ବଡ଼ୁ ସୁଆର ନିଯୋଗ ନିର୍ବାଚନ ବିଶ୍ୱନାଥ ସଭାପତି, ଅନନ୍ତ ସମ୍ପାଦକ
ପୁରୀ ଅଫିସ, ୧୩।୧୦: ଶ୍ରୀମନ୍ଦିର ବଡ଼ୁ ସୁଆର ନିଯୋଗର କର୍ମକର୍ତ୍ତା ନିର୍ବାଚନ ଶୁକ୍ରବାର ରାତିରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସର୍ବସମ୍ମତିକ୍ରମେ ବିଶ୍ୱନାଥ ସାମନ୍ତରା ସଭାପତି, ଅନନ୍ତ ତିଆଡ଼ି ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଭବାନୀଶଙ୍କର ସାମନ୍ତରା କୋଷାଧ୍ୟକ୍ଷ ଏବଂ…
ଲୋକସେବା ଭବନରେ ନିଆଁ
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ଲୋକସେବା ଭବନରେ ଥିବା ସାଧାରଣ ପ୍ରଶାସନ ବିଭାଗ ରେକର୍ଡ ରୁମ୍ରେ ଶନିବାର ଅଗ୍ନିକାଣ୍ଡ ଘଟିଥିଲା। ସକାଳ ପ୍ରାୟ ୭ଟାରେ କାର୍ଯ୍ୟାଳୟରୁ ନିଆଁ ସହ ଧୂଆଁ ବାହାରୁଥିବା ଦେଖି କେୟାରଟେକର ଅଗ୍ନିଶମ ବିଭାଗକୁ ଫୋନ୍ କରିଥିଲେ। ସଚିବାଳୟ ଅଗ୍ନିଶମ ବିଭାଗର କର୍ମଚାରୀମାନେ…
ଇଣ୍ଡିଆସ୍ ଚାର୍ମିଂ ଫେସ୍ ଓଡ଼ିଶା ୨୦୧୯ ଟାଇଟଲ ଜିତିଲେ ନିରଞ୍ଜନା
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ବିଶ୍ୱର ଜଣାଶୁଣା ବିଉଟି ପାଜେଣ୍ଟ୍ ‘ମିଷ୍ଟର୍ ଆଣ୍ଡ୍ ମିସ୍ ଚାର୍ମିଂ ଫେସ୍’ର ଚଳିତ ବର୍ଷ ୩ୟ ସଂସ୍କରଣ ଅନୁଷ୍ଠିତ ହେଉଥିବାବେଳେ ଇଣ୍ଡିଆସ୍ ଚାର୍ମିଂ ଫେସ୍ ଓଡ଼ିଶା ୨୦୧୯ ଚୟନ କରାଯାଇଛି। କଟକର ୨୧ବର୍ଷୀୟା ନାଗଜା ନିରଞ୍ଜନା ଇଣ୍ଡିଆସ୍ ଚାର୍ମିଂ ଫେସ୍…
ବିଜେପୁରରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ଗାଁସାଥୀ: ପ୍ରତିଶ୍ରୁତି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ
ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ସରକାରଙ୍କ ବିଭିନ୍ନ ପ୍ରତିଶ୍ରୁତି ବାବଦରେ ବିଜେପୁର ଉପନିର୍ବାଚନ ସମୟରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ଗାଁସାଥୀ। ପୂର୍ବ ପ୍ରତିଶ୍ରୁତି ଅନୁଯାୟୀ ଦାବି ପୂରଣ ନ ହେଲେ ଆସନ୍ତା ନଭେମ୍ବର ୪ରେ ୫୦ହଜାରରୁ ଊର୍ଦ୍ଧ୍ୱ ଗାଁସାଥୀ ଏକାଠି ହୋଇ ବିଧାନସଭା ସମ୍ମୁଖରେ ଆନ୍ଦୋଳନକୁ…
ଗଣଶିକ୍ଷା ବିଭାଗର ‘ଜିରୋ ଏଫ୍’ ମିଶନ:ଛୁଟିଦିନରେ ଦଶମ ଶ୍ରେଣୀ ପିଲାଙ୍କୁ ପଢ଼ାଇବେ ଶିକ୍ଷକ
ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଫେଲ୍ ହାର କମାଇବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଚିନ୍ତା କରିଛି। ଏଥିପାଇଁ ‘ଜିରୋ ଏଫ୍’ ମିଶନ ଆରମ୍ଭ କରିଛି। ପ୍ରଥମେ କଟକ ଜିଲାକୁ ପାଇଲଟ୍ ପ୍ରୋଜେକ୍ଟ ଭାବେ ନିଆଯାଇଛି। ଛୁଟିଦିନଗୁଡ଼ିକରେ ମଧ୍ୟ ପାଠ…
୧୪ରୁ ଓଡ଼ିଶା ଟ୍ରାଭେଲ ବଜାର
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଫିକି ସହଯୋଗରେ ଭୁବନେଶ୍ୱରରେ ଓଡ଼ିଶା ଟ୍ରାଭେଲ ବଜାର(ଓଟିବି)ର ତୃତୀୟ ସଂସ୍କରଣ ଆୟୋଜିତ ହେବ। ଅକ୍ଟୋବର ୧୪ରୁ ୨୦ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଏହି ଟ୍ରାଭେଲ ବଜାର ଦେଶ ବାହାରେ ଓଡ଼ିଶା ପର୍ଯ୍ୟଟନର ପ୍ରଚାର…
ବିଜେପୁର: ପ୍ରସଙ୍ଗ ନୁହେଁ, ପତିଆରା ରାଜନୀତି
ବିଜେପୁର,୧୩।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ସପ୍ତାହେ ବାକି ଅଛି। ଦେଢ଼ବର୍ଷ ମଧ୍ୟରେ ତୃତୀୟଥର ନିର୍ବାଚନ ଦେଖୁଛନ୍ତି ବିଜେପୁର ଭୋଟର। ଲଗାତର ନିର୍ବାଚନ ଫଳରେ ପୂର୍ବ ସରଗରମ ଏତେଟା ଦେଖିବାକୁ ମିଳୁ ନ ଥିଲେ ସୁଦ୍ଧା ଆଉ ଦିନେ ଦୁଇଦିନ…
୨୦୨୧ ସୁଦ୍ଧା ୨କୋଟି ୫୦ଲକ୍ଷ ପର୍ଯ୍ୟଟକଙ୍କୁ ଓଡ଼ିଶା ଆଣିବା ଲକ୍ଷ୍ୟ: ଚାଇନିଜ୍, ରଷିଆନ୍ ଭାଷା ଶିଖିବେ ଟୁର୍ ଅପରେଟର୍; ଭୁବନେଶ୍ୱରରେ ବିମାନ ସଂଖ୍ୟା ବଢ଼ାଇବ ସ୍ପାଇସ୍ଜେଟ୍
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ୨୦୨୧ ସୁଦ୍ଧା ୨କୋଟି ୫୦ଲକ୍ଷ ପର୍ଯ୍ୟଟକଙ୍କୁ ଓଡ଼ିଶା ଆଣିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ପର୍ଯ୍ୟଟନ ଶିଳ୍ପରେ ହେଉଥିବା ପୁଞ୍ଜି ବିନିଯୋଗକୁ ଦୃଷ୍ଟିରେ ରଖି ସେହି ଅନୁଯାୟୀ ଦେଶ, ବିଦେଶରୁ ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି କରିବାକୁ ରାଜ୍ୟ ପର୍ଯ୍ୟଟନ ବିଭାଗର…
