ରାଜ୍ୟ

ଚିଲିକା ନିର୍ବାଚନ ମଣ୍ଡଳୀରେ ବିଜେଡି ଆଗୁଆ

ଖୋର୍ଦ୍ଧା ଅଫିସ,୨୩।୫: ଖୋର୍ଦ୍ଧା ଜିଲାର ଚିଲିକା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ଆଗୁଆ ଅଛନ୍ତି। ପ୍ରଥମ ରାଉଣ୍ଡରେ ପ୍ରଶାନ୍ତ କୁମାର ଜଗଦେବ ୩ଶହ ୯୯ଭୋଟରେ ଆଗୁଆ ଥିବା ସୂଚନା ମିଳିଛି। ଏଠାରେ ପ୍ରଶାନ୍ତ ୨୬୫୨,ଭାଜପାର ପୃଥ୍ବୀରାଜ ହରିଚନ୍ଦନ ୨୨୫୩,...

ପାଲଲହଡ଼ା ନିର୍ବାଚନ ମଣ୍ଡଳୀ: ୪ୟ ରାଉଣ୍ଡ ସୁଦ୍ଧା ମୁକେଶ ପାଲ ଆଗରେ

ପାଲଲହଡ଼ା,୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ୪ର୍ଥ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ୧୬୩୦ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ମୁକେଶ ୩୧୬୭ ଖଣ୍ଡ ଭୋଟ ପାଇଛନ୍ତି। ଭାଜପାର ଅଶୋକ ମହାନ୍ତି ପଛରେ ଅଛନ୍ତି।

ଓଡ଼ିଶା ଲୋକ ସଭା ଟ୍ରେଣ୍ଡ୍‌: ବିଜେଡି ୯, ଭାଜପା ୬ରେ ଆଗୁଆ

ଭୁବନେଶ୍ୱର, ୨୩।୫(ବ୍ୟୁରୋ): ଗୁରୁବାର ସାରା ଦେଶରେ ଭୋଟ ଗଣତି ଚାଲିଥିବାବେଳେ ଭାଜପା ଆଗୁ ରହିଛି। ଓଡ଼ିଶାର ୨୧ଟି ଲୋକ ସଭା ଆସନରୁ ୧୫ଟିର ଫଳାଫଳ ଆସୁଛି। ଏଥିରେ ୯ଟି ଆସନରେ ବିଜେଡି ଆଗୁଆ ରହିଥିବା ବେଳେ ଭାଜପା ୬ଟିରେ ଆଗରେ...

ବୌଦ୍ଧ ବିଧାନସଭା: ଭାଜପା ଅ।ଗୁଅ।

ବୌଦ୍ଧ,୨୩୫(ଡି.ଏନ୍.ଏ.):ବୌଦ୍ଧ ବିଧାନସଭା ଅାସନରେ ଦ୍ୱିତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଭାଜପାର ସୁଶାନ୍ତ ପ୍ରଧାନ ବିଜେଡିର ପ୍ରଦୀପ ଅମାତଙ୍କଠାରୁ ୨୦୨ ଭୋଟରେ ଅ।ଗୁଅ। ରହିଛନ୍ତି

ତୃତୀୟ ରାଉଣ୍ଡ ଶେଷ: ପରଜଙ୍ଗରେ ଭାଜପା ଆଗୁଆ

ଢେଙ୍କାନାଳ ଅଫିସ, ୨୩ା୫-ଢେଙ୍କାନାଳ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ସମସ୍ତ ୭ ବିଧାନସଭା ଆସନରେ ଶାନ୍ତିଶୃଙ୍ଖଳାର ସହ ଭୋଟ ଗଣତି ଜାରି ରହିଛି। ପରଜଙ୍ଗ ବିଧାନସଭା କ୍ଷେତ୍ରରେ ତୃତୀୟ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ଆଗୁଆ ଅଛନ୍ତି।...

ଅନୁଗୋଳରେ ରଜନୀକାନ୍ତ ସିଂ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ରଜନୀକାନ୍ତ ସିଂ ଆଗରେ ଅଛନ୍ତି। ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ରଜନୀକନ୍ତ ସିଂ ୨୫୫୫, ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନ ୨୩୭୫ ଓ କଂଗ୍ରେସ ପ୍ରାର୍ଥୀ ବିପ୍ଳବ ଜେନା ୧୬୬୪...

ଆଠମଲ୍ଲିକ: ରମେଶ ଚନ୍ଦ୍ର ସାଏ ଆଗରେ

ଆଠମଲ୍ଲିକ, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ଆଗରେ ଅଛନ୍ତି। ରମେଶଚନ୍ଦ୍ର ସାଏ ୪୦୭୪ ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଭାଗୀରଥି ପ୍ରଧାନ ୨୭୯୨ ଖଣ୍ଡ ଭୋଟ...

୩ୟ ରାଉଣ୍ଡ ସୁଦ୍ଧା ମୁକେଶ ପାଲ ଆଗରେ

ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ତୃତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ୨୬୧ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ମୁକେଶ ୧୮୯୩ ଖଣ୍ଡ ଭୋଟ ପାଇଛନ୍ତି। ଭାଜପାର ଅଶୋକ ମହାନ୍ତି ୧୬୩୨ ଖଣ୍ଡ ପୋଇ ପାଇଛନ୍ତି।

ଢେଙ୍କାନାଳ ଲୋକ ସଭା, ଢେଙ୍କାନାଳ, ହିନ୍ଦୋଳ, କାମାକ୍ଷାନଗର ବିଧାନସଭା ଆସନରେ ବିଜେଡି ଆଗୁଆ

ଢେଙ୍କାନାଳ ଅଫିସ, ୨୩ା୫: ଆରମ୍ଭ ହୋଇଛି ସାଧାରଣ ନିର୍ବାଚନର ଅନ୍ତିମ ପର୍ବ ଭୋଟଗଣତି। ଆଉ ମାତ୍ର କେଇ ଘଣ୍ଟାର ଅପେକ୍ଷା ପରେ ଇଭିଏମ୍‌ରୁ ସ୍ପଷ୍ଟ ହେବ ପ୍ରାର୍ଥୀଙ୍କ ଭାଗ୍ୟ। ଏସବୁ ଭିତରେ ରାଜ୍ୟର ଅନ୍ୟତମ ଚର୍ଚ୍ଚିତ ଢେଙ୍କାନାଳ ଲୋକ ସଭା...

ଗଣତି ଚାଲିଛି ପୋଷ୍ଟାଲ ବାଲଟ

ଛତ୍ରପୁର,୨୩।୫(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲା ଆସିକା ଲୋକସଭା ଆସନ ପାଇଁ ପୋଷ୍ଟାଲ ବାଲଟର ଗଣତି ଛତ୍ରପୁର ସ୍ଥିତ ଜ଼ିଲାପାଳଙ୍କ ସମ୍ମିଳନୀ କକ୍ଷରେ ଚାଲିଛି। ରିଟର୍ଣ୍ଣିଂ ଅଫିସର ତଥା ଜ଼ିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଉପସ୍ଥିତିରେ ଏହି ଗଣତି ଚାଲିଛି। ଅପରପକ୍ଷରେ ଇଭିଏମ୍‌ରେ...

କନ୍ଧମାଳ ଲୋକସଭା, ଫୁଲବାଣୀ ବିଧାନସଭା କ୍ଷେତ୍ରରେ ବିଜେଡି ଆଗୁଆ

ଫୁଲବାଣୀ/ଜି.ଉଦୟଗିରି,୨୩।୫(ଡି.ଏନ୍‌.ଏ.)- ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା କନ୍ଧମାଳ ଲୋକସଭା ବିଜେଡି ପ୍ରାର୍ଥୀ ଅଚ୍ୟୁତ ସାମନ୍ତ ୧୯୨୯ ଭୋଟ ପାଇଥିବାବେଳେ ଭାଜପା ପ୍ରାର୍ଥୀ ଐରଖାରବେଳ ସ୍ବାଇଁ ୧୩୫୬ ଭୋଟ ପାଇଛନ୍ତି। ସେହିପରି ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଫୁଲବାଣୀ...

ଆନନ୍ଦପୁର ଓ ଘଷିପୁରା ନିର୍ବାଚନମଣ୍ଡଳୀରେ ଭୋଟ ଗଣତି ଆରମ୍ଭ

ଆନନ୍ଦପୁର(ସ୍ବ.ପ୍ର.)/ହାଟଡିହି(ଡି.ଏନ.ଏ) ୨୩।୫: କେନ୍ଦୁଝର ଜିଲା ଆନନ୍ଦପୁର ଓ ଘଷିପୁରା ନିର୍ବାଚନମଣ୍ଡଳୀର ଭୋଟ ଗଣତି ଆରମ୍ଭ ହୋଇଛି। ଶାଳପଡ଼ା ମହିଳା ମହାବିଦ୍ୟାଳୟ ପରିସରରେ କଡ଼ା ସୁରକ୍ଷା ବ୍ୟବସ୍ଥାରେ ପ୍ରଥମ ରାଉଣ୍ଡ ଭୋଟ ଗଣତି ହୋଇଛି। ଆନନ୍ଦପୁର ଉପଜିଲାପାଳ ରବୀନ୍ଦ୍ର ସାହୁ, ଡିଏସ୍‌ପି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri