ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ ମିଟର ଯାଏ ଉଚ୍ଛେଦ କାର୍ଯ୍ୟ ଆରମ୍ଭ: ସୁରକ୍ଷା କଡ଼ାକଡ଼ି
ପୁରୀ ଅଫିସ,୨୭।୮: ଶ୍ରୀମନ୍ଦିର ମେଘନାଦ ପ୍ରାଚୀରଠାରୁ ୭୫ ମିଟର ପରିଧି ମଧ୍ୟରେ ଥିବା ନିର୍ମାଣ ଉଚ୍ଛେଦ ମଙ୍ଗଳବାର ସକାଳ ୯ ଟା ୫୫ ମିନିଟ୍ରୁ ଆରମ୍ଭ ହୋଇଛି। ପ୍ରଥମେ ଲଙ୍ଗୁଳି ମଠକୁ ପ୍ରଶାସନ ପକ୍ଷରୁ ଭଙ୍ଗାଯାଇଛି। ଶାନ୍ତିଶୃଙ୍ଖଳା ପାଇଁ ୨୪ ପ୍ଲାଟୁନ…
ଓଏମ୍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ: ୫ରୁ ନୃତ୍ୟ, ସଙ୍ଗୀତର ମହାକୁମ୍ଭ
ଭୁବନେଶ୍ୱର,୨୭।୮(ବ୍ୟୁରୋ):ଭାରତୀୟ ଶାସ୍ତ୍ରୀୟ ନୃତ୍ୟ, ସଙ୍ଗୀତର ମହାକୁମ୍ଭ ‘ଓଏମ୍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ’ ଆସନ୍ତା ସେପ୍ଟେମ୍ବର ୫ ରୁ ୧୧ ତାରିଖ ପର୍ଯ୍ୟନ୍ତ ୭ଦିନ ଧରି ରବୀନ୍ଦ୍ରମଣ୍ଡପଠାରେ ଆୟୋଜିତ ହେବ। ନୃତ୍ୟାନୁଷ୍ଠାନ ‘ସୃଜନ’ ପକ୍ଷରୁ ଆୟୋଜିତ ହେବାକୁ ଥିବା ଏହି…
ହାଇକୋର୍ଟରେ ବାରବାଟୀ-କଟକ ବିଧାନସଭା ନିର୍ବାଚନ ମାମଲା: ବିଧାୟକ ମୋକିମ୍ଙ୍କୁ ଜବାବ ଦାଖଲ ନିର୍ଦ୍ଦେଶ
କଟକ ଅଫିସ,୨୭।୮: ବାରବାଟୀ-କଟକ ନିର୍ବାଚନକୁ ନେଇ ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସୋମବାର ହାଇକୋର୍ଟ ବିଚାରପତି ଜଷ୍ଟିସ ସଙ୍ଗମ କୁମାର ସାହୁ ଏହି ମାମଲାର ଶୁଣାଣି କରିଥିଲେ। ଆସନ୍ତା ସେପ୍ଟେମ୍ବର ୧୩ରେ ଏହାର ପରବର୍ତ୍ତୀ ଶୁଣାଣି ହେବାକୁ…
ତ୍ୟାଗ ପାଇଁ ପ୍ରସ୍ତୁତ, ପ୍ରଥମେ ଥଇଥାନ କରାଯାଉ
ପୁରୀ ଅଫିସ, ୨୭।୮: ଶ୍ରୀମନ୍ଦିରର ସୁରକ୍ଷା ପାଇଁ ପ୍ରଶାସନ ମଙ୍ଗଳବାରଠାରୁ ୭୫ ମିଟର ଉଚ୍ଛେଦ ଅଭିଯାନ ଆରମ୍ଭ କରିବ। ମେଘନାଦ ପ୍ରାଚୀରଠାରୁ ୭୫ ମିଟର ପରିଧି ମଧ୍ୟରେ ଥିବା ସମସ୍ତ ନିର୍ମାଣକୁ ଭଙ୍ଗାଯିବ। ଏଥିଲାଗି ପ୍ରାଥମିକ ପର୍ଯ୍ୟାୟରେ ମଙ୍ଗଳବାର ଲଙ୍ଗୁଳି ମଠ…
