ରାଜ୍ୟ

ଅବଢ଼ା ଯୋଜନା ପାଇଁ ଖର୍ଚ୍ଚ ହେବ ୩୨୦୮ କୋଟି

ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ଅବଢ଼ା ଯୋଜନା ପାଇଁ ରାଜ୍ୟ ସରକାର ବୃହତ୍‌ ବ୍ୟୟବରାଦ କରିଛନ୍ତି। ଆସନ୍ତା ୩ ବର୍ଷ ପାଇଁ ସରକାର ଏହି ଯୋଜନା ସକାଶେ ୩୨୦୮ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଏହି ଯୋଜନାରେ ୭୧୯ କୋଟି…

ଲୋକଙ୍କ ସମସ୍ୟା ବୁଝିବାକୁ ୯ କି.ମି. ଚାଲିଲେ ବିଡିଓ

ଦଶପଲ୍ଲା,୨୨ା୧୦(ଡି.ଏନ.ଏ.): ରାଜ୍ୟ ସରକାର ଚଳିତମାସ ୨ ତାରିଖରୁ ମୋ ସରକାର କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ୫-ଟି ଆଧାରରେ ରାଜନେତାଠାରୁ ଆରମ୍ଭ କରି ଉଚ୍ଚ ପଦାଧିକାରୀଙ୍କ ପର୍ଯ୍ୟନ୍ତ ସମସ୍ତେ କାର୍ଯ୍ୟ କରୁଛନ୍ତି। ଲୋକଙ୍କ ନିକଟତର ହୋଇ ସେମାନଙ୍କ ସୁବିଧାଅସୁବିଧା ବୁଝିବା ଉଦ୍ଦେଶ୍ୟରେ ଏହି…

ସାତକୋଶିଆରେ ଏନ୍‌ଟିସିଏର ୩ ଜଣିଆ ଟିମ୍‌:୨୫ ହେକ୍ଟରରେ ସୁନ୍ଦରୀ ଏନକ୍ଲୋଜର ଯୋଜନା

ବନ୍ତଳା, ୨୨ା୧୦(ଡି.ଏନ.ଏ.) ଶିଥିଳ ପଡ଼ିଥିବା ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସ୍ଥିତି ସହ ଏନ୍‌କ୍ଲୋଜର ମଧ୍ୟରେ ବର୍ଷେ ହେଲା ବନ୍ଦୀ ଜୀବନ କାଟୁଥିବା ବାଘୁଣୀ ସୁନ୍ଦରୀରର ଗତିବିଧି ଅନୁଧ୍ୟାନ ପାଇଁ ଜାତୀୟ ବ୍ୟାଘ୍ର ପ୍ରଧୀକରଣ କର୍ତ୍ତୃପକ୍ଷ (ଏନ୍‌ଟିସିଏ)ର ଏକ ୩…

ଆଜି ସରିବ ଅନୁଗୋଳ ଲକ୍ଷ୍ମୀପୂଜା:ମଣ୍ଡପରୁ ମେଳା, ସବୁଠି ଗହଳି

ଅନୁଗୋଳ ଅଫିସ, ୨୨ା୧୦ ଲକ୍ଷ୍ମୀ ପୂଜା ପାଇଁ ଅନୁଗୋଳ ସହର ଉତ୍ସବମୁଖର ହୋଇପଡ଼ିଥିବା ବେଳେ ଦିନକୁ ଦିନ ଅଧିକ ଶ୍ରଦ୍ଧାଳୁଙ୍କ ଗହଳି ହେଉଛି। ପୂଜା ମଣ୍ଡପଠାରୁ ଆରମ୍ଭ କରି ମିନାବଜାର ପର୍ଯ୍ୟନ୍ତ ଦର୍ଶକଙ୍କ ପ୍ରବଳ ଭିଡ଼ ଦେଖାଯାଉଛି। ତେବେ ପୂଜା ଶେଷ…

ପୁଣି ବିଦ୍ୟାଳୟରେ ଭୂତଭୟ

ବୁଗୁଡା,୨୨ା୧୦(ଡି.ଏନ୍‌.ଏ.)-ବୁଗୁଡା ବ୍ଲକ ବାଲିପଦର ଶ୍ରୀରଘୁନାଥ ସ୍ବାମୀ ବାଳିକା ବିଦ୍ୟାଳୟରେ ସୋମବାର ପୁଣି ଛାତ୍ରୀମାନଙ୍କ ଠାରେ ଅସ୍ବାଭାବିକ ଆଚରଣ ଦେଖା ଦେଇଛି। ସକାଳେ ପ୍ରାର୍ଥନା ସଭା ଚାଲିଥିବାବେଳେ ୧୦ମ ଶ୍ରେଣୀର ଛାତ୍ରୀ ଜଣକ ପରେ ଜଣେ ଅସ୍ବାଭାବିକ ଭାବେ ନାଚିବାକୁ ଲାଗିଥିଲେ। ପରିସ୍ଥିତି…

୨୪ରେ ଢେଙ୍କାନାଳ ଲକ୍ଷ୍ମୀପୂଜା ଭସାଣି

ଢେଙ୍କାନାଳ ଅଫିସ,୨୨ା୧୦ ଢେଙ୍କାନାଳ ପ୍ରସିଦ୍ଧ ଲକ୍ଷ୍ମୀପୂଜା ଉତ୍ସବର ଭସାଣି ଉତ୍ସବ ଆସନ୍ତା ୨୪ ତାରିଖରେ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ଜିଲା କାର୍ଯ୍ୟାଳୟର ସଦ୍‌ଭାବନା ଗୃହରେ ସୋମବାର ଅପରାହ୍ନ ୪ଟାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲାପାଳ ଭୂମେଶଚନ୍ଦ୍ର…

ସ୍ପେଶାଲ ସ୍କ୍ବାଡ୍‌ର ଚଢ଼ାଉ:ଜବତ ହେଲା ୭ ପେଟି ସିରପ୍‌

ଅନୁଗୋଳ ଅଫିସ, ୨୨ା୧୦ ନିଶା କବଳରେ ପଡ଼ିଥିବା ଯୁବପିଢ଼ି ଏବେ କଫ୍‌ ସିରପ୍‌କୁ ନିଶା ପାନୀୟ ଭାବେ ବ୍ୟବହାର କରୁଛନ୍ତି। ଫଳରେ ଅନୁଗୋଳ ସହରରେ ଏପରି କଫ୍‌ ସିରପର ଚୋରା କାରବାର ବୃଦ୍ଧି ପାଉଥିବା ବେଳେ ଅସାଧୁ ବ୍ୟବସାୟୀମାନେ ମଧ୍ୟ ଚଢ଼ା…

କ୍ଷେତ୍ର ପରିଦର୍ଶନ କଲା ଏକ୍ସପର୍ଟ କମିଟି

ବଲାଙ୍ଗୀର ଅଫିସ,୨୨ା୧୦ ଓଡିଶା ସରକାରଙ୍କ ଏକ ଏକ୍ସପର୍ଟ ଟିମ୍‌ ସୋମବାର ବଲାଙ୍ଗୀର ଜିଲା ଗସ୍ତ କରି ଜିଲାର ବିଭିନ୍ନ ଗଁା ବୁଲି ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର କାର୍ଯ୍ୟ ତଦାରଖ କରିଛନ୍ତି ା ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାଗୁଡିକର ଉତ୍କୃଷ୍ଟ କାର୍ଯ୍ୟାନ୍ବୟନ ଏବଂ…

ଛାର୍‌ରି ଝି’ର ଚିନ୍‌ତାରେ ବୁରୁଧ୍‌ ମା’ବାପ୍‌

ଲାଠୋର, ୨୨।୧୦(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପଁଚେତ୍‌ ସଦର କର୍ତ୍ତିଆପଡ଼ାର ବାସିନ୍‌ଦା ବୁରୁଧ୍‌ ଦମ୍ପତି ବଂଶୀଧର ସାହୁ(୬୮) ଆର ସପୁର ସାହୁ(୬୨)। ଇ ଦମ୍ପତିକର ୪ ଝି’। ପରିବାରଟା ନିହାତି ଗରିବ୍‌ ହେଇଥିଲାବେଲେ ଦମ୍ପତି କୁଲିମଜୁରି କରି କୁଟୁମ…

ତୋଟାବନ୍ଧ ସାହିର ୨୫ ପରିବାରଙ୍କୁ ଥଇଥାନ ଦାବି: ବିଏମ୍‌ସି ଦ୍ୱାରସ୍ଥ ହେଲେ ଉଚ୍ଛେଦ ପରିବାର

ବ୍ରହ୍ମପୁର ଅଫିସ,୨୨ା୧୦-ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ରାସ୍ତା ପ୍ରଶସ୍ତୀକରଣ ନେଇ ଶନିବାର ଓ ରବିବାର ହୋଇଥିବା ଉଚ୍ଛେଦରେ ଅନେକ ପରିବାର ବାସହରା ହୋଇଛନ୍ତି। ଉଚ୍ଛେଦରେ ବିଏମ୍‌ସିର ୧୦ ନଂ. ୱାର୍ଡ ଅନ୍ତର୍ଗତ ପୁରୁଣା ବ୍ରହ୍ମପୁର ହାଇସ୍କୁଲସାହି ନିକଟ ତୋଟାବନ୍ଧ ସାହିର ପ୍ରାୟ…

ନ୍ୟାୟ ନ ପାଇ ମହିଳା ନିରାଶ :ଜିଲାପାଳଙ୍କ ଗାଡ଼ି ଆଗରେ ଆତ୍ମହତ୍ୟା ଉଦ୍ୟମ

ଭଞ୍ଜନଗର,୨୨।୧୦(ଡି.ଏନ.ଏ)-ଭଞ୍ଜନଗର ଉପ ଜିଲାପାଳଙ୍କ କାର୍ଯ୍ୟାଳୟରେ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା। ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଯୋଗଦେଇ ଅଭିଯୋଗ ଶୁଣିଥିଲେ। ୩୫୪ଟି ଅଭିଯୋଗ ଆସିଥିଲା। ରେଡ଼କ୍ରସ ଫଣ୍ଡରୁ ୨ଜଣଙ୍କୁ ୧୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା।…

ନାବାଳିକାଙ୍କୁ ବଳାତ୍କାର, ଜଣେ ଗିରଫ

ଆସିକା,୨୨ା୧୦(ଡି.ଏନ୍‌.ଏ.)- ଗାଙ୍ଗପୁର ଥାନା ଇଲାକାରେ ଜଣେ ୧୩ ବର୍ଷର ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୋଲିସ ସୋମବାର ଘଟଣାରେ ସମ୍ପୃକ୍ତ ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ମଙ୍ଗୁଳୁ ନାୟକ (୨୨)। ସୋମବାର ପୋଲିସ ଉଭୟ ପୀଡିତା ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri