ରାଜ୍ୟ

ଦ୍ୱିତୀୟ କୋଣାର୍କ ନିର୍ମାଣ କରିବେ ଓମ୍‌ବାବା

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): ବିଭିନ୍ନ ସମୟରେ ବିବାଦରେ ରହି ଆସିଥିବା ଓମ୍‌ବାବା ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ସେ ଓଡ଼ିଶାରେ ଦ୍ୱିତୀୟ କୋଣାର୍କ (ସୂର୍ଯ୍ୟ) ମନ୍ଦିର ନିର୍ମାଣ କରିବା ପାଇଁ ଦିଲ୍ଲୀରୁ ଭୁବନେଶ୍ୱର ଆସିବା ଅବସରରେ ସୋମବାର କହିଛନ୍ତି। ଜୀର୍ଣ୍ଣୋଦ୍ୱାର ମହାସଂଘ ଅଧ୍ୟକ୍ଷ ଥିବା ଓମ୍‌ବାବା…

ଆରମ୍ଭ ହେଲା ଓଡ଼ିଶା ଟ୍ରାଭେଲ ବଜାର:ପର୍ଯ୍ୟଟନ ରାଜଧାନୀ ହେବ ଓଡ଼ିଶା

ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ): ଦେଶର ‘ବେଷ୍ଟ କେପ୍ଟ ସିକ୍ରେଟ୍‌’ ଭାବେ ପରିଚିତ ଓଡ଼ିଶା ବିଗତ ୧୫ବର୍ଷ ଧରି ଭାରତର ଶ୍ରେଷ୍ଠ ୩ ଇନ୍‌ଭେଷ୍ଟମେଣ୍ଟ ଡେଷ୍ଟିନେଶନ ଭାବେ ପ୍ରତିଷ୍ଠିତ ହୋଇପାରିଛି। ନୂତନ କର୍ମ ନିଯୁକ୍ତି ସୃଷ୍ଟି କରିବା ସହ ଅଭିବୃଦ୍ଧିଶୀଳ ଅର୍ଥନୀତିରେ ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଭୂମିକା…

ଲିଙ୍ଗରାଜ ମନ୍ଦିର ପାର୍ଶ୍ୱରୁ ହଟିବ ଜବରଦଖଲ: ଆଜି ସର୍ଭେ, ଖୁବ୍‌ଶୀଘ୍ର ଉଚ୍ଛେଦ

ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ): ଶ୍ରୀମନ୍ଦିର ଭଳି ରାଜ୍ୟର ଅନ୍ୟତମ ଐତିହ୍ୟ ତଥା ପ୍ରମୁଖ ଶୈବପୀଠ ଶ୍ରୀଲିଙ୍ଗରାଜ ମନ୍ଦିର ପାର୍ଶ୍ୱରୁ ଜବରଦଖଲ ହଟିବ। ସେହିଭଳି ବିନ୍ଦୁ ସାଗର ପାର୍ଶ୍ୱରେ ଥିବା ସରକାରୀ ତଥା ମନ୍ଦିର ଜାଗାକୁ ଜବରଦଖଲମୁକ୍ତ କରାଯିବ। ଏଥିପାଇଁ ମନ୍ଦିର ପ୍ରଶାସନ ସହ…

ବିଲ୍‌ଡରଙ୍କ ଗାଡ଼ି ସହ ଜଳିଗଲା ୩ କାର

କଟକ ରୋଡ,୧୫ା୧୦(ଡି.ଏନ୍‌.ଏ.) : ଲକ୍ଷ୍ମୀସାଗର ଥାନା ଅଧୀନ ଚିନ୍ତାମଣିଶ୍ୱର ଅଞ୍ଚଳରେ ସୋମବାର ୩ଟି ଗାଡ଼ି ଜଳିଯାଇଛି। ଉକ୍ତ ଗାଡ଼ି ମଧ୍ୟରେ ଜଣେ ବିଲ୍‌ଡରଙ୍କ ଗାଡ଼ି ପୋଡ଼ିବା ନେଇ ଚର୍ଚ୍ଚା ଜୋର ଧରିଛି। ସୂଚନା ଅନୁଯାୟୀ, ଅପରାହ୍ନ ପ୍ରାୟ ୩ଟାରେ ଚିନ୍ତାମଣିଶ୍ୱେର ଲେନ-୩ରେ…

ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଆଶୀର୍ବାଦ

କଟକ ଅଫିସ,୧୫ା୧୦: ଅର୍ଥତତ୍ତ୍ବ(ଏଟି) ଚିଟ୍‌ଫଣ୍ଡ ମାମଲାରେ ସିବିଆଇ ଦ୍ୱାରା ଗିରଫ ହୋଇଥିବା ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରା ଜାମିନ ପାଇଁ ସୋମବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ପୂର୍ବରୁ ଆଶୀର୍ବାଦ ସିବିଆଇ ସ୍ପେଶାଲ କୋର୍ଟ ଏବଂ ଭୁବନେଶ୍ୱର ସେସନ…

ହାଇକୋର୍ଟର ନୂଆ ବିଚାରପତି ନାମ ସୁପାରିସକୁ ବିରୋଧ: ୧୬ ପର୍ଯ୍ୟନ୍ତ କୋର୍ଟ ବର୍ଜନ ନିଷ୍ପତ୍ତି

କଟକ ଅଫିସ, ,୧୫।୧୦: ସୁପ୍ରିମକୋର୍ଟଙ୍କ କଲେଜିୟମ ଗତ ୩ ତାରିଖରେ ଓଡ଼ିଶା ହାଇକୋର୍ଟରେ ୨ଜଣ ବିଚାରପତିଙ୍କୁ ନିଯୁକ୍ତି ଦେବା ପାଇଁ ନାମ ସୁପାରିସ କରିଛନ୍ତି। ତେବେ ଏହି ସୁପାରିସକୁ ବିରୋଧକରି ଓଡ଼ିଶା ହାଇକୋର୍ଟ ବାର ଆସୋସିଏଶନ ଆସନ୍ତା ୧୬ ତାରିଖ ଅର୍ଥାତ୍‌…

ବିଶ୍ୱସ୍ତରୀୟ ହେବ ଶାମୁକା ପର୍ଯ୍ୟଟନ ପ୍ରକଳ୍ପ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ପୁରୀ ଜିଲାରେ ପ୍ରସ୍ତାବିତ ଶାମୁକା ପର୍ଯ୍ୟଟନ ପ୍ରକଳ୍ପ ଏକ ବିଶ୍ୱସ୍ତରୀୟ ପ୍ରକଳ୍ପ ହେବ। ଏହି ପ୍ରକଳ୍ପ ସମ୍ପର୍କିତ ଏକ ସମୀକ୍ଷା ବୈଠକ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ଲୋକସେବା ଭବନରେ ଆୟୋଜିତ ଏହି…

ମୋ ସରକାର ଟିମ୍‌ର ପ୍ରଥମ ଗସ୍ତ ପରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: କୋରାପୁଟରେ ହେବ କମ୍ପୋଜିଟ୍‌ ହସ୍ପିଟାଲ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲାର ସଦର ମହକୁମା ଚିକିତ୍ସାଳୟ ଏବଂ କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜର ୪ଟି ରୋଗୀ କଲ୍ୟାଣ ସମିତିକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୫ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବ।…

ଆର୍ମି ନିଯୁକ୍ତି ପାଇଁ ଆସି ହଟହଟା: ଫୁଟ୍‌ପାଥରେ ରାତି କଟାଉଛନ୍ତି ପରୀକ୍ଷାର୍ଥୀ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ସୋମବାର ମଧ୍ୟାହ୍ନ। ସ୍ଥାନ ରବୀନ୍ଦ୍ର ମଣ୍ଡପ ଛକରୁ ୧୨୦ ବାଟାଲିୟନ ରାସ୍ତା। ବିହାରର ଆଶିଷ କୁମାର ଏମ୍‌ଏଲ୍‌ଏ କ୍ୱାର୍ଟର୍ସ ସାମ୍ନା ଫୁଟ୍‌ପାଥରେ ମନସ୍ତାପରେ ବସିଥିଲେ। ତାଙ୍କର ବିଚଳିତ ଅବସ୍ଥା ଦେଖି ଆମ ପ୍ରତିନିଧିଙ୍କ ନଜର ପଡ଼ିଥିଲା। ସୈନ୍ୟବାହିନୀରେ ଭର୍ତ୍ତି ପାଇଁ…

୧୦ ଖଣି ନିଲାମ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ୧୦ଟି ଖଣି ନିଲାମ ପାଇଁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ୫ ଲୁହାପଥର, ୨ ମାଙ୍ଗାନିଜ୍‌ ଏବଂ ୩ଟି ଲୁହାପଥର ଓ ମାଙ୍ଗାନିଜ୍‌ ଖଣି ରହିଛି। ସେହି ଖଣିଗୁଡ଼ିକ ହେଲା ଗୋରୁମହିଷାଣୀ, ବାଦାମପାହାଡ଼, ଜାଜଙ୍ଗ,…

ଯୁବ ପ୍ରତିଭାଙ୍କୁ ପ୍ରୋତ୍ସାହନ ଲୋଡ଼ା

ବଡ଼ବିଲ, ୧୫।୧୦(ସ୍ବ.ପ୍ର.)-ଜୀବନ ଯେତେ ସଂଘର୍ଷପୂର୍ଣ୍ଣ ହେଲେ ବି ସାଧନା ଓ ଚେଷ୍ଟା ଦ୍ୱାରା ସଫଳତା ମିଳିବା ସମ୍ଭବ । ଏଥିଲାଗି ଯୁବପ୍ରତିଭାଙ୍କୁ ପ୍ରୋତ୍ସାହନ ମିଳିବା ଦରକାର। ଏକଥା କହିଛନ୍ତି କେନ୍ଦୁଝର ଜିଲା ବଡବିଲର ସୁନାପୁଅ ସଚିନ। ଗତ ୭ ଓ ୮…

୭୦ ବର୍ଷରେ ମତୋ ଗଜଲକ୍ଷ୍ମୀ ପୂଜା

ଚାନ୍ଦବାଲି, ୧୫।୧୦ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋର ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା କୁମାର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଛି। ପୂଜା ପାଇଁ ସମଗ୍ର ଅଞ୍ଚଳ ଉତ୍ସବମୁଖର ହୋଇଉଠିଛି। ରଙ୍ଗିନ ଆଲୋକମାଳାରେ ପରିବେଶ ଝଲସୁଛି। ସୁନ୍ଦର ସାଜସଜ୍ଜା ସାଙ୍ଗକୁ ଲାଇଟ୍‌ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri