ରାଜ୍ୟ

ମାଲକାନଗିରି ଜିଲାରେ ମୋବାଇଲ ସେବା ବିପର୍ଯ୍ୟସ୍ତ : ଓଡ଼ିଶାର ଲୋକଙ୍କୁ କଥା ହେବାକୁ ଯିବାକୁ ପଡ଼ୁଛି ଆନ୍ଧ୍ର

ମାଲକାନଗିରି,୨୦।୧୦(ଡି.ଏନ.ଏ)- ମାଲକାନଗିରି ଜିଲାରେ ବିଏସଏନଏଲ ମୋବାଇଲ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି ା ଜିଲା ସଦର ମହକୁମାରେ ଗତ ୨୦ ଦିନ ଧରି ୩ଜି ସେବା ନ ଥିବାରୁ ବାରମ୍ବାର କଲ ଡ୍ରପ ହେବା ସହ କିଛି ଶୁଣାଯାଉନାହିଁ ା ନେଟ ସେବା…

ମ୍ୟୁନିସିପାଲିଟି ମାର୍କେଟ କମ୍ଲେକ୍ସ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ

ପୁରୀ ଅଫିସ,୨୦ା୧୦: କିଛି ଦିନର ବ୍ୟବଧାନ ପରେ ପୁରୀରେ ପୁଣି ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ରବିବାର ସକାଳେ ମାର୍କେଟ ଛକସ୍ଥିତ ମ୍ୟୁନିସିପାଲିଟି ମାର୍କେଟ କମ୍ଲେକ୍ସକୁ ଉଚ୍ଛେଦ କରାଯାଉଛି। ଏହି ମାର୍କେଟ କମ୍ଲେକ୍ସ ଅସୁରକ୍ଷିତ ହୋଇପଡ଼ିଥିବା ନେଇ ପୌରସଂସ୍ଥା ପକ୍ଷରୁ ବ୍ୟବସାୟୀମାନଙ୍କୁ…

୫ ଦିନରେ ବି ସରିଲାନି ଶ୍ରୀଲିଙ୍ଗରାଜଙ୍କ ଜମି ଚିହ୍ନଟ ପ୍ରକ୍ରିୟା: ଚିହ୍ନଟ ହୋଇପାରୁନି ମୁଖ୍ୟସ୍ଥାନ

ଭୁବନେଶ୍ୱର/ପୁରୁଣା ଭୁବନେଶ୍ୱର,୨୦ା୧୦(ବ୍ୟୁରୋ/ଡି.ଏନ୍‌.ଏ.): ଶ୍ରୀ ଲିଙ୍ଗରାଜଙ୍କ ଜମି ଚିହ୍ନଟ ସର୍ଭେ କାର୍ଯ୍ୟ ଚାଲିଛି। କିନ୍ତୁ ମନ୍ଦିର ପ୍ରଶାସନର ଆନ୍ତରିକତା ମନୋଭାବ ଅଭାବ ଯୋଗୁ ୫ଦିନ ବିତିଥିଲେ ମଧ୍ୟ ସର୍ଭେ କାର୍ଯ୍ୟ ସରିପାରୁ ନାହିଁ। ମନ୍ଦିର ପ୍ରଶାସନର ନେତୃତ୍ୱରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ଓ…

‘ଖଦି ବଜାର’ ଆରମ୍ଭ: ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ

ଭୁବନେଶ୍ୱର, ୨୦ା୧୦(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କର ୧୫୦ତମ ଜୟନ୍ତୀ ଅବସରରେ ଶନିବାର ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ ପକ୍ଷରୁ ପ୍ରଦର୍ଶନୀ ଏବଂ ବିକ୍ରୟ ମେଳା ‘ଖଦି ବଜାର’ ଉଦ୍‌ଘାଟିତ ହୋଇଯାଇଛି। ୟୁନିଟ୍‌-୩ ସ୍ଥିତ ଇଡ଼କୋ ପ୍ରଦର୍ଶନୀ ପଡ଼ିଆଠାରେ ଏହା ଆସନ୍ତା ୨୮…

ଐତିହ୍ୟ ପଦଯାତ୍ରାରେ ଟୁର୍‌ ଅପରେଟର

ଭୁବନେଶ୍ୱର, ୨୦ା୧୦(ବ୍ୟୁରୋ) : ଓଡ଼ିଶା ଟ୍ରାଭେଲ୍‌ ବଜାରର ୩ୟ ସଂସ୍କରଣରେ ଯୋଗଦେବାକୁ ଆସିଥିବା ଦେଶର ବିଭିନ୍ନ ସ୍ଥାନର ଟୁର୍‌ ଅପରେଟର୍‌ମାନେ ଶନିବାର ପୁରୁଣା ଭୁବନେଶ୍ୱରରେ ଏକ ଐତିହ୍ୟ ପଦଯାତ୍ରାରେ ଅଂଶଗ୍ରହଣ କରିଥିଲେ। ଦେଶର ୨୦ରୁ ଊର୍ଦ୍ଧ୍ୱ ଟୁର୍‌ ଅପରେଟର୍‌ ପଦଯାତ୍ରାରେ ମନ୍ଦିରମାଳିନୀ…

ଗ୍ରାମାଞ୍ଚଳ ଗୃହ ନିର୍ମାଣ ଯୋଜନା: ସଫଳତା ଆଣୁଛି ହିତାଧିକାରୀଙ୍କୁ ଅର୍ଥ ପ୍ରୋତ୍ସାହନ

ଭୁବନେଶ୍ୱର,୨୦ା୧୦(ବ୍ୟୁରୋ): ଗ୍ରାମାଞ୍ଚଳରେ ଧାର୍ଯ୍ୟ ସମୟ ମଧ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏୱାଇ)ର ଘର ତିଆରି କିସ୍ତି ଅର୍ଥ ଏବଂ ମଜୁରି ଆକାରରେ ହିତାଧିକାରୀଙ୍କୁ ଶତ ପ୍ରତିଶତ ଅର୍ଥ ପ୍ରଦାନ କରୁଥିବା ବ୍ଲକ ଗୁଡ଼ିକୁ ରାଜ୍ୟ ସରକାର ପୁରସ୍କାର ଦେବା ପୂର୍ବରୁ ନିଷ୍ପତ୍ତି…

ଏଫ୍‌ଏସ୍‌ଏସ୍‌ଏଆଇ ରିପୋର୍ଟ: ବିଷାକ୍ତ ହେଉଛି ଦୁଗ୍ଧ; ପରୋକ୍ଷରେ କର୍କଟ ରୋଗକୁ ନିମନ୍ତ୍ରଣ

ଭୁବନେଶ୍ୱର,୨୦ା୧୦(ବ୍ୟୁରୋ): ଖାଦ୍ୟପେୟରେ ଦୁଗ୍ଧ ଏକ ପ୍ରମୁଖ ଉପାଦାନ। ପିଲାଠାରୁ ଆରମ୍ଭ କରି ବୟସ୍କ ସମସ୍ତେ ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ ଖାଇବାକୁ ପସନ୍ଦ କରନ୍ତି। ତେବେ ଅଧିକ ମୁନାଫା କମାଇବା ଆଶାରେ କେତେକ ଦୁଗ୍ଧ ବ୍ୟବସାୟୀ ମାରାତ୍ମକ ବିଷାକ୍ତ ପଦାର୍ଥକୁ ଏଥିରେ…

ସରଳ ହେବ ଆମ୍ବୁଲାନ୍ସ ସେବା

ଭୁବନେଶ୍ୱର, ୨୦ା୧୦ (ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ସରକାରୀ ଏବଂ ବେସରକାରୀ ଡାକ୍ତରଖାନାଗୁଡିକର ଆମ୍ବୁଲାନ୍ସ ସେବା ଗୋଟିଏ କଲ୍‌ ସେଣ୍ଟର ଦ୍ୱାରା ପରିଚାଳିତ ହେବ। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଶନିବାର ଲୋକସେବା ଭବନରେ ଏ ନେଇ ଏକ…