ଜୈସ-ଇ-ମହମ୍ମଦର ଅଣ୍ଡର ୱାଟର ଆକ୍ରମଣ ଯୋଜନା: ଟାର୍ଗେଟରେ ଶ୍ରୀମନ୍ଦିର, ବଢିଲା ସୁରକ୍ଷା
ପୁରୀ ଅଫିସ, ୨୭।୮: ଭାରତର ବିଭିନ୍ନ ସ୍ଥାନ ଉପରେ ଜଳମାର୍ଗ ମାଧ୍ୟମରେ ଆକ୍ରମଣ ଲାଗି ଆତଙ୍କବାଦୀ ସଙ୍ଗଠନ ଜୈସ-ଇ-ମହମ୍ମଦ ଅଣ୍ଡର ୱାଟର ୱିଙ୍ଗ ପ୍ରସ୍ତୁତ କରୁଥିବା ନେଇ ଭାରତୀୟ ଗୋଇନ୍ଦା ବିଭାଗ ସର୍ତକ କରିଛି। ପ୍ରଥମେ ଲକ୍ସର-ଇ-ତୋଇବା ଏବେ ଜୈସ-ଇ-ମହମ୍ମଦ ଭାରତ…
କେନ୍ଦ୍ରର ଜଳ ଜୀବନ ମିଶନକୁ ରାଜ୍ୟର ପ୍ରଶଂସା
ଭୁବନେଶ୍ୱର,୨୭।୮(ବ୍ୟୁରୋ): କେନ୍ଦ୍ର ସରକାର ଦେଶର ପ୍ରତ୍ୟେକ ଘରକୁ ପାଇପ୍ ଯୋଗେ ପାନୀୟ ଜଳ ଯୋଗାଣ ପାଇଁ କାର୍ଯ୍ୟକାରୀ କରିଥିବା ଜଳ ଜୀବନ ମିଶନ କାର୍ଯ୍ୟକ୍ରମକୁ ରାଜ୍ୟ ସରକାର ପ୍ରଶଂସା କରିଛନ୍ତି। କିନ୍ତୁ ଏଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟକୁ ଆର୍ଥିକ ସହାୟତା…
୪ ରାଜ୍ୟରେ ଉପନିର୍ବାଚନ ଲାଗି ତାରିଖ ଘୋଷଣା ପରେ ଜୋର ଧରିଲା ବିଜେପୁର ଉପନିର୍ବାଚନ ଚର୍ଚ୍ଚା
ଭୁବନେଶ୍ୱର,୨୭।୮(ବ୍ୟୁରୋ): ଉତ୍ତରପ୍ରଦେଶ, ତ୍ରିପୁରା, ଛତିଶଗଡ଼ ଓ କେରଳର ଗୋଟିଏ ଲେଖାଏ ବିଧାନସଭା ଆସନରେ ଆସନ୍ତା ସେପ୍ଟେମ୍ବର ୨୩ରେ ଉପନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ କମିଶନ ଏନେଇ ଗତ ରବିବାର ଘୋଷଣା କରିବାପରେ ଓଡ଼ିିଶାର ବିଜେପୁର ଆସନକୁ ନେଇ ଚର୍ଚ୍ଚା ଜୋର୍ ଧରିଛି।…
ମାଲେସିଆ ଜାହାଜରୁ ତେଲ କଢ଼ାଯିବ: ମନ୍ତ୍ରୀ
ଭୁବନେଶ୍ୱର,୨୭।୮(ବ୍ୟୁରୋ): ଚିଲିକା ନିକଟରେ ଲାଗିଥିବା ମାଲେସିଆ ମାଲବାହୀ ଜାହାଜରୁ ତେଲ କଢାଯିବ। ସୋମବାର ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଏହି ସୂଚନା ଦେଇଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି ଯେ ପୁରୀ ଜିଲା ପ୍ରଶାସନ ଜାହାଜ ମାଲିକଙ୍କ…
ଫ୍ଲାଏ ଓଭରରେ ଆପ୍ରୋଚ ରୋଡ୍ ୬ ଇଞ୍ଚ ଦବିଯିବା ଘଟଣା: ଠିକା ସଂସ୍ଥା କଲା ମରାମତି
ଭୁବନେଶ୍ୱର,୨୭।୮(ବ୍ୟୁରୋ): ହାଇଟେକ ଛକ ନିକଟସ୍ଥ କଟକ-ପୁରୀ ବାଇପାସ୍ ପ୍ଲାଏ ଓଭରବ୍ରିଜ୍ର ଆପ୍ରୋଚ୍ ରୋଡ୍ ରବିବାର ୬ଇଞ୍ଚ ଦବି ଯାଇଥିଲା। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ସୋମବାର ସମ୍ପୃକ୍ତ ଠିକା ସଂସ୍ଥା ପକ୍ଷରୁ ସେହି ସ୍ଥାନକୁ ମରାମତି…
‘ଏସ୍ ଅଫ୍ ସ୍ପେସ୍’ ସିଜନ୍-୨ରେ ପ୍ରକୃତି
ଭୁବନେଶ୍ୱର,୨୭।୮(ବ୍ୟୁରୋ): ଗୋଟିକ ପରେ ଗୋଟିଏ ସଫଳତାର ପାହାଚ ଚଢୁଥିବା ଅଭିନେତ୍ରୀ ପ୍ରକୃତି ମିଶ୍ର ରାଜ୍ୟ ପାଇଁ ଆଉ ଏକ ଗୌରବ ଆଣିଛନ୍ତି। ଜାତୀୟ ଟେଲିଭିଜନ ଚ୍ୟାନେଲ ଏମ୍ ଟିଭିରେ ପ୍ରସାରିତ ରିୟଲିଟି ଶୋ’ ‘ଏସ୍ ଅଫ୍ ସ୍ପେସ୍’ ସିଜନ ୨ରେ ପ୍ରଥମ…
ସଭାପତି ପଦରେ ରହିଲେ ନିରଞ୍ଜନ
ଭୁବନେଶ୍ୱର,୨୭।୮(ବ୍ୟୁରୋ): ଓଡ଼ିଶା କଂଗ୍ରେସକୁ ସଜାଡିବା ପାଇଁ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଚିନ୍ତା ପ୍ରକଟ କରିଛନ୍ତି। ଏଆଇସିସି ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ କରାଯାଇ, ୨୦୧୯ ସାଧାରଣ ନିର୍ବାଚନ ପାଇଁ ଗଠନ କରାଯାଇଥିବା ସମସ୍ତ କମିଟିକୁ ଭାଙ୍ଗି…
ସପ୍ତମ ଅର୍ଥନୈତିକ ଗଣନା ଆରମ୍ଭ:ଅଣକୃଷି ଅର୍ଥନୈତିକ କାର୍ଯ୍ୟକଳାପ ଜାଣିବାକୁ ବ୍ୟାପକ କାର୍ଯ୍ୟକ୍ରମ
ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ ସପ୍ତମ ଅର୍ଥନୈତିକ ଗଣନା ସୋମବାରଠାରୁ ଆରମ୍ଭ କରାଯାଇଛି। ଲୋକସେବା ଭବନଠାରେ ଉନ୍ନୟନ କମିଶନର ସୁରେଶ ମହାପାତ୍ର ଏହି ଗଣନାର ଶୁଭାରମ୍ଭ କରିଛନ୍ତି। ଏହାସହ ଅର୍ଥନୈତିକ ଗଣନା ନିମନ୍ତେ ସ୍ବତନ୍ତ୍ର ଭାବେ ଏକ ସ୍ବତନ୍ତ୍ର ମୋବାଇଲ୍ ଆପ୍ ଲୋକାର୍ପିତ ହୋଇଛି।…
Archives


