ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ: ୫ ଲୋକ ସଭା, ୩୫ ବିଧାନସଭା ଆସନ ଲାଗି ମତଦାନ ଜାରି; ଜାଣନ୍ତୁ LIVE UPDATES
ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଗୁରୁବାର ଅନୁଷ୍ଠିତ ହେଉଛି। ସକାଳ ୭ଟାରୁ ଏହି ଭୋଟ ଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ୫ ଲୋକ ସଭା ଓ ୩୫ ବିଧାନସଭା ଆସନ ଲାଗି ୭୭ ଲକ୍ଷ...
ପୋଖରୀ ସଫେଇ ଦାବିରେ ସ୍କୁଲ ସମ୍ମୁଖରେ ଧାରଣା
କଣ୍ଟାପଡା, ୧୮।୪(ଡି.ଏନ୍.ଏ.): କଟକର କଣ୍ଟାପଡ଼ା ବ୍ଲକ ଅନ୍ତର୍ଗତ ନାହଳପୁର ଗ୍ରାମପଞ୍ଚାୟତର ଗୁଣାଦୋଳ କେ.ଏନ. ନୋଡାଲ ସ୍କୁଲ ସମ୍ମୁଖରେ ଧାରଣା ଦିଆଯାଇଛି। ସ୍କୁଲ ଅଧିନରେ ଥିବା ଠାକୁରା ପୋଖରୀ ସଫେଇ ଦାବିରେ ଗଁ। ର ଶତାଧିକ ମହିଳା ଓ ପୁରଷମାନେ ଉକ୍ତ...
୧୦୦ରୁ ଉର୍ଦ୍ଧ୍ୱ ମହିଳାଙ୍କୁ ବଳାତ୍କାର କରିଥିବା ୭୧ବର୍ଷୀୟ ବୃଦ୍ଧ ଗିରଫ
ଲୁଇସିୟାନା, ୧୮।୪: ବଳାତ୍କାର ଅଭିଯୋଗରେ ଜଣେ ୭୧ବର୍ଷୀୟ ବୃଦ୍ଧଙ୍କୁ ପୋଲିସ ଗିରଫ କରିଛି। ତାଙ୍କ ନାଁରେ ୧୦୦ରୁ ଉର୍ଦ୍ଧ୍ୱ ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ସେଥିମଧ୍ୟରୁ ଅଧିକାଂଶ ନାବାଳିକା। ସୂଚନାଯୋଗ୍ୟ, ଆମେରିକାର ଲୁଇସିୟାନା ସହରରେ ବାସ କରୁଥିବା ଫାଉଣ୍ଟେନ...
ବିସ୍ଫୋରଣରେ ଯୁବକଙ୍କ ମୃତ୍ୟୁ
ଭଞ୍ଜନଗର,୧୮।୪(ଡି.ଏନ.ଏ): ଭଞ୍ଜନଗର ଥାନା ଅନ୍ତର୍ଗତ ଅଗଝୋଳରେ ବୁଧବାର ବିଳମ୍ବିତ ରାତିରେ ବୋମା ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ଉକ୍ତ ଗଁ।ର ସଦାଶିବ ପ୍ରଧାନଙ୍କ (୨୪) ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ସଦାଶିବ ରାତି ପ୍ରାୟ ୩ଟାରେ ନିଜ ଘର ନିକଟରେ ବୁଲୁଥିଲେ।...
ତାତି ଯାଉଛି ମହାନଦୀ ଜଳ, ଡହଳବିକଳ ଜଳଚର
ଖଣ୍ଡପଡ଼ା,୧୮ା୪(ସ୍ବ.ପ୍ର.): ସମ୍ପ୍ରତି ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିିଛି। ଏଥିଯୋଗୁ ମହାନଦୀର ଜଳ ତାତିଯାଉଛି । ଅସହ୍ୟ ଖରା ଯୋଗୁ କିଛିଦିନ ହେଲା ସକାଳ ୯ଟାଠାରୁ ଲୋକେ ଘରୁ ପଦାକୁ ବାହାରି ପାରୁ ନାହାନ୍ତି । ଗ୍ରୀଷ୍ମ...
ଓଡ଼ଗାଁ ଶ୍ରୀରାମନବମୀ ଯାତ୍ରାର ପଞ୍ଚମ ସନ୍ଧ୍ୟା : ଶ୍ରୀରାମଙ୍କ ଶିବଧନୁ ଭଗ୍ନ, ସୀତା ବିବାହ
ଓଡ଼ଗାଁ,୧୮ା୪(ସ୍ବ.ପ୍ର.): ଓଡ଼ଗାଁରେ ବିଜେ ପ୍ରଭୁ ଶ୍ରୀରଘୁନାଥଜୀଉଙ୍କ ନବ ଦିନ ବ୍ୟାପୀ ଶ୍ରୀରାମନବମୀ ଯାତ୍ରା ଅନୁଷ୍ଠିତ ହେଉଛି। ଉତ୍ସବର ପଞ୍ଚମ ସନ୍ଧ୍ୟା ଅବସରରେ ଚୈତ୍ର ଶୁକ୍ଳ ଅନଙ୍ଗ ତ୍ରୟୋଦଶୀ ତିଥି, ବୁଧବାର ପ୍ରଭୁ ଶ୍ରୀରାମଙ୍କ ଶିବଧନୁ ଭଗ୍ନ, ଜନକନନ୍ଦିନୀ ସୀତାଙ୍କ ସହିତ...
ତାତିରେ ସିଝୁଛି ସାରା ଓଡ଼ିଶା: ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୪୧.୭ ଡିଗ୍ରୀ
ଭୁବନେଶ୍ୱର,(ବ୍ୟୁରୋ)/ଧାମନଗର,୧୮।୪(ଡି.ଏନ୍.ଏ.): ଡହଡହ ଖରାରେ ସିଝୁଛି ସାରା ଓଡ଼ିଶା। ସକାଳ ୮ଟା ବେଳୁ ଖରାର ପ୍ରଭାବ ଦେଖିବାକୁ ମିଳୁଛି। ଲୋକେ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ଯାଏ ତାତିରେ ଛଟପଟ ହେଉଛନ୍ତି। ଅଧା ଓଡ଼ିଶାର ସ୍ଥିତି ଅଳ୍ପ ବହୁତେ ଏହିଭଳି ରହୁଛି।...
ଆଜିଠୁ ସ୍କୁଲ ବନ୍ଦ: ଖୋଲା ରହିବ କାର୍ଯ୍ୟାଳୟ, ଉପସ୍ଥିତ ରହିବେ ଶିକ୍ଷକ
ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ଜାରି ରହିଥିବା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ଗୁରୁବାରଠାରୁ ରାଜ୍ୟର ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲ ବନ୍ଦ କରିଛନ୍ତି। ଏପ୍ରିଲ ୧୮ରୁ ମେ ୪ ପର୍ଯ୍ୟନ୍ତ ସ୍କୁଲ ଛୁଟି କରିଦିଆଯାଇଛି। ଏହି ସମୟରେ କେବଳ...
୪୮ନଂ. ଓ୍ବାର୍ଡ ଭାଜପା କାର୍ଯ୍ୟାଳୟ ଉପରକୁ ବୋମାମାଡ଼
ଭୁବନେଶ୍ୱର,୧୮।୪(ବ୍ୟୁରୋ): ନୟାପଲ୍ଲୀ ଥାନା ଅଧୀନ ମଧ୍ୟ ଭୁବନେଶ୍ୱର ଡେଲଟା କଲୋନୀ ନିକଟ ୪୮ନଂ. ଓ୍ବାର୍ଡ ଭାଜପା କାର୍ଯ୍ୟାଳୟ ଉପରକୁ ବୁଧବାର ରାତିରେ ବୋମାମାଡ଼ ହୋଇଛି। ରାତି ପ୍ରାୟ ସାଢ଼େ ୯ଟାରେ କର୍ମୀମାନଙ୍କର ବୈଠକ ଚାଲିଥିବା ବେଳେ ବୁଲେଟ ଓ ପଲ୍ସରରେ...
ମୁଖ୍ୟମନ୍ତ୍ରୀଙ୍କ ଅନୁଗୋଳ-ଢେଙ୍କାନାଳ ଗସ୍ତ ଆଜି: ୫ ନିର୍ବାଚନୀ ସଭାରେ ଯୋଗଦେବେ
ଅନୁଗୋଳ ଅଫିସ/ବନ୍ତଳା/ଢେଙ୍କାନାଳ ଅଫିସ, ୧୮।୪- ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅନୁଗୋଳ ଓ ଢେଙ୍କାନାଳ ଜିଲାରେ ନିର୍ବାଚନ ପ୍ରଚାର କରିବେ। ଦୁଇ ଜିଲାର ୫ ନିର୍ବାଚନୀ ସଭାରେ ସେ ଯୋଗଦେଇ ଦଳୀୟ ଏମ୍ପି ଓ ବିଧାୟକ...
ନବୀନଙ୍କ ଗସ୍ତ ପୂର୍ବରୁ ବିଜେଡିକୁ ଝଟକା: ବିଧାୟକଙ୍କ ଗାଁରୁ ପଦ୍ମ ଧରିଲେ ଶତାଧିକ କର୍ମୀ
ଅନୁଗୋଳ ଅଫିସ, ୧୮।୪- ଅନୁଗୋଳ ବିଜେଡିକୁ ବୁଧବାର ପୁଣି ଲାଗିଛି ଝଟକା। ୩ ଥରର ବିଧାୟକ ତଥା ୪ର୍ଥ ଥର ପାଇଁ ପ୍ରାର୍ଥୀ ହୋଇଥିବା ଜିଲା ସଭାପତି ରଜନୀକାନ୍ତ ସିଂଙ୍କ ଗାଁ ଗୋତମରାରୁ ଶତାଧିକ କର୍ମୀ ବିଜେଡି ଛାଡ଼ି ଭାଜପାରେ...
ସରିଲା ଚିନ୍ତା ଓ ଚେତନାର ୪୦ତମ ବୈଶାଖୀ ମହୋତ୍ସବ: ଶେଷଦିନରେ ଯାଦୁ କଲା ମନଛୁଅଁ। ସଙ୍ଗୀତ
ଭୁବନେଶ୍ୱର,୧୮।୪(ବ୍ୟୁରୋ): ଚିନ୍ତା ଓ ଚେତନା ପକ୍ଷରୁ ଗତ ୩ଦିନ ବ୍ୟାପୀ ରବୀନ୍ଦ୍ର ମଣ୍ଡପଠାରେ ଚାଲିଥିବା ୪୦ତମ ରାଷ୍ଟ୍ରୀୟ ବୈଶାଖୀ ମହୋତ୍ସବ ବୁଧବାର ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନୀ ସନ୍ଧ୍ୟାରେ ଅତିଥି ଭାବେ ସଙ୍ଗୀତଜ୍ଞ ତଥା କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ, ଚିନ୍ତା ଓ...
Archives


