ବ୍ରାହ୍ମଣବିଲ ସଂରକ୍ଷିତ ଜଙ୍ଗଲରେ କାଠମାଫିଆ ସକ୍ରିୟ: ଶାଳଗଣ୍ଡି ସହ ଟ୍ରାକ୍ଟର, କଟର ମେଶିନ ଜବତ କଲା ବନବିଭାଗ
ଛେଣ୍ଡିପଦା,୧୯।୧୦(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ କୋଶଳା ବିଟ-୧ର ଜଳତାପ ଗ୍ରାମ ନିକଟସ୍ଥ ବ୍ରାହ୍ମଣବିଲ ସଂରକ୍ଷିତ ଜଙ୍ଗଲରୁ ୫ ଖଣ୍ଡ ଶାଳଗଣ୍ଡି ସହିତ ଟ୍ରକ୍ଟର ଓ କଟର୍ ମେଶିନ ଶନିବାର ବନବିଭାଗ ଜବତ କରିଛି। ସୂଚନାନୁଯାୟୀ, ଛେଣ୍ଡିପଦା ବନାଞ୍ଚଳର କୋଶଳା…
ବିଜେପୁର ଏନ୍ଏସିରେ ବିଜେଡିର ବାଇକ ରାଲି
ବିଜେପୁର,୧୯।୧୦(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପ୍ରଚାରର ଶନିବାର ଅନ୍ତିମ ଦିବସ। ତିନି ଦଳର ହେଭିଓ୍ବେଟ ନେତା ତିନି ବ୍ଲକ୍ରେ ପ୍ରଚାର କରିଥିଲେ। ଯେଉଁ ଅଞ୍ଚଳରେ ପ୍ରଚାର ଟିକିଏ ବାକି ରହିଥିବା ନଜରକୁ ଆସିଛି ସେଇ ଏରିଆକୁ ନେତାଗଣ ପ୍ରଚାର ପାଇଁ…
ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ସିବିଆଇ ତଦନ୍ତ ଦାବିକଲା କଂଗ୍ରେସ
ଭୁବନେଶ୍ୱର, ୧୯ା୧୦(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁରର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ କଂଗ୍ରେସ ପକ୍ଷରୁ ସିବିଆଇ ତଦନ୍ତ ଦାବି କରାଯାଇଛି। କଂଗ୍ରେସ ଭବନଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ କଂଗ୍ରେସ ନେତା ସତ୍ୟ…
‘୨୦୩୦ ସୁଦ୍ଧା ବାଲ୍ୟ ବିବାହ ପ୍ରଥା ବନ୍ଦ ପାଇଁ ଖସଡ଼ା’
ଭୁବନେଶ୍ୱର,୧୯ା୧୦(ବ୍ୟୁରୋ): ରାଜ୍ୟରୁ ବାଲ୍ୟ ବିବାହ ପ୍ରଥାକୁ ୨୦୩୦ ସୁଦ୍ଧା ସମ୍ପୂର୍ଣ୍ଣ ମୂଳୋତ୍ପାଟନ କରିବାକୁ ଖସଡା ପ୍ରସ୍ତୁତ କରାଯାଇଛି। ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଏଥିପାଇଁ ଗାଇଡ୍ଲାଇନ୍ସ ପ୍ରସ୍ତୁତ ହୋଇଛି। ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ଭେ(ଏନ୍ଏଫ୍ଏଚ୍ଏସ୍-୪) ୨୦୧୪-୧୫ ଅନୁଯାୟୀ, ରାଜ୍ୟରେ…
ମପାଯିବ କର୍ମଚାରୀଙ୍କ କାର୍ଯ୍ୟଦକ୍ଷତା
ଭୁବନେଶ୍ୱର, ୧୯ା୧୦ (ବ୍ୟୁରୋ): ମୋ ସରକାର ଏବଂ ୫-ଟି କାର୍ଯ୍ୟକାରୀ କ୍ଷେତ୍ରରେ ସରକାରୀ କର୍ମଚାରୀ ଓ ଅଧିକାରୀମାନଙ୍କ କାର୍ଯ୍ୟଦକ୍ଷତା ମପାଯିବ। ଏ ନେଇ କର୍ମଚାରୀମାନଙ୍କର ବାର୍ଷିକ କାର୍ଯ୍ୟଦକ୍ଷତା ରିପୋର୍ଟ ବା ଆନୁଆଲ ପରଫର୍ମାନ୍ସ ଆପ୍ରେଜାଲ ରିପୋର୍ଟ (ପିଏଆର) ପ୍ରସ୍ତୁତ କରାଯିବ। ଶୁକ୍ରବାର…
ଅଲ୍ ଓଡ଼ିଶା ବାର୍ ଆସୋସିଏଶନ ବୈଠକ: ଯୋଗଦେଲେ ୯୩ ବାର୍ ଆସୋସିଏଶନ କର୍ମକର୍ତ୍ତା
କଟକ ଅଫିସ, ୧୯ା୧୦: ରାଜ୍ୟର ବିଭିନ୍ନ ଅଦାଲତରେ ଖାଲି ପଡ଼ିଥିବା ବିଚାରପତି ପଦବୀ ପୂରଣ, ହାଇକୋର୍ଟ ପକ୍ଷରୁ ରୁଜୁ ଅଦାଲତ ଅବମାନନା ମାମଲାକୁ ନେଇ ଶୁକ୍ରବାର ହାଇକୋର୍ଟ ବାର୍ ଆସୋସିଏଶନ ସମ୍ମିଳନୀ କକ୍ଷରେ ଅଲ୍ ଓଡ଼ିଶା ବାର୍ ଆସୋସିଏଶନର ବୈଠକ ଅନୁଷ୍ଠିତ…
ନ୍ୟାୟ ହିନ୍ଦୁ ସମାଜ ସପକ୍ଷରେ ଯିବ ବୋଲି ଆଶା କରୁଛୁ: ଭୈୟାଜୀ
ଭୁବନେଶ୍ୱର, ୧୯ା୧୦(ବ୍ୟୁରୋ): ସାରା ଦେଶରେ ଜାତୀୟ ନାଗରିକ ପଞ୍ଜିକା(ଏନ୍ଆରସି) ଲାଗୁ ହେବା ଉଚିତ। ଦେଶରେ ଅନୁପ୍ରବେଶ କରିଥିବା ବ୍ୟକ୍ତିଙ୍କୁ ଚିହ୍ନଟ କରି ଏକ ରାଷ୍ଟ୍ରୀୟ ନୀତି ନିର୍ମାଣ ପୂର୍ବକ ତାଙ୍କ ପ୍ରତି ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଆବଶ୍ୟକ। ସମ୍ପୂର୍ଣ୍ଣ ଦେଶରେ…
ଓଡ଼ିଶା ଟ୍ରାଭେଲ ବଜାର: ୫୩ ଷ୍ଟଲ୍ରେ ଓଡ଼ିଶା ପର୍ଯ୍ୟଟନ ଉତ୍ପାଦ
ଭୁବନେଶ୍ୱର,୧୯ା୧୦(ବ୍ୟୁରୋ): ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଫିକି ସହଯୋଗରେ ଭୁବନେଶ୍ୱରରେ ୩ୟ ଥର ପାଇଁ ଚାଲିଥିବା ଓଡ଼ିଶା ଟ୍ରାଭେଲ ବଜାର ଆନୁକୂଲ୍ୟରେ ୫୩ଟି ଷ୍ଟଲ ଖୋଲା ଯାଇଛି। ଶୁକ୍ରବାର ଏହି ଷ୍ଟଲ୍ଗୁଡ଼ିକୁ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ…
ଓଡ଼ିଶା ସିଆର୍ପିଏଫ୍ ମହାନିରୀକ୍ଷକଙ୍କ ଦାୟିତ୍ୱ ଗ୍ରହଣ
ଭୁବନେଶ୍ୱର, ୧୯ା୧୦(ବ୍ୟୁରୋ): କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍ପିଏଫ୍) ଓଡିଶା ସେକ୍ଟର ଭୁବନେଶ୍ୱରସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ନୂଆ ପୋଲିସ ମହାନିରୀକ୍ଷକ ଭାବେ ସଂଗ୍ରାମ କେଶରୀ ମହାନ୍ତି ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳରେ ୧୯୮୬ ବ୍ୟାଚର କ୍ୟାଡର…
ରେଲଓ୍ବେ ଚାକିରି ଦେବାକୁ କହି ଦେଢ଼ଲକ୍ଷ ଠକେଇ, ଯୁବକ ଗିରଫ
ପାତ୍ରପଡା,୧୯ା୧୦(ଡି.ଏନ.ଏ.): ରେଲଓ୍ବେରେ ଚାକିରି କରାଇ ଦେବା ଆଳରେ ଦେଢଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଖଣ୍ଡଗିରି ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଝାଡଖଣ୍ଡ ରାଞ୍ଚି ଅଞ୍ଚଳର ଆଶିଷ ସିଂ(୨୮)। ଅଭିଯୋଗ ଅନୁଯାୟୀ, ଜଗତ୍ସିଂହପୁର ନୂଆଗଁ। ଅଞ୍ଚଳର ଅଜୟ…
୨ ମହିଳାଙ୍କଠାରୁ ସୁନାଚେନ୍ ଲୁଟ୍: ବରିମୁଣ୍ଡା ରାସ୍ତାରେ ଲୁଟେରା-ମହିଳା ଧସ୍ତାଧସ୍ତି
ଭୁବନେଶ୍ୱର, ୧୯ା୧୦(ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅଧୀନ ବରିମୁଣ୍ଡା ଗଁ। ରାସ୍ତା ଏବଂ ଚନ୍ଦ୍ରଶେଖରପୁର ଥାନା ଅଧୀନ କାନନ ବିହାର ଫେଜ-୨ ଅଞ୍ଚଳରେ ଶୁକ୍ରବାର ୨ଜଣ ମହିଳାଙ୍କ ବେକରୁ ସୁନାଚେନ ଲୁଟି ନିଆଯାଇଛି। ବରିମୁଣ୍ଡା ଗାଁ ରାସ୍ତାରେ ଯେଉଁ ଲୁଟ ହୋଇଛି ସେଥିରେ…
ସିଇଟିରେ ହେବ ‘କ୍ରିଟିକାଲ ମେଶିନ୍ ଲର୍ନିଂ’ ସେଣ୍ଟର ଅଫ୍ ଏକ୍ସିଲେନ୍ସ
ଭୁବନେଶ୍ୱର,୧୯ା୧୦(ବ୍ୟୁରୋ): ଦକ୍ଷତା ବିକାଶ ନିମନ୍ତେ ମୁମ୍ବାଇସ୍ଥିତ ସେମାରୁ ଚଳଚ୍ଚିତ୍ର ସଂସ୍ଥା ପକ୍ଷରୁ ଖୁବ୍ଶୀଘ୍ର ଭୁବନେଶ୍ୱରଠାରେ ଏକ ଦକ୍ଷତା କେନ୍ଦ୍ର ପ୍ରତିଷ୍ଠା କରାଯିବ। ଏହାସହ ଟେକ୍ ମହିନ୍ଦ୍ରା ପକ୍ଷରୁ ସିଇଟି କଲେଜରେ ‘କ୍ରିଟିକାଲ ମେଶିନ୍ ଲର୍ନିଂ’ ପାଠ୍ୟକ୍ରମ ପାଇଁ ସେଣ୍ଟର ଅଫ୍ ଏକ୍ସିଲେନ୍ସ…
Archives


