ରାଜ୍ୟ

୨ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ: ୬ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର, ୩।୯(ବ୍ୟୁରୋ):ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ରବିବାର ରାତିରୁ ସୋମବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ସୁନ୍ଦରଗଡ଼ରେ ସର୍ବାଧିକ…

ଆଜି ନୂଆଁଖାଇ, ପୁରପଲ୍ଲୀ ଉତ୍ସବମୁଖର

ସମ୍ବଲପୁର,୩।୯(ବ୍ୟୁରୋ): ମଙ୍ଗଳବାର ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ପୁରପଲ୍ଲୀ ଉତ୍ସବମୁଖର ହୋଇଛି। ପରମ୍ପରା ଅନୁସାରେ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଏହି ଗଣପର୍ବ ପାଳିତ ହୋଇଥାଏ। ଇଷ୍ଟଦେବୀ ସମଲେଇଙ୍କ ନିକଟରେ ମଙ୍ଗଳବାର ନବାନ୍ନ ଭୋଗ ଲାଗିବ। ଏତଦ୍‌ବ୍ୟତୀତ ପଶ୍ଚିମ ଓଡ଼ିଶା…

ବିଶ୍ବ ନାରିକେଳ ଦିବସ ପାଳିତ: ଫନୀ କ୍ଷତିଗ୍ରସ୍ତ ନଡ଼ିଆଚାଷୀଙ୍କୁ କେନ୍ଦ୍ର ଦେବ ସହାୟତା

ଭୁବନେଶ୍ୱର, ୩।୯(ବ୍ୟୁରୋ): ବାତ୍ୟା ଫନୀରେ କ୍ଷତିଗ୍ରସ୍ତ ନଡ଼ିଆ ଚାଷୀଙ୍କୁ କେନ୍ଦ୍ର ସରକାର ସହାୟତା ପ୍ରଦାନ କରିବେ। ଏଥିପାଇଁ ବିସ୍ତୃତ ରିପୋର୍ଟ ପ୍ରଦାନ ଲାଗି ରାଜ୍ୟ ସରକାରଙ୍କୁ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର କହିଛନ୍ତି। ସୋମବାର…

ଆରମ୍ଭ ହେଲା ବିଜେଡି ସଭ୍ୟ ସଂଗ୍ରହ ଅଭିଯାନ:୫୦ ଲକ୍ଷ ନୂଆ ସଭ୍ୟ ସାମିଲ କରିବାକୁ ଲକ୍ଷ୍ୟ

ଭୁବନେଶ୍ୱର,୩।୯(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦଳର ସଭ୍ୟ ସଂଗ୍ରହ ଅଭିଯାନର ଶୁଭାରମ୍ଭ କରିଛନ୍ତି। ୧ କୋଟି ସଭ୍ୟ ସଂଗ୍ରହ ଲକ୍ଷ୍ୟ ନେଇ ଆରମ୍ଭ କରାଯାଇଥିବା ଏହି ଅଭିଯାନରେ ଦଳ ସଭାପତି ନବୀନ ପଟ୍ଟନାୟକ ପ୍ରଥମ ସଭ୍ୟ…

ପିଏମ୍‌ କିଷାନ ଯୋଜନା ଲାଗି ତାଲିକା ଦେଲେ ଟଙ୍କା ମିଳିବ: ତୋମାର

ଭୁବନେଶ୍ୱର,୨ା୯(ବ୍ୟୁରୋ): ପିଏମ୍‌ କିଷାନ ଯୋଜନାକୁ ନେଇ ପୁଣିଥରେ ରାଜ୍ୟ ଓ କେନ୍ଦ୍ର ମୁହାଁମୁହିଁ ହୋଇଛନ୍ତି। ଦିନିକିଆ ରାଜ୍ୟ ଗସ୍ତରେ ଆସି ଏକ କାର୍ଯ୍ୟକ୍ରମରେ ଯୋଗଦେବା ପରେ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର ପିଏମ୍‌ କିଷାନ ଯୋଜନା ପାଇଁ ରାଜ୍ୟ ତାଲିକା…

ଖାରବେଳ ଭବନରେ ଖୋଲିବ ଏଜି ଅଫିସ

ଭୁବନେଶ୍ୱର,୩।୯(ବ୍ୟୁରୋ): ନିକଟରେ ଉଦ୍‌ଘାଟନ ହୋଇଥିବା ଖାରବେଳ ଭବନରେ ରାଜ୍ୟ ସରକାର ଆଡଭୋକେଟ ଜେନେରାଲ(ଏଜି)ଙ୍କ ଅଫିସ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାଦ୍ୱାରା ହାଇକୋର୍ଟ ଠାରୁ ଆରମ୍ଭ କରି ସୁପ୍ରିମକୋର୍ଟରେ ଥିବା ମାମଲାଗୁଡିକର ପରିଚାଳନା ପାଇଁ ଉତ୍ତମ ସମନ୍ବୟ ରକ୍ଷା କରାଯାଇ ପାରିବ ବୋଲି…

ଗରିବଙ୍କ ରାଶନ ଖାଉଥିଲେ ଅଯୋଗ୍ୟ ହିତାଧିକାରୀ: ଧରାପକାଇଲା ଆଧାର

ଭୁବନେଶ୍ୱର,୩।୯(ବ୍ୟୁରୋ): ସରକାରଙ୍କ ଆଖିରେ ଆଙ୍ଗୁଠି ଗେଞ୍ଜି ଅଯୋଗ୍ୟ ହିତାଧିକାରୀ ଗତ ୪ବର୍ଷ ହେବ ଗରିବଙ୍କ ପାଇଁ ଆସିଥିବା ହଜାର ହଜାର କୁଇଣ୍ଟାଲ ଚାଉଳ, ଗହମ ଲୁଟି ନେଉଥିଲେ। ଗାଡ଼ି ଘୋଡ଼ା, କୋଠାଘର, ଏକର ଏକର ସମ୍ପତ୍ତି, ସରକାରୀ ଚାକିରି ଥିବା ଅଯୋଗ୍ୟ…

ଅର୍ଦ୍ଧଗଣେଶ୍ୱର ମୂର୍ତ୍ତି ଆକର୍ଷଣ

ବନ୍ତ, ୩।୯ (ସ୍ବ.ପ୍ର./ଡି.ଏନ.ଏ.)- ବନ୍ତ ବ୍ଲକର ବିଭିନ୍ନ ସ୍ଥାନରେ ଗଣେଶ ପୂଜା ଅନୁଷ୍ଠିତ ହୋଇଛି। ଆଗରପଡ଼ା ଅଞ୍ଚଳର ସମସ୍ତ ଶିକ୍ଷାନୁଷ୍ଠାନ ଓ ଯୁବକ ସଂଘରେ ପୂଜାର୍ଚ୍ଚନା କରାଯାଇଥିଲା। ସକାଳେ ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ର ନୂତନ ବସ୍ତ୍ର ପରିଧାନ କରି ହାତରେ ପୂଜା…

୪୫୦ ବର୍ଷର ନିଆରା ପରମ୍ପରା: ବୁଢ଼ା ଗଣେଶଙ୍କୁ ୧୫୧ ଥାଳି ଭୋଗ ସମର୍ପଣ

ଆରଡ଼ି, ୩।୯ (ଡି.ଏନ.ଏ.)- ଗଣେଶ ଚତୁର୍ଥୀରେ ପ୍ରସିଦ୍ଧ ଶୈବପୀଠ ଆରଡ଼ିର ଆଖଣ୍ଡଳମଣି ମନ୍ଦିର ବେଢ଼ାର ଦକ୍ଷିଣପାର୍ଶ୍ୱରେ ଥିବା ଶ୍ରୀ ବୁଢ଼ା ଗଣେଶଙ୍କୁ ସ୍ବତନ୍ତ୍ର ପୂଜା କରାଯାଇଛି। ଏଠାରେ ନିଆରା ପରମ୍ପରା ଅନୁଯାୟୀ ପ୍ରଭୁଙ୍କୁ ୧୫୧ ଥାଳି ଭୋଗ ସମର୍ପଣ କରାଯାଇଛି। ବିଧି…

ଭଙ୍ଗା ମନ୍ଦିରରେ ୭୦ ମାଣ ଜମିର ମାଲିକ

ବାରିପଦା ଅଫିସ/କପ୍ତିପଦା,୩ା୯(ଡି଼.ଏନ୍‌.ଏ)- ସମ୍ପତ୍ତି ଅଛି, ମାତ୍ର ଟ୍ରଷ୍ଟ ବୋର୍ଡ ପାଇଁ କ୍ଷମତା ଲଢେଇ ଓ ପରିଚାଳନାଗତ ତ୍ରୁଟିକୁ ନେଇ ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ କୁଳିଅଳମ ଗ୍ରାମରେ ଥିବା ଗୋପୀନାଥ ଜୀଉ ମନ୍ଦିର ଅବହେଳିତ ହୋଇ ପଡିଛି। ଏହି ମନ୍ଦିରରେ…

ଓଭରବ୍ରିଜ୍‌ ସୁରକ୍ଷା ଚିନ୍ତା: ଅଣ୍ଟା ଭିଡ଼ିଲା ସିଭିଲ ସୋସାଇଟି

ବାଲେଶ୍ୱର ଅଫିସ,୩।୯ – ବାଲେଶ୍ୱର ଫକୀରମୋହନ ଗୋଲେଇଠାରୁ ସହଦେବଖୁଣ୍ଟା ବସ୍‌ଷ୍ଟାଣ୍ଡ ପର୍ଯ୍ୟନ୍ତ ଗତ ୧୯୮୪ରେ ଲୋକାର୍ପିତ ଓଡ଼ିଶାର ପ୍ରଥମ ଓଭରବ୍ରିଜ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହାର ସୁରକ୍ଷା ଓ ମରାମତି ଲାଗି କୌଣସି ଠୋସ ପଦକ୍ଷେପ ନିଆଯାଉ ନ ଥିବାରୁ ସିଭିଲ୍‌…

ସାଡ଼ିଙ୍ଗିଆ, ପାଙ୍ଗା ପଞ୍ଚାୟତରେ ମାଓବାଦୀ ପୋଷ୍ଟର

ଫିରିଙ୍ଗିଆ, ୩ା୯- କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସାଡିଙ୍ଗିଆ ଓ ପାଙ୍ଗା ପଞ୍ଚାୟତର ବିଭିନ୍ନ ସ୍ଥାନରେ ମାଓବାଦୀମାନେ ପୋଷ୍ଟର ଲଗାଇଛନ୍ତି। କେକେବିଏନ ଡିଭିଜନର କାନ୍ଥ ପତ୍ରିକା (ୱାଲ ମାଗାଜିନ) ବିପ୍ଲବୀ ଡେଙ୍ଗୁରା ନାମରେ ରବିବାର ରାତିରେ ଏସବୁ ପୋଷ୍ଟର ଲଗାଯାଇଛି ା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri