ମାଓବାଦୀଙ୍କ ନାମରେ ଠିକାଦାରଙ୍କୁ ୨୫ ଲକ୍ଷ ଟଙ୍କା ମାଗୁଥିବା ଅଭିଯୋଗ: ନାରାୟଣପାଟଣାରୁ ୩ ନକଲି ମାଓବାଦୀ ଗିରଫ
କୋରାପୁଟ/ନାରାୟଣପାଟଣା,୨୨।୧୦(ସ୍ବ.ପ୍ର/ଡି.ଏନ୍.ଏ.): କୋରାପୁଟ ଜିଲା ନାରାୟଣପାଟଣା ଅଞ୍ଚଳରୁ ମଙ୍ଗଳବାର ୩ ଜଣ ନକଲି ମାଓବାଦୀଙ୍କୁ କରାଯାଇଛି। ନାରାୟଣପାଟଣା ଅଞ୍ଚଳରେ ବହୁ ଠିକାଦାରଙ୍କଠାରୁ ମାଓବାଦୀଙ୍କ ନାମରେ ଅର୍ଥ ଆଦାୟ କରୁଥିବା ଅଭିଯୋଗରେ ଏମାନଙ୍କୁ ନାରାୟଣପାଟଣା ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା…
ନନ୍ଦନକାନନ ଆସିଲା ଆନାକୋଣ୍ଡା
ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ଗୋଟିଏ ପଟେ ବନ୍ୟଜନ୍ତୁଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚାରେ ରହୁଥିବା ନନ୍ଦନକାନନକୁ ମଙ୍ଗଳବାର ପୁଣି ନୂତନ ଅତିଥି ଆସିଛନ୍ତି। ମାଡ୍ରାସ କ୍ରୋକୋଡାଇଲ ବ୍ୟାଙ୍କରୁ ନନ୍ଦନକାନନ ଆସିଛି ହଳଦିଆ ଆନାକୋଣ୍ଡା। ଏଥିରେ ୪ଟି ଅଣ୍ଡିରା ଥିବା ବେଳେ ୪ଟି ମାଇ ରହିଛିି। ଏଥିସହ…
ଲଘୁଚାପ: ବୁଧବାରରୁ ବର୍ଷା
ଭୁବନେଶ୍ୱର, ୨୨।୧୦(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାରଠାରୁ ରାଜ୍ୟର କେତୋଟି ଜିଲାରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ଆଦି ଜିଲାରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ…
ଏନ୍ଏଲ୍ସି ଇଣ୍ଡିଆ ପାଓ୍ବାରପ୍ଲାଣ୍ଟ ଜନଶୁଣାଣିକୁ ହିରିମା ପଞ୍ଚାୟତବାସୀଙ୍କ ବିରୋଧ
ଝାରସୁଗୁଡ଼ା ଅଫିସ/ଲଖନପୁର,୨୨।୧୦(ଡି.ଏନ୍.ଏ.): ଝାରସୁଗୁଡ଼ା ଜିଲା ହିରିମା ପଞ୍ଚାୟତରେ ନେଭେଲ୍ ଲିଗ୍ନାଇଟ୍ କର୍ପୋରେଶନ୍ ଇଣ୍ଡିଆ ଲିମିଟେଡ୍(ଏନ୍ଏଲ୍ସିଆଇଏଲ୍)ନାମକ ଏକ ତାପଜ ବିଦ୍ୟୁତ୍ କେନ୍ଦ୍ର ନିର୍ମାଣ କରିବାପାଇଁ କମ୍ପାନୀ ପ୍ରସ୍ତାବ ରଖିଛି। ଏନେଇ କମ୍ପାନୀ ତରଫରୁ ଜିଲାପ୍ରଶାସନ ଜରିଆରେ ମଙ୍ଗଳବାର ଗରିହାଡିହି ସ୍କୁଲ୍ ପଡିଆରେ ସାମାଜିକ…
ଏଣିକି ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଏକକ ପରୀକ୍ଷା: ଗୋଟିଏ ପ୍ରଶ୍ନପତ୍ରରେ ପରୀକ୍ଷା ଦେବେ ଛାତ୍ରୀଛାତ୍ର
ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଏଣିକି ଗୋଟିଏ ପ୍ରଶ୍ନପତ୍ରରେ ପରୀକ୍ଷା ଦେବେ। ଚଳିତ ବର୍ଷଠାରୁ ଷାଣ୍ମାସିକ ଏବଂ ବାର୍ଷିକ ପରୀକ୍ଷାରେ ଏଭଳି ନିୟମ ଲାଗୁ କରିବାକୁ ନିଷ୍ପତ୍ତି ନେଇଛି ବିଦ୍ୟାଳୟ ଏବଂ ଗଣଶିକ୍ଷା…
୪ ଜିଲା ପରିଷଦ ଆସନରେ ଉପନିର୍ବାଚନ: ୨୯ରେ ଜାରି ହେବ ନୋଟିସ
ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟର ୪ ଜିଲା ପରିଷଦ ଆସନରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଛତ୍ରପୁର, ଦାନଗଦି, ପଟ୍ଟାଙ୍ଗୀ ଏବଂ ଦଶରଥପୁର ପାଇଁ ଏହି ଉପନିର୍ବାଚନ ହେବ। ସେହିପରି ୧୭ ସରପଞ୍ଚ, ୨୧ ସମିତିସଭ୍ୟ, ୩୦୩ ଓ୍ବାର୍ଡମେମ୍ବର ପାଇଁ ମଧ୍ୟ ଉପନିର୍ବାଚନ କରାଯିବ। ନଭେମ୍ବର…
ଛାତରୁ ପଡ଼ି ଆଇଆଇଟି ଛାତ୍ରଙ୍କ ମୃତ୍ୟୁ
ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ଭୁବନେଶ୍ୱର ଆଇଆଇଟି ପରିସରରେ ମଙ୍ଗଳବାର ଛାତରୁ ପଡ଼ି ଜଣେ ଛାତ୍ରଙ୍କର ମୃତ୍ୟୁ ଘଟିଛି। ସେ ହେଲେ ମହାରାଷ୍ଟ୍ରର ଚିରାଗ ଜୈନ୍। ଚିରାଗଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।
ବ୍ୟାଙ୍କ ମ୍ୟାନେଜରଙ୍କୁ ଘରେ ବନ୍ଦକରି ସର୍ବସ୍ବ ଲୁଟିନେଲେ ଲୁଟେରା
ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ଓ ଏହାର ଉପକଣ୍ଠ ଅଞ୍ଚଳରେ ଡକାୟତ ଗ୍ୟାଙ୍ଗ ସକ୍ରିୟ ହୋଇଉଠିଛନ୍ତି। ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ପୁରୁଣା ଭୁବନେଶ୍ୱର ସାମନ୍ତରାପୁର ଦିବ୍ୟବିହାର ଅଞ୍ଚଳରେ। ସୋମବାର ବିଳମ୍ବିତ ରାତିରେ ଦିବ୍ୟବିହାର ଅଞ୍ଚଳର ଜଣେ ବ୍ୟାଙ୍କ ମ୍ୟାନେଜର…
ଡ୍ରେନ୍ କଡ଼ରୁ ନବଜାତ ଶିଶୁକନ୍ୟା ଉଦ୍ଧାର
କଟକ ଅଫିସ, ୨୨।୧୦: କଟକ ସୂତାହାଟ ଡ୍ରେନ୍ କଡ଼ରୁ ମଙ୍ଗଳବାର ଏକ ନବଜାତ ଶିଶୁକନ୍ୟା ଉଦ୍ଧାର କରାଯାଇଛି। ସ୍ଥାନୀୟ ଅଞ୍ଚଳର ଜଣେ ବ୍ୟକ୍ତି ଶିଶିକନ୍ୟାଙ୍କୁ ଉଦ୍ଧାରକରି ଚିକତ୍ସା ନିମନ୍ତେ ଶିଶୁ ଭବନରେ ଭର୍ତ୍ତି କରିଥିଲେ। ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…
ମହିଳା ଆଇନଜୀବୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ପ୍ରେମିକଙ୍କ ଟେର ପାଉନି ପୋଲିସ
ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ଧଉଳି ଥାନା ଅଧୀନ ଲିଙ୍ଗିପୁର ବିଜୟବିହାରରେ ଭଡ଼ାରେ ରହୁଥିବା ମହିଳା ଆଇନଜୀବୀ ଦୀପାଳି ପ୍ରିୟଦର୍ଶିନୀ ଜେନା(୨୯)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଏବେବି ସସ୍ପେନ୍ସ ଲାଗିରହିଛି। ତାଙ୍କର ପୁରୁଷ ବନ୍ଧୁ ବିକ୍ରମ କେଶରୀ ମିଶ୍ର ହତ୍ୟା କରିଛନ୍ତି ନା ଏହା ଏକ…
ସ୍ମିତାରାଣୀ ମୃତ୍ୟୁ ପ୍ରସଙ୍ଗ; ବନ୍ଦ ପାଳନ କରିବନି କଂଗ୍ରେସ: ନିରଞ୍ଜନ
ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ପିଇଓ ସ୍ମିତାରାଣୀଙ୍କ ମୃତ୍ୟୁ ଘଟିଥିବା ଗେଷ୍ଟ ହାଉସରେ ମୁଖ୍ୟ ଅଭିଯୁକ୍ତ ତଥା ସରପଞ୍ଚଙ୍କ ସ୍ବାମୀ ରୂପେଶ ଭଦ୍ରଙ୍କ ବ୍ୟତୀତ ଅନ୍ୟ ୩ଜଣ ବିଜେଡି ନେତା ସେଠାରେ ଉପସ୍ଥିତ ଥିଲେ। ଏପରିକି ଏକ ସିମେଣ୍ଟ କମ୍ପାନୀର ଜଣେ ଉଚ୍ଚପଦସ୍ଥ ଅଧିକାରୀ ମଧ୍ୟ…
କଟକରେ ବ୍ୟାପିଲା ଡେଙ୍ଗୁ
କଟକ ଅଫିସ,୨୨ା୧୦ – କଟକରେ ଡେଙ୍ଗୁର ପ୍ରାଦୁର୍ଭାବ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଗତ ୩ ଦିନ ମଧ୍ୟରେ ୯ଟି ସ୍ଥାନରେ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇସାରିଲେଣି। ସେହିପରି ଗତ ଦୁଇମାସ ମଧ୍ୟରେ କାଠଗଡ଼ା ସାହି ଓ ଜଗତ୍ପୁର ଅଞ୍ଚଳରେ…
Archives