କ୍ୟାପିଟାଲ ହସ୍ପିଟାଲ ଫୁଟ୍ପାଥ୍ରେ ପ୍ରସବ: ସ୍ବାସ୍ଥ୍ୟ ସଚିବଙ୍କୁ ତଦନ୍ତ ରିପୋର୍ଟ ଦେଲେ ନିର୍ଦ୍ଦେଶକ
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟର ଅନ୍ୟତମ ପ୍ରମୁଖ ସରକାରୀ ଡାକ୍ତରଖାନା କ୍ୟାପିଟାଲ ହସ୍ପିଟାଲ ଫୁଟ୍ପାଥ୍ରେ ଜଣେ ମହିଳା ଶିଶୁପୁତ୍ର ଜନ୍ମ ଦେଇଥିଲେ, ଯାହାକୁ ନେଇ ଶୁକ୍ରବାର ରାତିରେ ହସ୍ପିଟାଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା। ଏହି ସମ୍ବେଦନଶୀଳ ଘଟଣାରେ ସ୍ବାସ୍ଥ୍ୟ ସଚିବ ପ୍ରମୋଦ ମେହେର୍ଦ୍ଦା…
ବିଜୟାରାଜେ ସିନ୍ଧିଆଙ୍କ ୧୦୦ତମ ଜୟନ୍ତୀ ପାଳନ କଲା ଭାଜପା
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ବିଜୟାରାଜେ ସିନ୍ଧିଆଙ୍କ ଶନିବାର ୧୦୦ତମ ଜନ୍ମ ଜୟନ୍ତୀ ପାଳିତ ହୋଇଛି। ସିନ୍ଧିଆ ମଧ୍ୟପ୍ରଦେଶଠାରେ ୧୨ ଅକ୍ଟୋବର ୧୯୧୯ରେ ଜନ୍ମ ହୋଇଥିଲେ। ସେ ଭାଜପାର ପ୍ରତିଷ୍ଠାତା ସଦସ୍ୟା ଥିଲେ। ତାଙ୍କ ୧୦୦ତମ ଜନ୍ମ ଜୟନ୍ତୀ ଅବସରରେ ରାଜ୍ୟ ଭାଜପା ମହିଳା ମୋର୍ଚ୍ଚା…
ଗୋଟିଏ ପୃଷ୍ଠା ହେବ କର୍ମଚାରୀଙ୍କ ଦରମା ବିଲ୍
ଭୁବନେଶ୍ୱର,୧୩ା୧୦(ବ୍ୟୁରୋ):ସରକାରୀ କର୍ମଚାରୀମାନଙ୍କ ଦରମା ଦେବାକୁ ଆଉ ବରବାଦ ହେବ ନାହିଁ ଲକ୍ଷ ଲକ୍ଷ ପୃଷ୍ଠାର କାଗଜ। ଗୋଟିଏ ପୃଷ୍ଠାରେ ସବୁ କର୍ମଚାରୀଙ୍କ ଦରମା ବିଲ୍ ପ୍ରସ୍ତୁତ ହେବ। ରାଜ୍ୟ ସରକାର ସରକାରୀ କାର୍ଯ୍ୟାଳୟକୁ କାଗଜମୁକ୍ତ କରିବାକୁ ପଦକ୍ଷେପ ଆରମ୍ଭ କରିଛନ୍ତି। ପ୍ରତ୍ୟେକ…
ମାଟିରୁ କମୁଛି ଫସ୍ଫରସ୍
ଭୁବନେଶ୍ୱର,୧୩ା୧୦(ବ୍ୟୁରୋ): ଗତ କିଛିବର୍ଷ ହେବ ମାଟିରୁ ଫସ୍ଫରସ୍ ପରିମାଣ କମିବାରେ ଲାଗିଛି। ରାଜ୍ୟରେ ଧାନ ଏକ ପ୍ରମୁଖ ଫସଲ। ଜମିରେ ଫସ୍ଫରସ୍ ଅଭାବରୁ ଆଗାମୀ ଦିନରେ ଧାନ ଉତ୍ପାଦନ କମିବା ଆଶଙ୍କା ଦେଖାଦେଇଛି। ଧାନ ବଢ଼ିବା ପାଇଁ ମାଟିର ମୁଖ୍ୟ ଉପାଦାନ…
Archives