ଅଟକିଲା ଆନନ୍ଦ ବିହାର ସୁବିଧା ସ୍ପେଶାଲ ଟ୍ରେନ ସେବା: ପୁରୀ-ଆନନ୍ଦ ବିହାର ନୀଳାଚଳ ଏକ୍ସପ୍ରେସ ବାତିଲ

ଭୁବନେଶ୍ୱର,୨୦।୧୦ (ବ୍ୟୁରୋ): ରବିବାରଠାରୁ ଭୁବନେଶ୍ୱରରୁ ନୂଆଦିଲ୍ଲୀକୁ ଆରମ୍ଭ ହେବାକୁ ଥିବା ସୁବିଧା ସ୍ପେଶାଲ ଟ୍ରେନକୁ ବାତିଲ୍‌ କରାଯାଇଛି। ଉତ୍ତର ରେଳପଥର କେତେକ ସମସ୍ୟା ଯୋଗୁ ଏହି ସେବାକୁ ଅସ୍ଥାୟୀ ଭାବେ ଅଟକାଯାଇଛି। ପୂଜା ଋତୁ ଓ ବିଭିନ୍ନ ନିଯୁକ୍ତି ପ୍ରକ୍ରିୟା ଚାଲୁଥିବାରୁ…

୪ ଓପିଏସ୍‌ ଅଧିକାରୀଙ୍କ ବଦଳି

କଟକ ଅଫିସ, ୨୦ା୧୦- ଷ୍ଟେଟ୍‌ ପୋଲିସ ଏଷ୍ଟାବ୍ଲିଶମେଣ୍ଟ ବୋର୍ଡର ନିଷ୍ପତ୍ତିକ୍ରମେ ଓଡ଼ିଶା ପୋଲିସର ୪ଜଣ ଓଡ଼ିଶା ପୋଲିସ ସର୍ଭିସ(ଓପିଏସ୍‌) ସ୍ତରର ଅଧିକାରୀଙ୍କ ବଦଳି କରାଯାଇଛି। ଡିଜିପି ବିଜୟ କୁମାର ଶର୍ମାଙ୍କ ନିର୍ଦ୍ଦେଶକ୍ରମେ ଏ ନେଇ ଶନିବାର ପୋଲିସ ମୁଖ୍ୟ କାର୍ଯ୍ୟାଳୟ ପକ୍ଷରୁ…

୯ ଖଣି ନିଲାମ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର,୨୦ା୧୦(ବ୍ୟୁରୋ)- ରାଜ୍ୟର ୯ଟି ଖଣି ନିଲାମୀ ପାଇଁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ୭ ଲୁହାପଥର, ଗୋଟିଏ ମାଙ୍ଗାନିଜ୍‌ ଏବଂ ଗୋଟିଏ ଲୁହା ପଥର ଓ ମାଙ୍ଗାନିଜ ମିଶ୍ରିତ ଖଣି ରହିଛି। ସେହି ଖଣିଗୁଡିକ ହେଲା-ପୁରହେଇବାହାଲ, ଚାନ୍ଦିପୋଷୀ, ରେଙ୍ଗାଲବରହା ଉତ୍ତର-ପୂର୍ବ,…

ବିଜେପୁର ପ୍ରଚାର ଶେଷ: ୨୧ରେ ଭୋଟ; ମତଦାତାଙ୍କ ପାଇଁ ସବୈତନିକ ଛୁଟି ଘୋଷଣା

ଭୁବନେଶ୍ୱର, ୨୦ା୧୦(ବ୍ୟୁରୋ): ଆସନ୍ତା ୨୧ ତାରିଖରେ ବିଜେପୁର ବିଧାନସଭା ଆସନ ପାଇଁ ଉପନିବର୍ର୍ାଚନ ଅନୁଷ୍ଠିତ ହେବ। ଏଥିପାଇଁ ଶନିବାର ଅପରାହ୍ନ ୫ଟାରେ ହାଇଭୋଲଟେଜ୍‌ ପ୍ରଚାର ଶେଷ ହୋଇଛି। ତିନି ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ମଧ୍ୟରେ ହେବ କଡା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri