୁଧବାର ଏନେଇ ପ୍ରତିକ୍ରିୟା ଦେଇ ସେ କହିଛନ୍ତି, ରାଜ୍ୟ ସରକାର କିଛି ବାଟ…
ବିଜେଡିର ନୂଆ ମୁଖପାତ୍ର ତାଲିକା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ..
ଭୁବନେଶ୍ୱର, ୪।୯(ବ୍ୟୁରୋ): ବିଜେଡି ପକ୍ଷରୁ ବୁଧବାର ନୂଆ ମୁଖପାତ୍ର ତାଲିକା ପ୍ରକାଶ ପାଇଛି। ଏଥିରେ ମିଡିଆ କୋର୍ଡିନେଟର ଭାବେ ଏମ୍ପି ସସ୍ମିତ ପାତ୍ରଙ୍କୁ ଦାୟିତ୍ୱ ଦିଆଯାଇଛି। ସେହିଭଳି ୫ଜଣଙ୍କୁ ଜାତୀୟ ମୁଖପାତ୍ର, ୧୪ଜଣଙ୍କୁ ବିଜେଡି ମୁଖପାତ୍ର ଏବଂ ୧୦ଜଣଙ୍କୁ ପ୍ୟାନେଲିଷ୍ଟ ଭାବେ…
ପୁରୀ ସୁରକ୍ଷା ମଞ୍ଚ- ପ୍ରଶାସନ ବୈଠକ ବିଫଳ: ଜିଲାପାଳ କହିଲେ ‘ବ୍ୟବସାୟିକ କୋଠା ଉଚ୍ଛେଦ ପ୍ରକ୍ରିୟା ଜାରି ରହିବ’
ପୁରୀ ଅଫିସ,୪।୯: ପୁରୀରେ ଚାଲିଥିବା ଉଚ୍ଛେଦ ଅଭିଯାନକୁ ନେଇ ସୁରକ୍ଷା ମଞ୍ଚ ଏବଂ ପ୍ରଶାସନ ମଧ୍ୟରେ ହୋଇଥିବା ବୈଠକ ବିଫଳ ହୋଇଛି। ଉଚ୍ଛେଦ ବନ୍ଦ ନେଇ ପ୍ରତିନିଧି ଦଳର ଦାବିକୁ ଜିଲାପାଳ ଅଗ୍ରାହ୍ୟ କରିଛନ୍ତି। ଏନେଇ ପ୍ରତିକ୍ରିୟା ଦେଇ ଜିଲାପାଳ ବଳଓ୍ବନ୍ତ…
ଉଚ୍ଛେଦ ପ୍ରସଙ୍ଗ : ଜିଲାପାଳଙ୍କୁ ସାକ୍ଷାତ କଲେ ୧୫ ଜଣିଆ କମିଟି
ପୁରୀ ଅଫିସ,୪।୯: ଶ୍ରୀମନ୍ଦିର ସୁରକ୍ଷା ପାଇଁ ପୁରୀରେ ଚାଲିଥିବା ଉଚ୍ଛେଦ ଅଭିଯାନକୁ ବିରୋଧ କରି ପୁରୀ ସୁରକ୍ଷା ମଞ୍ଚର ୧୫ ଜଣିଆ କମିଟି ବୁଧବାର ପୂର୍ବାହ୍ନରେ ଜିଲାପାଳଙ୍କୁ ସାକ୍ଷାତ କରିଛନ୍ତି। ମେଘନାଦ ପାଚେରି କଡ଼ରୁ ୭୫ ମିଟର ପରିଧି ମଧ୍ୟରେ ନିର୍ମାଣ…
Archives


